Latest Odisha News

BREAKING NEWS

Browsing Category

ଓଡିଶା

Odisha

୨ କଏଦୀ ଫେରାର ଘଟଣା: ଗତକାଲି ତଦନ୍ତ ଆଜି ଆକ୍ସନ

ବଲାଙ୍ଗୀର: କାଲି କଲେ ତଦନ୍ତ, ଆଜି ନେଲେ ଆକ୍ସନ । ବଲାଙ୍ଗୀର ଟିଟିଲାଗଡ଼ ସବଜେଲରୁ ଜେଲ୍‌ରୁ ୨ କଏଦୀ ଚମ୍ପଟ ମାରିବା ଘଟଣା । ଟିଟିଲାଗଡ଼ ଜେଲ୍ ୱାର୍ଡେନ ଦାନୀ ଦୋରାଙ୍କୁ ସସ୍‌ପେଣ୍ଡ କଲେ ଡିଆଇଜି । କାର୍ଯ୍ୟରେ ଅବହେଳା ଯୋଗୁଁ ନିଲମ୍ବନ କରିଛନ୍ତି ଡିଆଇଜି କୁଳମଣି ବେହେରା । ଗତକାଲି…

ସରକାରୀ ସ୍କୁଲରେ ପୂରଣ ହେବ ୨୬୨୯ଟି ଶିକ୍ଷକ ପଦ

ଭୁବନେଶ୍ବର:ଏପ୍ରିଲ ୧ ତାରିଖରୁ ସମସ୍ତ ସରକାରୀ ସ୍କୁଲରେ ଶିକ୍ଷକ ପଦବୀ ପାଇଁ ଆରମ୍ଭ ହେବ ଆବେଦନ। ସରକାରୀ ସ୍କୁଲରେ ପୂରଣ ହେବ ୨୬୨୯ଟି ଶିକ୍ଷକ ପଦ। ଏପ୍ରିଲ ୧ ତାରିଖରୁ ଅନ୍‌ଲାଇନ୍‌ ଆବେଦନ ଆରମ୍ଭ ହୋଇ ଏପ୍ରିଲ ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ,…

ସମ୍ବଲପୁରରେ ଜାତୀୟ ରାଜପଥ ପ୍ରକଳ୍ପ ପାଇଁ ୩୭୪ କୋଟି ୧୭ ଲକ୍ଷ ଟଙ୍କା ମଞ୍ଜୁର କଲେ କେନ୍ଦ୍ରମନ୍ତ୍ରୀ ନିତୀନ ଗଡ଼କରୀ

ସମ୍ବଲପୁର: ସମ୍ବଲପୁର ଜିଲ୍ଲାରେ ଦୁଇଟି ଜାତୀୟ ରାଜପଥ ପ୍ରକଳ୍ପ ପାଇଁ ୩୭୪ କୋଟି ୧୭ ଲକ୍ଷ ଟଙ୍କା ମଞ୍ଜୁର କଲେ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନିତୀନ ଗଡ଼କରୀ । ଅଇଁଠାପାଲି ଜଙ୍କସନ୍‌ ଠାରେ ୬ ଲେନ୍‌ ବିଶିଷ୍ଟ ୩.୫ କିଲୋମିଟର ଲମ୍ବା ଫ୍ଲାଏଓଭର ଏବଂ ୫୩ ନମ୍ବର ଜାତୀୟ ରାଜପଥ ଉପରେ ଦୁଇ…

ଝରିଗାଁ ବ୍ଲକ କାର୍ଯ୍ୟାଳୟକୁ ତାଲା ପକାଇଲେ ଠିକାଦାର ସଂଘ

ନବରଙ୍ଗପୁର: ଝରିଗାଁ ବ୍ଲକ ଠିକାଦାର ସଂଘ ପକ୍ଷରୁ ମନରେଗା( MGNREGS) ମେଟେରିଆଲ ଟଙ୍କା ଦେବାରେ ଝରିଗାଁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅବହେଳା କରୁଥିବା ଅଭିଯୋଗ କରି ଝରିଗାଁ ବ୍ଲକ କାର୍ଯ୍ୟାଳୟକୁ ତାଲା ପକାଇଛନ୍ତି। ଠିକାଦାର ସଂଘର ସଭାପତି ମଦନ ସାମଲଙ୍କ ଅଭିଯୋଗ ପ୍ରକାରେ ଝରିଗାଁ ବ୍ଳକର…

କିମ୍ସ ଗ୍ରାମୀଣ ଡାକ୍ତରଖାନା ଓ କଲରାବାଙ୍କ ସ୍ମାର୍ଟ ଭିଲେଜର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ଵର: ଲୋକାର୍ପଣ ହେଲା କିମ୍ସ ଗ୍ରାମୀଣ ଡାକ୍ତରଖାନା । କଟକ ଜିଲ୍ଲା କଲରାବାଙ୍କଠାରେ କିମ୍ସ ଗ୍ରାମୀଣ ଡାକ୍ତରଖାନା ଏବଂ କଲରାବାଙ୍କ ସ୍ମାର୍ଟ ଭିଲେଜକୁ ଆଭାଷୀ ମାଧ୍ୟମରେ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହିତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୧୯ଟି କିମ୍ସ ଗ୍ରାମୀଣ…

ବିଜେଡ଼ି ସରକାର ଦୁର୍ନିତୀର ପ୍ରତୀକ ରାଜେନ୍ଦ୍ର ଢ଼ୋଲକିଆ, ଇସ୍ତଫା ଦାବି କଲା କଂଗ୍ରେସ

ଭୁବନେଶ୍ବର: ଦୁର୍ନିତୀ ଓ ଭ୍ରଷ୍ଟାଚାର ବିରୁଦ୍ଧରେ ଆଜି ନୂଆପଡ଼ା ଜିଲ୍ଲା ବନ୍ଦ ହୋଇଛି । ଓଡ଼ିଶାର ବିଜେଡ଼ି ସରକାରର ମନ୍ତ୍ରୀ ରାଜେନ୍ଦ୍ର ପ୍ରସାଦ ଢ଼ୋଲକିଆ ସଂଗୀନ ଦୁର୍ନିତୀ ଓ ଭ୍ରଷ୍ଟାଚାର ବିରୁଦ୍ଧରେ ଦିଆଯାଇଛି ଏହି ବନ୍ଦ ଡାକରା । ଏହି ବନ୍ଦ ଡାକରା ପଛରେ ଜିଲ୍ଲାବାସୀଙ୍କ ସମର୍ଥନ ରହିଛି…

ଦିନେ ଥିଲେ ଏକ ସାଧାରଣ ଶ୍ରମିକ, ଆଜି ସେ ଲକ୍ଷ ଲକ୍ଷ ଟଙ୍କାର ମାଲିକ, ଜାଣନ୍ତୁ କିଏ ସେ…

ଭୁବନେଶ୍ଵର: କଥାରେ ଅଛି ଯିଏ ତାର ଜୀବନରେ କିଛି କରିବାକୁ ସ୍ୱପ୍ନ ଦେଖିଥାଏ ତାକୁ ସେ ସାକାର କରିବା ପାଇଁ କିଛି ବି କରିପାରେ । ନିଜ ଦମରେ କୌଣସି ବି ସ୍ୱପ୍ନକୁ ସାକାର କରାଯାଇପାରେ । ଆଉ କିଛି ଦିନ ତଳେ ଏଇ କଥାକୁ ସଠିକ୍ ପ୍ରମାଣିତ କରିଥିଲେ ଓଡିଶାର ପ୍ରସିଦ୍ଧ ୟୁଟ୍ୟୁବର ଇଶାକ ମୁଣ୍ଡା ।…

ବଢିଲା ସରପଞ୍ଚଙ୍କ ଦରମା, ମାସିକ ପାଇବେ ୧୦ହଜାର ଟଙ୍କା

ଭୁବନେଶ୍ବର: ରାଜ୍ୟର ସମସ୍ତ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ପୂର୍ବରୁ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ବାବଦରେ ୭୯.୮୮ କୋଟି ଟଙ୍କା ଖର୍ଚ୍ଚ ହୋଉଥିଲା। ବର୍ଦ୍ଧିତ ରାଶି ଅନୁଯାୟୀ…

କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା: ଓସେପାର ମେରିଟ୍ ଲିଷ୍ଟ ଖାରଜ କଲେ ହାଇକୋର୍ଟ

କଟକ: କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲାରେ ଆସିଲା ଗୁରୁତ୍ୱପୂର୍ଣ୍ଣ ରାୟ । ଆଜି ହାଇକୋର୍ଟ ଓସେପାର ମେରିଟ୍‌ ଲିଷ୍ଟ ଖାରଜ କରିଦେଇଛନ୍ତି । ଏହାସହ ଜିଲ୍ଲାୱାରୀ ମେରିଟ୍‌ ଲିଷ୍ଟକୁ ମଧ୍ୟ ଖାରଜ କରିଛନ୍ତି । ନିଯୁକ୍ତି ସର୍ତ୍ତାବଳୀ ଅନୁଯାୟୀ ସାନି ମେରିଟ୍ ଲିଷ୍ଟ ପ୍ରସ୍ତୁତ କରିବାକୁ…

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତି, ମହିଳା ସରକାରୀ କର୍ମଚାରୀଙ୍କୁ ମିଳିବ ଅଧିକ ୧୦ ଦିନ ବାର୍ଷିକ ସାମୟିକ ଛୁଟି

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟକରୁଥିବା ମହିଳା କର୍ମଚାରୀମାନଙ୍କ ପାଇଁ ଖୁସିଖବର । ମହିଳା କର୍ମଚାରୀଙ୍କ ପାଇଁ ବାର୍ଷିକ ୨୫ ଦିନର ସାମୟିକ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ସରକାରୀ କର୍ମଚାରୀମାନଙ୍କ ପାଇଁ ସାଧାରଣତଃ ବର୍ଷକୁ…