Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶିମିଳିପାଳର ୩ ବନ କର୍ମଚାରୀଙ୍କୁ ମିଳିବ ସାହାସିକତା ପୁରସ୍କାର

ଭୁବନେଶ୍ୱର: ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟର ୩ ଜଣ କର୍ମଚାରୀଙ୍କୁ ମିଳିବ ସାହସିକତା ପୁରସ୍କାର । ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ମିଳିବ ମରଣୋତ୍ତର ସମ୍ମାନ । ଅନ୍ୟ ଜଣଙ୍କ ମିଳିବ ବୀରତ୍ୱ ସମ୍ମାନ । ପରିବେଶ ମନ୍ତ୍ରାଳୟ ଏବଂ ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରାଳୟ ପକ୍ଷରୁ ଏହି…

କୋଚିଂ ସେଣ୍ଟରରେ ଶୋଇଥିବା ବେଳେ କାମୁଡ଼ିଲା ସାପ: ଅକାଳରେ ଚାଲିଗଲା ୩ ଛାତ୍ରଛାତ୍ରୀଙ୍କ ଜୀବନ

କେନ୍ଦୁଝର: ସାପ କାମୁଡ଼ାରେ ୩ ଛାତ୍ରୀଛାତ୍ରୀ ମୃତ, ଜଣେ ଗୁରୁତର । କେନ୍ଦୁଝର ବାରିଆ ଥାନା ନିଶ୍ଚିତପୁରରେ ଏକ କୋଚିଂ ସେଣ୍ଟରରେ ଘଟିଛି ଅଘଟଣ । ରାତିରେ କୋଚିଂ ସେଣ୍ଟରରେ ଶୋଇଥିବା ବେଳେ କାମୁଡ଼ିଥିଲା ବିଶାକ୍ତ ସାପ । ମୃତକଙ୍କ ମଧ୍ୟରେ ୨ଜଣ ଛାତ୍ରୀ ଓ ଜଣେ ଛାତ୍ର ଥିବା ସୂଚନା ମିଳିଛି ।…

ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତ ନିମନ୍ତେ ଡୋର ଟୁ ଡୋର ସର୍ଭେ

ଭୁବନେଶ୍ୱର: ଆଗାମୀ ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟରେ ସଂଶୋଧିତ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତ ନିମନ୍ତେ ଆରମ୍ଭ ହେଲା ଡୋର ଟୁ ଡୋର ସର୍ଭେ। ଜୁଲାଇ ୨୨ ତାରିଖଠାରୁ ଘରକୁ ଘରୁ ସର୍ଭେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ବେଳେ ଅଗଷ୍ଟ ୨୧ ପର୍ଯ୍ୟନ୍ତ ଚାଲିବ। ରାଜ୍ୟର ସମସ୍ତ ୩୦ଟି…

ଆଜି ଜାତୀୟ ପ୍ରସାରଣ ଦିବସ: ଜାଣନ୍ତୁ କଣ ଅଛି ଏବର୍ଷର ଥିମ୍

ଓଡ଼ିଶା ସମ୍ବାଦ ବ୍ୟୁରୋ: ଜୁଲାଇ ୨୩ କୁ ଭାରତରେ ଜାତୀୟ ପ୍ରସାରଣ ଦିବସ ବାର୍ଷିକ ଉତ୍ସବ ଭାବେ ପାଳନ କରାଯାଇଥାଏ । ଏହି ଦିନଟି ପାଳନ କରିବାର ଉଦ୍ଦେଶ୍ୟ ହେଉଛି ଭାରତୀୟ ନାଗରିକମାନଙ୍କ ଜୀବନରେ ରେଡିଓର ପ୍ରଭାବ ବିଷୟରେ ମନେ ପକାଇବା । ଭାରତରେ ରେଡିଓ ପ୍ରସାରଣ ୮୭ ବର୍ଷରୁ ଅଧିକ ସମୟ ହୋଇଛି।…

୨୫ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା: ଆଜି ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନେଇପାରେ ଅବପାତର ରୂପ । ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା…

ସ୍ୱାମୀଙ୍କ ଉପସ୍ଥିତିରେ ଥାନାରେ ଦିଅର ଭାଉଜଙ୍କ ବିବାହ

ସୁବର୍ଣ୍ଣପୁର: ନିଜ ସ୍ୱାମୀଙ୍କ ଉପସ୍ଥିତିରେ ସ୍ତ୍ରୀ ତାର ପ୍ରେମିକକୁ କରୁଛି ବିବାହ। ବିବାହ ପୁଣି କୌଣସି ବେଦି କିମ୍ବା ମଣ୍ଡପରେ ହୋଇନାହିଁ। ବିବାହ ସମୟରେ ନା ଥିଲା ବ୍ରାହ୍ମଣର ମନ୍ତ୍ରପାଠ ନା ବାଜୁଥିଲା ଶାହାନାଇଁ। ନିରାଡମ୍ବର ଭାବରେ ହୋଇଯାଇଛି ଏଭଳି ଏକ ବାହାଘର। ଫେରାର ହୋଇଥିବା…

ରାଜଧାନୀରେ ଜାରି ରହିଛି ଫୁଟ୍ ପାଟ୍ରୋଲିଂ, ରାସ୍ତାରେ ବ୍ଲକିଂ ଚେକିଂକୁ କଡ଼ାକଡି

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଜାରି ରହିଛି ଜୋରଦାର ନାଇଟ୍ ପାଟ୍ରୋଲିଂ। ଚାଲିଛି ସେଫ୍ ସିଟି ଡ୍ରାଇଭ୍ ସଙ୍ଗକୁ ମଦ୍ୟପ ଖଟିରେ ଚଢାଉ। ରବିବାର ରାତିରେ ଭୁବନେଶ୍ୱରର ବିଭିନ୍ନ ବଜାର ଅଞ୍ଚଳରେ ଚେକିଂ ବ୍ଲକିଂ ହୋଇଛି। ଚାରି ଚକିଆ ଯାନ, ଦୁଇ ଚକିଆ ଯାନ, ହୋଟେଲ ଚେକିଂ, ଅପରାଧୀ ଏବଂ…

ହୀରାକୁଦ ଛାଡ଼ିଲା ପ୍ରଥମ ବନ୍ୟାଜଳ: ୫ ଟି ଗେଟ୍ ଦେଇ ହେବ ଜଳ ନିଷ୍କାସନ

ସମ୍ବଲପୁର: ରାଜ୍ୟରେ ଅଧିକାଂଶ ସ୍ଥାନରେ ଲଘୁଚାପ ଜନିତ ବର୍ଷା ଲାଗି ରହିଥିବା ବେଳେ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାମଧ୍ୟରେ ଆଜି ଖୋଲା ଯାଇଛି ହୀରାକୁଦ ଗେଟ । ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ ପାରମ୍ପାରିକ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯାଇ ହୀରାକୁଦ…

ସ୍ଵାସ୍ଥ୍ୟ ପାଇଁ ହିତକାରୀ ଏହି ପତ୍ର: ଜାଣନ୍ତୁ ଏହାର ନାମ…

ଓଡ଼ିଶା ସମ୍ବାଦ ବ୍ୟୁରୋ: ସବୁଜିମା ଆମ ପରିବେଶ ନିମନ୍ତେ ଭଲ ହେବା ସହ ମନୁଷ୍ୟ ଶରୀର ଉପରେ ମଧ୍ୟ ଉତ୍ତମ ପ୍ରଭାବ ପକାଇଥାଏ। ଭାରତୀୟ ଜଳବାୟୁରେ ବିଭିନ୍ନ ପ୍ରକାରର ଔଷଧୀୟ ଗଛଗୁଡ଼ିକ ଶୀଘ୍ର କାୟା ବିସ୍ତାର କରିଥାନ୍ତି। ତେବେ ଏପରି କିଛି ଗଛ ଅଛି ଯାହା ଆମ ଶରୀରରେ ଥିବା ଅନେକ ରୋଗର ନିରାକରଣ…

ସେକ୍ସ ରାକେଟ ଅଭିଯୋଗରେ ହୋଟେଲରେ ପୋଲିସର ଚଢ଼ାଉ, ୧୪ ଗିରଫ

ଝାରସୁଗୁଡ଼ା: ସେକ୍ସ ରାକେଟ ଅଭିଯୋଗରେ ପଞ୍ଚପଡ଼ା ନିକଟ ଏକ ହୋଟେଲରେ ପୋଲିସର ରାତି ଅଧିଆ ଚଢ଼ାଉ। ଏହି ଘଟଣାରେ ହୋଟେଲରୁ ପୋଲିସ ୧୪ ଜଣଙ୍କୁ ଗିରଫ କରିଥିବା ବେଳେ ୧୩ ଯୁବତୀଙ୍କୁ ଉଦ୍ଧାର କରାଯାଇଛି। ପଞ୍ଚପଡ଼ା ନିକଟ ଏକ ହୋଟେଲରେ ସେକ୍ସ ରାକେଟ ଚାଲିଥିବା ପୋଲିସ ସୂଚନା ପାଇଁ ରାତି ଅଧିଆ…