Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜି ଜଟଣୀ ବିଧାୟକଙ୍କ ଜନ୍ମଦିନ..୮୦ ବର୍ଷରେ ପାଦ ଥାପିଲେ ସୁର ଭାଇ

ଭୁବନେଶ୍ୱର: ୮୦ ବର୍ଷ ବୟସ । ହେଲେ ପାଦ ଥକିନି । ପାଟି ବି ଥକିନି । ଯେଉଁଠି ଖୋଜିବ ସେଠି ହାଜର  । ସେମିତି ରାଜା ହସ..ମଉଜିଆ କଥା.. । ଆମେ କହୁଛୁ ସୁର ଭାଇଙ୍କ କଥା । ଜଟଣୀ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟଙ୍କ କଥା । ଆଜି ସୁର ଭାଇ ୮୦ ବର୍ଷରେ ପାଦ ଦେଇଛନ୍ତି । ଆଜି…

ଫାଇଭ-ଟି ପ୍ରହସନ: ପ୍ରାଥମିକ ଶିକ୍ଷାର ବିକଟାଳ ଚିତ୍ର

ନୂଆପଡା: ସ୍ମାର୍ଟ ସ୍କୁଲ ନିର୍ମାଣ କରି ରାଜ୍ୟ ସରକାର ଖର୍ଚ୍ଚ କରୁଛନ୍ତି କୋଟି କୋଟି ଟଙ୍କା । ସର୍ବଶିକ୍ଷା ଅଭିଯାନରେ ସଭିଏଁ ପଢନ୍ତୁ ସଭିଏଁ ବଢନ୍ତୁ ନାରାରେ ସରକାର ବାହାବାହା ନେଉଛି ସତ ହେଲେ ନୂଆପଡା ଜିଲ୍ଲା ସିନାପାଲି ଓ ଖଡ଼ିଆଳ ବ୍ଲକରେ ଭୁଶୁଡିପଡିଛି ଶିକ୍ଷା ବ୍ୟବସ୍ଥା । ଭଙ୍ଗା ଦଦରା…

ସାପ ଧରିବା ପାଇଁ ଗାଇଡଲାଇନ୍ ଜାରି: ପଞ୍ଜିକରଣ କରିବେ ରାଜ୍ୟର ସବୁ ସାପ ଧରାଳି

ଭୁବନେଶ୍ୱର: ସାପ ଧରାଳିଙ୍କ ପାଇଁ ଜାରି ହେଲା ଗାଇଡଲାଇନ। ଜନବସତିରୁ ସାପ ଉଦ୍ଧାର କରିବା ଏବଂ ଅନ୍ୟ ଜାଗାରେ ଛାଡ଼ିବାକୁ ନେଇ ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ଗାଇଡ୍ ଲାଇନ ଜାରି କରିଛି। ରାଜ୍ୟରେ ଦିନକୁ ଦିନ ସାପ କାମୁଡା ଜନିତ ମୃତ୍ୟୁ ବୃଦ୍ଧି ହେବାରେ ଲାଗିଛି। ସାପ କାମୁଡାରେ ଗତ ୭…

ଚନ୍ଦ୍ରଶେଖରପୁର ନନ୍ଦନବିହାରରେ ଅଗ୍ନିକାଣ୍ଡ, ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ

ଭୁବନେଶ୍ଵର: ଚନ୍ଦ୍ରଶେଖରପୁର ନନ୍ଦନନବିହାରରେ ଅଗ୍ନିକାଣ୍ଡ । ନନ୍ଦନବିହାର ସ୍କାୟେଟେକ୍ ଇନଫୋସିଟି ଭିଲାରେ ଅଗ୍ନିକାଣ୍ଡ । ତିନିମହଲା ଉପରେ ଲାଗିଛି ନିଆଁ । ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ତେବେ ନିଆଁ ଭିତରୁ ୩ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି । ସୂଚନା…

ସାନ ଜ୍ୱାଇଁର ଛୁରାମାଡ଼ରେ ଜଣଙ୍କ ମୃତ୍ୟୁ, ୪ ଗୁରୁତର ଆହତ

ପୁରୀ: ପାରିବାରିକ କଳହକୁ ନେଇ ସାନ ଜ୍ୱାଇଁର ଆକ୍ରମଣରେ ପରିବାରର ଜଣେ ମୃତ ଓ ୪ ଗୁରୁତର ଆହତ। ଏଭଳି ଅଭାବନାୟ ଘଟଣା ଘଟିଛି ପୁରୀ ଜିଲ୍ଲା ମାଳିଯାଗା ନିକଟରେ। ମୃତକ ହେଲେ ପୁତୁରା ସୌମ୍ୟ ରଞ୍ଜନ ପ୍ରଧାନ। ଆହତମାନେ ହେଲେ ମୃତ ସୌମ୍ୟଙ୍କ ମାଆ ଗୀତା ରାଣୀ ଦାସ, ବାପା ସୁକାନ୍ତ ପ୍ରଧାନ, ଆଈ…

ଚୁନାଘାଟିରେ ଓଲଟିଲା ଟ୍ରକ୍, ଜଣେ ମୃତ

କୋଇଡ଼ା: ପୁଣି ଚୁନାଘାଟିରେ ଦୁର୍ଘଟଣା। ଟ୍ରକ୍ ଏବଂ ହାଇୱା ମୁହାଁମୁହିଁ ଧକ୍କା ହେବା ଫଳରେ ଓଲଟିଲା ଟ୍ରକ୍ । ଦୁର୍ଘଟଣାରେ ଗାଡ଼ି ଡ୍ରାଇଭର ମୃତ । ଗତକାଲି ରାତି ପ୍ରାୟ ୧୧ଟାରେ ଦୁର୍ଘଟଣାଟି ଘଟିଥିବା ବେଳେ ପ୍ରାୟ ୮ ଘଣ୍ଟାର ପରିଶ୍ରମ ପରେ ଆଜି ସକାଳେ ମୃତ ଡ୍ରଇଭରର ମର ଶରୀରକୁ ବାହାର କରିଛି…

ମଶା ବୃଦ୍ଧି ପାଇଁ ଅନୁକୂଳ ପରିବେଶ ସୃଷ୍ଟି କଲେ ଏଣିକି ତଣ୍ଡ

ଭୁବନେଶ୍ୱର: ରାଜଧାନୀରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଡେଙ୍ଗୁ ମଶା ବଂଶବୃଦ୍ଧି ପାଇଁ ପରିବେଶ ଅନୁକୂଳ ହେଉଥିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦେଇଛି। ମଶା ଲାର୍ଭା ବୃଦ୍ଧି ହେବାର ସମ୍ଭାବନା ବ୍ୟବସାୟିକ ପ୍ରତିଷ୍ଠାନ…

ବଦଳିବ ପ୍ରାଥମିକ ଶ୍ରେଣୀଗୃହ ପରିବେଶ, ପ୍ରସ୍ତୁତ ହେବ ଅନୁକୂଳ ବାତାବରଣ

ଭୁବନେଶ୍ୱର: ବଦଳିବ ପ୍ରାଥମିକ ଶ୍ରେଣୀ ଗୃହ ପରିବେଶ। ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ବୃଦ୍ଧି ପାଇଁ ପ୍ରସ୍ତୁତ ହେବ ଅନୁକୂଳ ବାତାବରଣ। ଦରିରେ ବସିବେ, ରଙ୍ଗୀନ ଡେକ୍ସରେ ଲେଖିବେ ଛାତ୍ରଛାତ୍ରୀ। କାନ୍ଥଚିତ୍ର, ଶୈକ୍ଷିକ ଉପକରଣ ବଢ଼ାଇବ ଆଗ୍ରହ। ପ୍ରଥମ ପର୍ଯ୍ୟାୟରେ ୬ ହଜାରରୁ ଊର୍ଦ୍ଧ୍ୱ…

ବାହାନଗା ଟ୍ରେନ ଦୁର୍ଘଟଣା: ଏବେ ବି ୨୯ ଜଣଙ୍କ ମୃତଦେହ ଚିହ୍ନଟ ହୋଇନି

ଭୁବନେଶ୍ୱର: ବାହାନଗା ଟ୍ରେନ୍ ଦୁର୍ଘଟଣା ୨ ମାସରୁ ଅଧିକ ଦିନ ବିତିଲାଣି। ଏହି ଦୁର୍ଘଟଣାରେ ୨୯୩ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ହେଲେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ୨୯ ଜଣଙ୍କ ମୃତଦେହ ଏପର୍ଯ୍ୟନ୍ତ ଚିହ୍ନଟ ହୋଇନାହିଁ। ଏହି ଶବଗୁଡିକ ଭୁବନେଶ୍ୱର ଏମ୍ସରେ ରଖାଯାଇଛି । ପୂର୍ବ ତଟ ରେଳବାଇର…