Latest Odisha News

BREAKING NEWS

Browsing Category

ଓଡିଶା

Odisha

ଦଳୀୟ ବିଧାୟକଙ୍କ ଟିକେଟ୍ କଟିବା ବିଜେଡି ପାଇଁ ହେବ କି ବୁମେରାଂ?

ଭୁବନେଶ୍ୱର: ଦଳୀୟ ଟିକେଟ ନ ମିଳିବାରୁ ଅନେକ ନେତା ଅସନ୍ତୋଷ ବ୍ୟକ୍ତ କରିବାରୁ ବିଜୁ ଜନତା ଦଳ ଆଭ୍ୟନ୍ତରୀଣ ବିବାଦର ସମ୍ମୁଖୀନ ହେଉଥିବା କୁହାଯାଉଛି। ଟିକେଟ୍ ବଣ୍ଟନରେ ବିଳମ୍ବ ପରେ ପ୍ରମୁଖ ଦାବିଦାରଙ୍କ ଟିକେଟ୍ କଟିବା ଭିତରେ ଦଳରେ ଯେ ସବୁକିଛି ଠିକଠାକ ଚାଲିଛି ବୋଲି କହିବା ସେତେଟା ସହଜ…

ବିଜେଡି ନେତା ନୀଳ ଚଷମା ପିନ୍ଧିଥିବାରୁ ଓଡ଼ିଶାର ବାସ୍ତବ ଚିତ୍ର ଦେଖିବାକୁ ଅକ୍ଷମ: ନାଉରୀ ନାଏକ

ଭୁବନେଶ୍ୱର: ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ରାଜନୈତିକ ଦଳ ଭିତରେ ସେତିକି କାଦୁଅ ଫିଙ୍ଗାଫିଙ୍ଗି ବଢିଚାଲିଛି । ଏବେ ସୋସିଆଲ ମିଡିଆରେ ଫଟୋ ପୋଷ୍ଟ କରି ରାଜନୈତିକ ଦଳ ମଧ୍ୟରେ ଚାଲିଛି ଯୁଦ୍ଧ। ଦୀର୍ଘ ୨୫ ବର୍ଷ ସରକାରର ଅପାରଗତା ପାଇଁ ଆଜି କୋଟି କୋଟି ଓଡ଼ିଆ ଲୋକମାନେ ଜର୍ଜରିତ।…

ବିଜେଡି ମହିଳା ସଶକ୍ତିକରଣ ଆଳରେ ବଂଶବାଦ ରାଜନୀତିକୁ ପ୍ରୋତ୍ସାହନ ଦେଉନି ତ?

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପାଇଁ ବିଜୁ ଜନତା ଦଳ ୧୦ ଜଣ ପ୍ରମୁଖ ନେତାଙ୍କ ସ୍ଥାନରେ ତାଙ୍କ ପତ୍ନୀଙ୍କୁ ପ୍ରାର୍ଥୀ କରିଛି। ଏହାର ପରିଣାମ କଣ ହେବ ତାହା ନିର୍ବାଚନ ଫଳାଫଳ ପରେ ଜଣାପଡ଼ିବ। କିନ୍ତୁ ଶାସକ ଦଳର ଏହି ନିଷ୍ପତ୍ତିକୁ ନେଇ ଭିନ୍ନ ଭିନ୍ନ ଚର୍ଚ୍ଚା ହେଉଛି। ଏଥିମଧ୍ୟରୁ ଅନ୍ୟତମ…

ନିର୍ବାଚନ ପୂର୍ବରୁ ବରଗଡ଼ ପୋଲିସକୁ ବଡ଼ ସଫଳତା: ଗାଡ଼ି ଚେକିଂ ବେଳେ ୧୦ ଲକ୍ଷ ଟଙ୍କା ଜବତ, ଜଣେ ଗିରଫ

ବରଗଡ଼: ନିର୍ବାଚନକୁ ଆଉ କିଛି ଦିନ ବାକି ଥିବା ବେଳେ ବରଗଡ଼ ଟାଉନ ପୋଲିସକୁ ମିଳିଛି ବଡ଼ ସଫଳତା।ଚେକିଙ୍ଗ ସମୟରେ ଏକ ପିକଅପ୍ ଗାଡ଼ିରୁ ଧରାପଡ଼ିଲା ୧୦ ଲକ୍ଷ ଟଙ୍କା । ଟାଉନ ପୋଲିସ ପିକଅପ୍ ଗାଡ଼ିକୁ ଏବଂ ୧୦ ଲକ୍ଷ ଟଙ୍କା ଜବତ କରିବା ସହିତ ଜଣେ ବ୍ୟକ୍ତିଙ୍କୁ ଥାନାରେ ଅଟକ ରଖିଛି। ସୂଚନା…

୫-ଟିରେ ଖର୍ଚ୍ଚ ହୋଇଥିବା ସମସ୍ତ ସରକାରୀ ଅର୍ଥ ବିଜେଡି ଠାରୁ ଆଦାୟ କରାଯାଉ: କଂଗ୍ରେସ

ଭୁବନେଶ୍ୱର: ଆଜି କଂଗ୍ରେସ ରାଜ୍ୟ କାର୍ଯ୍ୟାଳୟଠାରେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହାର ଅଧ୍ୟକ୍ଷତା କରିଥିଲେ ରାଜ୍ୟ ମୁଖପାତ୍ର ଅନିଲ ବିଶ୍ୱାଳ । ଏହି ସଭାରେ ସେ ବିଜୁ ଜନତାଦଳ ଉପରେ ବର୍ଷିବା ସହିତ ୫-ଟିର ପ୍ରଚାର ପ୍ରସାରରେ ଖର୍ଚ୍ଚ ହୋଇଥିବା ସମସ୍ତ ସରକାରୀ ଅର୍ଥ ଉପରେ…

ଯୋଡା ମ୍ୟୁନିସିପାଲଟିର ପ୍ରଥମ ଅଧ୍ୟକ୍ଷକଙ୍କ ସହ ବିଜେପିରେ ମିଶିଲେ ବିଜେଡିରେ ବହୁ ନେତା ଓ କର୍ମୀ

ଭୁବନେଶ୍ୱର: ସୁଦୃଢ ହେଉଛି ବିଜେପି । ଅନ୍ୟ ସବୁ ଦଳ ଛାଡି ବିଜେପିରେ ଯୋଗଦେଉଛନ୍ତି ବହୁ ନେତା ଓ କର୍ମୀ । ଏହି ପ୍ରରିପେକ୍ଷୀରେ ଆଜି କେନ୍ଦୁଝର ଜିଲ୍ଲା ଯୋଡା ମ୍ୟୁନିସିପାଲଟିର ପ୍ରଥମ ଅଧ୍ୟକ୍ଷ, ବିଜେଡିର ପୂର୍ବତନ କେନ୍ଦୁଝର ଜିଲ୍ଲା ସଭାପତି ରବିନ୍ଦ୍ର କୁମାର ଦାସ ନିଜର ଶତାଧିକ…

ରାଜନୈତିକ ଦଳମାନଙ୍କ ସହ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର: ଓଡ଼ିଶାରେ ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ ପାଇଁ ଆଜି ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ବିଭିନ୍ନ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ସହ ବୈଠକ କରିଥିଲେ । ରାଜ୍ୟରେ ନିର୍ବାଚନକୁ ସ୍ୱଚ୍ଛ, ମୁକ୍ତ,…

ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପରିପ୍ରେକ୍ଷୀରେ ମୁଖ୍ୟ ନିର୍ବାଚନ ଅଧିକାରୀ କହିଲେ ଏପରି କଥା

ଭୁବନେଶ୍ୱର: ରାଜ୍ୟରେ ବିଧିବଦ୍ଧ ଭାବରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ (ସାମଗ୍ରିକ ଭାବରେ ଦେଶରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ) ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ଅବସରରେ ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ପ୍ରେସ୍‌ବାର୍ତ୍ତା ଦେଇଛନ୍ତି। ଏହି ଅବସରେ ସେ ଗଣମାଧ୍ୟମ…

ସ୍ୱେଚ୍ଛାକୃତ ଅବସର ନେଲେ ଆଇପିଏସ ସଂଜୟ ସିଂହ

ଭୁବନେଶ୍ୱର: ଭିଆର୍‌ଏସ୍‌ ନେଲେ ଓଡ଼ିଶା କ୍ୟାଡର ଆଇପିଏସ ସଂଜୟ ସିଂହ। ୧୯୯୬ ବ୍ୟାଚ୍‌ ଆଇପିଏସ୍‌ ସଂଜୟ ସିଂହଙ୍କୁ ସ୍ୱେଚ୍ଛାକୃତ ଅବସର ଅନୁମତି ମିଳିଛି। ସଂଜୟଙ୍କ ଆବେଦନକୁ ମଂଜୁର କଲା ରାଜ୍ୟ ଗୃହ ବିଭାଗ। ସଞ୍ଜୟ ସିଂହ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ଡେପୁଟି ଡିଜି ଭାବେ ଦାୟିତ୍ୱରେ…

କଂଗ୍ରେସରେ ଯୋଗଦେଲେ ବରିଷ୍ଠ ବିଜେଡି ନେତ୍ରୀ ମନୋରମା ଆଚାର୍ଯ୍ୟ

ଭୁବନେଶ୍ବର: ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ କଂଗ୍ରେସର ଶକ୍ତି ବୃଦ୍ଧି ହେବାରେ ଲାଗିଛି । ପ୍ରତ୍ୟେକ ଦିନ ମିଶ୍ରଣ ପର୍ବ ଦ୍ୱାରା ଅନେକ ବିଜେଡ଼ି, ବିଜେପିର ନେତା ଓ କର୍ମୀମାନେ କଂଗ୍ରେସରେ ସାମିଲ ହେଉଛନ୍ତି । ଏହିକ୍ରମରେ ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ…