Latest Odisha News

BREAKING NEWS

Browsing Category

ଓଡିଶା

Odisha

ଏସଟିଏଫ କବଜାରେ ବାଘ ଛାଲ ବେପାରୀ

ଫୁଲବାଣୀ: ଏସଟିଏଫକୁ ବଡ଼ ସଫଳତା । କନ୍ଧମାଳର ଫିରଙ୍ଗିଆ ଥାନା ମଣିପଦର ଗାଁରୁ ଚିତା ବାଘ ଛାଲ ଜବତ କରିଛି ଏସଟିଏଫ । ଘଟଣାରେ ଅଭିଯୁକ୍ତକୁ ଗିରଫ କରାଯାଇଛି । ଅଭିଯୁକ୍ତ ହେଲା କନ୍ଧମାଳ କୁରକନପଲ୍ଲୀର ବିଲରାସେନ କହଁର । ରେଡ୍ ବେଳେ ନଗଦ ୫ ହଜାର ୫ଶହ ଟଙ୍କା ସହ ମାରଣାସ୍ତ୍ର ଜବତ କରିଛି…

ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଓ ଆଇଆଇଟି ମଧ୍ୟରେ ବୁଝାମଣା, ଦୃଷ୍ଟିବାଧିତଙ୍କ ଶିକ୍ଷାକୁ ଗୁରୁତ୍ୱ

ଭୁବନେଶ୍ୱର: ଦୃଷ୍ଟିବାଧିତ ଛାତ୍ରଛାତ୍ରୀଙ୍କ ପାଇଁ ଗୁଣାତ୍ମକ ଓ ଅନ୍ତର୍ଭୁକ୍ତି ଶିକ୍ଷାକୁ ବ୍ୟାପକ କରିବା ଉଦ୍ଦେଶ୍ୟରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଏବଂ ଆଇଆଇଟି-ଭୁବନେଶ୍ୱର ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ବିଭାଗୀୟ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା…

ଅଭୟାରଣ୍ୟକୁ ପ୍ଲାଷ୍ଟିକ ମନା, ଏପ୍ରିଲ ପହିଲା କଟକଣା ଲାଗୁ

ଭୁବନେଶ୍ବର:- ଅଭୟାରଣ୍ୟ, ଜାତୀୟ ଉଦ୍ୟାନ, ବ୍ୟାଘ୍ର ସଂରକ୍ଷଣ ଅଂଚଳକୁ ପ୍ଲାଷ୍ଟିକ ଜିନିଷ ନେବା ଉପରେ ରୋକ ଲଗାଇଛନ୍ତି ସରକାର । ସିଙ୍ଗଲ ୟୁଜ ପ୍ଲାଷ୍ଟିକ ଉପରେ ଆଜି ଏହି କଟକଣା ଜାରି କରିଛନ୍ତି । ଏନେଇ ବନ୍ୟପ୍ରାଣୀ ପିସିସିଏଫଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ଏପ୍ରିଲ…

ଉର୍ଦ୍ଦୁ ଶିକ୍ଷକଙ୍କ ବଢ଼ିଲା ପାରିଶ୍ରମିକ

ଭୁବନେଶ୍ବର: ବଢ଼ିଲା ଉର୍ଦ୍ଦୁ ଶିକ୍ଷକଙ୍କ ଦରମା । ୭, ୪୦୦ ଟଙ୍କାରୁ ୧୫, ୦୦୦ ଟଙ୍କାଙ୍କୁ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ଦ୍ବାରା ଉପକୃତ ହେବେ ମୋଟ ୮୪ ଜଣ ଉର୍ଦ୍ଦୁ ଶିକ୍ଷକ । ରାଜ୍ୟର ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ ଗୁଡିକରେ ନିୟୋଜିତ ଉର୍ଦ୍ଦୁ…

ଭିଜିଲାନ୍ସ ଜାଲରେ ଆଗଲପୁର ତହସିଲର ଅମିନ, ଜମି ପଟ୍ଟା ପାଇଁ ନେଉଥିଲେ ଲାଞ୍ଚ

ବଲାଙ୍ଗୀର: ଭିଜିଲାନ୍ସ ଜାଲରେ ଆଗଲପୁର ତହସିଲର ସେଟେଲମେଣ୍ଟ ଅମିନ । ବଲାଙ୍ଗିର ଜିଲ୍ଲା ଆଗଲପୁର ତହସିଲର ସେଟେଲମେଣ୍ଟ ଅମିନ ସଦାନନ୍ଦ ସାହୁ ଜଣେ ବ୍ୟକ୍ତିଙ୍କୁ ଜମି ପଟ୍ଟା ପ୍ରଦାନ ପାଇଁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ, କାବୁ କଲା ଭିଜିଲାନ୍ସ । ଖବର ଅନୁଯାୟୀ, ଜମି ପଟ୍ଟା…

ଅଙ୍ଗଦାନ କରି ଅମର ହୋଇଗଲେ ଶୁଭୋଜିତ, ଗାର୍ଡ ଅଫ୍ ଅନର ସହ ଶେଷକୃତ୍ୟ ସମ୍ପନ୍ନ

ଭୁବନେଶ୍ୱର: 'ସାନ ସିନା ଦାନ ତା ମହାନ' ଏ ଉକ୍ତି ଟା ଆପଣ ଶୁଣିଥିବେ ନିଶ୍ଚୟ । ଏଭଳି ଘଟଣା ପୁନଃ ସାମ୍ନାକୁ ଆସିଛି ରାଜଧାନୀର କଳ୍ପନା ଅଞ୍ଚଳରୁ । ମୃତ୍ୟୁ ପରେ ବି ଅମର ହୋଇଯାଇଛି ଆଠ ବର୍ଷର କୁନି ପୁଅ ଶୁଭୋଜିତ ସାହୁ । ପୁଅର ମୃତ୍ୟୁ ପରେ ଶରୀର ଦାନ କରିଛନ୍ତି ପରିବାର ଲୋକେ । ପୁଅର ୮ଟି…

ଦୁଇ ଦିନ ଧରି ହୁ ହୁ ହୋଇ ଜଳୁଛି ଅର୍ଜୁନପାଣି ଜଙ୍ଗଲ

ନବରଙ୍ଗପୁର: ଦୁଇ ଦିନ ଧରି ହୁ ହୁ ହୋଇ ଜଳୁଛି ଜଙ୍ଗଲ। ବିପଦରେ ବନ୍ୟଜନ୍ତୁ, ଜଳୁଛି ବଡ଼ ବଡ଼ ଗଛ । ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ତହୋରା ଅର୍ଜୁନପାଣି ଜଙ୍ଗଲରେ ଦୁଇ ଦିନ ହେବ ନିଆଁ ଲାଗିରହିଛି। ଉକ୍ତ ଜଙ୍ଗଲଟି ଅର୍ଜୁନ ପାଣି ଯିବା ରାସ୍ତା କଡ଼ରେ ରହିଛି। ପ୍ରତିବର୍ଷ ଏହି ସମୟରେ…

କାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ, ସୁରକ୍ଷା କଡ଼ାକଡ଼ି

ଭୁବନେଶ୍ବର: ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୋଦୀଙ୍କ ଗସ୍ତକୁ ନେଇ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ମୋଦୀଙ୍କ ଗସ୍ତକୁ ନେଇ କମିଶନରେଟ ପୋଲିସ ପକ୍ଷରୁ ସମୀକ୍ଷା । ଏୟାରପୋର୍ଟରୁ ଗଭର୍ଣ୍ଣର ହାଉସ ଯାଏଁ ମୁତୟନ ହେବେ ୧୫ ପ୍ଲାଟୁନ…

ବିଡିଏ ଆରମ୍ଭ କଲା ସବ୍ ପ୍ଲଟ୍ ରେଗୁଲାରାଇଜେସନ୍ ସେଲ୍

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ସାଧାରଣ ଲୋକଙ୍କ ସୁବିଧା ନିମନ୍ତେ ଜିଲ୍ଲା ସବ୍ ରେଜିଷ୍ଟ୍ରାର, ଭୁବନେଶ୍ୱର, ଖଣ୍ଡଗିରି, ବାଲିଅନ୍ତା ଓ ଜଟଣୀ କାର୍ଯ୍ୟାଳୟରେ ୪ଟି ସବ୍ ପ୍ଲଟ୍ ନିୟମିତୀକରଣ ଓ ପ୍ରସ୍ତାବିତ ଲେଆଉଟ୍ ପ୍ଲାନ୍ ଅନୁମୋଦନ ସୁବିଧା ସେଲ୍ ପ୍ରତିଷ୍ଠା…

ସରିଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା, ମାର୍ଚ୍ଚ ୧୫ରୁ ଖାତାଦେଖା

ଭୁବନେଶ୍ଵର: ସରିଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା । ଗତ ଫେବୃଆରୀ ୨୦ତାରିଖରୁ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ଆଜି ଶେଷ ହୋଇଛି । ଶେଷ ଦିନରେ ସାମାଜିକ ବିଜ୍ଞାନ ପରୀକ୍ଷା ଦେଇଛନ୍ତି ପରୀକ୍ଷାର୍ଥୀ । ଆସନ୍ତା ୧୫ରୁ ଖାତା ଦେଖା ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ମାଟ୍ରିକ ବୋର୍ଡ…