Latest Odisha News

BREAKING NEWS

Browsing Category

ଓଡିଶା

Odisha

ନାଲକୋ ସମ୍ପ୍ରସାରଣ କାମ ବେଳେ ଅଘଟଣ, ଲୁହା ରଡ୍ ପଡ଼ି ୨ ଶ୍ରମିକ ମୃତ

କୋରାପୁଟ: ନାଲ୍‌କୋ ସମ୍ପ୍ରସାରଣ କାମ ବେଳେ ଅଘଟଣ । ରଡ୍‌ ବାଇଣ୍ଡିଂ ଚାଲିଥିବା ବେଳେ ରଡ୍‌ ପଡ଼ି ୨ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଛି । ତିନି ଜଣ ଠିକା ଶ୍ରମିକ ଝାଡଖଣ୍ଡର ବୋଲି ସୂଚନା ମିଳିଛି । ମୃତକ ମଧ୍ୟରୁ ଜଣଙ୍କର ପରିଚୟ ମିଳିଥିବା ବେଳେ ଅନ୍ୟ ଜଣେ ମୃତକ ଓ ଗୁରତରଙ୍କ ପରିଚୟ…

ତ୍ରୁଟି ମାନିଲେ ପରୀକ୍ଷା ନିୟନ୍ତ୍ରକ; ‘ସମସ୍ତଙ୍କୁ ମିଳିବ ନାହିଁ ଗ୍ରେସ୍‌ ମାର୍କ’

ଭୁବନେଶ୍ୱର: ଯୁକ୍ତ ଦୁଇ ଫିଜିକ୍ସ ପରୀକ୍ଷାରେ ତ୍ରୁଟି ହୋଇଥିବା ସ୍ୱୀକାର କଲା ସିଏଚଏସଇ । ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ପରୀକ୍ଷା ନିୟନ୍ତ୍ରକ ଆଶୋକ ନାୟକ କହିଛନ୍ତି, ଆଉଟ ଅଫ୍ ସିଲାବସ୍ ନୁହେଁ, ଚଏସ୍ ଡେଫିସିଟ୍ ରହିଛି । ରେଗୁଲାର ଓ ଏକ୍ସ ରେଗୁଲାର ସିଲାବସକୁ ନେଇ ପ୍ରଶ୍ନ ପ୍ରସ୍ତୁତ…

୬ ଦଫା ଦାବି ନେଇ ରାଜଧାନୀର ଲୋୟର ପିଏମଜିରେ ଗର୍ଜିଲେ ମତ୍ସ୍ୟଜୀବୀ

ଭୁବନେଶ୍ବର: ୬ ଦଫା ଦାବି ନେଇ ରାଜଧାନୀରେ ଗର୍ଜିଲେ ମତ୍ସ୍ୟଜୀବୀ । ଭୁବନେଶ୍ୱର ଲୋୟର ପିଏମଜିରେ ଏକାଠି ହୋଇଛନ୍ତି ହଜାର ହଜାର ମତ୍ସ୍ୟଜୀବୀ । ରାଜ୍ୟ ମତ୍ସ୍ୟଜୀବୀ ମହାସଂଘ ପକ୍ଷରୁ ଏହି ଆନ୍ଦୋଳନ କରାଯାଉଛି । ବାଲେଶ୍ୱର, ଭଦ୍ରକ, ପାରଦୀପ ସହ ରାଜ୍ୟର ବିଭିନ୍ନ ସ୍ଥାନରୁ ମତ୍ସ୍ୟଜୀବୀ ଆସି…

ଯୁକ୍ତ ୨ ପରୀକ୍ଷା: ମାର୍ଚ୍ଚ ୨୨ରୁ ଖାତା ଦେଖା, ୧୫ରେ ଫଳ

କଟକ: ମେ’ ୧୫ ଭିତରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ । ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ ବାହାରିବ । ଚଳିତ ବର୍ଷ ଗୋଟିଏ ଦିନରେ ସବୁ ରେଜଲ୍ଟ ପ୍ରକାଶ ପାଇବ । ଏନେଇ ସୂଚନା ଦେଇଛନ୍ତି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ଅଶୋକ ନାୟକ । ନିର୍ବାଚନ…

ବରପଦା ଇଂଜିନିୟରିଂ କଲେଜରୁ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପରିବାରକୁ ହଟେଇବା ଦାବିରେ ୧୨ ଘଣ୍ଟିଆ ବରପଦା ବନ୍ଦ

ଭଦ୍ରକ: ଆଜି ୧୨ ଘଣ୍ଟିଆ ବରପଦା ବନ୍ଦ ଡାକରା । ବରପଦା ଇଂଜିନିୟରିଂ କଲେଜରୁ ପ୍ରଫୁଲ୍ଲ ସାମଲ ପରିବାରଙ୍କୁ ବହିଷ୍କାର ଏବଂ ସରକାର ଏହାର ଦାୟିତ୍ତ୍ବ ନେବାକୁ ଦାବିକରି ୧୨ ଘଣ୍ଟିଆ ବରପଦା ଡାକରା ଦେଇଛନ୍ତି କଲେଜର କର୍ମଚାରୀ ଓ ବରପଦା ବିକାଶ ମଞ୍ଚ । ଏହି ବନ୍ଦ ଫଳରେ ଭଦ୍ରକ-ଆନନ୍ଦପୁର ଓ…

ଏନଏସି ମାନ୍ୟତା ଦାବିରେ ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ଦ ପାଳନ

ବଲାଙ୍ଗିର/ସୁବର୍ଣ୍ଣପୁର/କଳାହାଣ୍ଡି/ବାଲେଶ୍ୱର: ଏନଏସି ଘୋଷଣା ଦାବିରେ ତେଜୁଛି ପ୍ରତିବାଦ । ବିଭିନ୍ନ ସ୍ଥାନରେ ବନ୍ଦ ପାଳନ କରାଯାଉଛି । ଏହି କ୍ରମରେ ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା, ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା, କଳାହାଣ୍ଡି ଜିଲ୍ଲା ଏମ୍. ରାମପୁର ଓ ବାଲେଶ୍ୱର ଜିଲ୍ଲା ବାଲିଆପାଳରେ…

ପଟିଆ ରେଳ ଷ୍ଟେସନ ଓ ଗାଡ଼କଣ ରାସ୍ତା ପାଇଁ ଜନ ଶୁଣାଣି ଅନୁଷ୍ଠିତ

ଭୁବନେଶ୍ୱର: ପଟିଆ ରେଳ ଷ୍ଟେସନ ଓ ଗୁରୁ କେଳୁଚରଣ ମହାପାତ୍ର ପାର୍କ, ଗାଡ଼କଣକୁ ସଂଯୋଗ କରୁଥିବା ସିଡିପି ରାସ୍ତା ନିର୍ମାଣ ପାଇଁ ପଟିଆ ସ୍ଥିତ କନକ ଦୁର୍ଗା ମନ୍ଦିରରେ ଜନଶୁଣାଣି କରାଯାଇଛି । ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହି ସଡ଼କ ପ୍ରକଳ୍ପର କାର୍ଯ୍ୟନିର୍ବାହୀ ସଂସ୍ଥା ।…

ଆସିଲା ବାଘ ଗଣନା ରିପୋର୍ଟ, ରାଜ୍ୟରେ ୩୦ ମହାବଳ, ଶିମିଳିପାଳରେ ୨୭ ମଧ୍ୟରୁ ୧୩ କଳାବାଘ ଚିହ୍ନଟ

ଭୁବନେଶ୍ବର: ସାମ୍ନାକୁ ଆସିଲା ରାଜ୍ୟର ବାଘ ଗଣନା ରିପୋର୍ଟ । ଓଡିଶା ଜଙ୍ଗଲରେ ଅଛନ୍ତି ୩୦ ମହାବଳ ବାଘ । କେବଳ ଶିମିଳିପାଳରେ ୨୪ ମହାବଳ ବାଘ ଅଛନ୍ତି । ରାଜ୍ୟରେ ୩୦ ମହାବଳରୁ ୧୪ ଟି ବାଘୁଣୀ ରହିଛନ୍ତି । ସେହିପରି ୧ ବର୍ଷରୁ କମ ୮ ଟି ବାଘ ଛୁଆ ଶିମିଳିପାଳରେ ଅଛନ୍ତି । ସର୍ବଭାରତୀୟ…

ଅଖିଳ ଭାରତ ଦଳିତ ଅଧିକାର ଆନ୍ଦୋଳନର ପ୍ରଥମ ରାଜ୍ଯ ସମ୍ମିଳନୀ

ଭୁବନେଶ୍ଵର: ଆଜି ଓଡିଶାର ବିଭିନ୍ନ ଜିଲ୍ଲାରୁ ଆସିଥିବା ଦଳିତ ବର୍ଗର ପ୍ରତିନିଧିମାନଙ୍କୁ ନେଇ ଅଖିଳ ଭାରତ ଦଳିତ ଅଧିକାର ଆନ୍ଦୋଳନର ପ୍ରଥମ ରାଜ୍ଯ ସମ୍ମିଳନୀ ଭୁବନେଶ୍ଵର ଭଗବତୀ ଭବନ ସମ୍ମିଳନୀ କକ୍ଷରେ ବିକେଏମୟୁ ରାଜ୍ଯ ସମ୍ପାଦକ ସୁର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି।…

ଅନୁଗୋଳରେ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ

ଛେଣ୍ଡିପଦା: ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବ୍ଲକ କଙ୍କରେଇସ୍ଥିତ ଏମସିଏଲର ସୁଭଦ୍ରା ଅଞ୍ଚଳରେ ଆଜି ଶିଳାନ୍ୟାସ ହୋଇଥିବା କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ ତାଳଚେରରେ ପାଠପଢାର ପରମ୍ପରାକୁ ଆଗକୁ ନେବାରେ ସାହାଯ୍ୟ କରିବ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା…