Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜିଠୁ ଆରମ୍ଭ ହେଲା ସିଂହଦ୍ୱାର ପ୍ରତିହାରୀ ସେବା, ଅଣହିନ୍ଦୁଙ୍କ ପ୍ରବେଶ ଉପରେ ଲାଗିବ ରୋକ

ପୁରୀ: ଆଜିଠୁ ପୁରୀ ଶ୍ରୀମନ୍ଦିର ସିଂହଦ୍ବାରରେ ଆରମ୍ଭ ହେଲା ପ୍ରତିହାରୀ ସେବା । ସକାଳେ ଓ ସନ୍ଧ୍ୟା ପାଇଁ ଦୁଇ ଜଣ ପ୍ରତିହାରୀ ସେବାୟତଙ୍କୁ ସିଂହଦ୍ୱାରରେ ମୁତୟନ କରାଯାଇଛି । ଶ୍ରଦ୍ଧାଳୁଙ୍କୁ ଉପରେ ସେମାନେ ରଖିଛନ୍ତି ନଜର । ଶ୍ରୀମନ୍ଦିରରେ ଅଣହିନ୍ଦୁଙ୍କ ପ୍ରବେଶ ରୋକିବାକୁ ପ୍ରଶାସନ ଏହି…

ପୁଣି ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି

ଭୁବନେଶ୍ଵର: ମହିଳାଙ୍କୁ ଅସମ୍ମାନ କରୁଛି ବିଜେପି। ଧମକ ଦେଇ ଭୟଭୀତ କରୁଛି । ଏନେଇ ପୁଣି ଥରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହୋଇଛି ବିଜେଡି । ବିଜେପି ନେତା, କର୍ମୀ ଓ ପ୍ରାର୍ଥୀମାନେ ମହିଳାଙ୍କ ଚରିତ୍ର ସଂହାର କରୁଛନ୍ତି ବୋଲି ଅଭିଯୋଗ କରିଛି ବିଜେଡି । ବିଜେଡି…

ଚୋରି ଘଟଣାର ପର୍ଦ୍ଦା ଫାସ: ଚୋରି ସାମଗ୍ରୀ ଜବତ, ୮ ଗିରଫ

ସୁବର୍ଣ୍ଣପୁର: ମେଣ୍ଡାରେ ଚୋରି ଘଟଣାର ପର୍ଦ୍ଦା ଫାସ। ଚୋର ସହ ଚୋରି ସାମଗ୍ରୀ ଉଦ୍ଧାର। ୮ ଜଣଙ୍କୁ ଗିରଫ କରିକୋର୍ଟ ଚାଲାଣ। ସୁବର୍ଣ୍ଣପୁର ଜିଲ୍ଲା ତରଭା ଥାନା ଅନ୍ତର୍ଗତ ମେଣ୍ଡା ଗ୍ରାମରେ ହୋଇଥିବା ଏକ ବଡ ଧରଣର ଚୋରି ଘଟଣାର ପର୍ଦ୍ଦା ଫାସ ହୋଇଛି। ତରଭା ପୋଲିସ ଚୋର ମାନଙ୍କୁ ଧରିବା ସହ…

ପବିତ୍ର ପଣା ସଂକ୍ରାନ୍ତି: ଶ୍ରୀମନ୍ଦିରରେ ପାଳନ ହେଉଛି ସ୍ବତନ୍ତ୍ର ନୀତି କାନ୍ତି

ପୁରୀ: ଆଜି ମହାବିଷୁବ ତଥା ପଣା ସଂକ୍ରାନ୍ତି । ଏହି ଅବସରରେ ଶ୍ରୀମନ୍ଦିରରେ ପାଳନ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି । ମହାବୀରଙ୍କ ସମେତ ଅନ୍ୟ ସମସ୍ତ ମନ୍ଦିରରେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଉଛି । ଆଜି ସକାଳ ଧୂପ ନୀତି ସରିବା ପରେ ଦକ୍ଷିଣ ପଟେ ଥିବା ଶ୍ରୀ ହନୁମାନଙ୍କୁ ରତ୍ନ…

ତଳକୋର୍ଟଙ୍କ ରାୟକୁ ଚାଲେଞ୍ଜ କରି ସୁପ୍ରିମକୋର୍ଟ ଗଲେ ମୋକିମ, ୧୯ରେ ଶୁଣାଣି

କଟକ: ଓଡ଼ିଶା ରୁରାଲ ହାଉସିଂ ଡେଭଲପମେଣ୍ଟ କର୍ପୋରେସନ (ଓଆରଏଚଡିସି) ଋଣ ମାମଲା । ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ରୋକ୍ ଲଗାଇବା ପାଇଁ ହାଇକୋର୍ଟରୁ ନିରାଶ ହେବା ପରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଧାୟକ ମହମ୍ମଦ ମୋକିମ । ମେ’ ମାସରେ ଅନୁଷ୍ଠିତ ହେବାକୁ ଥିବା ଓଡ଼ିଶା…

ଚିଲିକା ମଝିରେ ନିଆଁ; ପୋଡ଼ିଗଲା ଏକର ଏକର ନଳ ବଣ, ବିପଦରେ ବନ୍ୟ ଜନ୍ତୁଙ୍କ ଜୀବନ

ଟାଙ୍ଗୀ: ଚିଲିକା ମଝିରେ ଅଗ୍ନିକାଣ୍ଡ । ନିଆଁ ଲାଗି ପୋଡ଼ିଗଲା ଏକର ଏକର ନଳ ବଣ । ଅଗ୍ନିକାଣ୍ଡ ଯୋଗୁଁ ବିପଦରେ ପଡ଼ିଛି ବନ୍ୟ ଜନ୍ତୁଙ୍କ ଜୀବନ । ଖବରପାଇ ବାଲୁଗାଁ ବନ୍ୟାପ୍ରାଣୀ ଡିଏଫଓ ଓ ବନ କର୍ମଚାରୀ ପହଁଚି ନିଆଁକୁ ଆୟତ୍ତ କରୁଛନ୍ତି । ତେବେ ଚିଲିକାରେ ଅନେକ ପ୍ରଜାତିର ପକ୍ଷୀ…

ଆଜିଠୁ ବଢିବ ତାତି, ସକାଳ ୯ଟା ସୁଦ୍ଧା ପାରାଦୀପରେ ସର୍ବାଧିକ ୩୧.୨ ଡିଗ୍ରୀ ରେକର୍ଡ

ଭୁବନେଶ୍ବର: ଗତ ୫ ରୁ ୬ ଦିନର ଆଶ୍ବସ୍ତି ପରେ ରାଜ୍ୟରେ ପୁଣି ବଢିବ ତାତି । ପ୍ରବଳ ଗରମ ସହ ଗୁଳୁଗୁଳି ଅନୁଭୂତ ହେବ । ୧୫ ତାରିଖରୁ ବିଭିନ୍ନ ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ । ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ରବିବାର ଖୋର୍ଦ୍ଧା, କଟକ,…

ସୁନା ବେଶରେ ଦର୍ଶନେ ଦେଇଛନ୍ତି ମା’ ତାରିଣୀ, ଧୁମଧାମରେ ଜମୁଛି ଚଇତି ପର୍ବ

କେନ୍ଦୁଝର: ଆଜି ହେଉଛି ମହାବିଷୁବ ପଣା ସଂକ୍ରାନ୍ତି। ଏହା ସହ ଓଡ଼ିଆ ନବବର୍ଷ। ଏହି ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ଘଟଗାଁ ମାତାରିଣୀଙ୍କ ପୀଠରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଗତ ମଙ୍ଗଳବାରଠାରୁ ୬ ଦିନ ଧରି ମା’ ତାରିଣୀଙ୍କ ଚଇତି ପର୍ବ ପାଳିତ ହେଉଛି । ଆଜି ଭୋର ୫ଟାରୁ ମା’ଙ୍କ…

ରାସ୍ତା କଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍, ୧୫ ଗୁରୁତର

ବରଗଡ: ବରଗଡ଼ ପଦ୍ମପୁର ବୁଡେନ ଥାନା ଅନ୍ତର୍ଗତ ସୁଲିଆ ନିକଟରେ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍ । ଏଥିରେ ୧୫ ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି । ସେମାନଙ୍କୁ ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଯାତ୍ରୀ ମାନେ ପ୍ରଥମେ ପୁରୀରୁ…

ପବିତ୍ର ମହାବିଷୁବ ସଂକ୍ରାନ୍ତି, ଘରେ ଘରେ ଚଉରା ମୂଳେ ବନ୍ଧାହେବ ବସୁନ୍ଧରା ଠେକି

ଭୁବନେଶ୍ଵର: ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି । ଓଡ଼ିଆ ପରମ୍ପରା ଓ ସଂସ୍କୃତିର ଏକ ଆନନ୍ଦ ଉଲ୍ଲାସର ଦିନ। ପଣା ସଂକ୍ରାନ୍ତି ଅବସରରେ ଆଜିଠାରୁ ନୂତନ ପଞ୍ଜିକା ଓଡ଼ିଶାରେ ଲାଗୁ ହେଉଥିବାରୁ ଏହାକୁ ଓଡ଼ିଆ ନବବର୍ଷ ଭାବେ ପାଳନ କରାଯାଉଛି। ଜ୍ୟୋତିଷ ଶାସ୍ତ୍ର ଅନୁସାରେ…