Latest Odisha News

BREAKING NEWS

Browsing Category

ଓଡିଶା

Odisha

ମୁଣ୍ଡଳିରେ ନିଷ୍କାସିତ ହେଉଛି ୯ ଲକ୍ଷ ୧୮ ହଜାର ୩୮୩ କ୍ୟୁସେକ୍ ଜଳ, ତିନି ଜିଲ୍ଲା ହାଇ ଆଲର୍ଟ

ଭୁବନେଶ୍ୱର: ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା ରହିଥିବା ବେଳେ ଗୁରୁବାର ଅପରାହ୍ନ ୪ଟାରୁ ମୁଣ୍ଡଳୀ ବ୍ୟାରେଜରୁ ଜଳ ନିଷ୍କାସନ ଜାରି ରହିଛି। ସନ୍ଧ୍ୟା ୫ଟାରେ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ରିପୋର୍ଟ ଅନୁସାରେ ମହାନଦୀର ଜଳସ୍ତର ୯୪.୨୦ ଫୁଟ୍ ଉପରମୁଣ୍ଡରେ ଏବଂ ୯୧.୮୦ ଫୁଟ୍ ତଳମୁଣ୍ଡରେ…

ଛାତ୍ରୀ ନିବାସରୁ ଦ୍ୱିତୀୟ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଉଦ୍ୟମ, ଜୀବନ ବଞ୍ଚାଇଲେ ସ୍ଥାନୀୟ ଯୁବକ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଳକ ହାତିବନ୍ଧା ଛାତ୍ରୀ ନିବାସରୁ ଜଣେ ଦ୍ଵିତୀୟ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଉଦ୍ୟମ ଅଭିଯୋଗ ହୋଇଛି । ସ୍ଥାନୀୟ ଜଣେ ଯୁବକଙ୍କ ଉପସ୍ଥିତ ବୁଦ୍ଧି ଓ ଉଦ୍ୟମ ଯୋଗୁଁ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି ଛାତ୍ରୀ ଜଣଙ୍କ । ଅନ୍ୟପଟେ ହଷ୍ଟେଲରେ…

ଲଗାଣ ବର୍ଷାରେ ୧୨ଟି ଜିଲ୍ଲାର ୪୮୧ଟି ଗାଁ ପ୍ରଭାବିତ: ଏସଆରସି

ଭୁବନେଶ୍ୱର: ଲଗାଣ ବର୍ଷାରେ ସାରା ଓଡ଼ିଶାର ୧୨ଟି ଜିଲ୍ଲାର ୪୮୧ଟି ଗାଁ ପ୍ରଭାବିତ ହୋଇଛି ବୋଲି ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ଗୁରୁବାର ସୂଚନା ଦେଇଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ସତ୍ୟବ୍ରତ ସାହୁ କହିଛନ୍ତି, ମହାନଦୀ ବ୍ୟବସ୍ଥାରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା ରହିଛି। ବର୍ଷା…

ବିଜେଡି ନେତା ସୋମନାଥ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣା, ତିନି ଅଭିଯୁକ୍ତ ଗିରଫ

ପୁରୀ: ଯୁବ ବିଜେଡି ନେତା ତଥା ବ୍ୟବସାୟୀ ସୋମନାଥ ସାହୁ ଓରଫ କପଙ୍କୁ ହତ୍ୟା ଉଦ୍ୟମ ଘଟଣାରେ କୁମ୍ଭାରପଡା ଥାନା ପୋଲିସ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି କପ ସାହୁଙ୍କୁ ହତ୍ୟା ଉଦ୍ୟମ ସହ ମରଣାନ୍ତକ ଆକ୍ରମଣ ହୋଇଥିବା କହିଛି ପୋଲିସ।…

ମୁଣ୍ଡଳିରେ ବଢ଼ୁଛି ଜଳସ୍ତର, ଆଜି ରାତି ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର: ବର୍ତ୍ତମାନ ମହାନଦୀ ମୁଣ୍ଡଳୀ ଠାରେ ପିକ୍ ଜଳ ପ୍ରବାହିତ ହେଉଛି । ଏବେ ମୁଣ୍ଡୁଳିରେ ୯.୨୦ ଲକ୍ଷ କ୍ୟୁସେକ୍ ବନ୍ୟା ଜଳ ପ୍ରବାହିତ ହେଉଛି । ଅପରାହ୍ଣ ୪ଟାରୁ ପିକ୍ ଜଳ ପ୍ରବାହିତ ହେଉଛି । ଆସନ୍ତା ୮ ଘଣ୍ଟା ପର୍ଯ୍ୟନ୍ତ ବନ୍ୟା ଜଳ ପ୍ରବାହ ଏମିତି ସ୍ଥିର ରହିବ । ଆସନ୍ତାକାଲି…

ଆପଣ ବି ବୁଲି ଦେଖି ପାରିବେ ଓଡ଼ିଶା ହାଇକୋର୍ଟ, ଜାଣନ୍ତୁ ପ୍ରକ୍ରିୟା…

କଟକ: ହାଇକୋର୍ଟ କମ୍ପ୍ଲେକ୍ସରେ କଣ ଅଛି ? କେଉଁଠି କେଉଁ ସୁବିଧା ମିଳେ । ଏଣିକି ଏ ସମସ୍ତ ବିଷୟରେ ଜାଣି ପାରିବେ ସର୍ବସାଧାରଣ । ଅଗଷ୍ଟ ୫ ତାରିଖରୁ କଟକ ସ୍ଥିତ ଓଡ଼ିଶା ହାଇକୋର୍ଟ କମ୍ପ୍ଲେକ୍ସରେ ଆରମ୍ଭ ହେଉଛି ଗାଇଡେଡ୍ ଟୁର୍ । ମିଳିଥିବା ସୂଚନା ଅନୁସାରେ, ଯେଉଁମାନେ ହାଇକୋର୍ଟ…

ଏବେ ବି କନ୍ଦାଉଛି ଟମାଟର: କେଜି ପିଛା ୩୦୦ ଛୁଇଁପାରେ

ନୂଆଦିଲ୍ଲୀ:କନ୍ଦଉଛି ଟମାଟୋ । ପାଟିକୁ ରୁଚୁନି ଆଉ ତରକାରୀ ।  ଦିନକୁ ଦିନ ଟମାେଟା ଦର ଯେମିତି ବଢିବାରେ ଲାଗିଛି ଚାହିଁବାକୁ ବି ଭୟ ଲାଗୁଛି । ପୂବର୍ରୁ ଲୋକେ ପେଟ୍ରାଲ ଦର ବୃଦ୍ଧିର ସମ୍ମୁଖୀନ ହେଉଥିେଲ ।  ହେଲେ ଏବେ ଟମାେଟାର ଅହେତୁକ ଦର ବୃଦ୍ଧି ଲୋକଙ୍କ ଚିନ୍ତାକୁ ଦ୍ବିଗୁଣିତ କରିଛି…

ଭୁବନେଶ୍ୱର ମେଟ୍ରୋ ରେଳ କର୍ପୋରେସନର ସିଇଓ ହେଲେ ଶିବପ୍ରସାଦ ସାମନ୍ତରାୟ

ଭୁବନେଶ୍ୱର: ଶିବପ୍ରସାଦ ସାମନ୍ତରାୟଙ୍କୁ ଭୁବନେଶ୍ୱର ମେଟ୍ରୋ ରେଳ କର୍ପୋରେସନର ମୁଖ୍ଯ କାର୍ଯ୍ୟନିର୍ବାହା ଅଧିକାରୀ (ସିଇଓ) ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ଏହା ପୂର୍ବରୁ ଶିବପ୍ରସାଦ ପୂର୍ବତଟ ରେଳପଥ (ବ୍ରିଜ୍ ୱାର୍କ୍ସ)ର ମୁଖ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ କାର୍ଯ୍ୟ…

ବଢିଲା ରୋଗୀଙ୍କ ଖାଦ୍ୟ ଅନୁଦାନ: ଦୈନିକ ଖାଦ୍ୟ ୮୫ରୁ ୧୧୦ ଟଙ୍କାକୁ ବୃଦ୍ଧି

ଭୁବନେଶ୍ବର: ଡାକ୍ତରଖାନାରେ ରୋଗୀଙ୍କୁ ମିଳିବ ଉତ୍ତମ ଖାଦ୍ୟ । ସ୍ୱାଦିଷ୍ଟ ଆଉ ପୁଷ୍ଟିକର ଖାଦ୍ୟ । ଏଥିପାଇଁ ଖର୍ଚ୍ଚ କରିବେ ସରକାର ।   ରୋଗୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ଉଦ୍ଦେଶ୍ୟେରେ ରୋଗୀଙ୍କୁ ଦିଆଯାଉଥିବା ଖାଦ୍ୟ ଅନୁଦାନରେ ୩୦ ପ୍ରତିଶତ ବୃଦ୍ଧି କରାଯାଇଛି ।…