Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ପୁଣି ମନ୍ଦିର ଭିତରେ ପଶିଲେ ବିଦେଶୀ

ପୁରୀ: ପୁରୀରେ ନିଶାସକ୍ତ ବିଦେଶୀ ପର୍ଯ୍ଯଟକଙ୍କ ଦୌରାତ୍ମ୍ୟ। କଡା ସୁରକ୍ଷା ବଳୟ ଭେଦକରି ଶ୍ରୀମନ୍ଦିର ଭିତରକୁ ଯାଇ ସୁରକ୍ଷାକର୍ମୀଙ୍କ ସହ ହେଲେ ହାତାହାତି । ଗୋଟିଏ ମାସ ଭିତରେ ଦୁଇଦୁଇ ଜଣ ବିଦେଶୀ ଶ୍ରୀମନ୍ଦିର ଭିତରେ ପ୍ରବେଶ କରିବାରୁ ସୁରକ୍ଷାକର୍ମୀଙ୍କ ଅବହେଳା ଏବେ ପଦାରେ ପଡିଛି।…

‘ଦଳର ସୁପ୍ରିମୋଙ୍କ ବିକାଶ ମୂଳକ କାମରେ ଅନୁପ୍ରାଣିତ ହୋଇ ବିଜେଡିରେ ମିଶିଲି’

ଭୁବନେଶ୍ବର: ଶଙ୍ଖ ଧରିଲେ କେ. ସୂର୍ଯ୍ୟ ରାଓ । ନିଜ ସମର୍ଥକଙ୍କ ସହ ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ଯୋଗଦେଇ ବିଜେଡିରେ ମିଶିଲେ ପୂର୍ବତନ କଂଗ୍ରେସ ବିଧାୟକ କେ ସୂର୍ଯ୍ୟ ରାଓ । ଏହି ସମୟରେ ସାଂସଦ ସସ୍ମିତ ପାତ୍ର ଓ ଗଜପତି ବିଜେଡି ପର୍ଯ୍ୟବେକ୍ଷକ ଅତନୁ ସବ୍ୟସାଚୀ ନାୟକ ତାଙ୍କୁ…

ବିଜେପିରେ ମିଶିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର

ଭୁବନେଶ୍ବର: ପଦ୍ମ ଧରିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର । ଆଜି ସକାଳେ ବିଜେଡିରୁ ଇସ୍ତଫା ଦେଇଥିଲେ ପ୍ରିୟଦର୍ଶୀ ମିଶ୍ର । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ସେ ଦଳରେ ସାମିଲ ହୋଇଛନ୍ତି । ଏହି ସମୟରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ବିଜେପି…

ବିଜେଡି ଛାଡିଲେ ସାଂସଦ ଅନୁଭବ ମହାନ୍ତି, ଦଳର ସୁପ୍ରିମୋଙ୍କ ପାଖକୁ ପଠାଇଲେ ଇସ୍ତଫା ପତ୍ର

ଭୁବନେଶ୍ବର: କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କୁ ନେଇ ଚାଲିଥିବା ଚର୍ଚ୍ଚାର ଆଜି ଅବସାନ ଘଟିଛି । ସିଦ୍ଧାନ୍ତ ମହାପାତ୍ର, ଆକାଶ ଦାସ ନାୟକ ଙ୍କ ପରେ ବିଜେଡିକୁ ଅଲବିଦା କହିଛନ୍ତି ଅନୁଭବ । ସେ ଆଜି ତାଙ୍କ ଇସ୍ତଫାପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଛନ୍ତି ।…

କଂଗ୍ରେସକୁ ଶକ୍ତ ଧକ୍କା, ଇସ୍ତଫା ଦେଲେ ଚିରଞ୍ଜୀବ ବିଶ୍ୱାଳ

ଭୁବନେଶ୍ବର: କଂଗ୍ରେସକୁ ଶକ୍ତ ଝଟକା । ଦଳରୁ ଇସ୍ତଫା ଦେଲେ କଂଗ୍ରେସର ବରିଷ୍ଠ ନେତା ତଥା ଜଗତସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ । ସେ ଆଜି ପିସିସି ସଭାପତିଙ୍କ ନିକଟକୁ ତାଙ୍କର ଇସ୍ତଫା ପତ୍ର ପଠାଇଛନ୍ତି । ଚିରଞ୍ଜୀବ ହେଉଛନ୍ତି ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସ୍ୱର୍ଗତ…

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ଆକାଶ ଦାସ ନାୟକ

ଭୁବନେଶ୍ବର: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ଆକାଶ ଦାସ ନାୟକ । ସେ ଆଜି ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଖକୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇ ଦେଇଛନ୍ତି । ବିଜେଡି ଛାଡ଼ିବା ପରେ ପ୍ରତିକ୍ରିୟା ରଖିଛନ୍ତି ଆକାଶ । ସେ…

ରତ୍ନ ପଥର ପାଇଁ ଖନନ ଅଘଟଣ: କାଲିଠୁ ପଥର ସନ୍ଧିରେ ଫସି ରହିଥିବା ଶ୍ରମିକଙ୍କର ମୃତ୍ୟୁ

ବୌଦ୍ଧ: ବୌଦ୍ଧ ମହାନଦୀ ଗର୍ଭରେ ରତ୍ନ ପଥର ପାଇଁ ଖନନ ବେଳେ ଅଘଟଣ । ଗତକାଲି ଠାରୁ ପଥର ସନ୍ଧିରେ ଫସି ରହିଥିବା ଜଣେ ଶ୍ରମିକଙ୍କର ଆଜି ମୃତ୍ୟୁ ଘଟିଛି । ମୃତକ ହେଲେ ବରଡା ଗାଁର ସୁଶନ୍ତା ଝାଙ୍କର । ସୂଚନା ଅନୁସାରେ, ଗତକାଲି ମହାନଦୀ ଗର୍ଭରେ ରତ୍ନ ପଥର କାରବାର କରୁଥିବା ମାଫିଆମାନେ…

ହୋଲିରେ ନୟାପଲ୍ଲୀ ବ୍ରିଟ୍ କଲୋନୀରେ ଆକ୍ରମଣ ଘଟଣା: ୮ ଜଣଙ୍କୁ ଗିରଫ

ଭୁବନେଶ୍ବର: ହୋଲି ଦିନ ନୟାପଲ୍ଲୀ ବ୍ରିଟ୍ କଲୋନୀରେ ଆତଙ୍କ ଖେଳାଇଥିବା କେବିଏନ୍ ଗ୍ୟାଙ୍ଗର ୮ ଜଣଙ୍କୁ ଗିରଫ କରିଛି ନୟାପଲ୍ଲୀ ଥାନା ପୋଲିସ । ଗିରଫ ଅଭିଯୁକ୍ତମାନେ ହେଲେ କୁଶ ମୁଣ୍ଡା, ସୁଦର୍ଶନ, ରକି ନାୟକ, ରାଜକିଶୋର ଦିଗାଲ, ସୁମନ ପାତ୍ର, ସଞ୍ଜୟ କୁମାର ସାହୁ, ବିଭୁ ନାୟକ ଏମାନଙ୍କ…

ବିଜେଡି ଛାଡିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର, ବିଜେପିରେ ମିଶିବା ନେଇ ଚର୍ଚ୍ଚା

ଭୁବନେଶ୍ବର: ବିଜେଡି ଛାଡିଲେ ଉତ୍ତର ଭୁବନେଶ୍ୱରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର । ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ତାଙ୍କ ଇସ୍ତଫାପତ୍ର ପଠାଇଛନ୍ତି । ଦଳରେ ନିରନ୍ତର ଅବହେଳା ଅଭିଯୋଗ କରି ସେ ଇସ୍ତଫା ଦେଇଥିବା ଜଣାପଡିଛି । ପ୍ରିୟଦର୍ଶୀ ମିଶ୍ର ହେଉଛନ୍ତି ପୂର୍ବତନ…

ଚଳିତବର୍ଷ ରାଜ୍ୟରେ ପ୍ରଥମଥର ୪୦ ଡିଗ୍ରୀ ଛୁଇଁଲା ଦିନର ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର: ଅସହ୍ୟ ତାତିରେ ଛଟପଟ ରାଜ୍ୟବାସୀ । ଚଳିତବର୍ଷ ପ୍ରଥମଥର ପାଇଁ ରାଜ୍ୟରେ ୪୦ ଡ଼ିଗ୍ରୀ ଛୁଇଁଲା ଦିନର ସର୍ବୋଚ୍ଚ ତାପମାତ୍ରା । ଗତକାଲି ୫ଟି ସହର ଟିଟଲାଗଡ, ବଲାଙ୍ଗୀର, ବୌଦ୍ଧ, ଭବାନୀପାଟଣା ଓ ନୟାଗଡରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଛି । ତାତି ସାଙ୍ଗକୁ…