Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭୁବନେଶ୍ୱର ମେଟ୍ରୋ ରେଳ କର୍ପୋରେସନର ସିଇଓ ହେଲେ ଶିବପ୍ରସାଦ ସାମନ୍ତରାୟ

ଭୁବନେଶ୍ୱର: ଶିବପ୍ରସାଦ ସାମନ୍ତରାୟଙ୍କୁ ଭୁବନେଶ୍ୱର ମେଟ୍ରୋ ରେଳ କର୍ପୋରେସନର ମୁଖ୍ଯ କାର୍ଯ୍ୟନିର୍ବାହା ଅଧିକାରୀ (ସିଇଓ) ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ଏହା ପୂର୍ବରୁ ଶିବପ୍ରସାଦ ପୂର୍ବତଟ ରେଳପଥ (ବ୍ରିଜ୍ ୱାର୍କ୍ସ)ର ମୁଖ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ କାର୍ଯ୍ୟ…

ବଢିଲା ରୋଗୀଙ୍କ ଖାଦ୍ୟ ଅନୁଦାନ: ଦୈନିକ ଖାଦ୍ୟ ୮୫ରୁ ୧୧୦ ଟଙ୍କାକୁ ବୃଦ୍ଧି

ଭୁବନେଶ୍ବର: ଡାକ୍ତରଖାନାରେ ରୋଗୀଙ୍କୁ ମିଳିବ ଉତ୍ତମ ଖାଦ୍ୟ । ସ୍ୱାଦିଷ୍ଟ ଆଉ ପୁଷ୍ଟିକର ଖାଦ୍ୟ । ଏଥିପାଇଁ ଖର୍ଚ୍ଚ କରିବେ ସରକାର ।   ରୋଗୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ଉଦ୍ଦେଶ୍ୟେରେ ରୋଗୀଙ୍କୁ ଦିଆଯାଉଥିବା ଖାଦ୍ୟ ଅନୁଦାନରେ ୩୦ ପ୍ରତିଶତ ବୃଦ୍ଧି କରାଯାଇଛି ।…

ଶୈଫାଳିକା ପଣ୍ଡା ଜି-୨୦ ଏମ୍ପାୱାର ୱାର୍କିଂ ଗ୍ରୁପ୍ ଅନ୍ ମେଣ୍ଟରସିପ କାର୍ଯ୍ୟକ୍ରରମ ଆବାହକ ଭାବେ ସମ୍ମାନିତ

ଭୁବନେଶ୍ୱର: ଇମ୍ଫାର ସିଏସଆର ମୁଖ୍ଯ ତଥା ବଂଶୀଧର-ଇଲା ପଣ୍ଡା ଫାଉଣ୍ଡେସନ (ବିଆଇପିଏଫ)ର ଟ୍ରଷ୍ଟି ଓ ପ୍ରତିଷ୍ଠାତା ସିଇଓ ଶୈଫଳିକା ପଣ୍ଡାଙ୍କୁ ଜି-୨୦ ଏମ୍ପାୱାର ୱାର୍କିଂ ଗ୍ରୁପ୍ ଅନ୍ ମେଣ୍ଟରସିପ୍ କାର୍ଯ୍ୟକ୍ରମର ସଂପ୍ରର୍ଯାଜନା ପାଇଁ ସମ୍ମାନିତ କରାଯାଇଛି । ଫିକି-ଆଦିତ୍ୟ ବିର୍ଲା…

କିମ୍‍ସରେ ହାର୍ଟ-ଲଙ୍ଗ୍‍ସ ମେସିନ୍ ସାହାଯ୍ୟରେ ହେଲା ବିରଳ ଶ୍ୱାସନଳୀ ଟ୍ୟୁମର ଅସ୍ତ୍ରୋପଚାର

ଭୁବନେଶ୍ୱର: କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନସେସ୍ (କିମ୍‌ସ)ର କର୍ଣ୍ଣ-ନାସା-ଗଳା ସର୍ଜନମାନେ ହାର୍ଟ-ଲଙ୍ଗ୍‍ସ ମେସିନ୍ ସାହାଯ୍ୟରେ ଦୁଇଟି ବିରଳ ଅସ୍ତ୍ରୋପଚାର କରି ଉଦାହରଣ ସୃଷ୍ଟି କରିଛନ୍ତି । ଦୁଇ ସପ୍ତାହରେ ଦୁଇ ଦୁଇ ଜଣ ରୋଗୀଙ୍କଠାରେ ମିନିମାଲ ଇନ୍‍ଭାସିଭ୍‍ ପ୍ରକ୍ରିୟାରେ…

ଜୀବିତଙ୍କୁ କାଗଜପତ୍ରରେ ମୃତ ଦର୍ଶାଇ ନିର୍ମାଣ ଶ୍ରମିକଙ୍କ ସହାୟତା ଅର୍ଥ ହଡ଼ପ ପାଇଁ ମସୁଧା

ନବରଙ୍ଗପୁର (କେ. ସନ୍ତୋଷ): ଦାଦନ ପ୍ରବଣ ନବରଙ୍ଗପୁର ଜିଲ୍ଲାର ନିରୀହ ଲୋକଙ୍କ ସରଳତାର ଫାଇଦା ଉଠାଉଛନ୍ତି ଦଲାଲ । ବାହାର ରାଜ୍ୟକୁ ଦାଦନ ଖଟାଇବାକୁ ନେଇ ଶୋଷଣ କରୁଥିବା ବେଳେ ଏବେ ଜୀବିତଙ୍କୁ ମୃତ ଦର୍ଶାଇ ସରକାରୀ ସହାୟତା ହଡ଼ପ ପାଇଁ ଚକ୍ରାନ୍ତ କରିଛନ୍ତି । ୟେ ହେଉଛନ୍ତି ନବରଙ୍ଗପୁର…

୧୫ ଦିନ ପରେ ଖୋଲିଲା ମାର୍କେଟ ବିଲ୍ଡିଂ, ଖୋଲିଲାନି ସୋ ରୁମ୍

ଭୁବନେଶ୍ୱର: ବଢିବ ଗହଳି ଆଉ ପୁଣି ଜମିବ କିଣାବିକା । ଖୋଲିଲା ୟୁନିଟ୍ ୨ ମାର୍କେଟ୍ ବିଲ୍ଡିଂ । ହେଲେ ଖୋଲିଲାନି ସୋ ରୁମ୍ । ମାକେର୍ଟ୍ ବିଲ୍ଡିଂର କେବଳ ରିଟେଲ୍ ଦୋକାନ ଗୁଡିକ ଖୋଲିଲା । ମାତ୍ର ମାର୍କେଟ୍ ବିଲ୍ଡିଂ ଭିତରେ ଥିବା ପ୍ରମୁଖ ସୋ ରୁମ୍ ଗୁଡିକ ଖୋଲିନି । କାରଣ ଏ…

ବାଘ ସଫାରୀରେ ଖସି ପଡିଲା ପର୍ଯ୍ୟଟକ ବସ: ଅଳ୍ପକେ ବର୍ତିଲେ ଯାତ୍ରୀ

ଭୁବନେଶ୍ୱର: ନନ୍ଦନକାନନରେ ଘଟିଛି ଏକ ବଡ ଅଘଟଣ। ମୁଖ୍ୟ ରାସ୍ତାରୁ ଖସି ବାଘ ସଫାରୀରେ ପଡିଲା ବସ । ଅଳ୍ପକେ ବର୍ତ୍ତିଲେ ବସରେ ଥିବା ପାଖାପାଖି ୩୦ ଜଣ ପର୍ଯ୍ଯଟକ। ଅଧଘଣ୍ଟା ପରେ ହେଲେ ଉଦ୍ଧାର। ଖବର ଅନୁଯାୟୀ, ଭୁବନେଶ୍ୱର ସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଗତକାଲି ଅପରାହ୍ନରେ ବାଘ…

ଘାଟିରୁ ଖସିଲା ପଥର : କେନ୍ଦୁଝର ୪୯ ନମ୍ବର ଜାତୀୟ ରାଜପଥ ବନ୍ଦ

କେନ୍ଦୁଝର: କେନ୍ଦୁଝର ଜିଲ୍ଲାରେ ଭୀଷଣ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଆଜି ସକାଳେ ଜୁଡ଼ିଆ ଘାଟିରୁ ପଥର ଖସିଛି। ବଡ଼ ପଥରଟି ଗଡ଼ି ଆସି ୪୯ ନମ୍ବର ଜାତୀୟ ରାଜପଥ ମଝିରେ ପଡ଼ିଥିଲା। ସୌଭାଗ୍ୟକୁ ଏହି ସମୟରେ କୌଣସି ଗାଡ଼ି ସେହି ରାସ୍ତାରେ ଯାଉନଥିଲା। ତେବେ ଏହି କାରଣରୁ ଦୀର୍ଘ ସମୟ ଧରି…

ବର୍ଷା ଭୟ କମିଲା ହେଲେ ବଢିଲା ବନ୍ୟା ଭୟ: ହୀରାକୁଦ ଖୋଲିଲା ଆଉ ଦୁଇ ଗେଟ

ଭୁବନେଶ୍ୱର: ରାଜ୍ୟକୁ ଟଳିଛି ବଡ ବର୍ଷା ଭୟ । ହେଲେ ବଢିଛି ବନ୍ୟା ଭୟ ।  ତିନିଦିନ ଧରି ଲଗାଣ ବର୍ଷା ଫଳରେ ରାଜ୍ୟର ବିଭିନ୍ନ ନଦୀରେ ବନ୍ୟାଜଳ ପ୍ରବେଶ କରିଛି । ଫଳରେ ବନ୍ୟା ପରିସ୍ଥିତି ସଙ୍ଗୀନ ହୋଇଛି । ତଳିଆ ଅଞ୍ଚଳ ବର୍ଷା ଜଳରେ ବୁଡି ରହିଥିବାବେଳେ ଏପଟେ ଫୁଲୁଛି ନଦୀ । ତେବେ…