Latest Odisha News

BREAKING NEWS

Browsing Category

ଓଡିଶା

Odisha

ବରପଦା ଇଞ୍ଜିନିୟରିଂ କଲେଜ ସୋସାଇଟି ସଭାପତିଙ୍କ ଇସ୍ତଫା

ଭଦ୍ରକ: ବରପଦା ଇଞ୍ଜିନିୟରିଂ କଲେଜ ସୋସାଇଟି ସଭାପତିଙ୍କ ଇସ୍ତଫା। ସଭାପତି ପଦରୁ ଇସ୍ତଫା ଦେଲେ ପ୍ରଫୁଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ। କଲେଜ ଓ କର୍ମଚାରୀଙ୍କ ହିତକୁ ଦୃଷ୍ଟିରେ ରଖି ଇସ୍ତଫା ଦେଇଥିବା ସୂଚନା ରହିଛି। ବରପଦା ଇଞ୍ଜିନିୟରିଂ କଲେଜ ସଭାପତି ପଦରୁ ଇସ୍ତଫା ଦେଇଥିବା…

କେଜ୍ରିୱାଲଙ୍କ ଗିରଫ ଘଟଣା, ମିଥ୍ୟା ଅଭିଯୋଗରେ ଫସାଇଥିବା ବିଜେପି ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି

ଭୁବନେଶ୍ୱର: ଆମ୍ ଆଦ୍‌ମୀ ପାର୍ଟିର ରାଷ୍ଟ୍ରୀୟ ସଭାପତି ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଥ୍ୟା ଅଭିଯୋଗରେ ଗିରଫ କରାଯିବା ସମ୍ବନ୍ଧରେ ସାଙ୍ଘାତିକ ତଥ୍ୟ ପଦାକୁ ଆସିଛି । ଏହି ତଥ୍ୟରୁ ଭାରତୀୟ ଜନତା ପାର୍ଟି ହିଁ ପ୍ରକୃତ ଅପରାଧୀ ଏବଂ ଚକ୍ରାନ୍ତ କରି କେଜ୍ରିୱାଲଙ୍କୁ…

ପୁରୀ ବୁଲିଲେ ଭାରତୀୟ ହକି ଟିମ

ପୁରୀ: ପୁରୀରେ ଭାରତୀୟ ହକି ଟିମ୍। ପୁରୀରେ ପହଞ୍ଚିବା ପରେ ଟିମ୍ ପ୍ରଥମେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ମହାପ୍ରଭୁଙ୍କ ଖଣ୍ଡୁଆ ପାଟ ଦେଇ ଖେଳାଳିମାନଙ୍କ ମନ ବଳକୁ ଦୃଢ଼ କରାଯାଇଛି। ତା'ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଭାରତୀୟ ହକି ଦଳର କ୍ୟାପଟେନଙ୍କ…

ରାଜଧାନୀରେ ମାତିଲେଣି ମହିଳା ବ୍ରାଉନସୁଗାର ବେପାରୀ, ୨ ଯୁବତୀ ଗିରଫ

ଭୁବନେଶ୍ୱର: ରାଜଧାନୀରେ ବ୍ରାଉସ ସୁଗାର କାରବାର ଅଭିଯୋଗରେ ସ୍ୱତନ୍ତ୍ର କ୍ରାଇମ ୟୁନିଟ୍ କମିଶନର ପୋଲିସ ଶନିବାର ଜଣେ ମହିଳା ଆକାଉଣ୍ଟାଣ୍ଟ ଏବଂ ତାଙ୍କ ସହଯୋଗୀଙ୍କୁ ଗିରଫ କରିଛି। ଗିରଫ ଦୁଇ ମହିଳା ହେଲେ କୋଣାର୍କ ଅଞ୍ଚଳର 23 ବର୍ଷୀୟ ପ୍ରଜ୍ଞା ପ୍ରିୟା ସ୍ୱାଇଁ ଓ ବାଲେଶ୍ୱର ବସ୍ତା ଅଞ୍ଚଳର…

ତାତିରେ ସିଝିବ ଓଡ଼ିଶା, ୪୦ ଟପିବ ତାପମାତ୍ରା !

ଭୁବନେଶ୍ୱର: ଆଗକୁ ଆହୁରି ବଢିବ ତାତି। ୪୦ ଟପିବ ତାପମାତ୍ରା। ଏଥର ପ୍ରବଳ ତାତି ଅନୁଭୂତ ହେବା ନେଇ ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି। ତେବେ କେବଳ ଦିନ ନୁହେଁ, ରାତିରେ ମଧ୍ୟ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଗତକାଲି ଅର୍ଥାତ୍…

ଶ୍ରୀମନ୍ଦିର ସୁରକ୍ଷାରେ ତ୍ରୁଟି, ବିଦେଶିନୀ ଭକ୍ତ ପ୍ରବେଶ କରିଥିବା ଅଭିଯୋଗ

ପୁରୀ: ଶ୍ରୀମନ୍ଦିରରେ ବିଦେଶିନୀ ଭକ୍ତ ପ୍ରବେଶ କରିଥିବା ଅଭିଯୋଗ । ବାଇଶି ପାହାଚ ନିକଟରେ ୨ ବିଦେଶୀ ଭକ୍ତଙ୍କୁ ଅଟକାଇଲେ ସେବାୟତ । ୨ ବିଦେଶୀ ଭକ୍ତଙ୍କୁ ସିଂହଦ୍ବାର ଥାନାରେ ଅଟକ ରଖି ପଚରାଉଚରା କରାଯାଇଛି। ଶ୍ରୀମନ୍ଦିର ବାହାରେ ଓ ଭିତରେ ଶହଶହ ପୋଲିସ ନିୟୋଜିତ ଥିବା ବେଳେ ଜଣେ ବିଦେଶୀ…

ନିର୍ବାଚନ କମିଶନଙ୍କ ନବରଙ୍ଗପୁର ଗସ୍ତ ଓ ନିର୍ବାଚନ ପରିଚଳନା ସମୀକ୍ଷା

ନବରଙ୍ଗପୁର: ରାଜ୍ୟ ନିର୍ବାଚନ ଅଧିକାରୀ ନବରଙ୍ଗପୁର ଗସ୍ତ ଏବଂ ନିର୍ବାଚନ ପରିଚଳନା ସମୀକ୍ଷା। ରାଜ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳଙ୍କ ନବରଙ୍ଗପୁର ଗସ୍ତ କରି ସ୍ଥାନୀୟ ଡିଆରଡିଏ କାର୍ଯ୍ୟାଳୟରେ ନିର୍ବାଚନ ପରିଚାଳନା ଦାୟିତ୍ୱରେ ଥିବା ଜିଲ୍ଲାସ୍ତରୀୟ ଅଧିକାରୀଙ୍କ ସହ ସମୀକ୍ଷା ବୈଠକରେ…

କଂଗ୍ରେସର ଗ୍ୟାରେଣ୍ଟି କାର୍ଡ, କଂଗ୍ରେସ ସରକାରକୁ ଆସିଲେ କରିବ ଏହି କାର୍ଯ୍ୟ

ଭୁବନେଶ୍ଵର: ଲୋକସଭା ନିର୍ବାଚନ ପାଇଁ କଂଗ୍ରେସର ପ୍ରସ୍ତୁତି । ନିର୍ବାଚନ ପୂର୍ବରୁ ରାଜ୍ୟ କଂଗ୍ରେସ ଜାରି କରିଛି ଗ୍ୟାରେଣ୍ଟି କାର୍ଡ । ୨୦୨୪ରେ କ୍ଷମତାକୁ ଆସିଲେ କଂଗ୍ରେସ ଏହି ଗ୍ୟାରେଣ୍ଟି ଉପରେ କାମ କରିବ ବୋଲି ଲୋକଙ୍କୁ ଜଣାଇଛି । ୨୪ ବର୍ଷର ବିଜେଡି ଶାସନ ଏବଂ ୯ ବର୍ଷର ବିଜେପି…

ଭାରସାମ୍ୟ ହରାଇ ଟ୍ରକ ପଛକୁ ପିଟିଲା ବାଇକ, ୩ ମୃତ

ଯାଜପୁର: କଳିଙ୍ଗନଗର ଥାନା ଜିନ୍ଦଲ କାରଖାନା ମୁଖ୍ୟ ଫାଟକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଚଳନ୍ତା ଟ୍ରକ୍ ପଛରେ ପିଟିହୋଇ ୩ ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମେଡ଼ିକାଲରେ ଅନ୍ୟ ଜଣଙ୍କର ମୃତ୍ୟୁ ହୋଇଛି। ଦୁର୍ଘଟଣା ସମ୍ପର୍କରେ…

ହୀରାକୁଦ ଅଞ୍ଚଳରେ ବ୍ୟାପିଛି ଝାଡାବାନ୍ତି, ଜଣେ ମୃତ

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ହୀରାକୁଦ ଅଞ୍ଚଳରେ ବ୍ୟାପୁଛି ଝାଡ଼ାବାନ୍ତି । ଝାଡ଼ାବାନ୍ତିରେ ଆକ୍ରାନ୍ତରେ ଏଯାବତ୍ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୭ଜଣ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ଜଣଙ୍କ ସ୍ଥିତି ଗୁରୁତର ରହିଛି । ସେମାନଙ୍କୁ ବୁର୍ଲା ଭିମସାରକୁ ସ୍ଥାନାନ୍ତରିତ…