Latest Odisha News

BREAKING NEWS

Browsing Category

ଓଡିଶା

Odisha

ମହାରାଷ୍ଟ୍ରରେ ଗଞ୍ଜେଇ ଚାଲାଣ ଅଭିଯୋଗରେ ଓଡ଼ିଶାର ଦୁଇ ବ୍ୟକ୍ତି ଗରିଫ

ଥାନେ: ମହାରାଷ୍ଟ୍ରରେ ଗଞ୍ଜେଇ ଚାଲାଣ ବେଳେ ଧରାପଡ଼ିଲେ ଓଡ଼ିଶାର ଦୁଇ ବ୍ୟକ୍ତି। ସେମାନଙ୍କ ନିକଟରୁ ୧୬.୬୮ ଲକ୍ଷ ଟଙ୍କା ମୂଲ୍ୟର ୩୭.୩୯ କିଲୋଗ୍ରାମ ଗଞ୍ଜେଇ ଜବତ କଲା ଥାନେ ପୋଲିସ। ଏନେଇ ଥାନା ଅଧିକାରୀ ସୋମବାର ସୂଚନା ଦେଇଛନ୍ତି। ସୂଚନା ମୁତାବକ ଭିୱଣ୍ଡି ଅଞ୍ଚଳର ଅଞ୍ଜୁରଫାଟ-ଭସାଇ…

ବିଡ଼ିଓ ଓ କନିଷ୍ଠ ଯନ୍ତ୍ରୀଙ୍କ ନାଁ ରେ ହତ୍ୟା ଉଦ୍ୟମ ମାମଲା ରୁଜୁ

ସୁବର୍ଣ୍ଣପୁର: ଦୀର୍ଘ ଦୁଇବର୍ଷ ତଳେ ସରକାରଙ୍କ ତରଫରୁ ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ଅଧୀନ ଗୁହୁରିଆଘାଟ ଗ୍ରାମରେ ଏକ ନାଟକ ମଣ୍ଡପ ପାଇଁ ଅର୍ଥ ଦିଆଯାଇଥିଲା l ଯଦିଓ କାର୍ଯ୍ୟାଦେଶ କନିଷ୍ଠ ଯନ୍ତ୍ରୀ ଭ୍ରମରବର ବାଘଙ୍କ ନାମରେ ଥିଲା, ତେବେ ଗ୍ରାମବାସୀ ସମସ୍ତେ କମିଟି କରି କାମଟିକୁ ତିନି…

ପଦ୍ମ ଧରିଲେ ପ୍ରେମାନନ୍ଦ ନାୟକ ଏବଂ ରାଜୁ ଦାସ

ଭୁବନେଶ୍ଵର: ସବୁ ଚର୍ଚ୍ଚାର ଅନ୍ତ ଘଟାଇଲେ ଧାମନଗର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ । ପଦ୍ମ ଧରିଲେ ରାଜୁ ଦାସ । ତାଙ୍କ ସହ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ ମଧ୍ୟ ବିଜେପିରେ ଯୋଗ ଦେଇଛନ୍ତି । ନିଜ ସମର୍ଥକଙ୍କ ଗହଣରେ ଆସି ବିଜେପି ଦଳୀୟ କାର୍ଯ୍ୟାଳୟରେ ସଭାପତି ମନମୋହନ ସାମଲ ଓ ଅନ୍ୟ…

ଇନ୍ଦ୍ରାବତୀ ଦକ୍ଷିଣ କେନାଲରେ ୨୦ ଫୁଟର ଘାଇ; ଘରେ ପଶିଲା ପାଣି, ଶହଶହ ହେକ୍ଟର ଚାଷ ଜମି ଜଳମଗ୍ନ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା କଳମପୁର ବ୍ଲକରେ ଇନ୍ଦ୍ରାବତୀ ଦକ୍ଷିଣ କେନାଲରେ ସୃଷ୍ଟି ହୋଇଛି ୨୦ ଫୁଟର ଘାଇ । ଘାଇ ଯୋଗୁ ଗାଁ ଭିତରେ କେନାଲ ପାଣି ପଶିଯିବା ସହ ଆଖପାଖ ଅଞ୍ଚଳ ମଧ୍ୟ ଜଳମଗ୍ନ ହୋଇଯାଇଛି । ଫଳରେ ଶହ ଶହ ହେକ୍ଟର ଚାଷ ଜମି ମଧ୍ୟ ଜଳମଗ୍ନ ହୋଇଛି । ଖବର ଅନୁଯାୟୀ, ରବିବାର…

କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ

କଟକ: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କୁ ବଡ ଝଟକା । ବିଧାୟକ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଛନ୍ତି ହାଇକୋର୍ଟ । ୨୦୧୯ ନିର୍ବାଚନ ସମୟରେ ସତ୍ୟପାଠ ନିୟମ ମୂତାବକ ସଠିକ ତଥ୍ୟ ଦେଇନଥିବା କୋର୍ଟରେ ପ୍ରମାଣିତ ହୋଇଛି । ଯାହାର ଶୁଣାଣି କରି ହାଇକୋର୍ଟ ଏଭଳି ରାୟ ଦେଇଛନ୍ତି ।…

ତାତିରୁ ମିଳିବ ଆଶ୍ବସ୍ତି; ବିଭିନ୍ନ ଜିଲ୍ଲାରେ ବର୍ଷା ନେଇ ପାଣିପାଗ ବିଭାଗର ସୂଚନା

ଭୁବନେଶ୍ବର: ରାଜ୍ୟରେ ତାତିରୁ ମିଳିବ ଆଶ୍ବସ୍ତି । ପଶ୍ଚିମା ଝଡ ପ୍ରଭାବରେ ଆସନ୍ତାକାଲି (ମଙ୍ଗଳବାର) ଯାଏଁ ଉତ୍ତର ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । କିନ୍ତୁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତିରେ ବ୍ରେକ…

ଜଗନ୍ନାଥ ମନ୍ଦିରରେ ପଶିଥିବାରୁ ୫ ଅଣ ହିନ୍ଦୁ ଅଟକ

ପୁରୀ: ପୁରୀ ଜଗନ୍ନାଥ ମନ୍ଦିରରେ ପ୍ରବେଶ କରିଥିବା ଅଭିଯୋଗରେ ୫ ଜଣ ଅଣ ହିନ୍ଦୁ ବ୍ୟକ୍ତିଙ୍କୁ ପୁଲିସ ଅଟକ ରଖିଛି । ସୂଚନାଅନୁସାରେ,  ଗତକାଲି ଏକ ୯ ଜଣିଆ ପର୍ଯ୍ୟଟକ ଦଳ ପୁରୀ ସହରକୁ ବୁଲିବାକୁ ଆସିଥିଲେ । ସେମାନଙ୍କ ମଧ୍ୟରୁ ୩ ଜଣ ପରିକ୍ରମା ମାର୍ଗରେ ଅପେକ୍ଷା କରିଥିବା ବେଳେ ୬ ଜଣ…

ରାଜଧାନୀରେ ଅଟୋକୁ ଧକ୍କା ଦେଲା ମୋ ବସ୍; ୩ ଆହତ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଲିଙ୍ଗରାଜ ଥାନା ଅନ୍ତର୍ଗତ ଗ୍ୟାରେଜ  ଛକରେ ଏକ ଦୁର୍ଘଟଣା ଘଟିଛି । ଏଥିରେ  ତିନି ଜଣ ଆହତ ହୋଇଛନ୍ତି । ଖବର ଲେଖାଯିବା ସୁଧା ଆହତଙ୍କ ପରିଚୟ ଜଣାପଡ଼ି ନାହିଁ । ଗତକାଲି ବିଳମ୍ୱିତ ରାତିରେ ଏହି ଦୁର୍ଘଟଣା ଘଟିଛି । ମୋ ବସ୍  ଏକ ଅଟୋକୁ ପଛ ପଟୁ ଧକ୍କା…

୧ କୋଟି ଲୋକଙ୍କ ମତାମତ ଓ ପରାମର୍ଶ ସଂଗ୍ରହ ପାଇଁ ବିଜେପିର ଅଭିଯାନ ଆରମ୍ଭ

ଭୁବନେଶ୍ୱର: ଆଗାମୀ ନିର୍ବାଚନ ପାଇଁ ଓଡ଼ିଶାରେ ଭାରତୀୟ ଜନତା ପାର୍ଟି (ବିଜେପି) ୧ କୋଟି ଲୋକଙ୍କ ମତାମତ ଓ ପରାମର୍ଶ ସଂଗ୍ରହ ପାଇଁ ଅଭିଯାନ ଆରମ୍ଭ କରିଛି। ଦଳର ନିର୍ବାଚନୀ ଇସ୍ତାହାର (ସଂକଳ୍ପପତ୍ର)କୁ ରୂପ ଦେବା ଉଦ୍ଦେଶ୍ୟରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମକୁ ଓଡ଼ିଶା ବିଜେପି ସଭାପତି…

ମୋଦୀଙ୍କ ଚଣ୍ଡିଖୋଲ ଗସ୍ତ ବେଳେ ପାରାଦୀପ-ହରିଦାସପୁର ମେମୁ ଟ୍ରେନ ସେବା ଆରମ୍ଭ ହେବ

ଭୁବନେଶ୍ୱର: ଭାରତୀୟ ରେଳବାଇ ପକ୍ଷରୁ ଜଗତସିଂହପୁର ଜିଲ୍ଲାର ପାରାଦୀପରୁ ଯାଜପୁରର ହରିଦାସପୁର ପର୍ଯ୍ୟନ୍ତ ଏକ ନୂଆ ମେମୁ ଟ୍ରେନ୍ ସେବା ମାର୍ଚ୍ଚ ୫ରୁ ଆରମ୍ଭ ହେବାକୁ ଘୋଷଣା କରାଯାଇଛି। ପାରାଦୀପ-ହରିଦାସପୁର ରେଳଧାରଣା ସେକ୍ସନ ଯାଞ୍ଚ କରିବା ପରେ ପୂର୍ବତଟ ରେଳପଥର ଖୋର୍ଦ୍ଧା ରୋଡ ଡିଭିଜନାଲ…