Latest Odisha News

BREAKING NEWS

Browsing Category

ଓଡିଶା

Odisha

ଯାତ୍ରୀଙ୍କ ପାଇଁ ଖୁସି ଖବର, ହୋଲି ପାଇଁ ଗଡ଼ିବ ୫ଟି ସ୍ୱତନ୍ତ୍ର ଟ୍ରେନ୍

ଭୁବନେଶ୍ୱର: ଯାତ୍ରୀ ଚାହିଦାକୁ ଦୃଷ୍ଟିରେ ରଖି ଏବଂ ଗୁରୁତ୍ୱପୂର୍ଣ୍ଣ ରୁଟରେ ଚାଲୁଥିବା ନିୟମିତ ଟ୍ରେନରେ ଯାତ୍ରୀମାନଙ୍କ ଅତିରିକ୍ତ ଭିଡକୁ ଦୂର କରିବା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ହୋଲି ଉତ୍ସବ ସମୟରେ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ନିଷ୍ପତ୍ତି ନିଆଯାଇଅଛି। ପୂର୍ବତଟ ରେଳପଥ…

ସୋନପୁରକୁ ଗଡ଼ିବ ଚାରିଟି ଟ୍ରେନ୍: ସୋନପୁର ରେଳ ଷ୍ଟେସନ ଯାଏଁ ସମ୍ପ୍ରସାରିତ ହେଲା ବଲାଙ୍ଗୀର ଭୁବନେଶ୍ୱର ଇଣ୍ଟରସିଟି

ଭୁବନେଶ୍ୱର: ବଲାଙ୍ଗୀର ପାର୍ଶ୍ୱରୁ ସୋନପୁର ପର୍ଯ୍ୟନ୍ତ ଟ୍ରେନ୍ ଲାଇନ କାର୍ଯ୍ୟକ୍ଷମ ହେବା ଏବଂ ସ୍ଥାନୀୟ ଲୋକଙ୍କ ଆକାଂକ୍ଷାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର-ବଲାଙ୍ଗିର-ଭୁବନେଶ୍ୱର ଏକ୍ସପ୍ରେସ ଏବଂ ଦୁଇ ଯୋଡି ବଲାଙ୍ଗୀର-ବିଛୁପାଲି ପାସେଞ୍ଜର ସୋନପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ କରିବାକୁ…

ଭାରସାମ୍ୟ ହରାଇ ବିଲକୁ ଖସିଲା ବସ୍, ଅଳ୍ପକେ ବର୍ତ୍ତିଲେ ୨୫ ଯାତ୍ରୀ

ସୁବର୍ଣ୍ଣପୁର: ଭାରସାମ୍ୟ ହରାଇ ବିଲକୁ ଖସିଲା ବସ୍, ଅଳ୍ପକେ ବର୍ତ୍ତିଲେ ପ୍ରାୟ ୨୫ ଯାତ୍ରୀ । ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା ଅନ୍ତର୍ଗତ ଗୋବିନ୍ଦପୁର ନିକଟରେ ଘଟିଛି ଏପରି ଅଘଟଣ । ସୂଚନା ଅନୁସାରେ ସୁବଳୟା ପଟରୁ ରାଜଶ୍ରୀ ନାମକ ଏକ ଘରୋଇ ବସ୍ ବୀରମହାରାଜପୁର ଅଭିମୁଖେ ଆସୁଥିବା ବେଳେ…

କୋରାପୁଟ ଯୁଦ୍ଧ : ସପ୍ତଗିରିଙ୍କ ପାଇଁ ଡବଲ୍ ଚ୍ୟାଲେଞ୍ଜ !

କୋରାପୁଟ: କିଏ ହେବେ କୋରାପୁଟ କିଙ୍ଗ ? ସରିଛି ସମରସଜ୍ଜା, ସେନାପତି ଘୋଷଣାକୁ ଅପେକ୍ଷା । ୧୯ରେ ରଥୀ ମହାରଥୀଙ୍କୁ ମାତ୍ ଦେଇଥିଲେ ସପ୍ତଗିରି ଉଲାକା । ଡେବ୍ୟୁ ମ୍ୟାଚରେ ହିଁ ହୋଇଥିଲେ ମ୍ୟାନ ଅଫ୍ ଦି ମ୍ୟାଚ୍ । ବିଜେଡି-ବିଡେପି ମେଂଟ ହେଲେ ସହଜ ହେବନି ସପ୍ତଗିରିଙ୍କ ଦିଲ୍ଲୀ ବାଟ ।…

କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:  କନିଷ୍ଠ ଶିକ୍ଷକଙ୍କୁ (Junior Teacher)ଙ୍କ ବଢ଼ିଲା ଦରମା । ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କାର ମାସିକ ପାରିଶ୍ରମିକ ପାଇବେ । ଜାନୁଆରୀ ମାସରୁ ପିଛିଲା ଭାବେ ଲାଗୁ ହେବା ନେଇ ନିଷ୍ପତି ନେଇଛନ୍ତି ସରକାର । ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ…

ଆସନ୍ତାକାଲି ନବୀନ ନିବାସରେ ଜରୁରୀ ବୈଠକ, ମେଣ୍ଟ ସଂପର୍କରେ ହୋଇପାରେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର: ମେଣ୍ଟକୁ ନେଇ ବଢିଚାଲିଛି ସସପେନ୍ସ। ଗୋଟେପଟେ ମେଣ୍ଟକୁ ନେଇ ଦିଲ୍ଲୀରେ ବୈଠକ ଡକାଯାଇଥିବା ବେଳେ ଅନ୍ୟପଟେ ଆସନ୍ତାକାଲି ନବୀନ ନିବାସରେ ବୈଠକ ହେବା ନେଇ ସୂଚନା ରହିଛି। ଜରୁରୀ ବୈଠକରେ ମେଣ୍ଟ ସଂପର୍କରେ ହୋଇପାରେ ବଡ଼ ନିଷ୍ପତ୍ତି। ବୈଠକକୁ ଦଳର ବରିଷ୍ଠ ନେତାମାନଙ୍କୁ ଡାକରା…

ସୁବଣ୍ଣର୍ପୁର ଜିଲ୍ଲା ପାଇଲା ପୁଣି ତିନୋଟି ଏନଏସି

ସୁବର୍ଣ୍ଣପୁର:  ସୁବର୍ଣ୍ଣପୁର ଜିଲ୍ଲା ପୁଣି ତିନୋଟି ଏନଏସି ପାଇଛି । ସୁବଳୟା,ଉଲୁଣ୍ଡା ଓ ରାମପୁର  ଆଦି  ସ୍ଥାନକୁ  ବିଜ୍ଞାପିତ ଅଞ୍ଚଳ ପରିଷଦ ଭାବରେ ରାଜ୍ୟ ସରକାର ଘୋଷଣା କରିଛନ୍ତି । ପୂର୍ବରୁ ଡୁଙ୍ଗୁରୀପାଲି,ବିରମହାରାଜପୁରକୁ ଏନଏସି ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ । ଏବେ ଜିଲ୍ଲାରେ …

ପ୍ରୋତ୍ସାହନ ରାଶି ବୃଦ୍ଧି ଦାବିରେ ଗାଁ ସାଥୀଙ୍କ ପ୍ରତିବାଦ

ଭୁବନେଶ୍ବର: ରାଜଧାନୀ ରାଜରାସ୍ତାରେ ଗର୍ଜିଲେ ଗାଁ ସାଥୀ । ପ୍ରୋତ୍ସାହନ ରାଶି ବୃଦ୍ଧି କରିବା ଦାବିରେ ବିକ୍ଷୋଭ ପ୍ରଦର୍ଶନ । ଖରାରେ ଲୋୟର ପିଏଜିରେ ବସି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ହଜାର ହଜାର ଗାଁ ସାଥୀ ।  ସରକାର ସେମାନଙ୍କୁ ମାସିକ ୧୦ ହଜାର ଟଙ୍କା ପ୍ରୋତ୍ସାହନ ରାଶି ଦେବାକୁ…

ପର୍ଯ୍ୟଟକଙ୍କ ଲାଗି ଆଜିଠୁ ବନ୍ଦ ହେଲା ଅଲିଭ ରିଡଲେଙ୍କ ଅଣ୍ଡାଦାନ ଅଞ୍ଚଳ

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ପର୍ଯ୍ୟଟକଙ୍କ ଲାଗି ଅଲିଭ ରିଡଲେ କଇଁଛ ଅଣ୍ଡାଦାନ କରୁଥିବା ସମସ୍ତ ଅଞ୍ଚଳ ବନ୍ଦ କରାଯାଇଛି । ଏନେଇ ରାଜ୍ୟ ବନ ବିଭାଗର ବନ୍ୟପ୍ରାଣୀ ମୁଖ୍ୟାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ବନ୍ୟପ୍ରାଣୀ ପିସିସିଏଫ ସୁଶାନ୍ତ ନନ୍ଦ କହିଛନ୍ତି,’’ ଏବେ…

ଦୁଇ ଭଉଣୀଙ୍କ ସନ୍ଦେହଜନକ ମୃତ୍ୟୁ

କେନ୍ଦୁଝର: କେନ୍ଦୁଝର ପାଟଣା ବ୍ଲକ ବୁଢ଼ୀକାପୁଡ଼ି ପଞ୍ଚାୟତ ପୁରନ୍ଦରପୁର ଗାଁରେ ଦୁଇ ଶିଶୁ କନ୍ୟାଙ୍କର ସନ୍ଦେହ ଜନକ ମୃତ୍ୟୁ ହୋଇଛି । ଟଙ୍କଧର ମହାରଣାଙ୍କର ଦୁଇ ନାବାଳିକା ଝିଅଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି । ମୃତକ ଦ୍ବୟ ହେଲେ ଇତିଶ୍ରୀ ମହାରଣା (୪) ଏବଂ ଲିପି ମହାରଣା (୨)। ୨…