Latest Odisha News
Browsing Category

ଓଡିଶା

Odisha

ଚନ୍ଦନେଶ୍ବର ୟୁନିଅନ ବ୍ୟାଙ୍କ ଲୁଟ୍ ଘଟଣାର ମାଷ୍ଟର ମାଇଣ୍ଡ ଗିରଫ, ଜବତ ହେଲା ୪୯ ଲକ୍ଷ ଟଙ୍କାର ସୁନା

ବାଲେଶ୍ୱର: ଗତ ଏପ୍ରିଲ ୨୬ ତାରିଖରେ ଚନ୍ଦନେଶ୍ୱରସ୍ଥିତ ୟୁନିୟନ ବ୍ୟାଙ୍କରେ ଘଟିଥିବା ଡକାୟତି ଘଟଣାରେ ବାଲେଶ୍ୱର ପୁଲିସକୁ ସଫଳତା ମିଳିଛି। ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣା ଜିଲ୍ଲାରୁ ମାଷ୍ଟର ମାଇଣ୍ଡକୁ ପୁଲିସ ଗିରଫ କରିଛି। ବାଲେଶ୍ୱର ଏସପି ସାଗରିକା ନାଥ କହିଛନ୍ତି ଯେ ବ୍ୟାଙ୍କ ଲୁଟରେ…

ଦିଲ୍ଲୀ ସେବା ବିଲକୁ ସମର୍ଥନ କରିବା ଅର୍ଥ ନୁହେଁ, ବିଜେପି ସହ ମେଣ୍ଟ ହେବ: ବିଜେଡି ସାଂସଦ

ଭୁବନେଶ୍ୱର: ରାଜ୍ୟସଭାରେ ଦିଲ୍ଲୀ ସର୍ଭିସ ବିଲ୍କୁ ସମର୍ଥନ କରିଛି ଓଡ଼ିଶାର ଶାସକ ବିଜୁ ଜନତା ଦଳ (ବିଜେଡି)। ଦଳ କହିଛି ଯେ ଏହି ବିଲ୍କୁ ସମର୍ଥନ କରିବା ଅର୍ଥ ବିଜେପି ସହ ମେଣ୍ଟ କରିବା ବୋଲି କହିବା ଉଚିତ ନୁହେଁ। ରାଜ୍ୟସଭାରେ ଏହି ବିଲ୍କୁ ସମର୍ଥନ କରି ବିଜେଡିର ରାଜ୍ୟସଭା ସଦସ୍ୟ…

ଜଷ୍ଟିସ ମୁରଲୀଧର ନେଲେ ଅବସର, ମଙ୍ଗଳବାର ଶପଥ ଗ୍ରହଣ କରିବେ ଜଷ୍ଟିସ ତାଳପତ୍ର

କଟକ: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଏସ୍. ମୁରଲୀଧର ସୋମବାର ଅବସର ଗ୍ରହଣ କରିଛନ୍ତି। ତାଙ୍କ ସ୍ଥାନରେ  ହାଇକୋର୍ଟର ଅନ୍ୟତମ ବରିଷ୍ଠ ବିଚାରପତି ଶୁଭାଶିଷ ତାଳପାତ୍ର ଦାୟିତ୍ୱ ଗ୍ରହଣ କରିବାକୁ ଯାଉଛନ୍ତି। ଆସନ୍ତାକାଲି ସକାଳେ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ ଜଷ୍ଟିସ ତାଳପତ୍ରଙ୍କୁ ପଦ…

ଶ୍ରୀମନ୍ଦିର ରତ୍ନଭଣ୍ଡାର ଶୀଘ୍ର ମରାମତି ଆବଶ୍ୟକ କରୁଛି: ଏଏସଆଇ

କଟକ: ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଶୀଘ୍ର ମରାମତି ଆବଶ୍ୟକ। ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ) ସୋମବାର ହାଇକୋର୍ଟରେ ଏହା କହିଛି। ଓଡ଼ିଶା ହାଇକୋର୍ଟରେ ସତ୍ୟପାଠ ଦାଖଲ କରିବା ପରେ ପୁରୀ ଏଏସ୍ଆଇର ପ୍ରତ୍ନତତ୍ତ୍ୱ ଅଧୀକ୍ଷକ ଦିବିଷାଦ ଗଡ଼ନାୟକ ସତ୍ୟପାଠ ବାବଦରେ ଉଲ୍ଲେଖ…

ଆଗୁଆ ହେବ କି ବିଧାନସଭା ନିର୍ବାଚନ ? ମୁହଁ ଖୋଲିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର:କେବେ ହେବ ରାଜ୍ୟ ବିଧାନସଭା ନିର୍ବାଚନ ?  ଆଗୁଆ ହେବ ନା ଲୋକସଭା ନିର୍ବାଚନ ସହ ହେବ ? ୨୦୨୪ ନିର୍ବାଚନକୁ ନେଇ ଏମିତି ଅନେକ ପ୍ରଶ୍ନକୁ ନେଇ ଆଲୋଚନା ଜୋର ଧରିଥିବାବେଳେ  ମୁହଁ ଖୋଲିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏକ ଗଣମାଧ୍ୟମକୁ ସାକ୍ଷାତ ଦେଇ…

ମଧୁବାବୁ ଯୋଜନାରେ ଯୋଡି ହେଲେ ଆଉ ୪ ଲକ୍ଷ ହିତାଧିକାରୀ

ଭୁବନେଶ୍ବର : ବଢିଲା ମଧୁବାବୁ ପେନସନ୍ ଯୋଜନା ପରିସର । ମଧୁବାବୁ ଯୋଜନାରେ ଯୋଡି ହୋଇଛନ୍ତି ଆଉ ୪ ଲକ୍ଷ ୧୩ ହଜାର ନୂଆ ହିତାଧିକାରୀ । ବିଶେଷ କରି ବୃଦ୍ଧ, ବୃଦ୍ଧା, ବିଧବା ଏବଂ ଭିନ୍ନକ୍ଷମ ହିତାଧିକାରୀଙ୍କୁ ଏହି ଭତ୍ତା ମିଳିବ । ଅଗଷ୍ଟ ୧୫ ତାରିଖରେ ଏଥିରେ ସାମିଲ ଥିବା ନୂଆ…

ଦୁର୍ଦ୍ଦାନ୍ତ ଅପରାଧୀ ଗ୍ୟାଙ୍ଗକୁ ଧରିଲା ପୋଲିସ; ବଡ ଧରଣର କାଣ୍ଡ ପାଇଁ କରୁଥିଲେ ଯୋଜନା

ଭୁବନେଶ୍ୱର:ଏକ ଦୁର୍ଦ୍ଦାନ୍ତ ଅପରାଧୀ ଗ୍ୟାଙ୍ଗକୁ ଧରିଛି କମିଶନରେଟ ପୋଲିସ । ଏହି ଗ୍ୟାଙ୍ଗ ଏକ ବଡ ଧରଣର ଅପରାଧିକ କାଣ୍ଡ କରିବାକୁ ଯାଉଥିବାବେଳେ ବିଶ୍ୱସ୍ତ ସୂତ୍ରରୁ ଖବର ପାଇଁ ପୋଲିସ ଏମାନଙ୍କୁ ଧରିଛି । ଗ୍ୟାଙ୍ଗର ମୁଖ୍ୟ ସଞ୍ଜୟ ଖୁଣ୍ଟିଆ ଓ ତାଙ୍କ ୩ ଜଣଙ୍କୁ ଗିରଫ କରାଯାଇଛି ।…

କମୁଛି ହୀରାକୁଦ ଜଳସ୍ତର: ଟଳିଲା ବନ୍ୟା ବିପଦ

ସମ୍ବଲପୁର ; କମୁଛି ହୀରାକୁଦ ଜଳସ୍ତର । ହୀରାକୁଦ ଜଳଭଣ୍ଡାରରେ ବର୍ତ୍ତମାନ ୨୦ଟି ଗେଟ ଖୋଲା ରହିଛି । ବର୍ତ୍ତମାନ ହୀରାକୁଦ ଜଳସ୍ତର ୬୨୦ ଫୁଟ ତଳକୁ ଖସିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ୧ଲକ୍ଷ ୭୫ହଜାର କ୍ୟସେକ ଜଳ ପ୍ରବେଶ କରୁଥିବା ବେଳେ ୩ଲକ୍ଷ ୫୦ହଜାର ଜଳ ନିଷ୍କାସିତ ହେଉଛି ।…

ଶ୍ରାବଣ ସୋମବାରରେ ଅଘଟଣ ; ସାଳନ୍ଦୀର ପ୍ରଖର ସ୍ରୋତରେ ଭାସିଗଲେ ୨ କାଉଡିଆ

ଖଇରା: ଭାସିଗଲେ କାଉଡିଆ । ଶ୍ରାବଣ ସୋମବାରରେ ଆସିଛି ଏପରି ଦୁଃଖଦ ଖବର । ଶ୍ରାବଣ ସୋମବାରରେ ମହାଦେବଙ୍କ ମୁଣ୍ଡରେ ପାଣି ଢାଳିବା ପାଇଁ ଯାଇ ନଦୀର ପ୍ରଖର ସ୍ରୋତରେ ଭାସିଗଲେ। ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ବରଦା ଅଞ୍ଚଳରେ । ବରଦା ବ୍ଲକର ସିନ୍ଧୁକେଶ୍ୱର ମହାଦେବ…

ସରକାରୀ ବାସଭବନରେ ବିଧାୟକ ଝିଆରୀଙ୍କ ଆତ୍ମହତ୍ୟା; ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ

ଭୁବନେଶ୍ୱର:ଓଡ଼ିଶା ବିଧାୟକଙ୍କ ଝିଆରୀଙ୍କ ସନ୍ଦେହଜନକ ମୃତ୍ୟୁ । ଭୁବନେଶ୍ୱର ଖାରବେଳନଗରସ୍ଥିତ ବିଧାୟକଙ୍କ ସରକାରୀ ବାସଭବନରୁ ତାଙ୍କ ଶବ ଝୁଲନ୍ତ ଅବସ୍ଥାରେ ଉଦ୍ଧାର କରାଯାଇଛି । ମିଳିଥିବା ସୂଚନା ଅନୁସାରେ, ମୃତ ଛାତ୍ରୀ ରାଇରଙ୍ଗପୁର   ବିଧାୟକ ନବ ଚରଣ ମାଝିଙ୍କ ଝିଆରୀ ବୋଲି…