Latest Odisha News

BREAKING NEWS

Browsing Category

ଓଡିଶା

Odisha

ଏମାର ମଠ: ମାଟିତଳେ ଅଛି କି ଗୁପ୍ତଧନ, ବିବାଦରେ ଓବିସିସି

ପୁରୀ: ଏମାରମଠ ପରିସରରୁ ବଡବଡ ଗାତ ଖୋଳିବା ପ୍ରସଙ୍ଗରେ ନୂଆ ଟୁଇଷ୍ଟ। ବିବାଦରେ ଓବିସିସି ବା ରାଜ୍ୟ ସେତୁ ନିର୍ମାଣ ନିଗମ। ପଦାରେ ପଡିଲା ଓବିସିସିର ଡାହା ମିଛ।  ଶ୍ରୀମନ୍ଦିର ଚତୁର୍ପାଶ୍ୱରେ ହୋଇଥିବା ଜିପିଆରଏସ୍ ରିପୋର୍ଟରେ ସେମିତି କୌଣସି ଗୁପ୍ତଧନ ମାଟି ତଳୁ ବାହାରିନଥିବା ଗତକାଲି…

ବିଜେପି ସରକାରକୁ ଆସିଲେ ଚାଷୀ ପାଇବେ ପ୍ରତି କ୍ୱିଂଟାଲ ଧାନ ପିଛା ୩୧ଶହ ଟଙ୍କା

ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାରକୁ ଆସିଲେ ଚାଷୀ ପାଇବେ ପ୍ରତି କ୍ୱିଂଟାଲ ଧାନ ପିଛା ୩୧ଶହ ଟଙ୍କା । ଭାରତ ବର୍ଷର ଯଶସ୍ୱୀ ଲୋକପ୍ରିୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚାଷୀମାନଙ୍କର ଆୟକୁ ଦୁଇଗୁଣା କରିବା ପାଇଁ ଆରମ୍ଭ କରିଥିଲେ କୃଷକ କଲ୍ୟାଣକାରୀ ଯୋଜନା । ଏହି ଯୋଜନା ଅଧିନରେ ଦେଶର…

ଉପକୃତ ହେବେ ୪ଲକ୍ଷ ଭିନ୍ନକ୍ଷମ, କୃତ୍ରିମ ଅଙ୍ଗ ଓ ସହାୟକ ଉପରଣ ଯୋଗାଇବେ ସରକାର

ଭୁବନେଶ୍ୱର: ମିଳିବ ଭିନ୍ନକ୍ଷମଙ୍କୁ କୃତ୍ରିମ ଅଙ୍ଗ ଓ ସହାୟକ ଉପକରଣ । ବିଭିନ୍ନ କେନ୍ଦ୍ର ଓ ଭାମ୍ୟମାଣ ଶିବିର ଜରିଆରେ ଜାରି ରହିବ ବିତରଣ । ରାଜ୍ୟରେ ପ୍ରାୟ ୪ଲକ୍ଷ ଭିନ୍ନକ୍ଷମଙ୍କୁ ଯୋଗାଇ ଦିଆଯିବ ଆବଶ୍ୟକୀୟ କୃତ୍ରିମ ଅଙ୍ଗପ୍ରତ୍ୟଙ୍ଗ ସହ ଅନ୍ୟାନ୍ୟ ସହାୟକ ସରଞ୍ଜାମ । ସାମାଜିକ ସୁରକ୍ଷା…

ସିବିଏସଇ ଦଶମ ବୋର୍ଡ୍ ପରୀକ୍ଷାରେ ଓଡ଼ିଆ ଭାଷାକୁ ଅସମ୍ମାନ, ଭୁଲ୍ ପ୍ରଶ୍ନ ପଢି ଉତ୍ତର ଲେଖିଲେ ପିଲା

ଭୁବନେଶ୍ୱର: ପୁଣି ଓଡ଼ିଆ ଭାଷାକୁ ଅସମ୍ମାନ ! ଓଡ଼ିଆ ଭାଷା ସମ୍ମିଳନୀରେ କାନ୍ତକବିଙ୍କୁ 'କଣ୍ଠକବି' କହି ଓଡ଼ିଆ ଭାଷାର ଯେପରି ଅପମାନିତ କରାଯାଇଥିଲା, ସେ କ୍ଷୋଭ ଏବେ ବି ମନରୁ ଯାଇନି । ଆଉ ଏହାରିଭିତରେ ଆଉ ଏକ ଭୟଙ୍କର ତ୍ରୁଟି ସାମ୍ନାକୁ ଆସିଛି । ତାହା ପୁଣି ସିବିଏସଇ ଦଶମ ବୋର୍ଡ…

ଓଡ଼ିଶା ସମେତ ଦେଶରେ ୨ ହଜାରୁ ଅଧିକ ରେଳ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ବର: ଦେଶବାସୀଙ୍କୁ ୪୧ ହଜାର କୋଟି ମୂଲ୍ୟର ୨ ହଜାରରୁ ଅଧିକ ରେଳ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭିସି ଜରିଆରେ ଅମୃତ ଭାରତ ଷ୍ଟେସନ ଯୋଜନାରେ ୫୫୪ଟି ରେଳ ଷ୍ଟେସନର ପୁନଃବିକାଶ ପାଇଁ ଶିଳାନ୍ୟାସ କରିଛନ୍ତି ।…

ବରମୁଣ୍ଡା ଆମ୍ବେଦକର ବସ୍‌ ଟର୍ମିନାଲରେ ହେବ ପୋଲିସ୍‌ ଆଉଟପୋଷ୍ଟ, ନିଯୁକ୍ତି ପାଇବେ ୮୯ ପୋଲିସ୍‌ କର୍ମଚାରୀ

ଭୁବନେଶ୍ବର: ବରମୁଣ୍ଡା ଡ. ବାବା ସାହେବ ଭୀମରାଓ ଆମ୍ବେଦକର ବସ୍‌ ଟର୍ମିନାଲରେ ହେବ ପୋଲିସ୍‌ ଆଉଟପୋଷ୍ଟ । ଏଥିରେ ୮୯ ଜଣ ପୋଲିସ୍‌ କର୍ମଚାରୀ ନିଯୁକ୍ତି ପାଇବେ । ଏନେଇ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୂଚନାଯୋଗ୍ୟ ଯେ, 5-T ଉପକ୍ରମରେ ଏହି ଆନ୍ତଃରାଜ୍ୟ ବସ୍‌…

ଗଦଗଦା ଶୈବପୀଠକୁ କେବେ ମିଳିବ ପର୍ଯ୍ୟଟନ ସ୍ଥଳୀର ମାନ୍ୟତା

ରାୟଗଡା: ବଣ ପାହାଡ଼ ଘେରା ଅପରୂପ ସୌନ୍ଦର୍ଯ୍ୟ, ଆକର୍ଷଣୀୟ ଜଳପ୍ରପାତ, ନିୟମଗିରିର ସବୁଜିମା, ଡଙ୍ଗରିଆ ଓ ଲାଞ୍ଜିଆ ସଉରାଙ୍କ ବୈଭବପୂର୍ଣ୍ଣ ସଂସ୍କୃତିକୁ ନେଇ ପର୍ଯ୍ୟଟନ ମାନଚିତ୍ରରେ ରାୟଗଡ଼ାର ସ୍ଥାନ ନିଆରା । ରାୟଗଡା ଜିଲ୍ଲା ନିୟମଗିରି ପାହାଡ଼ ଅଞ୍ଚଳ ପାକୃତିକ ସୌନ୍ଧର୍ଯ୍ୟର ଗନ୍ତାଘର ।…

ଫେବୃଆରୀ ୨୮ରେ ଓଡ଼ିଶା ଆସିବେ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟସ୍

ଭୁବନେଶ୍ବର: ଫେବୃଆରୀ ୨୮ରେ ଓଡ଼ିଶା ଆସିବେ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ । ଓଡିଶା ଗସ୍ତ ବେଳେ ବିଲ୍‌ ଗେଟସ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଓଡିଶା ଆସି ସେ ଭୁବନେଶ୍ବର ସ୍ଥିତ କୃଷି ଭବନ ପରିଦର୍ଶନ କରିବେ । ସୂଚନାଯୋଗ୍ୟ ଯେ,…

୨୮ରେ ଓଡ଼ିଶା ଆସିବେ ମହାମହିମ, ଗସ୍ତ ପାଇଁ କମିଶନରେଟ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୨୮ ତାରିଖରେ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଆରମ୍ଭ କରିଦେଇଛି କମିଶନରେଟ ପୋଲିସର । ୪ ଦିନିଆ ଓଡ଼ିଶା ଗସ୍ତ ସମୟରେ ରାଷ୍ଟ୍ରପତି ଭୁବନେଶ୍ୱର ସମେତ ମୟୂରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, କଟକ ଓ…

ମାଟ୍ରିକ ପ୍ରଶ୍ନପତ୍ର ଲିକ୍ ଅଭିଯୋଗ ମାମଲା, ଏନେଇ କୌଣସି ଖବର ନାହିଁ କହିଲେ ବୋର୍ଡ କର୍ତ୍ତୃପକ୍ଷ

କଟକ: ଚାଲିଛି ମାଟ୍ରିକ ପରୀକ୍ଷା । ଏହାରି ଭିତରେ ପ୍ରଶ୍ନପତ୍ର ଲିକ୍ ଅଭିଯୋଗ ସାମ୍ନାକୁ ଆସିଛି । ଆଜି ଗଣିତ ପରୀକ୍ଷା ଆରମ୍ଭ ହେବା ପୂର୍ବରୁ ପ୍ରଶ୍ନପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି । ମୋବାଇଲରୁ ମୋବାଇଲକୁ ଘୁରି ବୁଲିଛି ପ୍ରଶ୍ନପତ୍ର । ପ୍ରଶ୍ନ ସହ ଉତ୍ତର ମଧ୍ୟ ରହିଛି । ବୋର୍ଡର…