Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡ଼ିଶାର ଅଗ୍ରଣୀ ବିଶ୍ୱବିଦ୍ୟାଳୟ ସହ ହାତ ମିଳାଇଲା ଟାଟା ପାୱାର

ଭୁବନେଶ୍ୱର: ଭବିଷ୍ୟତ ପାଇଁ ପ୍ରସ୍ତୁତ ରହିବା ଲାଗି ଟାଟା ପାୱାର ପକ୍ଷରୁ ଯୁବବର୍ଗଙ୍କୁ ସଦାସର୍ବଦା ସହାୟତା ପ୍ରଦାନ ସହ ସଶକ୍ତ କରାଯାଉଛି । ସେହି ପ୍ରତିବଦ୍ଧତା ଅନୁସାରେ କଂପାନି ପକ୍ଷରୁ ଭୁବନେଶ୍ୱରର ଦୁଇଟି ଅଗ୍ରଣୀ ବିଶ୍ୱବିଦ୍ୟାଳୟ-କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ୍…

ଏମ୍ସରେ ପଡିଛି ଆହୁରି ୪୧ ଶବ: ସମୂହ ଦାହ ପାଇଁ ନିଷ୍ପତ୍ତି ହୋଇନାହିଁ

ଭୁବନେଶ୍ବର:ବାହାନଗା ରେଳ ଦୁର୍ଘଟଣାର ମୃତ ବ୍ୟକ୍ତିଙ୍କ ଶବ ଏ ଯାଏ ବି ଚିହ୍ନଟ ହୋଇନି । ଆହୁରି ୪୧ ଶବ ଏବେ ବି ଭୁବନେଶ୍ୱରରେ ଏମ୍ସରେ ପଡି ରହିଛି । ଏବେ ବି ସମ୍ପର୍କୀୟଙ୍କୁ ଶବ ହସ୍ତାନ୍ତର କରାଯାଉଛି ବୋଲି କହିଛନ୍ତି ଭୁବନେଶ୍ଵର ଏମ୍ସର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ।…

କେରଳ ଫିଲ୍ମ ଫେଷ୍ଟର ସ୍କ୍ରିନିଂ ପାଇଁ ‘ସି ଆଣ୍ଡ ସେଭେନ୍ ଭିଲେଜେସ୍’ ମନୋନୀତ

ଭୁବନେଶ୍ୱର: ଅଚ୍ୟୁତ ସାମନ୍ତଙ୍କ ନିବେଦିତ ଖ୍ୟାତି ସମ୍ପନ୍ନ ଚଳଚ୍ଚିତ୍ର ନିର୍ଦ୍ଦେଶକ ହିମାଂଶୁ ଖଟୁଆଙ୍କ ନିର୍ଦ୍ଦେଶିତ ପ୍ରାମାଣିକ ଓଡ଼ିଆ ଚଳଚ୍ଚିତ୍ର ‘ସି ଆଣ୍ଡ ସେଭେନ୍‍ ଭିଲେଜେସ୍‍’ କେରଳରେ ଅନୁଷ୍ଠିତ ହେବାକୁ ଥିବା ୧୫ତମ ଅନ୍ତର୍ଜାତୀୟ ଡକ୍ୟୁମେଣ୍ଟାରୀ ଓ କ୍ଷୁଦ୍ର ଚଳଚ୍ଚିତ୍ର…

ଚେନ୍ନାଇ ଚାଲାଣ ବେଳେ ୨ ଭଉଣୀ ଉଦ୍ଧାର, କହିଲେ ‘ମାଆଙ୍କ ପୁରୁଷ ବନ୍ଧୁ ଦେଉଥିଲେ ଯୌନ ନିର୍ଯାତନା’

ସମ୍ବଲପୁର: ଚେନ୍ନାଇ ଚାଲାଣ ବେଳେ ସମ୍ବଲପୁର ରେଲୱେ ଷ୍ଟେସନରୁ ଦୁଇ ନାବାଳିକା ଭଉଣୀଙ୍କୁ ଉଦ୍ଧାର କରାଯାଇଛି । ଉଦ୍ଧାର ପରେ ଦୁଇ ନାବାଳିକା ଉଭଣୀ ଆଣିଛନ୍ତି ସାଂଘାତିକ ଅଭିଯୋଗ । ମାଆଙ୍କ ବିରୋଧରେ ଅଭିଯୋଗ ଆଣି କହିଛନ୍ତି, ମାଆଙ୍କ ପୁରୁଷ ବନ୍ଧୁ ସେମାନଙ୍କୁ ଯୌନ ନିର୍ଯାତନା ଦେଉଛନ୍ତି ।…

ଆସୁଛି ଆଉ ଏକ ଲଘୁଚାପ ! ୨୫ରୁ ବଢ଼ିବ ବର୍ଷା

ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଏବଂ ସଂଲଗ୍ନ ଉତ୍ତରପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ସାଗରରେ ସକ୍ରିୟ ଲଘୁଚାପ ଦୁର୍ବଳ ହୋଇଛି । ୨୪ ତାରିଖ ବେଳକୁ ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ।…

ବନ୍ଧୁକ ମୁନରେ ଦୁଇଭାଇ ଅପହରଣ ଘଟଣା: ଅପହରଣ ନୁହେଁ ଉଠାଇ ନେଇଥିଲା କର୍ଣ୍ଣାଟକ ପୋଲିସ

ଗଞ୍ଜାମ: ଛତ୍ରପୁରରୁ ବନ୍ଧୁକ ମୁନରେ ଦୁଇ ଭାଇଙ୍କୁ ଅପହରଣ ଘଟଣାରେ ନୂଆ ମୋଡ଼ । ଅପହରଣ ନୁହେଁ ବିଳମ୍ବିତ ରାତିରେ ଦୁଇ ଭାଇଙ୍କୁ ଉଠାଇ ନେଇଛି କର୍ଣ୍ଣାଟକ ପୋଲିସ । କୌଣସି ଏକ କେସ୍‌ର ପ୍ରାଥମିକ ତଦନ୍ତ ପାଇଁ ଦୁଇ ଭାଇ କୃଷ୍ଣ ଓ ପଞ୍ଚୁ ସାହୁଙ୍କୁ ଉଠାଇନେଇଥିଲା କର୍ଣ୍ଣାଟକ ପୋଲିସ । ସ୍ଥାନୀୟ…

ମହାନଦୀରୁ ମିଳିଲା ଥାନାରୁ ଚମ୍ପଟ ଅଭିଯୁକ୍ତଙ୍କ ମୃତଦେହ, ତଦନ୍ତ କରିବେ ଅତିରିକ୍ତ ଡିସିପି  

ଭୁବନେଶ୍ୱର: ପୋଲିସ ହେପାଜତରୁ ଖସି ଯାଇ ମହାନଦୀକୁ ଡେଇଁ ପଡ଼ିଥିବା ଅଭିଯୁକ୍ତଙ୍କ ମୃତଦେହ ମିଳିଛି । କଟକର ଜୋବ୍ରା ବ୍ୟାରେଜ୍ ନିକଟରୁ ଶନିବାର ମୃତଦେହ ଠାବ କରାଯାଇଛି । ମୃତକ ଶଙ୍କର୍ଷଶ ବେହେରା ଓରଫ୍ ବବଲୁ । ତାଙ୍କୁ ଚୋରି ଅଭିଯୋଗରେ କଟକ କ୍ୟାଣ୍ଟନମେଣ୍ଟ ଥାନା ପୋଲିସ ଗିରଫ କରିଥିଲା ।…

ଓଡ଼ିଆ ସହ ଅନ୍ୟ ଆଞ୍ଚଳିକ ଭାଷାରେ ପଢ଼ାଯିବ ସିବିଏସ୍ଇ ପାଠ୍ୟକ୍ରମ

ଭୁବନେଶ୍ୱର: ସିବିଏସ୍ଇ ସ୍କୁଲରେ ମାତୃଭାଷାରେ ପାଠ ପଢ଼ାଯିବ । ଏଣିକି ଓଡ଼ିଆ ସହ ଅନ୍ୟ ଭାଷାରେ ସିବିଏସ୍ଇ ସ୍କୁଲରେ ପାଠ ପଢ଼ି ପାରିବେ ଛାତ୍ରଛାତ୍ରୀ । ଏନେଇ ଶନିବାର ସିବିଏସ୍ଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିବା କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।…

୩ କଲରାପତରିଆ ଛାଲ ଓ ୩ ହରିଣ ଛାଲ ଜବତ, ଜଣଙ୍କୁ ଗିରଫ କଲା ଏସଟିଏଫ୍

ଭୁବନେଶ୍ୱର: କଲରାପତରିଆ ବାଘ ଛାଲ ସହ ହରିଣ ଛାଲ ଜବତ । ଏସଟିଏଫ୍ ପକ୍ଷରୁ କଳାହାଣ୍ଡି ଜିଲ୍ଲା ଏମ୍.ରାମପୁରର ଶ୍ରୀପଲ୍ଲୀ ଛକରେ ଚଢ଼ାଉ କରାଯାଇଥିଲା । ରେଡ୍ ବେଳେ ୩ଟି କଲରାପତରିଆ ଛାଲ ସହ ୩ଟି ହରିଣ ଛାଲ ଜବତ କରିଛି ଏସଟିଏଫ୍ । ମାମଲାରେ ପୁଜିଲଡ଼ୁ ଗାଁର ଖଗେଶ୍ୱର ପଟେଲଙ୍କୁ ବନ୍ୟପ୍ରାଣୀ…

ପୁଣି ୱାଗନ୍ ଛାଡ଼ି ପଳାଇଲା ମାଲବାହୀ ଇଞ୍ଜିନ୍

ବାଲେଶ୍ୱର: ଏକ କୋଇଲା ବୋଝେଇ ମାଲବାହୀ ଗାଡ଼ିର ଇଞ୍ଜିନ୍ ୱାଗନକୁ ଛାଡ଼ି ପଳାଇଛି । ସପ୍ତାହକ ମଧ୍ୟରେ ଏଭଳି ଦ୍ୱିତୀୟ ଘଟଣା ଦେଖିବାକୁ ମିଳିଛି । ବାଲେଶ୍ୱର ଜିଲ୍ଲା ସୋର ରେଲୱେ ଷ୍ଟେସନରେ ଏକ କୋଇଲା ବୋଝେଇ ମାଲବାହୀ ଗାଡ଼଼ି ୱାଗନକୁ ଛାଡ଼ି ୨ କିଲୋମିଟର ପଳାଇଛି । ସୂଚନା ଅନୁସାରେ,…