Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶଙ୍ଖ ଧରିଲେ ସୁର ରାଉତରାୟଙ୍କ ସାନପୁଅ ମନ୍ମଥ; କହିଲେ, ବାପାଙ୍କ ଆର୍ଶୀବାଦ ନେଇ ବିଜେଡିରେ ମିଶିଲି

ଭୁବନେଶ୍ବର: ଦୀର୍ଘ ଦିନ ଧରି ଚର୍ଚ୍ଚାର ଅନ୍ତ ଘଟିଲା । ଶଙ୍ଖ ଧରିଲେ କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ । ଆଜି ଶଙ୍ଖ ଭବନରେ ପହଞ୍ଚି ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହେଲେ ମନ୍ମଥ । ଭୁବନେଶ୍ୱର ମାଉସୀମାଆ ମନ୍ଦିର ଛକରୁଏକ ବିରାଟ ପଟୁଆର ଧରି ନିଜ…

ବାଇକକୁ ପିଟିଲା ବାଇକ; ଜଣେ ମୃତ, ୨ ଗୁରୁତର

ଯାଜପୁର: ଯାଜପୁର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥର ନେଉଳପୁର ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ, ଅନ୍ୟ ଦୁଇଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ…

ପରିବାରରୁ ଜଣଙ୍କୁ ଟିକେଟ୍, ବିଜେଡିର ନିୟମ ବଢାଇଛି ପଲିଟିକାଲ ପରିବାରଙ୍କ ଚିନ୍ତା

ଭୁବନେଶ୍ଵର: ପରିବାରରୁ ଜଣଙ୍କୁ ଟିକେଟ୍ । ବିଜେଡିର ନିୟମ ବଢାଇଛି ପଲିଟିକାଲ ପରିବାରଙ୍କ ଚିନ୍ତା । ବିଜେଡିର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ପରିବାରରୁ ଆରମ୍ଭ ହୋଇଥିବା ଅସନ୍ତୋଷର ଏହି ନିଆଁ ଏବେ ଅନ୍ୟ ପରିବାରରେ ରାଜନୈତିକ ଭବିଷ୍ୟତରୁ ଅନ୍ଧାରକୁ ଠେଲି ଦେବନି ତ ? କୁହୁଳିଲାଣି…

ଆଜି ୪ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ପୁରୀ ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେବ । ଆଜି ଫାଲଗୁନ ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥିରେ ମହାପ୍ରଭୁଙ୍କ ବନକଲାଗି ନୀତି ହେବ । ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ ରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।…

ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ଓଲଟିଲା ଯାତ୍ରୀବାହୀ ବସ୍; ଜଣେ ମୃତ, ୧୦ରୁ ଉର୍ଦ୍ଧ୍ବ ଆହତ

କୋରାପୁଟ: କୋରାପୁଟ-ରାୟଗଡା ଜାତୀୟ ରାଜପଥ ପୋଡ଼ାଗଡ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ରାସ୍ତାକଡ଼କୁ ଓଲଟି ପଡ଼ିଲା ଏକ ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ରୁ ଉର୍ଦ୍ଧ୍ବ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ନିକଟସ୍ଥ…

୩ ସିଟ୍ ରେ କେଉଁଠି କେଁ?

ଭୁବନେଶ୍ବର: ଲୋକସଭା ଲଢେଇ ପାଇଁ ଆଗୁଆ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ୨୧ ରୁ ୧୮ ସିଟ୍ ପାଇଁ ସିପାହୀ ପ୍ରସ୍ତୁତ । କିଛି ନୂଆ କିଛି ପୁରୁଣା ମୁହଁ ସହ ଚବିଶ ପାଇଁ ବିଜେପି କରିଛି ଚଉକଶ ପ୍ଲାନ୍ । ତେବେ ପ୍ରଶ୍ନ, ୩ ସିଟ୍ ରେ କେଉଁଠି ରହିଛି କନଫ୍ୟୁଜନ୍? ପ୍ରାର୍ଥୀ ନିଷ୍ପତ୍ତି…

ବୌଦ୍ଧ ପୋଲିସର ମୁଣ୍ଡ ବିନ୍ଧାଉଛି ଗଞ୍ଜେଇ ଚୋରାଚାଲାଣ, ମାଟି ଖୋଳି କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ

ବୌଦ୍ଧ: ଏକ ଟନରୁ ଉର୍ଦ୍ଧ୍ବ ଗଞ୍ଜେଇ ଜବତ କରିଛି ବୌଦ୍ଧ ପୋଲିସ। ବୌଦ୍ଧ ପୋଲିସ ଦ୍ଵାରା ବଘିଆପଡ଼ା ଫାଣ୍ଡି ପେଞ୍ଜାବାଲି ଗ୍ରାମ୍ୟା ଜଙ୍ଗରୁ ବାହାରକୁ ଚାଲାଣ୍ଡ ପାଇଁ ରଖାଯାଇଥିବା ୧୦୭୮ କେଜି ଗଞ୍ଜେଇ ଜବତ କରାଯାଇଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ଏକ କୋଟି ୭ ଲକ୍ଷ ୮୦ ହାଜର ଟଙ୍କା ବୋଲି…

ସମ୍ବଲପୁରରେ ବୋମାମାଡ଼, ଦୁଇ ଆହତ

ସମ୍ବଲପୁର: ଆଜି ସନ୍ଧ୍ୟାରେ ସମ୍ବଲପୁର ପୀରବାବା ଛକରେ ବୋମାମାଡ଼ ହୋଇଥିବା ସୂଚନା ରହିଛି। ଏହି ଘଟଣାରେ ଦୁଇଜଣ ଆହତ ହୋଇ ଚିକିତ୍ସାଧନ ରହିଛନ୍ତି। ତେବେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ପୋଲିସ। ଏକ ବୁଲେଟ ଉପରେ ଏହି ବୋମାମାଡ଼ ହୋଇଥିବା ସୂଚନା ରହିଛି। ମିଳିଥିବା ସୂଚନା ଅନୁଯାୟୀ…

ଗଛରେ ପିଟି ହେଲା ବାଇକ, ଦୁଇ ମୃତ

ଭବାନୀପାଟଣା: ହୋଲିରେ ଘଟିଲା ସଡ଼କ ଦୁର୍ଘଟଣା। ଘରକୁ ଫେରୁଥିବା ବେଳେ ରାସ୍ତା ପାର୍ଶ୍ୱ ଗଛରେ ପିଟି ହେଲା ବାଇକ। ଏହି ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଅଞ୍ଚଳରେ। ସୂଚନା ଅନୁସାରେ, ଆଳିମ ଗାଁର ୨୨…

ଗଞ୍ଜାମରେ ବିଜେପିର ବଢିଲା ଶକ୍ତି, ଦଳରେ ସାମିଲ ହେଲେ ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ

ଭୁବନେଶ୍ୱର: ବିଜୁ ଜନତା ଦଳରୁ ଇସ୍ତଫା ଦେବା ପରେ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ । ପୂର୍ବରୁ ଗଞ୍ଜାମ ଜିଲ୍ଲାର ଖଲ୍ଲିକୋଟ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ପ୍ରତିନିଧିତ୍ବ କରିଥିବା ପୂର୍ଣ୍ଣଚନ୍ଦ୍ର ସେଠୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବାଧୀନ…