Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଏସ୍ଏସସି ପ୍ରଶ୍ନପତ୍ର ଲିକ ମାମଲାର ମାଷ୍ଟର ମାଇଣ୍ଡ ଗିରଫ

ଭୁବନେଶ୍ୱର: ଓଏସ୍ଏସସି ପ୍ରଶ୍ନପତ୍ର ଲିକ ମାମଲାର ମାଷ୍ଟର ମାଇଣ୍ଡ ଗିରଫ । ବିହରରୁ ମାଷ୍ଟର ମାଇଣ୍ଡକୁ ଗିରଫ କରିଛି ବାଲେଶ୍ୱର ପୋଲିସ । ମାଷ୍ଟର ମାଇଣ୍ଡ ସମେତ ୭ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଏହା ପୂର୍ବରୁ ଦୀଘାରୁ ୯ ଜଣଙ୍କୁ ଗିରଫ କରିଥିଲା । ଆଜି ଗିରଫ ହୋଇଛି ମାଷ୍ଟର…

ମହାନଦୀକୁ ଡ଼େଇଁ ଯୁବକ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ସମ୍ବଲପୁର: ମହାନଦୀ ବ୍ରିଜରୁ ଡେଇଁଲେ ଯୁବକ। ସମ୍ବଲପୁର ଚାଉଁପୁର ମହାନଦୀ ବ୍ରିଜ ଉପରୁ ଡେଇଁ ଯୁବକ ନିଖୋଜ। ନିଖୋଜ ଯୁବକ ହେଲେ ସମରିନ୍‌ ପ୍ରଧାନ। ତେବେ ଆତ୍ମହତ୍ୟା ପଛର କାରଣ କ’ଣ ଏନେଇ ଏପର୍ଯ୍ୟନ୍ତ କିଛି ସ୍ପଷ୍ଟ ସୂଚନା ମିଳିନାହିଁ। ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ…

ସକ୍ରିୟ ରହିଛି ଲଘୁଚାପ: ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର: ବଙ୍ଗୋପସାଗରରେ ସକ୍ରିୟ ଅଛି ସୁଦୃଶ୍ୟ ଲଘୁଚାପ । ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୭ଟି ଜିଲ୍ଲାକୁ ୟେଲୋ…

ହାତୀ ଘଉଡ଼ାଇବା ପାଇଁ ନିଆଁହୁଳା ମାଡ଼, ଭୟରେ ପଳାଇଲା ହାତୀ, ଭିଡିଓ ଭାଇରାଲ

ମୟୁରଭଞ୍ଜ: ମୟୁରଭଞ୍ଜ ଜିଲ୍ଲାର କରଞ୍ଜିଆ ବନଖଣ୍ଡରେ ଥମୁନି ହାତୀ ଉପଦ୍ରବ । ଗତ କିଛି ଦିନ ହେବ ମୟୂରଭଞ୍ଜ କରଞ୍ଜିଆ ବନଖଣ୍ଡର ଅନେକ ଗାଁରେ ଆତଙ୍କ ସୃଷ୍ଟି କରିଛନ୍ତି ହାତୀପଲ । ଗତ ୨୬ ଦିନ ଭିତରେ ପାଖାପାଖି ୩୫ରୁ ଅଧିକ ଘର ଭାଙ୍ଗିଛନ୍ତି ହାତୀ । ତେଣୁ ହାତୀ ଉପଦ୍ରବରେ ଅତିଷ୍ଠ ହୋଇ ହାତୀ…

ପଦ୍ମବନ ଅଚ୍ୟୁତାନନ୍ଦ ପୀଠ: ଜାଣନ୍ତୁ ଏହି ପୀଠର ମାହାତ୍ମ୍ୟ…

କଟକ: କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ ତୀର୍ଥ ସ୍ଥାନ ନେମାଳ ମଠ। ଯାହା ଅଚ୍ୟୁତାନନ୍ଦ ଦାସ ମହାପୁରୁଷଙ୍କ ପୀଠ ସ୍ଥଳୀ ଭାବେ ବେଶ ଜଣାଶୁଣା । ଏହି ପୀଠ ସ୍ଥଳୀ ଚିତ୍ରୋତ୍ପଳା ନଦୀ କୁଳରେ ଅବସ୍ଥିତ। କେହି କେହି ସ୍ଥାନଟିକୁ ପଦ୍ମବନ ବୋଲି କହିଥାନ୍ତି। ପାକୃତିକ ସୌନ୍ଦର୍ଯ୍ୟ…

ବାଇକ୍ ସହ ଅଢେଇ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ଅନୁଗୁଳ: ଅନୁଗୁଳ ଅବକାରୀ ବିଭାଗକୁ ସଫଳତା ମିଳିଛି । ଯାଞ୍ଚ ବେଳେ ଜଣେ ବ୍ରାଉନସୁଗାର ବେପାରୀକୁ ଧରିବାରେ ସଫଳ ହୋଇଛି । ତାଳଚେର ସମଲ ଅଞ୍ଚଳରେ ବ୍ୟାପକ ଭାବେ ନିଶା କାରବାର ବଢ଼ି ଚାଲିଥିବା ବେଳେ ଆଜି ବିଜୟ ସାହୁ ନାମକ ଜଣେ ବ୍ରାଉନସୁଗାର ବେପାରୀକୁ ଗିରଫ କରିଛି ତାଳଚେର ଅବକାରୀ ବିଭାଗ ।…

ଆବଶ୍ୟକ ପ୍ରମାଣପତ୍ର ନଥାଇ ଗାଡି ଗଡାଉଥିଲେ ସାବଧାନ, ଆପେ ଆପେ କଟିଯିବ ଚାଲାଣ!

ଭୁବନେଶ୍ୱର: ବାରମ୍ବାର ସଚେତନତା ଓ ବିଭିନ୍ନ ସମୟ ସୀମା ବୃଦ୍ଧି ସତ୍ତ୍ୱେ ଓଡ଼ିଶାରେ ଗାଡ଼ି ଚାଳକ ଓ ଅନ୍ୟ ଗାଡ଼ି ମାଲିକମାନେ ଟ୍ରାଫିକ୍ ନିୟମ ପାଳନ କ୍ଷେତ୍ରରେ ଅସାବଧାନତା ଅବଲମ୍ବନ କରୁଥିବା ପରି ମନେ ହେଉଛି। ବିଭିନ୍ନ ସରକାରୀ ତଥ୍ୟକୁ ବିଶ୍ଳେଷଣ କଲେ ଏଭଳି କିଛି ତଥ୍ୟ ସାମ୍ନାକୁ ଆସିଛି।…

ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ବ୍ଲେୟାର ବୁଧବାର ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଟୋନି। ନବୀନ ନିବାସରେ ଉଭୟ ନେତା ପ୍ରାୟ ଏକ ଘଣ୍ଟା ଧରି କିଛି ନିର୍ଦ୍ଦିଷ୍ଟ ପ୍ରସଙ୍ଗରେ ଆଲୋଚନା…

ଲଘୁଚାପ ସକ୍ରିୟ, ପ୍ରବଳ ବର୍ଷାରେ ୩୦ ତାରିଖ ଯାଏ ଭିଜିବ ଓଡ଼ିଶା

ଭୁବନେଶ୍ୱର: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟରେ ଆଗାମୀ ୫ ଦିନ ଯାଏ ପ୍ରବଳ ବର୍ଷା ହେବ । ଏନେଇ ବିଭିନ୍ନ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି…

ନିଜ ବନ୍ଧୁକରୁ ଗୁଳି ଫଟାଇ ଆତ୍ମହତ୍ୟା ଉଦ୍ୟମ କଲେ ପୋଲିସ ଅଫିସର

କୋରାପୁଟ: ପୋଲିସ ଇନ୍ସପେକ୍ଟରଙ୍କ ଆତ୍ମହତ୍ୟା ଉଦ୍ୟମ । ନିଜ ବନ୍ଧୁକରୁ ଗୁଳିକଲେ ଇନ୍ସପେକ୍ଟର । ତାଙ୍କର ବେକ ଓ ମୁଣ୍ଡରେ ଗୁଳି ବାଜିଥିବା ଜଣାଯାଇଛ । ଏମିତି ଖବର ଆସିଛି କୋରାପୁଟ ଜିଲ୍ଲାରୁ । ଆଜି ସକାଳ ୧୧ଟା ୪୦ ମିନିଟରେ କୋରାପୁଟ ଏସପିଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିଲେ…