Latest Odisha News

BREAKING NEWS

Browsing Category

ଓଡିଶା

Odisha

ନିର୍ମାଣ ଶ୍ରମିକଙ୍କ ପେନ୍‌ସନରେ ବୃଦ୍ଧି, ୫୦୦ ଟଙ୍କା ପରିବର୍ତ୍ତେ ପାଇବେ ୧୦୦୦ ଟଙ୍କା, ଫେବୃଆରୀ ୨୦୨୪ରୁ ଲାଗୁ ହେବ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିର୍ମାଣ ଶ୍ରମିକ ମାନଙ୍କ ପେନ୍‌ସନ ବୃଦ୍ଧି ସଂପର୍କରେ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ‘ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ’ ଅଧୀନରେ ପଞ୍ଜୀକୃତ ହୋଇଥିବା ନିର୍ମାଣ ଶ୍ରମିକ ମାନଙ୍କ…

ବିଧାୟକ ସମ୍ବିତ ରାଉତରାୟଙ୍କ ପାଇଁ ଚ୍ୟାଲେଞ୍ଜ, ନିର୍ବାଚନ ପୂର୍ବରୁ ପାରାଦୀପରେ ବିଜେଡିରେ ଅସନ୍ତୋଷ

ନୂଆଦିଲ୍ଲୀ: ୨୦୨୪ ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଶାସକ ଦଳ ବିଜୁ ଜନତା ଦଳ (ବିଜେଡି) ଦଳବଦଳ ଓ ଆଭ୍ୟନ୍ତରୀଣ ବିବାଦ ସମେତ ଅନେକ ପ୍ରସଙ୍ଗରେ ସଂଘର୍ଷ କରୁଥିବା ଜଣାପଡିଛି। ନିକଟରେ ପାରାଦୀପରେ ବିବାଦ ଉପୁଜିଥିବା ବେଳେ ସ୍ଥାନୀୟ ଦଳୀୟ ନେତାମାନେ ବିଧାୟକ ସମ୍ବିତ ରାଉତରାୟଙ୍କୁ…

ତପ୍ତପାଣିରେ ବରଯାତ୍ରୀ ବସ ଦୁର୍ଘଟଣା ହେବାରୁ ୭ ଯାତ୍ରୀ ଗୁରୁତର

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ତପ୍ତପାଣି ନିକଟରେ ଏକ ବରଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ୭ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଅପରାହ୍ନରେ ଗଜପତି ଜିଲ୍ଲା ଚାନ୍ଦିପୁଟଠାରେ ଏକ ବିବାହ ଉତ୍ସବରୁ ଦିଗପହଣ୍ଡି ଅଭିମୁଖେ ଯାଉଥିବା ବେଳେ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ତପ୍ତପାଣି ଘାଟ…

ନିର୍ବାଚନରେ ବିଧାୟକ ଶ୍ରୀକାନ୍ତ ସାହୁଙ୍କ ବିରୋଧରେ କଣ୍ଟା ହେବେ ସଂଯୁକ୍ତା

ବ୍ରହ୍ମପୁର: ନିର୍ବାଚନରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ପାଇଁ କଣ୍ଟା ହେବେ ସଂଯୁକ୍ତା ମହାଳିକ। ଆଜି ନାରୀ ନେତ୍ରୀ ଜଣଙ୍କ ଏଭଳି ଚେତାବନୀ ଦେଇଛନ୍ତି। ନିକଟରେ ବିଧାୟକଙ୍କ ବାସଭବନରେ ଅନୁପ୍ରବେଶ ଅଭିଯୋଗରେ ଗିରଫ ହୋଇଥିବା ଗଞ୍ଜାମର ମହିଳା ନେତ୍ରୀ ସଂଯୁକ୍ତା ମହାଲା ରବିବାର…

ରାଜ୍ୟରେ ମେଣ୍ଟ ଚର୍ଚ୍ଚା ଭିତରେ ବାହୀନିପତିଙ୍କ ନୂଆ ଦାବି, ଖାରଜ କଲେ ବିଜେଡି ବିଧାୟକ

ଭୁବନେଶ୍ୱର: ଭାରତୀୟ ଜନତା ପାର୍ଟି (ବିଜେପି) ଲୋକସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିବା ପରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଓଡ଼ିଶାରେ ବିଜୁ ଜନତା ଦଳ (ବିଜେଡି) ସହ ଆସନ ବୁଝାମଣାର ସମ୍ଭାବନା ରହିଛି ବୋଲି ରବିବାର କହିଛନ୍ତି। ବରିଷ୍ଠ…

ବିଜେପିରେ ମିଶିବେ ଆଉ ଜଣେ ବିଧାୟକ, ପୂର୍ବରୁ ନବୀନ ସରକାରରେ ଥିଲେ ମନ୍ତ୍ରୀ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ ବିଜୁ ଜନତା ଦଳ ଛାଡି ନିକଟ ଭବିଷ୍ୟତରେ ଭାରତୀୟ ଜନତା ପାର୍ଟିରେ ଯୋଗ ଦେବା ପାଇଁ ପ୍ରସ୍ତୁତି ଚଳାଇଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ, କେନ୍ଦୁଝର ଜିଲ୍ଲାର ବରିଷ୍ଠ ନେତା ଶ୍ରୀ ନାୟକ ସୋମବାର ଦଳର…

ଡିଜେ ଶବ୍ଦ ନେଲା ଜୀବନ!, ହୃଦଘାତର ଶିକାର ହେବାରୁ ଆଖି ବୁଜିଲେ ବୃଦ୍ଧ

ଭଦ୍ରକ: ଏକ ବିବାହ ଶୋଭାଯାତ୍ରା ସମୟରେ ଡିଜେର ଜୋରରେ ଗୀତ ବାଜିବା ଯୋଗୁଁ ଶରତ ଚନ୍ଦ୍ର ରାଉତ (୭୦) ନାମକ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଟାଉନ ଥାନା ଅଧୀନ ବାଲିପାଟଣା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ବରଯାତ୍ରୀ ତାଙ୍କ ଘର ପାଖ ଦେଇ ଯାଉଥିବା ବେଳେ ରାଉତ ଶୋଇଥିଲେ। ଜୋରରେ ଗୀତ ତାଙ୍କୁ…

କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ପଦ୍ମଶ୍ରୀ ପ୍ରମୋଦ ଭଗତଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର: ଥାଇଲାଣ୍ଡରେ ଅନୁଷ୍ଠିତ ହୋଇଥିବା ବିଡବ୍ଲୁଏଫ ବିଶ୍ୱ ପାରା ଚମ୍ପିୟାନସିପ ୨୦୨୪ ରେ ଗୋଟିଏ ସ୍ବର୍ଣ୍ଣ ଓ ଦୁଇଟି ବ୍ରୋଞ୍ଜ ପଦକ ବିଜୟୀ ପଦ୍ମଶ୍ରୀ ପ୍ରମୋଦ ଭଗତଙ୍କୁ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି I ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡ଼ିୟମ ପରିସରରେ…

ବିଜେଡି ଖୁବଶୀଘ୍ର ବିଜେପିକୁ ଟ୍ରାନ୍ସଫର୍ମେସନ୍ ହେବ: ପ୍ରଶାନ୍ତ ଜଗଦ୍ଦେବ

ଭୁବନେଶ୍ୱର: ବିଜେପି ନେତା ପ୍ରଶାନ୍ତ ଜଗଦ୍ଦେବ ପୁଣି ବିଜେଡିକୁ ଟାର୍ଗେଟ୍ କରିଛନ୍ତି । ସେ କହିଛନ୍ତି ,‘‘ବିଜେଡି ଖୁବଶୀଘ୍ର ବିଜେପିକୁ ଟ୍ରାନ୍ସଫମର୍ମେସନ୍ ହେବ । ମୋଦିଙ୍କ ନେତୃତ୍ୱରେ ସାରା ଦେଶରେ ଟ୍ରାନ୍ସଫର୍ମେସନ୍ ହେଉଛି । ଓଡ଼ିଶାରେ ବି ଟ୍ରାନ୍ସଫର୍ମେସନ୍ ହେବ । ଆମ ଲିଙ୍କରେ ବହୁ…

ପଦ୍ମ ଧରିଲେ ଅରବିନ୍ଦ ଢ଼ାଲି

ଭୁବନେଶ୍ୱର: ବିଜେପିରେ ମିଶିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି । ଭୁବନେଶ୍ୱର ସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ବିଜେପି ରାଜ୍ୟ ନିର୍ବାଚନ ପ୍ରଭାରୀ ଓ ସହପ୍ରଭାରୀଙ୍କ ଉପସ୍ଥିତିରେ ସାମିଲ ହୋଇଛନ୍ତି । ବିଜେପିରେ ସାମିଲ ହେଲା ପରେ ଅରବିନ୍ଦ ଢ଼ାଲି କହିଛନ୍ତି,‘‘ବିଜେପି ଓଡ଼ିଶାରେ ନିଶ୍ଚିତ…