Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡ଼ିଶାରେ କମୁଛନ୍ତି କଲରାପତରିଆ, ୪ ବର୍ଷରେ କମିଛନ୍ତି ୧୯୨

ଭୁବନେଶ୍ୱର: ଓଡ଼ିଶାରେ ହ୍ରାସ ପାଉଛି କଲରାପତରିଆ ବାଘଙ୍କ ସଂଖ୍ୟା । ଚିନ୍ତା ବଢ଼ାଇଲା ଏନଟିସିଏ ତଥା ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରାଧିକରଣର ରିପୋର୍ଟ । ୨୦୧୮ ତୁଳନାରେ ୨୦୨୨ରେ ଗତ ଚାରି ବର୍ଷ ଭିତରେ କଲରାପତରିଆଙ୍କ ସଂଖ୍ୟା କମିଥିବା ରିପୋର୍ଟରେ ଉଲ୍ଲେଖ ରହିଛି । ୨୦୧୮ ରିପୋର୍ଟ ମୁତାବକ,…

“ଶଙ୍ଖ ଚିହ୍ନ ସପକ୍ଷରେ ମତ ରଖିଲା ବିଜେଡି: ଓଡ଼ିଶାରେ ବିଶ୍ୱାସ ଓ ବିକାଶର ପ୍ରତିନିଧିତ୍ୱ କରୁଛି”

ଭୁବନେଶ୍ୱର: ସରକାରୀ ବିଜ୍ଞାପନରେ ବିଜୁ ଜନତା ଦଳର ନିର୍ବାଚନ ଚିହ୍ନ ଶଙ୍ଖ ବ୍ୟବହାରକୁ ନେଇ ନିର୍ବାଚନ କମିଶନଙ୍କ ତଦନ୍ତ ପରେ ଶାସକ ଦଳ ଏଭଳି ଘଟଣାକୁ ଦୃଢ଼ତାର ସହ ଖଣ୍ଡନ କରିଛି। ବିଜେଡି ମୁଖପାତ୍ର ତୁମ୍ବନାଥ ପଣ୍ଡା ଭୁବନେଶ୍ୱରରେ ଗଣମାଧ୍ୟମକୁ ସମ୍ବୋଧିତ କରି କହିଛନ୍ତି ଯେ, ରାଜ୍ୟ…

‘ଆମ ବ୍ୟାଙ୍କ’ ବ୍ୟାନରରେ ୨ ହଜାର ସିଏସପି ପ୍ଲସ୍ ଆଉଟଲେଟ୍ ର ଶୁଭାରମ୍ଭ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 'ଆମ ବ୍ୟାଙ୍କ' ବ୍ୟାନରରେ ୨ହଜାର ସିଏସପି ପ୍ଲସ୍ ଆଉଟଲେଟ୍ ର ଶୁଭାରମ୍ଭ କରିଛନ୍ତି। ରାଜ୍ୟର ସମସ୍ତ ଅଣବ୍ୟାଙ୍କିଂ ପଂଚାୟତରେ ବ୍ୟାଙ୍କିଙ୍ଗ୍ ସେବା ପହଞ୍ଚାଇବାକୁ ଏହି ଆଉଟ୍ ଲେଟ୍ ଗୁଡ଼ିକ ଲକ୍ଷ୍ୟ ରଖିଛନ୍ତି। ସାମାଜିକ ଓ ଅର୍ଥନୈତିକ ପ୍ରଗତି,…

ପ୍ରଧାନମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ପିକେ ମିଶ୍ରଙ୍କୁ ସମ୍ମାନଜନକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ପ୍ରମୋଦ କୁମାର ମିଶ୍ରଙ୍କ ସମେତ ୩ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ପ୍ରଦାନ କରିଛନ୍ତି। ବିଶ୍ୱବିଦ୍ୟାଳୟର ୫୩ତମ ସମାବର୍ତ୍ତନ…

ମହିଳା ଓ ଶିଶୁ ବିକାଶ ବିଭାଗର ୫୦୪ ଜଣ ଚୁକ୍ତିଭିତ୍ତିକ ସୁପରଭାଇଜର ହେଲେ ନିୟମିତ

ଭୁବନେଶ୍ୱର: ମହିଳା ଓ ଶିଶୁ ବିକାଶ ବିଭାଗରେ ୫୦୪ ଜଣ ଚୁକ୍ତିଭିତ୍ତିକ ସୁପରଭାଇଜରଙ୍କ ସେବା ନିୟମିତ କରିବାକୁ କ୍ୟାବିନେଟ୍ ଅନୁମୋଦନ ଦେଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ୭୫ତମ ଅଧିବେଶନରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ରାଜ୍ୟରେ ସମନ୍ଵିତ ଶିଶୁ…

ଚାଷୀଙ୍କ ଆୟ ଦ୍ୱିଗୁଣିତ କରିବାକୁ ବିଜେଡି ସରକାର ଦେଇଥିବା ପ୍ରତିଶ୍ରୁତି ମିଛ: କଂଗ୍ରେସ

ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡ଼ି) ସରକାର ବିଭିନ୍ନ କ୍ଷେତ୍ରରେ ରାଜ୍ୟବାସୀଙ୍କୁ ବିଶ୍ୱାସଘାତକତା କରୁଥିବା ଅଭିଯୋଗ କରି କଂଗ୍ରେସ ଦଳ ଏହାକୁ ତୀବ୍ର ସମାଲୋଚନା କରିଛି। ଭୁବନେଶ୍ୱରରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଓପିସିସି ମିଡିଆ ଓ ଯୋଗାଯୋଗ ବିଭାଗ ର ଅଧ୍ୟକ୍ଷ ବିଶ୍ବରଞ୍ଜନ…

ଆପାର୍ଟମେଣ୍ଟରୁ କେମିତି ହେଉଥିଲା ଲୁଟ୍, ଲୁଟେରାଙ୍କୁ ଧରି ପୋଲିସ କରୁଛି ଜେରା

ଭୁବନେଶ୍ୱର: ଭୁବନେଶ୍ୱରରେ ବିଭିନ୍ନ ଆପାର୍ଟମେଣ୍ଟରୁ ଏକାଧିକ ଚୋରି ଘଟଣାରେ ସମ୍ପୃକ୍ତ ଥିବା ଆନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗର ୯ ଜଣ ସଦସ୍ୟଙ୍କୁ କମିସନରେଟ୍ ପୁଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତମାନଙ୍କ ଠାରୁ ନଗଦ ୩ ଲକ୍ଷ ୨୦ ହଜାର ଟଙ୍କା, ଦେଢ଼ କେଜି ରୁପା ଅଳଙ୍କାର, ସୁନା ଅଳଙ୍କାର, ୪ଟି…

ବଢ଼ିଲା ଅଙ୍ଗନବାଡ଼ି କର୍ମୀଙ୍କ ଦରମା

ଭୁବନେଶ୍ବର: ବଢ଼ିଲା ଅଙ୍ଗନବାଡ଼ି କର୍ମୀଙ୍କ ଦରମା । ମାସିକ ପାରିଶ୍ରମିକ ୭ ହଜାର ୫ଶହରୁ ୧୦ହଜାରକୁ ବୃଦ୍ଧି କଲେ ରାଜ୍ୟ ସରକାର । ସେହିପରି ମିନି ଅଙ୍ଗନବାଡ଼ି କର୍ମୀଙ୍କ ପାରିଶ୍ରମିକ ୫ ହଜାର ୩୭୫ରୁ ୭ ହଜାର ୨୫୦କୁ ବୃଦ୍ଧି କରିଛନ୍ତି ସରକାର । ଅଙ୍ଗନବାଡ଼ି ସହାୟିକାଙ୍କ ଦରମା ୩ ହଜାର…

ଓଡିଶା ରାଜ୍ୟ ପଣ୍ୟାଗାର ନିଗମ ତରଫରୁ କ୍ୟାପିଟାଲ ହସ୍ପିଟାଲକୁ ଇଲେକଟ୍ରିକ ଯାନ ପ୍ରଦାନ

ଭୁବନେଶ୍ଵର; ଓଡିଶା ରାଜ୍ୟ ପଣ୍ୟାଗାର ନିଗମ ଏହାର କର୍ପୋରେଟ୍ ସାମାଜିକ ଦାୟିତ୍ୱ ପାଣ୍ଠିରୁ କ୍ୟାପିଟାଲ ହସ୍ପିଟାଲ ଭୁବନେଶ୍ୱର କୁ ୧୧ ଲକ୍ଷ ୯୦ହଜାର ଟଙ୍କା ମୂଲ୍ୟର ଏକ ୧୦ ସିଟ ବିଶିଷ୍ଟ ଇଲେକଟ୍ରିକ ଯାନ ପ୍ରଦାନ କରିଛି । ହସ୍ପିଟାଲ କ୍ୟାମ୍ପସରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଖାଦ୍ୟ ଯୋଗାଣ…

ଶ୍ରୀମନ୍ଦିରରେ କାଠ ସବାରିରେ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ ଦିବ୍ୟାଙ୍ଗ ଭକ୍ତ

ପୁରୀ: ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା । ଆଉ ହ୍ବିଲ ଚେୟାର ନୁହଁ ବରଂ କାଠ ସବାରିରେ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ ଦିବ୍ୟାଙ୍ଗ ଭକ୍ତ । ଏନେଇ ନିର୍ମାଣ ହେଲା କାଠ ଚେୟାର । ଏଥିପାଇଁ ପ୍ରଥମେ ଦିବ୍ୟାଙ୍ଗ ଭକ୍ତ ମାନଙ୍କୁ ଅନଲାଇନରେ ପଞ୍ଜିକରଣ କରିବାକୁ…