Latest Odisha News

BREAKING NEWS

Browsing Category

ଓଡିଶା

Odisha

ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ, ବଦଳିଲେ ୫ ବରିଷ୍ଠ ଓଏଏସ୍ ଅଫିସର

ଭୁବନେଶ୍ୱର: ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ୫ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି ହୋଇଛି। ନିର୍ବାଚନ କମିଶନଙ୍କ ଗାଇଡଲାଇନ ଆଧାରରେ ଏହି ଅଧିକାରୀମାନଙ୍କ ବଦଳି ହୋଇଥିବା ଜଣାପଡ଼ିଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଶ୍ରୀଜଗନ୍ନାଥ ମନ୍ଦିର…

ଏକାଠି ନା ଏକାକୀ? ବିଜେପି ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ନାହିଁ ଓଡ଼ିଶା ନେତାଙ୍କ ନାଁ

ଭୁବନେଶ୍ୱର: ସାରା ଦେଶରେ ନିର୍ବାଚନୀ ପ୍ରଚାର ଆରମ୍ଭ ହୋଇଯାଇଛି। ଓଡ଼ିଶାରେ ଲୋକସଭା ଓ ବିଧାନସଭା ନିର୍ବାଚନ ଏକା ସାଙ୍ଗରେ ହେବ। କିନ୍ତୁ ନିିର୍ବାଚନ ପ୍ରଚାର ଏକରକମ ଠପ୍ ହୋଇପଡ଼ିଛି। ନା ବଡ ବଡ ପ୍ରଚାର ଅଛି ନା ଆରୋପ ପ୍ରତ୍ୟାରୋପ। କହିବାକୁ ଗଲେ ନେତା ଯେପରି ହାତକୁ ପକେଟରେ ପୂରାଇ…

ଓସ୍‌ଜାର ନୂଆ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ: ସନ୍ଦୀପ ସଭାପତି, ସୁରେଶ ସମ୍ପାଦକ

ଭୁବନେଶ୍ବର: ଭାରତୀୟ କ୍ରୀଡ଼ା ସାମ୍ବାଦିକ ସଂଘ (ଏସ୍‌ଜେଏଫଆଇ)ର ଏକମାତ୍ର ଅନୁବନ୍ଧିତ ରାଜ୍ୟ ସଂଘ ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ (ଓସ୍‌ଜା)ର ୧୧ଶ ପ୍ରତିଷ୍ଠା ଦିବସ ଅବସରରେ ଗୁରୁବାର ଏହାର ବାର୍ଷିକ ସାଧାରଣ ପରିଷଦ ବୈଠକ (ଏଜିଏମ୍‌) ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଂଘର ୨ ନିୟମିତ…

ପୁରୀରେ ବିଦ୍ୟୁତ ବିଭାଗର ମନମୁଖୀ, ସାମ୍ନାକୁ ଆସିଲା ଚରମ ଅବହେଳା

ପୁରୀ: ବିଦ୍ଯୁତ ବିଭାଗର ଚରମ ଅବହେଳା ସାମ୍ନାକୁ ଆସିଛି। ପରୀକ୍ଷା ସମୟରେ ଅଘୋଷିତ ବିଦ୍ଯୁତ କାଟ ଯୋଗୁଁ ଡିବିରି ଓ କ୍ଯାଣ୍ଡେଲ ଲାଇଟରେ ପରୀକ୍ଷା ଦେଲେ ପରିକ୍ଷାର୍ଥି। ଏଭଳି ଚରମ ଅବହେଳା ଦେଖିବାକୁ ମିଳିଛି ପୁରୀ ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳରେ। ପୁରୀରେ ଅଘୋଷିତ ବିଦ୍ୟୁତ୍ କାଟ୍ ହେବା…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅବିଭକ୍ତ କୋରାପୁଟ ଜିଲ୍ଲା ଗସ୍ତ

ଭୁବନେଶ୍ୱର: ନିର୍ବାଚନ ପ୍ରସ୍ତୁତିର ବିଭିନ୍ନ ଦିଗ ବିଷୟରେ ସମୀକ୍ଷା କରିବା ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କର ଅବିଭକ୍ତ କୋରାପୁଟ ଜିଲ୍ଲାକୁ ଗୁରୁତ୍ୱପୂର୍ଣ୍ଣ ଗସ୍ତ କାର୍ଯ୍ୟକ୍ରମ ରହିଛି । ଆସନ୍ତା ୨୨ ତାରିଖ ଶୁକ୍ରବାର ଦିନ ମୁଖ୍ୟ ନିର୍ବାଚନ ଅଧିକାରୀ ରାଜ୍ୟ…

ଅପରିଚିତ ମୃତଦେହ ସତ୍କାର କଲା ସଂକଳ୍ପ ପରିବାର

ବରଗଡ଼: ବରଗଡ଼ର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ସଂକଲ୍ପ ପରିବାର, ତରଫରୁ ଆଜି ପିପଲମୁଣ୍ଡା ସ୍ୱର୍ଗଦ୍ୱାରରେ ଏକ ଅଜଣା ଶବ ସତ୍କାର କରାଯାଇଛି। ସୂଚନା କ୍ରମେ ମୃତ ବ୍ୟକ୍ତି ଜଣକ ଗତ ରବିବାର ଦିନ ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବରାହଗୋଡା ବାଇପାସ ରାସ୍ତାରେ ଏକ ଚାଷ ଜମି ମଧ୍ୟରେ ମୃତ…

ପୋଷ୍ଟାଲ ବାଲାଟ୍‌ରେ ଭୋଟ ଦେବେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଡ୍ରାଇଭର ଓ କଣ୍ଡକ୍ଟର

ଭୁବନେଶ୍ୱର: ଗଣତନ୍ତ୍ର ପାଇଁ ପ୍ରତିଟି ଭୋଟ ମୂଲ୍ୟବାନ । ଯେପରି ମତଦାନରୁ ଜଣେ ବି ମତଦାତା ବାଦ ନପଡ଼ନ୍ତି, ସେଥିପ୍ରତି ସର୍ବଥା ଚେଷ୍ଟିତ ରହିଛନ୍ତି ଭାରତ ନିର୍ବାଚନ କମିଶନ । ସେହି କ୍ରମରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ହୋଇଥିବା ଡ୍ରାଇଭର, କଣ୍ଡକ୍ଟର ଓ କି୍ଲନର ମାନଙ୍କୁ ମଧ୍ୟ ପୋଷ୍ଟାଲ…

ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ବିଜେଡି ନେତା

ପୁରୀ: ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ବିଜୁ ଜନତା ଦଳର ସଂସଦୀୟ କ୍ଷେତ୍ରର ନେତା । ଆଗାମୀ ନିର୍ବାଚନରେ ଦଳ କିଭଳି ଭଲ ପ୍ରଦର୍ଶନ କରିବ ସେନେଇ ମହାପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା ସହ ପ୍ରାର୍ଥନା କଲେ । ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆ, ବରିଷ୍ଠ ବିଜେଡି ନେତା ଅରୁପ…

ନବୀନ ନିବାସରେ ବ୍ରହ୍ମପୁର ଓ ଆସିକା ସଂସଦୀୟ କ୍ଷେତ୍ରର ସମୀକ୍ଷା ବୈଠକ

ଭୁବନେଶ୍ବର: ଆଜି ନବୀନ ନିବାସରେ ବ୍ରହ୍ମପୁର ଓ ଆସିକା ଲୋକସଭା କ୍ଷେତ୍ରର ସମୀକ୍ଷା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ବୈଠକରେ ଗଞ୍ଜାମ ଜିଲା ବିଜେଡି ସଭାପତି ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ଆସିକା ବିଧାୟିକା ମଞ୍ଜୁଳା ସ୍ବାଇଁ, ସୋରଡ଼ା ବିଧାୟକ ପୂର୍ଣ୍ଣ ସ୍ବାଇଁ,…

ବଢିବ ତାତି: ଆଗାମୀ ୩ ଦିନରେ ୪୦ ଡିଗ୍ରୀ ଛୁଇଁବ ତାପମାତ୍ରା

ଭୁବନେଶ୍ୱର: ଗତ କିଛି ଦିନ ହେବ ରାଜ୍ୟରେ ଲାଗିରହିଥିଲା ଝିପିଝିପି ବର୍ଷା। କୋହଲା ପାଗ ସାଙ୍ଗକୁ ବର୍ଷା ଯୋଗୁଁ ରାଜ୍ୟର ଅଧିକାଂଶ ସ୍ଥାନରେ ତାତିରୁ ମୁକ୍ତି ମିଳିଥିଲା। ତେବେ ପାଣିପାଗ ସୂଚନା ଅନୁଯାୟୀ ଆଗାମୀ ୩ ଦିନରେ ରାଜ୍ୟରେ ଦିନ ତାପମାତ୍ରା ବଢିବା ସମ୍ଭାବନା ରହିଛି। ଅଧିକାଂଶ ସ୍ଥାନରେ…