Latest Odisha News

BREAKING NEWS

Browsing Category

ଓଡିଶା

Odisha

ନିର୍ବାଚନ ପୂର୍ବରୁ ଓଡ଼ିଶା ପହଞ୍ଚିବେ ୧୫ କମ୍ପାନୀ ଫୋର୍ସ

ଭୁବନେଶ୍ବର: ଲୋକସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ । ନିର୍ବାଚନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଯାହା ପାଇଁ ଦେଶରେ ସେଣ୍ଟ୍ରାଲ ଆର୍ମଡ ଫୋର୍ସ ମୁତୟନ କରାଯାଉଛି । ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାକୁ ୭୫ କମ୍ପାନୀ ଫୋର୍ସ ଯୋଗାଇ ଦିଆଯାଇଛି । ଆଜି ଓଡ଼ିଶାରେ ୧୫…

ପୁରୀ ବୁଲିବାକୁ ଆସିଥିବା ବିଦେଶୀ ପର୍ଯ୍ୟଟକ ଲୁଟ୍ ର ଶିକାର, ନିଜ ଦେଶକୁ ପଠାଇବା ନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି…

ପୁରୀ: ପୁରୀ ବୁଲିବାକୁ ଆସିଥିବା ଜଣେ ବିଦେଶୀ ପର୍ଯ୍ୟଟକ ଲୁଟ୍ ର ଶିକାର ହୋଇ ଅସହାୟ ଅବସ୍ଥାରେ ଜୀବନ କାଟୁଥିବା ବେଳେ, ଜିଲ୍ଲା ପ୍ରଶାସନ ତାଙ୍କୁ ଉଦ୍ଧାର କରିଛି । ଉଦ୍ଧାର ପରେ ଆନ୍ଥୋନିଙ୍କୁ ତାଙ୍କ ଦେଶ ନେଦରଲ୍ୟାଣ୍ଡ କୁ ପଠାଇବା ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଛି ।…

ବଢ଼ିଲା କଳା ଓ କ୍ରୀଡ଼ା ଶିକ୍ଷକଙ୍କ ପାରିଶ୍ରମିକ, ଭିନ୍ନକ୍ଷମ ଶିକ୍ଷା ସ୍ୱେଚ୍ଛାସେବୀଙ୍କ ମଧ୍ୟ ବଢ଼ିଲା ଦରମା

ଭୁବନେଶ୍ବର: ବଢ଼ିଲା ସାମୟିକ କଳା ଓ କ୍ରୀଡା ଶିକ୍ଷକଙ୍କ ଦରମା । ୭ ହଜାର ଟଙ୍କାରୁ  ୧୦ ହଜାର ଟଙ୍କାକୁ ପାରିଶ୍ରମିକ ବଢ଼ାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ଦ୍ବାରା ୪୬୦୫ ଜଣ କଳା ଶିକ୍ଷକ-ଶିକ୍ଷୟିତ୍ରୀ ଉପକୃତ ହେବେ । ଏଣିକି ସେମାନଙ୍କ ମାସିକ…

ଲାଂଚ ନେଇ ଧରାପଡ଼ିଲେ ଏଏସଆଇ

କଟକ: ଲାଂଚ ନେବା ପଡ଼ିଲା ମହଙ୍ଗା । ଭିଜିଲାନ୍ସ ହାତରେ ଧରାପଡ଼ିଲେ କଟକ  ଭଦ୍ରେଶ୍ବର ଥାନା ଏଏସଆଇ ଆଲୋକ ଷଡ଼ଙ୍ଗୀ । ଥାନା ପରିସରରେ ୮ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ି ବସିଲା ଭିଜିଲାନ୍ସ । ଏକ ମାମଲାର ଦଫା କୋହଳ ପାଇଁ  ଏଏସଆଇ ଆଲୋକ ଲାଞ୍ଚ ଲାଂଚ ନେଉଥିବା ବେଳେ ଭିଜିଲାନ୍ସ…

ମହାମହିମଙ୍କ ଓଡିଶା ଗସ୍ତର ଶେଷ ଦିନ: ସନ୍ଥକବି ଭୀମଭୋଇଙ୍କ ପ୍ରତିମୂର୍ତ୍ତିରେ ଦେଲେ ଶ୍ରଦ୍ଧାଞ୍ଜଳି

ସମ୍ବଲପୁର: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡି଼ଶା ଗସ୍ତର ଶେଷ ଦିନ। ଆଜି ମହାମହିମ ସମ୍ବଲପୁର ଜିଲ୍ଲା ରେଢାଖୋଲ ଗସ୍ତ କରିଛନ୍ତି । ଆଜି ସକାଳ ୧୦ଟାରେ ଝାରସୁଗୁଡା ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ବାୟୁସେନାର ହେଲିକପ୍ଟର ଯୋଗେ ଯାଇ ରେଢାଖୋଲ ବ୍ଲକର କଦଳିଗଡ଼ ହାଇସ୍କୁଲ…

ଏନଏସି ଦାବି ନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ଦ ପାଳନ

ସୁବର୍ଣ୍ଣପୁର/ଜଗତସିଂହପୁର: ଆଜି ବିଭିନ୍ନ ଦାବି ନେଇ ଉଲୁଣ୍ଡା ବନ୍ଦ ରହିଛି । ଉଲୁଣ୍ଡାକୁ ଏନଏସି ଘୋଷଣା, ଯେଏମଏଫସି କୋର୍ଟ ଏବଂ ସୈନିକ ସ୍କୁଲ ଦାବିରେ ଆଜି ସଚେତନ ନାଗରିକ ଏବଂ ଅଞ୍ଚଳବାସୀ ତରଫରୁ ୬ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି l ଅତ୍ୟାବଶ୍ୟକ ସାମଗ୍ରୀ ତଥା ଜରୁରୀକାଳୀନ ସେବାକୁ…

ମହାଶିବରାତ୍ରୀ ପାଇଁ ନୀତି ନିର୍ଘଣ୍ଟ; ରାତି ୧୦ ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ

ଭୁବନେଶ୍ବର: ମାର୍ଚ୍ଚ ୮ ତାରିଖରେ ପାଳିତ ହେବ ମହାଶିବରାତ୍ରୀ ଅର୍ଥାତ୍ ଜାଗର । ଏନେଇ ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ମହାଶିବରାତ୍ରୀ ପାଇଁ ନୀତି ନିର୍ଘଣ୍ଟ ହୋଇଛି । ଚଳିତଥର ରାତି ୧୦ ଟାରେ ଉଠିବ ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କର ମହାଦୀପ । ଭୋର୍ ୩ ଟାରୁ ମନ୍ଦିର ଖୋଲାଯାଇ ମହାପ୍ରଭୁଙ୍କ…

ସୁର ରାଉତରାୟଙ୍କ ପୁଅ ସିଦ୍ଧାର୍ଥଙ୍କ ଅଫିସରେ ପଶି ଭଙ୍ଗାରୁଜା କଲେ ଦୁର୍ବୃତ୍ତ

ନିମାପଡ଼ା: ଜଟଣୀ ବିଧାୟକ ସୁରେଶ ରାଉତରାୟଙ୍କ ପୁଅ ତଥା କଂଗ୍ରେସ ନେତା ସିଦ୍ଧାର୍ଥ ରାଉତରାୟଙ୍କ ନିମାପଡ଼ା ସ୍ଥିତ ଅଫିସରେ ପଶି ଭଙ୍ଗାରୁଜା କରିଛନ୍ତି ଦୁର୍ବୃତ୍ତ । ଅଫିସ ଗେଟ୍‌ ସାମ୍ନାରେ ମଦ ବୋତଲ ଭାଙ୍ଗିବା ସହିତ ଅଫିସକୁ ଢେଲା ପଥର ମାଡ଼ କରିଛନ୍ତି । ଏହା ସହ ସିଦ୍ଧାର୍ଥ ରାଉତରାୟଙ୍କ…

ବିଜେଡି ଛାଡ଼ିଲେ ବିଧାୟକ ଅରବିନ୍ଦ ଢାଲି

ଭୁବନେଶ୍ବର: ବିଜେଡିକୁ ଆଉ ଏକ ଝଟକା । ଦଳ ଛାଡ଼ିଲେ ଜୟଦେବ ବିଧାୟକ ଅରବିନ୍ଦ ଢ଼ାଲି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଅରବିନ୍ଦ । ଆଉ ତାଙ୍କ ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇଛନ୍ତି । ଆସନ୍ତାକାଲି ବିଜେପିରେ ଯୋଗ ଦେବା ନେଇ ସୂଚନା ରହିଛି । କେଉଁଥି…

‘ଓଡ଼ିଶାରେ ବିଜେପି ଓ ବିଜେଡି ମଧ୍ୟରେ କୌଣସି ମେଣ୍ଟ ହେବନି’

ଭୁବନେଶ୍ୱର: ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଲା । ରାଜ୍ୟରେ ବିଜେଡି ଓ ବିଜେପି ମେଣ୍ଟକୁ ନେଇ ବଡ ବୟାନ ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେ କହିଛନ୍ତି, ଓଡ଼ିଶାରେ ମେଣ୍ଟ ହେବ ନାହିଁ । କୌଣସି ଦଳ ସହିତ ମେଣ୍ଟ କରିବ ନାହିଁ ଭାରତୀୟ ଜନନା ପାର୍ଟି ବୋଲି କହିଛନ୍ତି…