Latest Odisha News

BREAKING NEWS

Browsing Category

ଓଡିଶା

Odisha

କିଟ୍‍ ଓ କିସ୍‍ ପକ୍ଷରୁ ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧନା; ୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ପ୍ରଦାନ

ଭୁବନେଶ୍ୱର: ଇଣ୍ଡିଆନ୍ ଆଇଡଲ୍ ସିଜନ୍‌–୧୬ ଜିତି ଇତିହାସ ରଚିଥିବା ଓଡ଼ିଆ ଝିଅ ତଥା କିଟ ଛାତ୍ରୀ ଜ୍ୟୋତିର୍ମୟୀ ନାୟକଙ୍କୁ ଆଜି କିଟ୍‍ ଓ କିସ୍‍ ପକ୍ଷରୁ ସମ୍ବର୍ଦ୍ଧନା ଦିଆଯାଇଛି। ଆଜି ସକାଳେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କ ସ୍ୱାଗତ କରାଯିବା ସହ ବିରାଟ ପଟୁଆରରେ କିଟ୍‍…

ସ୍ତ୍ରୀର ଗଳାକାଟି ହତ୍ୟା; ଜୀବନ ହରିବାକୁ ଉଦ୍ୟମ କଲା ସ୍ବାମୀ`

ଭୁବନେଶ୍ୱର:ସ୍ତ୍ରୀର ଗଳାକାଟି ହତ୍ୟା । ପରେ ସ୍ବାମୀ ନିଜେ ବିଷ ପିଇ ଜୀବନ ହରିବାକୁ କଲା ଉଦ୍ୟମ । ମଞ୍ଚେଶ୍ୱର ଥାନା ଚକେଇସିହାଣୀ ସାହୁ କଲୋନୀରେ ଏପରି ହତ୍ୟାକାଣ୍ଡ ଘଟିଛି । ଅଭିଯୁକ୍ତ ସ୍ୱାମୀଙ୍କୁ ହାଇଟେକ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ୨୦୧୯ ମସିହାରେ ବିବାହ ହୋଇଥିଲା ।…

ଦୀଘା ନିକଟରେ ସ୍ଥଳଭାଗ ଛୁଇଁଲା ଗଭୀର ଅବପାତ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଆଜି ପଶ୍ଚିମବଙ୍ଗର ଦୀଘା ନିକଟରେ ସ୍ଥଳଭାଗ ଛୁଇଁଛି । ପଶ୍ଚିମ ବଙ୍ଗୋପସାଗର ନିକଟରେ ଥିବା ଡିପ୍ ଡିପ୍ରେସନ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୭ କିଲୋମିଟର ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଦୀଘାର ନିକଟତର…

ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା, ଜାଣନ୍ତୁ…

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (IMD) ଦ୍ୱାରା ଜାରି ହୋଇଥିବା ପ୍ରବଳ ବର୍ଷା ସତର୍କତାକୁ ଦୃଷ୍ଟିରେ ରଖି ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ସମ୍ବଲପୁର ଏବଂ କେନ୍ଦୁଝର ଜିଲ୍ଲାର ସମସ୍ତ ସ୍କୁଲକୁ ଆଜି ସମ୍ପୂର୍ଣ୍ଣ ବନ୍ଦ ଘୋଷଣା କରିଛନ୍ତି। ଛାତ୍ରଛାତ୍ରୀଙ୍କ ସୁରକ୍ଷା ସୁନିଶ୍ଚିତ…

ସାଳନ୍ଦୀ ନଦୀରେ ପ୍ରଥମ କରି ବନ୍ୟା ଜଳ ପ୍ରବେଶ; ୬୦ ଫୁଟର ଧସିଲା ନଦୀ ବନ୍ଧ

ଭଦ୍ରକ: ସାଳନ୍ଦୀ ନଦୀରେ ପ୍ରଥମ କରି ପ୍ରବେଶ କରିଛି ବନ୍ୟା ଜଳ । ଗତକାଲିରୁ ଉପରେ ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହଦଗଡ଼ ଡ୍ୟାମରେ ଗେଟ ଖୋଲା ଯାଇଥିଲା। ଡ୍ୟାମ ଗେଟ ଖୋଲିବାରୁ ୧୫ କ୍ୟୁସେକ ଜଳ ନଦୀକୁ ଛଡା ଯାଉଥିଲା। ଏହି ନଦୀର ସ୍ରୋତ ଏତେ ପ୍ରଖର ଥିଲା ରେ ସାଳନ୍ଦୀର ବିଲନା ଲଞ୍ଜା ଠାରେ…

Niladri Bije: ନୀଳାଦ୍ରି ବିଜେରେ ଶେଷ ହେଲା ରଥଯାତ୍ରା,ରତ୍ନସିଂହାସନକୁ ବିଜେ କଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ:୧୨ ଦିନର ଲୀଳାଖେଳା ଶେଷ ପରେ ଚତୁର୍ଦ୍ଧାମୂର୍ତ୍ତି ନୀଳାଦ୍ରି ବିଜେ କରିଛନ୍ତି । ଆଜିଠୁ ରତ୍ନ ସିଂହାସନରେ ଭକ୍ତ ମାନଙ୍କୁ ଦର୍ଶନ ଦେବେ । ଗୋଟି ପହଣ୍ଡିରେ ପ୍ରଥମେ ସୁଦର୍ଶନ, ପରେ ବଡ଼ଠାକୁର, ଦେବୀ ସୁଭଦ୍ରା ଓ ଶେଷରେ କାଳିଆ ସାଆନ୍ତ ରତ୍ନବେଦୀକୁ ବିଜେ କରିଛନ୍ତି । ଘଣ୍ଟ, ଘଣ୍ଟା,…

KSVY ମାଧ୍ୟମରେ ଓଡ଼ିଶାର ୯୬୬୦ କଳାକାରଙ୍କୁ ମିଳିଛି ୭୫.୪୩ କୋଟି ଟଙ୍କା ସହାୟତା

ଭୁବନେଶ୍ବର: କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ଦ୍ଵାରା କଳା ସଂସ୍କୃତି ବିକାଶ ଯୋଜନା (KSVY) ମାଧ୍ୟମରେ ଓଡ଼ିଶାର ୯,୬୬୦ ଜଣ କଳାକାର ଓ କଳା ସଂଗଠନକୁ ମୋଟ ୭୫.୪୩ କୋଟି ଟଙ୍କାର ଆର୍ଥିକ ସହାୟତା ଯାଇଛି। ଗତ ପାଞ୍ଚ ବର୍ଷ ଭିତରେ ଏହି ସହାୟତା ପ୍ରଦାନ କରାଯାଇଛି। ଲୋକସଭାରେ ସାଂସଦ ସଂଗୀତା…

ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାମରେ ନାମିତ ହେବ ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ

ଫୁଲବାଣୀ: ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାମରେ ନାମିତ ହେବ ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ । କନ୍ଧମାଳର ସନ୍ଥ, ପୂଜ୍ୟ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଅମ୍ଳାନ ସୃତିକୁ ଉଜ୍ଜୀବିତ କରି ରଖିବା ପାଇଁ ତଥା କନ୍ଧମାଳର ଜନଜାତିଙ୍କ ପାଇଁ ତାଙ୍କ ସେବା ଓ…

ACF ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ DFO

ପାରଳାଖେମୁଣ୍ଡି: ବହୁ ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲା । ସୋମବାର ପାରଳାଖେମୁଣ୍ଡି ଏସଡିଜେଏମ୍ (SDJM) କୋର୍ଟରେ ନିଜ ଓକିଲଙ୍କ ଜରିଆରେ ଆତ୍ମସମର୍ପଣ କରିଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା । ଜାମିନ ଆବେଦନ ଖାରଜ ହୋଇଯିବାରୁ ତାଙ୍କୁ ବିଚାର…

ମା’ ଭଟ୍ଟାରିକା ମନ୍ଦିରରେ ପଶିଲା ବନ୍ୟା ଜଳ

କଟକ: ସୋମବାର ଦିନ କଟକ ଜିଲ୍ଲାର ଐତିହାସିକ ଦେବୀ ଭଟ୍ଟାରିକାଙ୍କ ମନ୍ଦିରରେ ମହାନଦୀର ବନ୍ୟାଜଳ ପଶି ଯାଇଛି। ଫଳରେ ମନ୍ଦିର ପରିସରର କିଛି ଅଂଶ ବୁଡ଼ି ଯାଇଛି। ଯାହା ଫଳରେ ପ୍ରଶାସନ ସୁରକ୍ଷା ବ୍ୟବସ୍ଥାକୁ ବୃଦ୍ଧି କରିବାକୁ ବାଧ୍ୟ ହୋଇଛି। ଲଘୁଚାପ ଯୋଗୁଁ ହୋଇଥିବା ଅବିରତ ବର୍ଷା ଫଳରେ…