Latest Odisha News

BREAKING NEWS

Browsing Category

ଓଡିଶା

Odisha

ବନ୍ୟା ସ୍ଥିତି ପାଇଁ ଜଗତସିଂହପୁରର ୩ଟି ଓ ଭଦ୍ରକର ୪ଟି ବ୍ଲକର ସବୁ ସ୍କୁଲ ଛୁଟି

ଭଦ୍ରକ: ଲଗାଣ ବର୍ଷା ଓ ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜଗତସିଂହପୁରର ୩ଟି ଓ ଭଦ୍ରକର ୪ଟି ବ୍ଲକର ସମସ୍ତ ସ୍କୁଲ୍‌ ଛୁଟି ଘୋଷଣା କରାଯାଇଛି । ଭଦ୍ରକର ଭଣ୍ଡାରିପୋଖରୀ, ତିହିଡ଼ି, ଧାମନଗର, ଚାନ୍ଦବାଲି ବ୍ଲକରେ ସ୍କୁଲ୍‌ ଛୁଟି ଘୋଷଣା ହୋଇଥିବା ବେଳେ ଜଗତସିଂହପୁରର ରଘୁନାଥପୁର, ତିର୍ତ୍ତୋଲ ଓ…

ମହାନଦୀରେ ୨୦ ଫୁଟର ଘାଇ, ଚାଲିଛି ମରାମତି ପାଇଁ ଉଦ୍ୟମ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ତେରମାଣପୁରରେ ମହାନଦୀରେ ବଡ଼ ଘାଇ । କୁଜଙ୍ଗ ବ୍ଲକ ରାହାମା ତେରମାଣପୁରଠାରେ ୨୦ ଫୁଟର ଘାଇ ସୃଷ୍ଟି ହୋଇଛି । ଫଳରେ ସ୍ଥାନୀୟ ଅଞ୍ଚଳ ଜଳବନ୍ଦୀ ହୋଇଛି । ଜିଲ୍ଲାର ତେରମାଣପୁର, ପୋଟସାହି ଓ ମଠ ସାହି ଭିତରେ ଘାଇ ସୃଷ୍ଟି ହୋଇ ବନ୍ୟାଜଳ ପ୍ରବେଶ କରିଛି ।…

ଆଜି ଓଡ଼ିଶା ଆସିବେ ଅମିତ ଶାହା, ଗୋଟିଏ ମଞ୍ଚରେ ବସିବେ ନବୀନ-ଶାହା

ଭୁବନେଶ୍ଵର: ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଆଜି ରାତି ୧୦ଟା ୪୦ରେ ସେ ଭୁବନେଶ୍ୱରରେ ପହଞ୍ଚିବେ। ତାଙ୍କ ସହ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଆସିବେ। ଶନିବାର ପୂର୍ବାହ୍ନ ୧୧ଟାରେ ଲୋକସେବା ଭବନରେ ଭର୍ଚୁଆଲ ମାଧ୍ୟମରେ ଦୁଇଟି…

ସରକାରୀ ହସ୍ପିଟାଲରେ ବେଡ୍ ପିଛା ରୋଗୀଙ୍କ ଖାଇବା ଅନୁଦାନ ବଢ଼ାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଏଣିକି ସରକାରୀ ଡାକ୍ତରଖାନାରେ ବେଡ ପିଛା ରୋଗୀଙ୍କ ଦୈନିକ ଖାଦ୍ୟ ପାଇଁ ୮୫ ଟଙ୍କାରୁ ୧୧୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଡାକ୍ତରଖାନାରେ ଭର୍ତ୍ତି ହେଉଥିବା ରୋଗୀଙ୍କ ପାଇଁ ଖାଦ୍ୟ ଅନୁଦାନ ୩୦ ପ୍ରତିଶତ ବୃଦ୍ଧି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅନୁମୋଦନ…

ଲଗାଣ ବର୍ଷାରେ ଧୋଇଗଲା ଚାଷୀଙ୍କ ଆଶା, ଘାରିଲା ଋଣ ପରିଶୋଧ ଚିନ୍ତା

ଖୋର୍ଦ୍ଧା/କଟକ: ଲଗାଣ ବର୍ଷା ଯୋଗୁ ଓଡ଼ିଶାର ଚାଷୀ ହତାଶ ହୋଇପଡ଼ିଛନ୍ତି। ଫସଲ ଭଲ ହେବ ବୋଲି ଯେଉଁ ଆଶା ଥିଲା ତାହା ଏହି ଲଗାଣ ବର୍ଷା ଯୋଗୁଁ ଏକ ପ୍ରକାର ଧୋଇ ହୋଇଯାଇଛି। ତେଣୁ ଏବେ ଚିନ୍ତାରେ ପଡିଛନ୍ତି ଯେ, ସେମାନେ ବ୍ୟାଙ୍କ, ବନ୍ଧୁ ଓ ସମ୍ପର୍କୀୟଙ୍କ ଠାରୁ ଆଣିଥିବା ଋଣକୁ କିପରି…

ଦୁଇଟି ପୃଥକ ଘଟଣା, ନଦୀରେ ବୁ଼ଡ଼ି ଦୁଇ ଜଣଙ୍କ ମୃତ୍ୟୁ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବଡନଦୀରେ ବନ୍ୟା ପାଣିରେ ଭାସିଯାଇ ଗୁରୁବାର ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ, ଜିଲ୍ଲାର ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର ମମତା ସାହୁ ଗୁରୁବାର ସକାଳେ ନଦୀରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଗାଧୋଇବାକୁ…

ଫ୍ୟାମିଲି ପେନସନ ପାଇଁ ଆବେଦନର ଅବଧି ବର୍ଷେ ପାଇଁ ବୃଦ୍ଧି

ଭୁବନେଶ୍ୱର: ଚାକିରିରେ ଥିବା କୌଣସି କର୍ମଚାରୀଙ୍କ ମୃତ୍ୟୁ ହେଲେ ଫ୍ୟାମିଲି ପେନସନ ପାଇଁ ଆବେଦନ କରିବାର ସମୟ ସୀମାକୁ ଓଡ଼ିଶା ସରକାର ଆଉ ଏକ ବର୍ଷ ପାଇଁ ବୃଦ୍ଧି କରିଛନ୍ତି। ଗୁରୁବାର ଦିନ ଅର୍ଥ ବିଭାଗର ଏକ ସରକାରୀ ଚିଠି ଅନୁଯାୟୀ, ସରକାର ଜାତୀୟ ପେନସନ ଯୋଜନା (ଏନପିଏସ୍) ଅଧୀନରେ…

ଖଣି ନିଲାମରୁ ମିଳିଥିବା ରାଜସ୍ୱରୁ ଓଡିଶାକୁ ୧୯୯ କୋଟି ଦେଲା କେନ୍ଦ୍ର

ଭୁବନେଶ୍ୱର: କୋଇଲା ଖଣି ନିଲାମରୁ ମିଳିଥିବା ଅର୍ଥ ମଧ୍ୟରୁ କେନ୍ଦ୍ର ସରକାର ୭୦୪ କୋଟି ଟଙ୍କାର ଅର୍ଥ ରାଶି ସମ୍ପୃକ୍ତ ଛ’ଟି କୋଇଲା ଖଣି ସମୃଦ୍ଧ ରାଜ୍ୟକୁ ଅଗ୍ରୀମ ଆକାରରେ ଯୋଗାଇ ଦେଇଛନ୍ତି । କେନ୍ଦ୍ର କୋଇଲା ମନ୍ତ୍ରଣାଳୟ ସମ୍ପୃକ୍ତ ରାଜ୍ୟମାନଙ୍କୁ କୋଇଲା ରାଜଭାଗ ଅନୁସାରେ ଏହି ଅର୍ଥ…

ଗବେଷଣା ପ୍ରସ୍ତୁତିକୁ ନେଇ ଏନ୍‌ଆର୍‌ଡିସି ଟିମ୍‌ର ସୋଆ ପରିଦର୍ଶନ

ଭୁବନେଶ୍ୱର: ନିକଟରେ ତିନୋଟି ଗୁରୁତ୍ୱପୂର୍ଣ୍ଣ ଫାର୍ମାସ୍ୟୁଟିକାଲ୍ ପ୍ରସ୍ତୁତିକୁ ନେଇ ନୂଆଦିଲ୍ଲୀ ସ୍ଥିତ ନ୍ୟାସନାଲ ରିସର୍ଚ୍ଚ ଡେଭଲପ୍‌ମେଂଟ କର୍ପୋରେସନ୍ (ଏନ୍‌ଆର୍‌ଡିସି) ସହ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଏକ ଟେକ୍ନୋଲୋଜି ଲାଇସେନ୍ସିଂ ଏଗ୍ରିମେଂଟ ସ୍ୱାକ୍ଷରିତ ହୋଇଥିଲା । ଏହି…

ଏମ୍‌ସ ଭୁବନେଶ୍ୱରରେ ଅଙ୍ଗଦାନ ଦିବସ; ଅଙ୍ଗଦାନ ନିମନ୍ତେ ଶପଥ ନେଲେ ଚିକିତ୍ସକ, ଛାତ୍ରଛାତ୍ରୀ

ଭୁବନେଶ୍ୱର: ଏମ୍‌ସ ଭୁବନେଶ୍ୱରରେ ଆଜି ଉତ୍ସାହ ଏବଂ ପ୍ରତିବଦ୍ଧତାର ସହିତ ୧୩ତମ ଭାରତୀୟ ଅଙ୍ଗଦାନ ଦିବସ (ଆଇଓଡିଡି) ପାଳିତ ହୋଇଯାଇଛି। ଅଙ୍ଗଦାନ ଏବଂ ଅଙ୍ଗ ପ୍ରତିରୋପଣର ଆବଶ୍ୟକତା ଥିବା ରୋଗୀଙ୍କ ନିମନ୍ତେ ଏହି ଜୀବନ ପ୍ରଦାନକାରୀ ମହତ ଦିବସ ସମ୍ପର୍କରେ ବ୍ୟାପକ ସଚେତନତା ସୃଷ୍ଟି ଲକ୍ଷ୍ୟରେ…