Latest Odisha News

BREAKING NEWS

Browsing Category

ଓଡିଶା

Odisha

ଘୁମୁସର ବନଖଣ୍ଡ ଚନ୍ଦ୍ରଗିରି ଜଙ୍ଗଲରେ ଅସୁସ୍ଥ ଦନ୍ତା ହାତୀ ମୃତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଉତ୍ତର ଘୁମୁସର ବନଖଣ୍ଡ ଚନ୍ଦ୍ରଗିରି ଜଙ୍ଗଲରେ ଅସୁସ୍ଥ ଥିବା ଦନ୍ତା ହାତୀର ମୃତ୍ୟୁ ଘଟିଛି। ଆଜି ସକାଳ ସମୟରେ ଦନ୍ତାଟି ଅସୁସ୍ଥ ଅବସ୍ଥାରେ ଦୀର୍ଘ ସମୟ ଧରି କରଡାବଣି ଓ ବେରୁଆବାଡ଼ି ମଧ୍ୟରେ ଥିବା ଘାଇ ନିକଟରେ ଠିଆ ହୋଇଥିଲା। ଏହା ପରେ ବନ କର୍ମଚାରୀ ମାନେ…

ସାଧାରଣ ନିର୍ବାଚନ-୨୦୨୪: ପୋଲିସ ମାଜିଷ୍ଟ୍ରେଟ ସ୍ଵମନ୍ନୟ ଏବଂ ବିଭାଗୀୟ ସ୍କ୍ୱାଡ଼୍ ଟିମ୍ ଉପରେ ସମୀକ୍ଷା

ଭବାନୀପାଟଣା: ଆସନ୍ତା ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ ଆଜି ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ପି ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ପୋଲିସ ମାଜିଷ୍ଟ୍ରେଟ ସ୍ୱମନ୍ନୟ ତଥା ବିଭାଗୀୟ ସ୍କ୍ୱାଡ଼୍ ଟିମ୍ ଉପରେ ବୈଠକ ଅନୁଷ୍ଠିତ…

ବିଜେଡିରେ ସାମିଲ ହେଲେ ହେଭିୱେଟ୍ ନେତା: ଦଳରେ ମିଶିଲେ ଚିରଞ୍ଜୀବ ବିଶ୍ୱାଳ, ସୁକାନ୍ତ ନାୟକ ଓ ବୃନ୍ଦାବନ ମାଝୀ

ଭୁବନେଶ୍ୱର: ଶଙ୍ଖଭବନରେ ଆଜି ବଡ଼ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି । ଜଗତସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ, ନୀଳଗିରି ବିଧାୟକ ସୁକାନ୍ତ ନାୟକ ଓ ପୂର୍ବତନ ବିଧାୟକ ବୃନ୍ଦାବନ ମାଝୀ ନିଜ ସମର୍ଥକଙ୍କ ସହ ବିଜେଡି ଶିବିରରେ ସାମିଲ ହୋଇଛନ୍ତି । ମିଶ୍ରଣ ଉତ୍ସବ ସମୟରେ ବିଜେଡିର…

ବିରାଟ ବାଇକ ରାଲି: ୧୧ ଗୋଟି ପଞ୍ଚାୟତରେ ଶକ୍ତି ପ୍ରଦର୍ଶନ କଲେ ବିଜେଡ଼ି ନେତା ଉମାକାନ୍ତ ସାମନ୍ତରାୟ

ପୁରୀ: ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ ସଦର ବ୍ଲକ୍ ଅଧିନସ୍ଥ ୧୧ ଗୋଟି ପଞ୍ଚାୟତରେ ଆଜି ଶକ୍ତି ପ୍ରଦର୍ଶନ କରିଛନ୍ତି ବ୍ରହ୍ମଗିରି ବିଜେଡ଼ି ନେତା ତଥା ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ । ବିଜେଡ଼ି ସୁପ୍ରିମୋଙ୍କ ପ୍ରାର୍ଥୀ ଘୋଷଣା ପରେ ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀରେ ପାଦ…

ପଦ୍ମ ଧରିଲେ ଆକାଶ ଦାସନାୟକ, ଗତକାଲି ବିଜେଡିରୁ ଦେଇଥିଲେ ଇସ୍ତଫା

ଭୁବନେଶ୍ଵର: ବିଜେପିରେ ସାମିଲ ହେଲେ ଆକାଶ ଦାସନାୟକ । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ସାମିଲ ହେଲେ । ଗତକାଲି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ ଆକାଶ । ଦଳର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସହ ଅରବିନ୍ଦ ଢାଲି, ସିଦ୍ଧାନ୍ତ ମହାପାତ୍ର, ପ୍ରଦୀପ…

ଇଏ ଦୁ୍ର୍ଗ ପତନର ବେଳ: ଭର୍ତ୍ତୃହରି ମହତାବ

ଭୁବନେଶ୍ଵର: ଦିଲ୍ଲୀରୁ ଫେରିଛନ୍ତି ବିଜେପି ନେତା ତଥା କଟକ ଲୋକସଭା ଆସନର ପାର୍ଥୀ ଭର୍ତ୍ତୃହରୀ ମହାତାବ । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଭର୍ତ୍ତୃହରୀଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା କରିଛି ରାଜ୍ୟ ବିଜେପି । କଟକ ଲୋକସଭା ଆସନରୁ ଲୋକସଭା ପ୍ରାର୍ଥୀ ଭାବରେ…

ଭଡ଼ା ଘରୁ ମିଳିଲା ମହିଳାଙ୍କ ମୃତଦେହ

ଭଦ୍ରକ: ଭଡ଼ା ଘରୁ ମିଳିଲା ମହିଳାଙ୍କ ମୃତଦେହ। ଭଦ୍ରକ ଜିଲ୍ଲା ଟାଉନ ଥାନା ଅନ୍ତର୍ଗତ ଅପର୍ତ୍ତିବିନ୍ଧା ନ୍ୟୁ କଲୋନୀରୁ ଉଦ୍ଧାର ହେଲା କ୍ଷତାକ୍ତ ମୃତଦେହ। ମୃତକ ହେଲେ ତିହିଡ଼ି ଥାନା ଗୋଳାପୋଖରୀ ଅଞ୍ଚଳର ମଧୁମିତା ନାୟକ। ତାଙ୍କ ସ୍ୱାମୀ ମହେଶ୍ୱର ନାୟକ ରାଜ୍ୟ ବାହାରେ କାମ କରନ୍ତି।…

ଜଗତସିଂହପୁର ଯୁଦ୍ଧ: ବିଭୁ ବନାମ ରାଜଶ୍ରୀ

ଜଗତସିଂହପୁର: କିଏ ଜିତିବ ଜଗତସିଂହପୁର? ଚବିଶ ଯୁଦ୍ଧରେ ପୁରୁଣା ପ୍ରତିଦ୍ୱନ୍ଦ୍ୱୀ ସାମ୍ନାସାମ୍ନି । ବିଜେଡିରୁ ରାଜଶ୍ରୀ ମଲ୍ଲିକ ତ ବିଜେପିରୁ ବିଭୁପ୍ରସାଦ ତରାଇ ପ୍ରାର୍ଥୀ । ବିଜେଡି ଗଡରେ ରାଜଶ୍ରୀ ପୁଣି କରିବେ କି ଶଙ୍ଖଧ୍ୱନୀ? ପୁଣି ବିଭୁପ୍ରସାଦଙ୍କୁ ଦେବେ କି ମାତ୍? ନା ୧୯ର ବଦଲା…

ଉତ୍କଟ ହେଲାଣି ଜଳ ସମସ୍ୟା: ଗରା, ବାଲଟି ଧରି ରାସ୍ତାରେ ମହିଳା

ନବରଙ୍ଗପୁର: ଜଳ ଯନ୍ତ୍ରଣା ପ୍ରତିବାଦରେ ରାସ୍ତାରୋକ । ପ୍ରଚଣ୍ଡ ରୌଦ୍ର ତାପ ସହ ପାଣି ସମସ୍ୟା ଉତ୍କଟ ରୂପ ଧାରଣ କରୁଥିବାରୁ ପାଣି ସମସ୍ୟାର ସମାଧାନ ଦାବିରେ ରାସ୍ତାରୋକ କରିଛନ୍ତି ନବରଙ୍ଗପୁର ଜିଲ୍ଲା ସଦର ବ୍ଲକ ବିକ୍ରମପୁର ପଞ୍ଚାୟତ ଅନ୍ତର୍ଗତ ଦେଉଳା ଗ୍ରାମର ହରିଜନ ସାହିର ଲୋକେ । ଫଳରେ…

କଳାହାଣ୍ଡିରେ କୁରୁକ୍ଷେତ୍ର: ମାଳବିକା ବନାମ ଲମ୍ବୋଦର

କଳାହାଣ୍ଡି: କାହାର ହେବ କଳାହାଣ୍ଡି? ଚବିଶ କୁରୁକ୍ଷେତ୍ରରେ ଯୋଦ୍ଧା ପ୍ରସ୍ତୁତ । କଳାହାଣ୍ଡି କବଜା କରିବେ କି ରାଣୀ? ମାଳବିକା କେଶରୀ ଦେଓଙ୍କୁ ପ୍ରାର୍ଥୀ କରି ମହିଳା କାର୍ଡ ଖେଳିଛି ବିଜେପି । କାମ କରିବ କି ବିଜେପି ରଣନୀତି? ନା ଲମ୍ବୋଦର ନିଆଲ ଉଡାଇବେ ବିଜୟ ବାନା? ଏଯାଏଁ ପତ୍ତା…