Latest Odisha News

BREAKING NEWS

Browsing Category

ଓଡିଶା

Odisha

ଦାମୀ ବିଧାନସଭା ସିଟ୍ ରେ କାହାର କେତେ ଦମ୍, ଚମ୍ପୁଆ ଚ୍ୟାଲେଞ୍ଜକୁ ନେଇ ତାତିଲାଣି କେନ୍ଦୁଝର ରାଜନୀତି

ଭୁବନେଶ୍ଵର: ୨୦୧୯ ନିର୍ବାଚନରେ ସନାତନଙ୍କୁ ଆୟୁଧ କରି ଚମ୍ପୁଆ ସାଙ୍ଗକୁ କେନ୍ଦୁଝର ଲୋକସଭା ବାଜି ଜିତିଥିଲା ବିଜେଡି । ସନାତନଙ୍କ ଅନୁମୋଦିତ ମୀନାକ୍ଷୀ ମହନ୍ତ ଓ ରାଜନୀତିରେ ନବାଗତ ଚନ୍ଦ୍ରାଣୀ ମୁର୍ମୁଙ୍କୁ ପ୍ରାର୍ଥୀ କରିଥିଲା ଦଳ । ପ୍ରଥମ ଥର ପାଇଁ ଚମ୍ପୁଆରେ ଶଙ୍ଖନାଦ ହୋଇଥିଲା । ଆଉ ଏ…

ଭିଜିଲାନ୍ସ ଜାଲରେ ଉଠାଜଳସେଚନ ବିଭାଗର କନିଷ୍ଠ ଯନ୍ତ୍ରୀ ଓ ଠିକାଦାର

ନୟାଗଡ଼: ଲାଞ୍ଚ ନେଉଥିବା ବେଳେ ଧରାପଡିଲେ ଉଠାଜଳସେଚନ ବିଭାଗର କନିଷ୍ଠ ଯନ୍ତ୍ରୀ ଓ ଠିକାଦାର। ବୋରୱେଲ ଖୋଳିବା ପାଇଁ ୯ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ନୟାଗଡ଼ ଭିଜିଲାନ୍ସ ୟୁନିଟ୍‌ ପକ୍ଷରୁ ନୟାଗଡ଼ ଉଠାଜଳସେଚନ କାର୍ଯ୍ୟାଳୟ ଉପରେ ଚଢ଼ାଉ କରିଛି। ଏହି ଚଢାଉରେ କନିଷ୍ଠ ଯନ୍ତ୍ରୀ…

ସାଧାରଣ ନିର୍ବାଚନ ତାରିଖ ଘୋଷିତ, ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ହେବ ନିର୍ବାଚନ

ଭୁବନେଶ୍ୱର: ବାଜିଲା ନିର୍ବାଚନ ବିଗୁଲ । ଆରମ୍ଭ ହେଲା କାଉଣ୍ଟ ଡାଉନ। ଦେଶରେ ଲୋକସଭା ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ପ୍ରଥମ ପର୍ଯ୍ୟାୟ ମତଦାନ ଏପ୍ରିଲ ୧୯ ତାରିଖରୁ ଆରମ୍ଭ ହେବ । ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ହେବ ଭୋଟ ଗ୍ରହଣ। ରାଜ୍ୟରେ ମେ ୧୩, ମେ ୨୦, ମେ ୨୫…

କଂଗ୍ରେସର ନିର୍ବାଚନୀ ଇସ୍ତାହାର: ୫ ବର୍ଷ ମଧ୍ୟରେ କୃଷକ ପରିବାରର ଆୟ ଦ୍ୱିଗୁଣିତ

ଭୁବନେଶ୍ୱର: ଆସନ୍ତା ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଗତକାଲି ସଶକ୍ତ ଓ ବିକାଶାଭୁମୁଖି ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇଛି । ଏଥିରେ ସବୁବର୍ଗଙ୍କ ବିକାଶ ପାଇଁ ସଂକଳ୍ପ ନିଆଯାଇଛି । ଏହାକୁ ରାଜ୍ୟବାସୀ ଗ୍ରହଣ କରିବା ସହ ଲକ୍ଷ ଲକ୍ଷ ଲୋକଙ୍କର…

ବିଜେଡିକୁ ବିଜେପି କବଜା କରି ନେଇଛି : ଆମ ଆଦମୀ ପାର୍ଟି

ଭୁବନେଶ୍ୱର: ଓଡ଼ିଶା ରାଜନୀତିରେ ଏକ ପରିବର୍ତ୍ତନର ସଙ୍କେତ ମିଳୁଛି।  ବିଜେପି-ବିଜେଡି ମେଣ୍ଟ ହେବ ବୋଲି ଚର୍ଚ୍ଚା ହେଉଛି । ଏହାକୁ ନେଇ ଲୋକଙ୍କ ମଧ୍ୟରେ ଦୁଃଖ ପ୍ରକାଶ ପାଇଛି । ଲୋକେ କହୁଛନ୍ତି ବିଜେଡିକୁ ବିଜେପି ଦଳ କବଜା କରି ନେଇଛି ବୋଲି ଆଜି ସାମ୍ୱାଦିକ ସମ୍ମିଳନୀରେ ରାଜ୍ୟସଭା…

‘ଶିଳ୍ପାଞ୍ଚଳ ପୋଲିସ ଷ୍ଟେସନ’ ଭାବେ ଉନ୍ନୀତ ହେଲା ମେଣ୍ଢାଶାଳସ୍ଥିତ ପୋଲିସ ଆଉଟ ପୋଷ୍ଟ

ଭୁବନେଶ୍ବର: ଭୁବନେଶ୍ବର ସହରାଞ୍ଚଳ ପୋଲିସ ଜିଲ୍ଲା ମଧ୍ୟରେ ମେଣ୍ଢାଶାଳ ଅଞ୍ଚଳ ଏକ କ୍ରମବର୍ଦ୍ଧିଷ୍ଣୁ ଶିଳ୍ପାଞ୍ଚଳ ଭାବେ ଗଢିଉଠୁଛି । ସେହି ଅଞ୍ଚଳରେ ଇଣ୍ଟରନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ ଇନଫରମେସନ ଟେକନୋଲୋଜି, ନାଲକୋ ରିସର୍ଚ୍ଚ  ଆଣ୍ଡ ଟେକନୋଲୋଜି, ବିର୍ଲା ଗ୍ଲୋବାଲ ୟୁନିଭରସିଟି, ଜିଆଇଇଟି…

ମାଓ କ୍ୟାମ୍ପରେ ଚଢ଼ାଉ, ବିପୁଳ ପରିମାଣରେ ମାଓ ସାମଗ୍ରୀ ଜବତ

କଳାହାଣ୍ଡି: ମାଓ କ୍ୟାମ୍ପ ଉପରେ ପୋଲିସର ଚଢ଼ାଉ । ବିପୁଳ ପରିମାଣରେ ମାଓ ସାମଗ୍ରୀ ଜବତ । ସଦର ଥାନା ଅନ୍ତର୍ଗତ ମନସ୍କା ଗାଁ ନିକଟରେ ଥିବା ଗୁଣ୍ଡୁରୀ ସଂରକ୍ଷିତ ଜଙ୍ଗଲ ଏବଂ ଯୁଗସାଇପାଟଣା ରେ ମାଓ ଗତିବିଧି ଥିବା ସୂଚନା ମିଳିଥିଲା । ଏହା ପରେ ଏସପି ଅଭିଳାଷ ଜି ଏବଂ ସିଆାରପିଏଫ…

‘ନିର୍ଦ୍ଧାରିତ ସମୟରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ’

କଟକ: ମାଟ୍ରିକ ମୂଲ୍ୟାୟନ ନେଇ ବୋର୍ଡ ପକ୍ଷରୁ ପ୍ରେସମିଟ । ନିର୍ଦ୍ଧାରିତ ସମୟରେ ରେଜଲ୍ଟ ପ୍ରକାଶ ପାଇବ କହିଲେ, ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ । ଏବର୍ଷ ପିଲାମାନେ ନିଜ ମାଟ୍ରିକ୍ ପରୀକ୍ଷା ଫଳ ଅନଲାଇନରେ ଦେଖିବା ସହ ପରୀକ୍ଷା ଫଳ ବାହାରିବା ୭ ଦିନ ଭିତରେ ଡିଜିଟାଲ ସାର୍ଟିଫିକେଟର କପି…

ପଞ୍ଚମ ପାଳିର ଶେଷ କ୍ୟାବିନେଟ, ୧୪ଟି ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ଵର: ଶେଷ ହେଲା ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିଲା ରାଜ୍ୟ କ୍ୟାବିନେଟ୍ ବୈଠକ । ନବୀନ ସରକାରଙ୍କ ପଞ୍ଚମ ପାଳିର ଏହା ଶେଷ କ୍ୟାବିନେଟ । କ୍ୟାବିନେଟରେ ମୋଟ ୭ଟି ବିଭାଗର ୧୪ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି ।…

ବାନ୍ତି କଲେ ଭକ୍ତ: ମହାପ୍ରଭୁଙ୍କର ହେଲା ବଡ଼ ମହାସ୍ନାନ

ପୁରୀ: ଅବକାଶ ନୀତି ପରେ ମହାପ୍ରଭୁଙ୍କର କରାଗଲା ବଡ ମହାସ୍ନାନ ନୀତି । ଭିତରକାଠ ନିକଟରେ ଜଣେ ଭକ୍ତ ବାନ୍ତି କରିଦେବାରୁ ମହାପ୍ରଭୁଙ୍କର ମହାସ୍ନାନ ନୀତି କରାଯାଇଛି । ଶ୍ରୀଜିଉଙ୍କ ମହାସ୍ନାନ ନୀତି ଚାଲିଥିବାରୁ ବନ୍ଦ ରହିଥିଲା ସାଧାରଣ ଦର୍ଶନ । ମହାସ୍ନାନ ନୀତି ପରେ ଦର୍ଶନ ଆରମ୍ଭ ହୋଇଛି…