Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଦାନୀ କମ୍ପାନୀ ହାତକୁ ଗଲା ଗୋପାଳପୁର ବନ୍ଦର

ଭୁବନେଶ୍ୱର: ଓଡ଼ିଶାର ଗୋପାଳପୁର ପୋର୍ଟ ଲିମିଟେଡ୍ (ଜିପିଏଲ୍)ର ୯୫% ଅଂଶଧନ ଅଧିଗ୍ରହଣ ପାଇଁ ଏକ ନିର୍ଦ୍ଦିଷ୍ଟ ଚୁକ୍ତି କରି ପୂର୍ବ ଉପକୂଳରେ ନିଜର ପାଦ ବିସ୍ତାର କରିଛି ପ୍ରମୁଖ ବନ୍ଦର ଅପରେଟର ଆଦାନୀ ଗ୍ରୁପ୍ । ଏହି ଅଧିଗ୍ରହଣର ଇକ୍ୱିଟି ମୂଲ୍ୟ ୧,୩୪୯ କୋଟି ଟଙ୍କା ରହିଛି। ଏକ ନିୟାମକ…

ଭର୍ତ୍ତୃହରିଙ୍କ ‘ହୋଲି ମିଳନ’ କାର୍ଯ୍ୟକ୍ରମରେ ଅନୁଭବଙ୍କ ସମେତ ବିଜେପି ନେତା, ନୂଆ ଚର୍ଚ୍ଚାକୁ ଦେଲା…

କଟକ: ସାଂସଦ ଭର୍ତ୍ତୃହରି ମହତାବଙ୍କ ଦ୍ୱାରା ଆୟୋଜିତ ହୋଲି ମିଳନ କାର୍ଯ୍ୟକ୍ରମରେ ବହୁ ରାଜନୈତିକ ନେତା ଉପସ୍ଥିତ ଥିଲେ। ନିକଟରେ ବିଜୁ ଜନତା ଦଳରୁ ଇସ୍ତଫା ଦେଇଥିବା ଭର୍ତ୍ତୃହରି ମହତାବ ଓଡ଼ିଶାରେ ଆଗାମୀ ଲୋକସଭା ଓ ବିଧାନସଭା ନିର୍ବାଚନ ପୂର୍ବରୁ ଭାରତୀୟ ଜନତା ପାର୍ଟି (ବିଜେପି)ରେ ଯୋଗ…

ଜୁନ୍ ୪ରେ ପୁଣି ‘ମହା ହୋଲି’ ଖେଳିବ ଓଡ଼ିଶା: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଚଳିତ ସାଧାରଣ ନିର୍ବାଚନ ଏବଂ ଲୋକସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜ୍ୟରେ ରାଜନୈତିକ ଦଳ ନିଆରା ଢଙ୍ଗରେ ହୋଲି ପର୍ବ ପାଳନ କରିଛନ୍ତି। ଶାସକ ବିଜୁ ଜନତା ଦଳ (ବିଜେଡି) ଏବଂ ବିରୋଧୀ ଭାରତୀୟ ଜନତା ପାର୍ଟିର ନେତାମାନେ ହୋଲି ପର୍ବକୁ ଏକ ନିଆରା ଢଙ୍ଗରେ ପାଳନ କରିଛନ୍ତି।…

ହୋଲି ଖେଳି ସାରି ପୋଖରୀରେ ଗାଧୋଇବା ବେଳେ ଅଘଟଣ, ଦୁଇ ମୃତ

କଟକ: ଆଜି ରଙ୍ଗର ପର୍ବ ହୋଲି। ହେଲେ ଆଜି ବିଭିନ୍ନ ସ୍ଥାନରେ ହୋଲିରେ ଅଘଟଣ ଘଟିଛି। ହୋଲି ଖେଳି ସାରି ଗାଧୋଇବା ବେଳେ ବୁଡ଼ିଗଲେ ଛାତ୍ର। ସାଲେପୁର କରମୁଆଁ ଗାଁରେ ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣଙ୍କ ହେଲେ ଛାଣିପୁରର ଆଶିଷ କୁମାର ଦାସ। ସେ ଯୁକ୍ତ ଦୁଇରେ ପାଠ…

ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମା’ ସମଲେଇଙ୍କୁ କଲେ ଦର୍ଶନ

ସମ୍ବଲପୁର: ଓଡ଼ିଶା ଲୋକସଭା ନିର୍ବାଚନ ପାଇଁ ବିଜେପି ତାହାର ପ୍ରାର୍ଥୀ ତାଲିକା ଘୋଷଣା କରିଛି । ସମ୍ବଲପୁର ଲୋକସଭା ଆସନ ପାଇଁ ଧର୍ମେନ୍ଦ୍ର ପ୍ରଧାନ ପ୍ରାର୍ଥୀ ହେବା ନେଇ ବିଜେପି ପକ୍ଷରୁ ତାଲିକା ମଧ୍ୟ ପ୍ରକାଶ ପାଇଛି । ଏହାପରେ ସମ୍ବଲପୁର ଗସ୍ତରେ ଅଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

ସୁନ୍ଦରଗଡ଼ରେ ସିରିଜ୍ ଦୁର୍ଘଟଣା; ୪ ଆହତ, ନିଶାସକ୍ତ ଅବସ୍ଥାରେ ଗାଡିଚଳାଉଥିଲେ ଡ୍ରାଇଭର

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ସିରିଜ୍ ଦୁର୍ଘଟଣା । ଗୋଟିଏ କିଲୋମିଟର ଯାଏଁ ଦୁର୍ଘଟଣା ଘଟାଇ ଚାଲିଲା ସ୍କର୍ପିଓ । ପ୍ରଥମେ ସ୍କର୍ପିଓଟି ଗୋଟିଏ କାରକୁ ଧକ୍କା ଦେଇଥିବା ବେଳେ କାରଟି ରାସ୍ତା କଡକୁ ଓଲଟି ପଡିଥିଲା । ପରେ ୩ଟି ବାଇକ ଏବଂ ଜଣେ ସାଇକେଲ ଆରୋହୀଙ୍କୁ ଧକ୍କା ଦେଇଥିଲା । ଶେଷରେ ଟ୍ରକ୍…

ଆଜି ଚୈତ୍ର ମାସ ପ୍ରଥମ ମଙ୍ଗଳବାର, ରାଜରାଜେଶ୍ୱରୀ ବେଶରେ ଦର୍ଶନ ଦେଉଛନ୍ତି ମା’ ମଙ୍ଗଳା

କାକଟପୁର: ଆଜି ଚୈତ୍ର ମାସ ପ୍ରଥମ ମଙ୍ଗଳବାର । ଆଜିଠୁ ଆରମ୍ଭ ହେଉଛି କାକଟପୁର ମାଆ ମଙ୍ଗଳାଙ୍କ ପ୍ରସିଦ୍ଧ ଝାମୁ ଯାତ୍ରା । ଏକ ମାସ ଧରି ଚାଲିବ ଏହି ଯାତ୍ରା । ଆଜି ରାଜରାଜେଶ୍ୱରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ମଙ୍ଗଳା । ଏନେଇ ଚଳଚଞ୍ଚଳ ହୋଇଉଠିଛି…

ଆଜି ରଙ୍ଗର ପର୍ବ ହୋଲି, ଗାଁ ଠୁ ସହର ଉତ୍ସବ ମୁଖର

ଭୁବନେଶ୍ବର: ଆଜି ରଙ୍ଗର ପର୍ବ ହୋଲି । ବସନ୍ତ ଋତୁରେ ଫଗୁଣ ମାସରେ ପୂର୍ଣ୍ଣମୀ ତିଥିରେ ଏହି ପର୍ବ ପାଳନ ହୁଏ । ଗାଁ ଠୁ ସହର ସବୁଠି ଉତ୍ସବମୁଖର ପରିବେଶ । ପରସ୍ପରକୁ ରଙ୍ଗ ଲଗାଇ ହୋଲିର ଶୁଭକାମନା ଜଣାଉଛନ୍ତି ସମସ୍ତେ । ଘରେ ହେଉ କି ବାହାରେ ପରସ୍ପର ମଧ୍ୟରେ ସ୍ନେହ ଓ ଆଦର ବାଣ୍ଟି ଚାଲିଛି…

କାହିଁକି ବ୍ରହ୍ମପୁରରୁ ପ୍ରଦୀପଙ୍କୁ ଟିକେଟ୍ ?

ଭୁବନେଶ୍ୱର: ବ୍ରହ୍ମପୁରରେ ବିଜେପିର ବଡ ବେଟ୍ । ପ୍ରଦୀପ ପାଣିଗ୍ରାହୀଙ୍କୁ ଟିକେଟ୍ ପଛରେ କଣ ରଣନୀତି ? ବ୍ରହ୍ମପୁରରେ ପଦ୍ମ ଫୁଟାଇବ କି ବିଜେପିର ଗୋଟି ? ବିଜେଡିର ଅଭେଦ୍ୟ ଦୁର୍ଗରେ ପ୍ରଦୀପ ଉଡାଇବେ କି ବିଜୟ ବାନା ? ଚବିଶରେ ବିଜେଡି ପାଇଁ ପ୍ରଦୀପ ପାଣିଗ୍ରାହୀ ହେବେ କି ବଡ ଚ୍ୟାଲେଞ୍ଜ ?…

କେନ୍ଦୁଝରରେ ନିଯୁକ୍ତି ଓ ରୋଜଗାର ଯୋଗାଇବ ବିଜେପି ସରକାର: ବିଜେପି ଯୁବମୋର୍ଚ୍ଚା

କେନ୍ଦୁଝର: ଜିଲ୍ଲା ପକ୍ଷରୁ ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ସବୀର ଦାଶ ଙ୍କ ଅଧ୍ୟକ୍ଷତାରେ ଆଜି ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ଜିଲ୍ଲା ଯୁବମୋର୍ଚ୍ଚା ସାଂଗଠନିକ ବୈଠକ ଅନୁଷ୍ଠିତ ହୋଇ ଯାଇଅଛି। ଏହି ବୈଠକରେ ଜିଲ୍ଲା ବିଜେପି ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା ଙ୍କ ସମେତ ପୂର୍ବତନ ସାଂସଦ…