Latest Odisha News
Browsing Category

ଓଡିଶା

Odisha

କମୁଛି ହୀରାକୁଦ ଜଳସ୍ତର: ଟଳିଲା ବନ୍ୟା ବିପଦ

ସମ୍ବଲପୁର ; କମୁଛି ହୀରାକୁଦ ଜଳସ୍ତର । ହୀରାକୁଦ ଜଳଭଣ୍ଡାରରେ ବର୍ତ୍ତମାନ ୨୦ଟି ଗେଟ ଖୋଲା ରହିଛି । ବର୍ତ୍ତମାନ ହୀରାକୁଦ ଜଳସ୍ତର ୬୨୦ ଫୁଟ ତଳକୁ ଖସିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ୧ଲକ୍ଷ ୭୫ହଜାର କ୍ୟସେକ ଜଳ ପ୍ରବେଶ କରୁଥିବା ବେଳେ ୩ଲକ୍ଷ ୫୦ହଜାର ଜଳ ନିଷ୍କାସିତ ହେଉଛି ।…

ଶ୍ରାବଣ ସୋମବାରରେ ଅଘଟଣ ; ସାଳନ୍ଦୀର ପ୍ରଖର ସ୍ରୋତରେ ଭାସିଗଲେ ୨ କାଉଡିଆ

ଖଇରା: ଭାସିଗଲେ କାଉଡିଆ । ଶ୍ରାବଣ ସୋମବାରରେ ଆସିଛି ଏପରି ଦୁଃଖଦ ଖବର । ଶ୍ରାବଣ ସୋମବାରରେ ମହାଦେବଙ୍କ ମୁଣ୍ଡରେ ପାଣି ଢାଳିବା ପାଇଁ ଯାଇ ନଦୀର ପ୍ରଖର ସ୍ରୋତରେ ଭାସିଗଲେ। ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ବରଦା ଅଞ୍ଚଳରେ । ବରଦା ବ୍ଲକର ସିନ୍ଧୁକେଶ୍ୱର ମହାଦେବ…

ସରକାରୀ ବାସଭବନରେ ବିଧାୟକ ଝିଆରୀଙ୍କ ଆତ୍ମହତ୍ୟା; ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ

ଭୁବନେଶ୍ୱର:ଓଡ଼ିଶା ବିଧାୟକଙ୍କ ଝିଆରୀଙ୍କ ସନ୍ଦେହଜନକ ମୃତ୍ୟୁ । ଭୁବନେଶ୍ୱର ଖାରବେଳନଗରସ୍ଥିତ ବିଧାୟକଙ୍କ ସରକାରୀ ବାସଭବନରୁ ତାଙ୍କ ଶବ ଝୁଲନ୍ତ ଅବସ୍ଥାରେ ଉଦ୍ଧାର କରାଯାଇଛି । ମିଳିଥିବା ସୂଚନା ଅନୁସାରେ, ମୃତ ଛାତ୍ରୀ ରାଇରଙ୍ଗପୁର   ବିଧାୟକ ନବ ଚରଣ ମାଝିଙ୍କ ଝିଆରୀ ବୋଲି…

ଆଜି ଜାତୀୟ ହସ୍ତତନ୍ତ ଦିବସ, ଅନ୍ତର୍ଜାତୀୟ ବଜାରରେ ବଢୁଛି ଓଡ଼ିଶା ହସ୍ତତନ୍ତର ଚାହିଦା

ଓଡ଼ିଶା ସମ୍ବାଦ ବ୍ୟୁରୋ: ଆଜି ଜାତୀୟ ହସ୍ତତନ୍ତ ଦିବସ। ସ୍ୱଦେଶୀକୁ ଆପଣାଇ ବିଦେଶୀର ବ୍ୟବହାର କମ୍ କରିବା ଏବଂ ହସ୍ତତନ୍ତର ପ୍ରଚାରପ୍ରସାର ଉଦ୍ଦେଶ୍ୟରେ ପାଳିତ ହେଉଛି ଏ ଦିବସ। ଯେତେବେଳେ ବଙ୍ଗଳା ବିଭାଜନ ହୋଇଥିଲା ସେତେବେଳେ ସ୍ବଦେଶୀ ଆନ୍ଦୋଳନ ଶକ୍ତି ବୃଦ୍ଧି ହୋଇଥିଲା। ସର୍ବପ୍ରଥମେ ୧୯୦୫…

ନନ୍ଦନକାନନରେ ଅସୁସ୍ଥ ନୀଳଗାଈର ମୃତ୍ୟୁ

ଭୁବନେଶ୍ୱର: ନନ୍ଦନକାନନ ପ୍ରାଣୀ ଉଦ୍ୟାନର ୬୫ନଂ ଖୁଆଡରେ ରହୁଥିବା ଏକ ଅସୁସ୍ଥ ମାଈ ନୀଳଗାଈର ରବିବାର ମଧ୍ୟାହ୍ନରେ ମୃତ୍ୟୁ ହୋଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ବ୍ୟବଚ୍ଛେଦ ପରେ ନମୁନା ସଂଗ୍ରହ ହୋଇ ଲାବରେଟୋରିକୁ ପଠାଯାଇଛି। କିଛିଦିନ ହେବ ନୀଳଗାଈଟି ଅସୁସ୍ଥ ହୋଇପଡିଥିଲା।…

୨ ହଜାର ଟଙ୍କିଆ ନୋଟ୍ ବଦଳକୁ ନେଇ ୨୦ ଲକ୍ଷ ଠକେଇ ମାମଲା, ଆଉ ୨ ଗିରଫ

ସୋନପୁର: ୨ ହଜାର ଟଙ୍କିଆ ନୋଟ୍ ବଦଳକୁ ନେଇ ୨୦ ଲକ୍ଷ ଠକେଇ ମାମଲାରେ ସୋନପୁର ପୋଲିସ ଆଉ ୨ ଜଣଙ୍କୁ ଗିରଫ କରିଛି । ଏହି ମାମଲାରେ ପୋଲିସ ପୂର୍ବରୁ ୩ ଜଣଙ୍କୁ ଗିରଫ କରିଥିଲା । ଏବେ ଗିରଫଦାରୀ ସଂଖ୍ୟା ୫କୁ ବୃଦ୍ଧି ପାଇଛି । ସୂଚନା ଅନୁସାରେ, ସୋନପୁର ସହରରେ ଗତ ଜୁଲାଇ ୩୦ ତାରିଖରେ ୨୦୦୦…

ଅନନ୍ୟ ରୋବୋଟିକ୍ ଟ୍ୟୁବଲ୍ ପୁନର୍ଗଠନ ଅସ୍ତ୍ରୋପଚାର

ଭୁବନେଶ୍ବର: ନିକଟରେ ଆପୋଲୋ ହସ୍ପିଟାଲ ଭୁବନେଶ୍ୱରର ସ୍ତ୍ରୀ ଏବଂ ପ୍ରସୂତି ବିଭାଗ ରୋବୋଟିକ୍ ପଦ୍ଧତିରେ ଫାଲୋପିଆନ୍ ଟ୍ୟୁବ୍ ପୁନଃନିର୍ମାଣ ପାଇଁ ଏକ ବିରଳ ଓ ଅନନ୍ୟ ଅସ୍ତ୍ରୋପଚାର କରି ନିଜ ସଫଳତାରେ ଏକ ନୂଆ ଫର୍ଦ୍ଦ ଯୋଡ଼ିଛି । ଯାହା ଓଡ଼ିଶା ରାଜ୍ୟରେ ପ୍ରଥମ ଥର ପାଇଁ ଗାଇନୋକୋଲୋଜି…

ଟାଇ ଭୁବନେଶ୍ୱର ପକ୍ଷରୁ ନୂଆ ସଭାପତି ଏ.କେ. ମହାନ୍ତି ଓ ନୂତନ କର୍ମକର୍ତ୍ତାଙ୍କୁ ସ୍ୱାଗତ

ଭୁବନେଶ୍ୱର: ଉଦ୍ୟମିତାକୁ ସୁଦୃଢ଼ କରୁଥିବା ସଂସ୍ଥା ଟାଇ ଭୁବନେଶ୍ୱର ପକ୍ଷରୁ ନୂତନ ନେତୃତ୍ୱ କର୍ମକର୍ତା ଘୋଷଣା କରାଯାଇଛି । ଏ କେ ମହାନ୍ତିଙ୍କୁ ସଭପତି, ସତ୍ୟବ୍ରତ ରଥ ଉପ ସଭାପତି, ଅନ୍ନଦା ପ୍ରସାଦ ପାଢ଼ୀ ସମ୍ପାଦକ ଓ ଶ୍ରୀ ରାକେଶ କୁମାର ଗୁପ୍ତାଙ୍କୁ ଟାଇ ଭୁବନେଶ୍ୱରର କୋଷାଧ୍ୟକ୍ଷ ଭାବେ…

ନକଲି ଯୁକ୍ତ ୨ ସାର୍ଟିଫିକେଟ୍ ମାମଲାରେ ଅଧ୍ୟାପକ ଗିରଫ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ପୋଲିସ ଏକ ନକଲି ସାର୍ଟିଫିକେଟ୍ ରାକେଟର ପର୍ଦ୍ଦାଫାସ୍ କରିଛି । ମାମଲାରେ କାଇପଦର ଶ୍ରୀଜଗନ୍ନାଥ ମହାବିଦ୍ୟାଳୟର ରାଜନୈତିକ ବିଜ୍ଞାନ ଅଧ୍ୟାପକଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଧ୍ୟାପକ ଜଣଙ୍କ ତପନ କୁମାର ପୃଷ୍ଟି, ଘର ଯାଜପୁର ବୋଲି ଜଣା ପଡ଼ିଛି ।…

ଭଦ୍ରକରୁ ୧୭ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ, ଜଣେ ଗିରଫ

ଭଦ୍ରକ: ଗ୍ରାମାଞ୍ଚଳ ପୋଲିସକୁ ବଡ଼ ସଫଳତା। ବିପୁଳ ପରିମାଣରେ ବ୍ରାଉନ ସୁଗାର ଜବତ କଲା ଭଦ୍ରକ ଗ୍ରାମାଞ୍ଚଳ ପୋଲିସ। ୧୧୮ ଗ୍ରାମର ବ୍ରାଉନ ସୁଗାର ଜବତ କରି ଜଣଙ୍କୁ ଗିରଫ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୧୭ ଲକ୍ଷ ଟଙ୍କା ହେବ ବୋଲି ପୋଲିସ ସୂଚନା ଦେଇଛି। ପୋଲିସ ପାଟ୍ରୋଲିଂ ବେଳେ ବ୍ରାଉନ…