Latest Odisha News

BREAKING NEWS

Browsing Category

ଓଡିଶା

Odisha

ଟ୍ରକକୁ ପିଟିଲା ଟ୍ରକ, ଡ୍ରାଇଭର ଜୀବନ୍ତ ଦଗ୍ଧ

ନୂଆପଡ଼ା: ନୂଆପଡ଼ା ସିନାପାଲି ଥାନା ଅଧୀନ ବିଜୁ ଏକ୍ସପ୍ରେସ ୱେରେ ମର୍ମନ୍ତୁଦ ଦୁର୍ଘଟଣା । ଟ୍ରକକୁ ପଛରୁ ଧକ୍କା ଦେଲା ଆଉ ଏକ ଟ୍ରକ୍ । ତେବେ ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଗୋଟିଏ ଟ୍ରକରେ ନିଆଁ ଲାଗିଯାଇଥିଲା । ଫଳରେ ଗୋଟିଏ ଟ୍ରକର ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ଖବର…

ନିର୍ବାଚନ ସମ୍ବନ୍ଧୀୟ ଖବର ଉପରେ ନଜର ରଖିବ କ୍ରାଇମବ୍ରାଞ୍ଚର ସ୍ବତନ୍ତ୍ର ସେଲ୍

ଭୁବନେଶ୍ୱର: ଏବେ ନିର୍ବାଚନୀ ଖବର ଉପରେ ପୋଲିସର ରହିବ କଡା ନଜର । ମିଥ୍ୟା ଖବର ପ୍ରଚାର କରୁଥିବା ଅଭିଯୁକ୍ତଙ୍କୁ ଆଉ ମିଳିବନି ତ୍ରାହି । ଏଥର ସୋସିଆଲ ମିଡିଆ ମନିଟର କରିବ କ୍ରାଇମବ୍ରାଞ୍ଚର ସ୍ବତନ୍ତ୍ର ସେଲ୍ । ଏନେଇ କ୍ରାଇମବ୍ରାଞ୍ଚ ଆଇଜି ସଫିନ ଅହମ୍ମଦ କେଙ୍କୁ ଦାୟିତ୍ବ ମିଳିଛି ।…

ଆଜିଠୁ ଯୁକ୍ତ ୨ ଖାତା ଦେଖା, ଉଭୟ ଅନଲାଇନ ଓ ଅଫଲାଇନରେ ହେବ ମୂଲ୍ୟାୟନ

ଭୁବନେଶ୍ୱର: ଆଜିଠୁ ଯୁକ୍ତ ୨ ଖାତାଦେଖା ଆରମ୍ଭ । ଦୁଇଟି ପର୍ଯ୍ୟାୟରେ ହେବ ମୂଲ୍ୟାୟନ । ପୂର୍ବବର୍ଷ ଭଳି ଚଳିତବର୍ଷ ମଧ୍ୟ ଉଭୟ ଅଫ୍‌ ଲାଇନ୍‌ ଓ ଅନଲାଇନରେ ମୂଲ୍ୟାୟନ ହେବ । ପ୍ରଥମ ପର୍ଯ୍ୟାୟ ଖାତା ଦେଖା ଆଜିଠୁ ଅର୍ଥାତ୍ ମାର୍ଚ୍ଚ ୨୨ ତାରିଖରୁ ଆରମ୍ଭ ହୋଇ ଏପ୍ରିଲ ୨ ଯାଏଁ ଚାଲିବ ।…

କେଜ୍ରିୱାଲଙ୍କ ଗିରଫକୁ ବିରୋଧ କରି ମାଷ୍ଟରକ୍ୟାଣ୍ଟିନ ଠାରେ ଆପ୍ କର୍ମୀଙ୍କ ବିକ୍ଷୋଭ ପ୍ରଦର୍ଶନ

ଭୁବନେଶ୍ଵର: ଗତକାଲି (ଗୁରୁବାର) ରାତି ୯ଟା ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦିଲ୍ଲୀର ମୁଖ୍ୟମନ୍ତ୍ରୀ ତଥା ଆପ୍ ମୁଖ୍ୟ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରିଛି । ଯାହାକୁ ବିରୋଧ କରି ରାଜଧାନୀ ସ୍ଥିତ ମାଷ୍ଟରକ୍ୟାଣ୍ଟିନ ଛକ ଠାରେ ରାତି ସାରା ଆପ୍ କର୍ମୀଙ୍କ ବିକ୍ଷୋଭ ପ୍ରତିବାଦ ଜାରି…

ଦିଲ୍ଲୀରୁ ଫେରିଲେ ମନମୋହନ ସାମଲ; କହିଲେ, ଖୁବ ଶୀଘ୍ର ଘୋଷଣା ହେବ ପ୍ରାର୍ଥୀ ତାଲିକା

ଭୁବନେଶ୍ବର: ଦିଲ୍ଲୀରୁ ଫେରିଲେ ମନମୋହନ । ଗୁରୁବାର ରାତିରେ ଦିଲ୍ଲୀରୁ ଫେରିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ବିମାନବନ୍ଦରରେ ପହଞ୍ଚିବା ପରେ ବଡ ବୟାନ ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ରାଜ୍ୟରେ ମେଣ୍ଟ ନେଇ କୌଣସି ସ୍ପଷ୍ଟ ପ୍ରତିକ୍ରିୟା ଦେଲେନି…

ପରଲୋକରେ ବିଜେଡିର ବରିଷ୍ଠ ନେତା ଦାମୋଦର ରାଉତ

ଭୁବନେଶ୍ବର: ପରଲୋକରେ ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତ । ଆଜି ସକାଳ ୫ଟା ୨୩ ମିନିଟରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା । ଦାମୋଦର ରାଉତଙ୍କ ଦେହାନ୍ତ…

ଓଡ଼ିଶା କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ହଟିଲେ ବିଜୟ ପଟ୍ଟନାୟକ

ଭୁବନେଶ୍ୱର: ଓଡ଼ିଶା କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ହଟିଲେ ବିଜୟ ପଟ୍ଟନାୟକ। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ତାଙ୍କ ସ୍ଥାନରେ ଦଳର ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଭକ୍ତ ଦାସଙ୍କୁ ନିଯୁକ୍ତ କରିଛନ୍ତି। ସେହିପରି ବିଜୟ ପଟ୍ଟନାୟକଙ୍କୁ ନିର୍ବାଚନ ସଂଯୋଜନା କମିଟିର…

ଦଳ ସହ ନାହିଁ ଭଲ ସମ୍ପର୍କ! ପୁରୁଣା ମାମଲାରେ ଭର୍ତ୍ତୃହରିଙ୍କ ବିରୋଧରେ ଚାର୍ଜଫ୍ରେମ୍

କଟକ: ପୁଲିସ ସବ୍ ଇନ୍ସପେକ୍ଟର ବା ଏସଆଇଙ୍କୁ ଚାପୁଡ଼ା ମାରିବା ଅଭିଯୋଗରେ ସ୍ଥାନୀୟ ସାଂସଦ ଭର୍ତ୍ତୃହରି ମହତାବଙ୍କ ବିରୋଧରେ କଟକ ସ୍ବତନ୍ତ୍ର ସାଂସଦ/ବିଧାୟକ ଅଦାଲତ ଗୁରୁବାର ଚାର୍ଜସିଟ୍ ଧାର୍ଯ୍ୟ କରିଛନ୍ତି। ଅଭିଯୋଗ ଅନୁଯାୟୀ, ୨୦୧୧ ଜାନୁଆରି ୨୩ ତାରିଖରେ ସାଂସଦ କଟକସ୍ଥିତ ନେତାଜୀ…

ଚାକିରି କରାଇ ଦେବାକୁ କହି ୫୧ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ

ଯାଜପୁର: ରେଲୱେରେ ଚାକିରି କରାଇ ଦେବାକୁ କଥା ଦେଇ ରମେଶ ମହାନ୍ତିଙ୍କଠାରୁ ଜଣେ ହାଇସ୍କୁଲ ଶିକ୍ଷକ ୫୧ ଲକ୍ଷ ଟଙ୍କା ଠକି ନେଇଥିବା ଯାଜପୁର ଜିଲ୍ଲା ଦଶରଥପୁର ଥାନାରେ ଅଭିଯୋଗ। ସମ୍ପୃକ୍ତ ଶିକ୍ଷକଙ୍କୁ ଅଟକ ରଖିଛି ଦଶରଥପୁର ପୋଲିସ । ଅଭିଯୋଗ ମୁତାବକ ଦଶରଥପୁର ଥାନା ଅନ୍ତର୍ଗତ କାଟିଆସ୍ଥିତ…