Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଭତ୍ସ ହତ୍ୟା ଘଟଣା: ୫ ଦୋଷୀଙ୍କୁ ଫାଶି ଦଣ୍ଡାଦେଶ

କେନ୍ଦୁଝର: ଆନନ୍ଦପୁର ପୂର୍ବତନ ବ୍ଲକ ଅଧ୍ୟକ୍ଷ ରାମଚନ୍ଦ୍ର ବେହେରା ହତ୍ୟା ମାମଲା । ୫ ଦୋଷୀଙ୍କୁ ଫାଶି ଦଣ୍ଡାଦେଶ ଶୁଣାଇଲେ କୋର୍ଟ । ଅତିରିକ୍ତ ଜିଲ୍ଲା ଦୌରାଜଜ୍ ଆଜି ଏହି ରାୟ ଶୁଣାଇଛନ୍ତି । ଫାଶି ଦଣ୍ଡାଦେଶ ପାଇଥିବା ଦୋଷୀ ହେଲେ ଅଜିତ ପୃଷ୍ଟି, ସଞ୍ଜୀବ ପୃଷ୍ଟି, ଅଲେଖ ପୃଷ୍ଟି,…

ଏକତରଫା ପ୍ରେମର କରୁଣ ପରିଣତି, ମାଲିକାଣିଙ୍କୁ ହତ୍ୟା କରି ଗିରଫ ହେଲା କାଠମିସ୍ତ୍ରୀ

ଭୁବନେଶ୍ବର: ଏକତରଫା ପ୍ରେମର କରୁଣ ପରିଣତି। ପ୍ରେମ ନେଲା ମାଲିକାଣୀର ଜୀବନ। ଗିରଫ ହେଲା ହତ୍ୟାକାରୀ କାଠମିସ୍ତ୍ରୀ। ମୃତ ମହିଳାଙ୍କ ସ୍ୱାମୀଙ୍କ ଦୋକାନରେ କାମ କରୁଥିଲା ଅଭିଯୁକ୍ତ ନନ୍ଦ କିଶୋର ଓଝା। ଏକତରଫା ପ୍ରେମ କରି ବିଫଳ ହେବାରୁ ମଙ୍ଗଳାବାର ସନ୍ଧ୍ୟାରେ ମହିଳାଙ୍କୁ ହତ୍ୟା କରିଥିଲା…

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନାଙ୍କ ଘର ବାହୁଡ଼ା, କଂଗ୍ରେସରେ ଦେଲେ ଯୋଗ

ନୂଆଦିଲ୍ଲୀ: ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି କଂଗ୍ରେସ ଦଳରେ ରାଜନୈତିକ ଉଷ୍ମତା ସେତିକି ବଢ଼ିବାରେ ଲାଗିଛି। ଦଳରେ ଏବେ ଆରମ୍ଭ ହୋଇଛି ଘର ବାହୁଡ଼ା ପର୍ବ। ଦଳକୁ ଫେରିଲେ ବରିଷ୍ଠ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା। ଆଜି ସେ ନୂଆଦିଲ୍ଲୀସ୍ଥିତ କଂଗ୍ରେସ…

ଭିଜିଲାନ୍ସ ଜାଲରେ ରାଜସ୍ବ ନିରୀକ୍ଷକ, ଜମି ପଟ୍ଟା ପାଇଁ ନେଉଥିଲେ ଲାଞ୍ଚ

ଗଞ୍ଜାମ: ଭିଜିଲାନ୍ସ ଜାଲରେ ରାଜସ୍ବ ନିରୀକ୍ଷକ । ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ିବସିଲା ଭିଜିଲାନ୍ସ । ଅଭିଯୁକ୍ତ ହେଲେ ଗଞ୍ଜାମ ଜିଲ୍ଲା ଜଗନ୍ନାଥ ପ୍ରସାଦ ତହସିଲର ରାଜସ୍ବ ନିରୀକ୍ଷକ ପ୍ରମୋଦ କୁମାର ବେହେରା । ଏହି ଘଟଣାରେ ବିଦ୍ୟାଧର ପ୍ରଧାନ ନାମକ ଅନ୍ୟ ଜଣେ ବ୍ୟକ୍ତିଙ୍କର…

ମୁଖ୍ୟମନ୍ତ୍ରୀ ଦକ୍ଷତା ବିକାଶ ଫେଲୋସିପ୍‌ ପ୍ରୋଗ୍ରାମର ଶୁଭାରମ୍ଭ, ଓଡ଼ିଶା ବ୍ରାଣ୍ଡକୁ ପ୍ରୋତ୍ସାହିତ କରିବାରେ ହେବ…

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ନିକଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଶୁଭାରମ୍ଭ କରାଯାଇଥିବା ମୁଖ୍ୟମନ୍ତ୍ରୀ ଦକ୍ଷତା ବିକାଶ ଫେଲୋସିପ୍‌ର ଶୁଭାରମ୍ଭ କରାଯାଇଛି। ଏହି ଫେଲୋସିପ୍‌ ଆଶାୟୀ ବ୍ୟକ୍ତିମାନଙ୍କୁ ଫ୍ଲାଗସିପ୍‌ ଯୋଜନା…

ଆଜି ପଙ୍କୋଦ୍ଧାର ଏକାଦଶୀ; ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ବାବା ଲୋକନାଥ

ପୁରୀ: ଆଜି ହେଉଛି ଫାଲଗୁନ ମାସ କୃଷ୍ଣପକ୍ଷ ଦଶମୀ ତିଥି । ଆଜି ପୁରୀ ରେ ଶ୍ରୀଲୋକନାଥଙ୍କ ପୀଠରେ ପଙ୍କୋଦ୍ଧାର ଏକାଦଶୀ ପାଳିତ ହେଉଛି । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭଣ୍ଡାର ରକ୍ଷକ ଭାବେ ପରିଚିତ ଶ୍ରୀଲୋକନାଥ ଦେବଙ୍କ ପୀଠରେ ଆଜିର ଦିନର ବିଶେଷ ମହତ୍ତ୍ବ ରହିଛି । ବିଳମ୍ବିତ ରାତି ୨ ଟାରେ…

ବିଜେଡି-ବିଜେପି ହୋଇପାରେ ମେଣ୍ଟ, ୧୫ ବର୍ଷ ପରେ ଏକାଠି ହେବା ନେଇ ଚର୍ଚ୍ଚା

ଭୁବନେଶ୍ବର: ହୋଇପାରେ କି ମହାମେଣ୍ଟ । ୧୫ ବର୍ଷ ପରେ ପୁଣି ଏକାଠି ହେବେ କି ବିଜେପି-ବିଜେଡି । ଏବେ ଏମିତି କିଛି ଚର୍ଚ୍ଚା ରାଜ୍ୟ ରାଜନୀତିକୁ ଉଷ୍ମ କରିଛି । ଉଭୟ ଦଳ ଆଜି ଗୁରୁତ୍ବପୂର୍ଣ୍ଣ ବୈଠକ ଡାକିଥିବା ବେଳେ ଏହି ଚର୍ଚ୍ଚା ସତ ହୋଇପାରେ ବୋଲି ଚର୍ଚ୍ଚା ହେଉଛି । ଯଦିଓ ୩ ଦିନ ତଳେ…

ବସ୍ ଭଡ଼ା ପାଇଁ ୧୫ ଶହ ଟଙ୍କା ଦେଇ ଲୁଟି ନେଲେ ୯୦ ହଜାର ଟଙ୍କା

ଢେଙ୍କାନାଳ: ଦିନିକୁ ଦିନ ବଢିଚାଲିଛି ଲୁଟପାଟ୍। କେହି ଘରେ ପଶି ଲୁଟୁଛନ୍ତି ତ ଆଉ କିଛି ଲୋକଙ୍କୁ ନିଶା ଦେଇ ଲୁଟୁଛନ୍ତି ଲୁଟେରା। ଢେଙ୍କାନାଳରେ ଏପରି କିଛି ଦୃଶ୍ୟ ସାମ୍ନାକୁ ଆସିଛି। ବସ୍ ଭଡ଼ା ପାଇଁ ୧୫ ଶହ ଟଙ୍କା ଦେଇଥିଲେ ଆଡ଼ଭାନ୍ସ। ଆଉ ତା ପରେ ନିଶା ଦେଉ ଲୁଟିନେଲେ ୯୦ ହଜାର ଟଙ୍କା।…

ଗ୍ରାମୀଣ ସ୍ବାସ୍ଥ୍ୟ ମିଶନ ବିଭାଗର କର୍ମଚାରୀଙ୍କ କାର୍ଯ୍ୟରେ ଅବହେଳା: କାର୍ଯ୍ୟାନୁଷ୍ଠାନ ପାଇଁ ଦାବି

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ଜାତୀୟ ଗ୍ରାମୀଣ ସ୍ବାସ୍ଥ୍ୟ ମିଶନ ବିଭାଗର କର୍ମଚାରୀଙ୍କ କାର୍ଯ୍ୟରେ ଅବହେଳା । ଏନେଇ ବିଭାଗୀୟ ମୁଖ୍ୟ ଓ ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ଜୋର ଧରିଛି । ଜିଲ୍ଲା ସଦର ମହକୁମା ଜିଲ୍ଲା ଗ୍ରାମ…

ଏଣିକି ଚିକିତ୍ସାରେ ବାଧକ ସାଜିବନି ଅର୍ଥ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ନବୀନ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଏଣିକି ଚିକିତ୍ସାରେ ବାଧକ ସାଜିବନି ଅର୍ଥ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ BSKY ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି। ରାଜ୍ୟବାସୀଙ୍କୁ ଉତ୍ତମ ଓ ଗୁଣବତ୍ତା ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାକୁ ବଦ୍ଧପରିକର ରାଜ୍ୟ ସରକାର । ଏ ନେଇ ନବୀନ ସରକାର ବିଜୁ ସ୍ୱାସ୍ଥ୍ୟ…