Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅକ୍ଟୋବରରୁ ଅନ୍‌ଲାଇନ୍‌ରେ ପେନ୍‌ସନ୍ ଆବେଦନ ବାଧ୍ୟତାମୂଳକ

ଭୁବନେଶ୍ୱର: ଅକ୍ଟୋବର ପହିଲାରୁ ଅନ୍‌ଲାଇନ୍‌ରେ ପେନ୍‌ସନ୍ ଆବେଦନ ବାଧ୍ୟତାମୂଳକ ହେବ। ପେନସନ ଓ ଭବିଷ୍ୟନିଧି ଆବେଦନ ଅନ୍‌ଲାଇନ୍‌ ମାଧ୍ୟମରେ ଗ୍ରହଣ କରାଯିବ ବୋଲି ସୂଚନା ଦେଇଛନ୍ତି ଅର୍ଥ ବିଭାଗର ପ୍ରମୁଖ ସଚିବ ବିଶାଲ ଦେବ। ପ୍ରଧାନ ମହାଲେଖାକାର କାର୍ଯ୍ୟାଳୟ ଓ ଅର୍ଥ ବିଭାଗର ମିଳିତ…

ଗଣେଶ୍ୱର ମିଶ୍ରଙ୍କ ଲେଖନୀରେ ଥିଲା ସାହିତ୍ୟ ଓ ସାମ୍ବାଦିକତାର ମିଶ୍ରଣ

ଭୁବନେଶ୍ୱର: ସାମ୍ବାଦିକତାର ଅଭିବୃଦ୍ଧିରେ ସାହିତ୍ୟର ଗୁରୁତ୍ୱ ହ୍ରାସ ପାଇଛି । ସ୍ଥାନୀୟ ଓ ଜାତୀୟ ସ୍ତରରେ ଦିନକୁ ଦିନ ସମ୍ବାଦ ପରିବେଷଣରେ ସାହିତ୍ୟ ଓ ସାହିତ୍ୟ ସମ୍ପର୍କିତ ଖବର ପାଇଁ ସ୍ଥାନ ସଙ୍କୁଚିତ ହେଉଛି । ଭୁବନେଶ୍ୱରସ୍ଥିତ ଜୟ ଭାରତ ସେଣ୍ଟରରେ ସତୀର୍ଥ ପକ୍ଷରୁ ଆୟୋଜିତ ଲେଖକ…

ଅଗଷ୍ଟ ୧୦ରୁ ସୋଆରେ ଆଇଇଇଇର ତୃତୀୟ ଆନ୍ତର୍ଜାତିକ ସମ୍ମିଳନୀ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଇଲେକ୍ଟ୍ରିକାଲ୍ ଆଣ୍ଡ ଇଲେକ୍ଟ୍ରୋନିକ୍ସ ଇଞ୍ଜିନିୟର୍ସ (ଆଇଇଇଇ) ପକ୍ଷରୁ ଗୁରୁବାର ଠାରୁ “ସଷ୍ଟେନେବଲ ଏନର୍ଜି ଆଣ୍ଡ ଫ୍ୟୁଚର ଇଲେକ୍ଟ୍ରିକ୍ ଟ୍ରାନ୍ସପୋର୍ଟେସନ୍ (ସେଫେଟ-୨୦୨୩)” ଶୀର୍ଷକ ୪ ଦିନିଆ ତୃତୀୟ ଆନ୍ତର୍ଜାତିକ…

 ମୋ ଜଙ୍ଗଲ ଜମି ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଶ୍ଵ  ଦେଶଜ  ଅଧିବାସୀ  ଦିବସ  ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୋ ଜଙ୍ଗଲ ଜମି ଯୋଜନାର ଶୁଭାରମ୍ଭ କରିଛନ୍ତି । ସମସ୍ତଙ୍କ ସହଯୋଗରେ ଜନଜାତି ମାନଙ୍କ ବିକାଶ କ୍ଷେତ୍ରରେ ଏହି ଯୋଜନା ଦ୍ବାରା ଏକ ମାଇଲଷ୍ଟୋନ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ…

କିସରେ ବିଶ୍ୱ ନୃତତ୍ତ୍ୱ କଂଗ୍ରେସ ଉଦ୍‍ଘାଟିତ

ଭୁବନେଶ୍ୱର: କିସ୍‍ ବିଶ୍ୱବିଦ୍ୟାଳୟରେ ଆଜି ବିଶ୍ୱ ନୃତତ୍ତ୍ୱ କଂଗ୍ରେସ ଉଦ୍‍ଘାଟିତ ହୋଇଛି । କିସ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ ୟୁନାଇଟେଡ୍‍ ଇଣ୍ଡିଆ ଆନ୍‍ଥ୍ରୋପୋଲୋଜି ଫୋରମ, ଉତ୍କଳ ବିଶ୍ୱବିଦ୍ୟାଳୟ, ସମ୍ବଲପୁର ବିଶ୍ୱବିଦ୍ୟାଳୟ ଏବଂ ଦିଲ୍ଲୀ ବିଶ୍ୱବିଦ୍ୟାଳୟ ସହଯୋଗରେ ଅନୁଷ୍ଠିତ ଏହି…

ଆଇଟିଇଆର୍ ଓ ଟାଟା ପାୱାର ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌) ଏବଂ ଟାଟା ପାୱାର କମ୍ପାନୀ ଲିମିଟେଡ ମଧ୍ୟରେ ପ୍ରଯୁକ୍ତି ବିଦ୍ୟା ଓ ସ୍ମାର୍ଟ ଗ୍ରିଡ କ୍ଷେତ୍ରରେ ଆଦାନପ୍ରଦାନ ନିମନ୍ତେ ମଙ୍ଗଳବାର ଦିନ ଏକ ବୁଝାମଣାପତ୍ର…

ରାଗିଂ ନେଲା କି ଜୀବନ ! ହାଇଦ୍ରାବାଦରେ ଜୀବନ ହାରିଲେ ଓଡ଼ିଆ ଛାତ୍ରୀ

ସୋନପୁର: ହାଇଦ୍ରାବାଦ ଆଇ.ଆଇ.ଟିରେ ଓଡିଆ ଛାତ୍ରୀଙ୍କ ମୃତ୍ୟୁ  । ଏକ ବନ୍ଦ କୋଠରୀରୁ ଉଦ୍ଧାର ହୋଇଛି ଛାତ୍ରୀଙ୍କର ମୃତେଦହ  । ମୃତ ଛାତ୍ରୀ ଜଣକ ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ବ୍ଲକ ଡୁମୁରି ଗାଁର ଦୁଃଖିଶ୍ୟାମ ନାଏକଙ୍କ ଝିଅ ମମିତା  ବୋଲି ଜଣାପଡିଛି । ହଷ୍ଟେଲର ଏକ ବନ୍ଦ…

ଲଣ୍ଡନ ରାଜରାସ୍ତାରେ ଶାଢ଼ୀ ଶୋଭାଯାତ୍ରା: ଦେଖାଇଥିଲେ ହ୍ୟାଣ୍ଡଲୁମ ଝଲକ

ଲଣ୍ଡନ: ବିଶ୍ଵର ସାଂସ୍କୃତିକ ରାଜଧାନୀ ଲଣ୍ଡନ ନଗରୀର ରାଜରାସ୍ତାରେ ଭାରତୀୟ କଳା, ସଂସ୍କୃତି ଓ ଐତିହ୍ୟର ପ୍ରତୀକ ଶାଢ଼ୀର ଅନନ୍ୟ ଓ ଅପୂର୍ବ ଝଲକ ଦେଖିବାକୁ ମିଳିଥିଲା। ଜାତୀୟ ହସ୍ତତନ୍ତ ଦିବସର ଅବ୍ୟବହିତ ପୂର୍ବରୁ "ଇନସ୍ପାୟାରିଂ ଇଣ୍ଡିଆନ ୱିମେନ୍ ଗ୍ରୁପ"ର ସହଯୋଗରେ " ବ୍ରିଟିଶ ୱିମେନ…

୩ ଜଣଙ୍କୁ ହତ୍ୟା ମାମଲାରେ ବାପାଙ୍କୁ ଫାଶୀଦଣ୍ଡ, ପୁଅକୁ ଆଜୀବନ ଜେଲ୍

ସମ୍ବଲପୁର: ବାପାକୁ ଫାଶୀ, ପୁଅକୁ ଆଜୀବନ ଜେଲ୍ । ଲପଡ଼ା ଗାଁରେ ତିନିଜଣଙ୍କୁ ହତ୍ୟା ମାମଲାରେ ସମ୍ବଲପୁର ଜିଲ୍ଲା କୋର୍ଟ ବାପାଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଥିବା ବେଳେ ପୁଅକୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି । ୨୦୨୦ ମହୁଲପାଲି ଥାନା ଲପଡ଼ା ଗାଁରେ ତିନିଜଣଙ୍କୁ ହତ୍ୟା କରାଯାଇଥିଲା ।…

ଶୁଭଲକ୍ଷ୍ମୀ ମୃତ୍ୟୁ ମାମଲା; ସାମ୍ନାକୁ ଆସିଲା କଲ୍ ଡିଟେଲ ରିପାେର୍ଟ

ଭୁବନେଶ୍ୱର: ବାର ଗର୍ଲ ଶୁଭଲକ୍ଷ୍ମୀ ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ । ଏପଟେ ଶୁଭଲକ୍ଷ୍ମୀର କଲ ଡିଟେଲ୍ସ ପୋଲିସର ହସ୍ତଗତ ହୋଇଥିବାବେଳେ ୨ୟ ବୟଫ୍ରେଣ୍ଡକୁ ଥାନାକୁ ଡାକି ଜେରା କରିଛି। ଶୁଭଲକ୍ଷ୍ମୀର ମୃତ୍ୟୁକୁ ନେଇ ପୋଲିସ ଅଡୁଆ ଜାଲରେ ଛନ୍ଦି ହୋଇପଡିଥିବାବେଳେ କଲ ଡିଟେଲ୍ସ ରିପୋର୍ଟରୁ…