Latest Odisha News

BREAKING NEWS

Browsing Category

ଓଡିଶା

Odisha

ଟାଟା ନଗରରୁ ବାଦାମପାହାଡ଼କୁ ଦୌଡ଼ିବ ମେମୁ

ଭୁବନେଶ୍ୱର: ଟାଟା ନଗରରୁ ବାଦାମପାହାଡ଼କୁ ଦୌଡ଼ିଲା ମେମୁ। ରେଳ ମାନଚିତ୍ରରେ ଯୋଡ଼ିହେଲା ବାଦାମପାହାଡ଼। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡ଼ିଓ କନଫରେନସିଂ ଜରିଆରେ ଝାଡ଼ଖଣ୍ଡର ସିନ୍ଦରିଠାରୁ ଟାଟାନଗର ଓ ଟାଟାନଗରଠାରୁ ବାଦାମପାହାଡ଼କୁ ମେମୋ ରେଳସେବାକୁ ସବୁଜ ପତାକା ଦେଖାଇ…

ଓଡିଶାରର ରୋଜଗାର ବଢାଇବା ପାଇଁ ୧୦୦ କ୍ୟୁବ ଷ୍ଟାର୍ଟଅପ୍ ଏକ୍ ଜନଆନ୍ଦୋଳନ:କେନ୍ଦ୍ରମନ୍ତ୍ରୀ

ସମ୍ବଲପୁର: ଓଡ଼ିଶାର ଯୁବକଙ୍କ ମଧ୍ୟରେ ନୂଆ ସ୍ପିରିଟ୍ ତିଆରି ହୋଇଛି । ସେହି ସ୍ପିରିଟକୁ ଗତି ଦେବା ତଥା ରାଜ୍ୟରେ ଅଧିକରୁ ଅଧିକ ରୋଜଗାର ସୃଷ୍ଟି କରାଇବା ଦିଗରେ ୧୦୦ କ୍ୟୁବ୍ ଷ୍ଟାର୍ଟଅପ ପଦକ୍ଷେପ ଏକ ଭାବାବେଗ ଓ ବ୍ୟାପକ ଜନଆନ୍ଦୋଳନ ବୋଲି ଶୁକ୍ରବାର ଆଇଆଇଏମ ସମ୍ବଲପୁରରେ ଏହି…

ବାରିପଦାରେ ତେଜୁଛି ‘ଫଳକ ଭଙ୍ଗା’ ରାଜନୀତି

ମୟୂରଭଞ୍ଜ: ମୟୂରଭଞ୍ଜରେ ଆଜି ଶିଳାନ୍ୟାସ ଭଙ୍ଗାକୁ ନେଇ ଦେଖିବାକୁ ମିଳିଛି ତୁମୁଳକାଣ୍ଡ। ଦିନରେ ସହ କର୍ମୀଙ୍କ ଗହଣରେ ଯାଇ ରାଜସ୍ୱ ମନ୍ତ୍ରୀ ଆଦିବାସୀ ଭବନର ଶିଳାନ୍ୟାସ କରିଥିଲେ। କିନ୍ତୁ ମନ୍ତ୍ରୀ କରିଥିବା ଶିଳାନ୍ୟାସକୁ ରାତିରେ ଗ୍ରାମବାସୀ ଭାଙ୍ଗିଦେବା ଫଳରେ ଉତ୍ତେଜନା ପ୍ରକାଶ…

ବରମୁଣ୍ଡା ବାବା ସାହେବ ଭୀମରାଓ ଆମ୍ବେଦକର ବସ ଟର୍ମିନାଲ ଲୋକାର୍ପିତ

ଭୁବନେଶ୍ୱର: ବରମୁଣ୍ଡା ଠାରେ ନବନିର୍ମିତ ବାବା ସାହେବ ଭୀମ ରାଓ ଆମ୍ବେଦକର ବସ ଟର୍ମିନାଲକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି। ଏହି ଅତ୍ୟାଧୁନିକ ବସ ଟର୍ମିନାଲ ରାଜ୍ୟର ସବୁଠାରୁ ବଡ଼ ବସ ଷ୍ଟାଣ୍ଡ ଭାବେ ମାନ୍ୟତା ପାଇଛି। ଲୋକାର୍ପଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ…

ଫେବୃଆରୀରେ ଓଡ଼ିଶାର ଜିଏସଟି ଆଦାୟ ୫୧୩୫.୮୧ କୋଟି ଟଙ୍କା ସଂଗୃହୀତ

ଭୁବନେଶ୍ବର: ଚଳିତବର୍ଷ ଫେବୃଆରୀ ମାସରେ ଓଡ଼ିଶା ୫୧୩୫.୮୧ କୋଟି ଟଙ୍କା ମୋଟ ଜିଏସଟି ଆଦାୟ କରିଛି । ଯାହାକି ଏପର୍ଯ୍ୟନ୍ତ ସର୍ବାଧିକ ମୋଟ ଜିଏସଟି ସଂଗ୍ରହ । ୨୦୨୩ ମସିହା ଫେବୃଆରୀ ମାସରେ ଏହି ସଂଗ୍ରହ ପରିମାଣ ଥିଲା ୪୫୧୯.୩୫ କୋଟି ଟଙ୍କା । ତେଣୁ ଏ କ୍ଷେତ୍ରରେ ୧୩.୬୪ ପ୍ରତିଶତ…

ମୋଦୀଙ୍କ ଓଡ଼ିଶା ଗସ୍ତ ପୂର୍ବରୁ ପ୍ରସ୍ତୁତି

ଭୁବନେଶ୍ବର: ଆାସନ୍ତା ୫ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଯାଜପୁର ଜିଲ୍ଲା ଚଣ୍ଡିଖୋଲ କାର୍ଯ୍ୟକ୍ରମରେ ଯୋଗ ଦେବାର କର୍ଯ୍ୟକ୍ରମ ରହିଛି । ଏହି ପରିପ୍ରେକ୍ଷୀରେ ପ୍ରଶାସନିକ ପ୍ରସ୍ତୁତି ପାଇଁ ସମ୍ପର୍କରେ ରାଜ୍ୟସ୍ତରୀୟ ସମୀକ୍ଷା ବୈଠକ ବସିଥିଲା । ୫…

ଖରାଦିନ ପାଇଁ ପ୍ରସ୍ତୁତ ରହିବାକୁ ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଲା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ

ଭୁବନେଶ୍ବର: ଭୀଷଣ ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଛି । ଖରାଦିନ ପାଇଁ ଶିକ୍ଷାନୁଷ୍ଠାନରେ ଉପଯୁକ୍ତ ବ୍ୟବସ୍ଥା କରାଇବାକୁ ଚିଠି ଲେଖିଛି ବିଭାଗ । ଏହା ସହ ସମସ୍ତ ସମସ୍ତ ସ୍କୁଲ, କଲେଜ ଓ ଅନ୍ୟାନ୍ୟ…

୨୦୨୩ ରିପୋର୍ଟ ମୁତାବକ; ସଡକ ଦୁର୍ଘଟଣାରେ ରାଜ୍ୟରେ ଯାଇଛି ୫ ହଜାର ୬୦୦ ଜୀବନ

ଭୁବନେଶ୍ବର: ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ ଟୁକୁନି ସାହୁଙ୍କ ସଭାପତିତ୍ୱରେ ରାଜ୍ୟ ସଡକ ସୁରକ୍ଷା ପରିଷଦର ବୈଠକ ଅନୁଷ୍ଠିତ ହୋଇଯାଇଛି । ରିପୋର୍ଟ ମୁତାବକ, ରାଜ୍ୟରେ ସଡକ ଦୁର୍ଘଟଣା ଜନିତ ମୃତ୍ୟୁ ବୃଦ୍ଧି ପାଉଛି । ୨୦୨୩ ମସିହାରେ ସଡକ ଦୁର୍ଘଟଣାରେ ପ୍ରାୟ ୫ ହଜାର ୬୦୦ ଜଣ ପ୍ରାଣ…

ରାଜଧାନୀରେ ଯୁବ କଂଗ୍ରେସ ବିକ୍ଷୋଭ: ପୋଲିସ ଉପରକୁ ଅଣ୍ଡାମାଡ଼

ଭୁବନେଶ୍ବର: ସରକାରଙ୍କ ବିରୋଧରେ ତାତିଲା ଯୁବ କଂଗ୍ରେସ । ସରକାରଙ୍କ ବିଫଳତାକୁ ମୁଦ୍ଦା କରି ଯୁବ କଂଗ୍ରେସର ପ୍ରତିବାଦ । ରଣହୁଙ୍କାର ଦେଇ ନବୀନ ନିବାସ ଅଭିମୁଖେ ମାଷ୍ଟରକ୍ୟାଣ୍ଟିନରୁ ବାହାରିଥିଲା ଯୁବ କଂଗ୍ରେସ ରାଲି । ରାଲିରେ ସାମିଲ ହୋଇଥିଲେ ଶତାଧିକ କଂଗ୍ରେସ କର୍ମୀ । ରାଲିକୁ…

ନବୀନ ନିବାସରେ ନେତାଙ୍କ ଭିଡ଼

ଭୁବନେଶ୍ବର: ପାଖଉଛି ନିର୍ବାଚନ ତାରିଖ, ଆଉ ଟିକେଟ୍ ପାଇଁ ଏବେ ନବୀନ ନିବାସରେ ଜମୁଛି ନେତାଙ୍କ ଭିଡ଼ । ଆଜି ମୁଖ୍ୟମନ୍ତ୍ରୀ ନିବାସରେ ବିଜେଡି ନେତାଙ୍କ ପ୍ରବଳ ଭିଡ଼ ଜମିଛି । ନିଜ ସମର୍ଥକଙ୍କ ସହ ଆସି ପହଂଚିଛନ୍ତି ରାଜ୍ୟର ବିଭିନ୍ନ ଅଞ୍ଚଳର ନେତା । ବିଧାୟକ ରାଜେନ୍ଦ୍ର ସାହୁ, ଭୁବନେଶ୍ବର…