Latest Odisha News

BREAKING NEWS

Browsing Category

ଓଡିଶା

Odisha

ଡାକ୍ତର ଓ ନର୍ସଙ୍କ ଅବହେଳା ଯୋଗୁଁ ପ୍ରସୂତିଙ୍କ ମୃତ୍ୟୁ, ମେଡିକାଲ ପରିସରରେ ଉତ୍ତେଜନା

ଭଦ୍ରକ: ଡାକ୍ତରଙ୍କ ଅବହେଳା ଯୋଗୁଁ ପ୍ରସୂତିଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ମୁଖ୍ୟ ଚିକିତ୍ସାଳରେ । ଏହି ଘଟଣା ପରେ ମେଡିକାଲରେ‌ ଉତ୍ତେଜନା ଦେଖାଦେଇଛି । ସୂଚନା ମୁତାବକ, ଆଗରପଡା ଥାନା ଅନ୍ତର୍ଗତ ଅଣିଜ ଗାଁର ଶାନ୍ତିଲତା ଘଡେଇଙ୍କ ପ୍ରସବ…

ଏନଏସି ମାନ୍ୟତା ଦାବିରେ ୧୨ ଘଣ୍ଟିଆ ମନମୁଣ୍ଡା ବନ୍ଦ

ବୌଦ୍ଧ: ଆଜି ୧୨ ଘଣ୍ଟିଆ ମନମୁଣ୍ଡା ବନ୍ଦ । ଏନଏସି (NAC) ମାନ୍ୟତା ଦାବିରେ ବୌଦ୍ଧ ଜିଲ୍ଲା ମନମୁଣ୍ଡା ବନ୍ଦ ଡାକରା ଦେଇଛି କ୍ରିୟାନୁଷ୍ଠାନ କମିଟି । ସକାଳ ୬ ଟାରୁ ସନ୍ଧ୍ୟା ୬ ଯାଏଁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ଫଳରେ ଯାତାୟତ ସମ୍ପୂର୍ଣ୍ଣ ଭାବେ ଠପ୍ ହୋଇଯାଇଛି । ବନ୍ଦ…

ଭାରସାମ୍ୟ ହରାଇ ଗଛରେ ପିଟି ହେଲା ବୋଲେରୋ; ୩ ମୃତ, ୪ଗୁରୁତର

କେନ୍ଦ୍ରାପଡ଼ା: କେନ୍ଦ୍ରାପଡା ଓସ୍ତପୁର ଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବୋଲେରୋଟି ଭାରସାମ୍ୟ ହରାଇ ଗଛରେ ପିଟି ହେବାରୁ ଏହି ଦୁର୍ଘଟଣା ଘଟିଛି । ଏଥିରେ ୩ ଜଣଙ୍କ ମୃତ୍ୟୁହୋଇଥିବାବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ବୋଲେରୋରେ ଡ୍ରାଇଭରକୁ ମିଶାଇ ମୋଟ ୭ ଜଣ ସଦସ୍ୟ ଥିଲେ । ଏଯାବତ୍…

ଯୌତୁକ ଜୁଇରେ ଆଉ ଜଣେ ବଧୂ; ହତ୍ୟା ଅଭିଯୋଗ

ଭୁବନେଶ୍ୱର: ଯୌତୁକ ଜୁଇରେ ଆଉ ଜଣେ ବଧୂ । ଯୌତୁକ ପାଇଁ ଶାଶୁ ଘର ଲୋକେ ଜଣେ ବୋହୂକୁ ମାରି ଦେଇଥିବା ଅଭିଯୋଗ ହୋଇଛି । ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରରେ ।  ମୃତ ମହିଳାଙ୍କ ନାଁ ଝିଲି ସେଠୀ  । ଅଭିଯୋଗ ଅନୁସାରେ, ସାମନ୍ତରାପୁରର ଚନ୍ଦନ ସେଠୀଙ୍କୁ ଝିଲି ଗତ ୩ ବର୍ଷ ତଳେ…

ବଲାଙ୍ଗୀରରେ ଭୟଙ୍କର ବିସ୍ଫୋରଣ

ବଲାଙ୍ଗୀର:ବଡ଼ମାଳସ୍ଥିତ ଗୋଳାବାରୁଦ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି। ତେବେ ଏହି ଘଟଣା ମୃତାହତକୁ ନେଇ କୌଣସି ସଠିକ ସୂଚନା ବର୍ତ୍ତମାନ ସୁଦ୍ଧା ସାମ୍ନାକୁ ଆସିପାରିନାହିଁ। ସେପଟେ ବିସ୍ଫୋରଣ ପରେ କାରଖାନା ଚାରିପଟେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।…

ବିଜେପି ସହ ଭିତିରିଆ ସମ୍ପର୍କକୁ ନେଇ ବିଜେଡିର ଅନେକ ନେତା ଅସନ୍ତୁଷ୍ଟ: କଂଗ୍ରେସ

ଭୁବନେଶ୍ୱର: ଲୋକସଭା ଓ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଶାସକ ଦଳର ସାମ୍ପ୍ରତିକ ସ୍ଥିତିକୁ ନେଇ ବିଜୁ ଜନତା ଦଳର ଅନେକ ନେତା ଅସନ୍ତୁଷ୍ଟ ଥିବା କଂଗ୍ରେସ ପକ୍ଷରୁ କୁହାଯାଇଛି। ଓଡ଼ିଶା ମର୍ମରେ କଂଗ୍ରେସ ପ୍ରଭାରୀ ଅଜୟ କୁମାରଙ୍କ କହିବାନୁଯାୟୀ, ଭାରତୀୟ ଜନତା ପାର୍ଟି (ବିଜେପି)…

ଏକଦା ମୁଖ୍ୟମନ୍ତ୍ରୀଙ୍କ ନିକଟତମ ଥିଲେ, ଦଳ ବଦଳ ପରେ କହିଲେ ବିଜେଡିର ନାହିଁ କୌଣସି ଯୋଜନା

ଭୁବନେଶ୍ୱର: ଏକଦା ମୁଖ୍ୟମନ୍ତ୍ରୀଙ୍କ ବିଶ୍ୱସ୍ତ ସହଯୋଗୀ ଥିବା ପୂର୍ବତନ ବିଜୁ ଜନତା ଦଳ ନେତା ଦେବାଶିଷ ନାୟକ ରବିବାର ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି। ଓଡ଼ିଶା ସରକାରଙ୍କୁ ତୀବ୍ର ସମାଲୋଚନା କରି ଶ୍ରୀ ନାୟକ କେନ୍ଦ୍ର ସରକାରଙ୍କ ଯୋଜନା ଓ କାର୍ଯ୍ୟକ୍ରମକୁ ଅପହରଣ କରିଥିବା ଅଭିଯୋଗ…

‘୧୪୭ ବିଧାନସଭା ଓ ୨୧ ଲୋକସଭା ଆସନ ପାଇଁ ୧୦ ହଜାରରୁ ଅଧିକ ବିଜେଡି ଟିକେଟ ପାଇବାକୁ ଆଶାୟୀ’

ଭୁବନେଶ୍ୱର: ଆଗାମୀ ନିର୍ବାଚନରେ ବିଜୁ ଜନତା ଦଳ ଐତିହାସିକ ବିଜୟ ହାସଲ କରିବ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଛି। ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ନବୀନ ପଟ୍ଟନାୟକଙ୍କ ପ୍ରତି ଆସ୍ଥା ବୃଦ୍ଧି ଉପରେ ଆଲୋକପାତ କରିଛନ୍ତି। ଆଗାମୀ ନିର୍ବାଚନ ପାଇଁ ଜାତୀୟ ରାଜନୈତିକ ଦଳର ପେସାଦାର…

ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ପୂର୍ବରୁ ସୁରକ୍ଷା ବ୍ୟବସ୍ଥା ପରଖିଲା ବାୟୁସେନା

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୪ ଦିନିଆ ଓଡ଼ିଶା ଗସ୍ତ ପୂର୍ବରୁ ଭାରତୀୟ ବାୟୁସେନାର ଅଧିକାରୀମାନେ ମୟୂରଭଞ୍ଜରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରିଛନ୍ତି। ଜୁଲାଇ ୨୦୨୨ରେ ରାଷ୍ଟ୍ରପତି ଦାୟିତ୍ୱ ଗ୍ରହଣ କରିବା ପରେ ଏହା ତାଙ୍କର ତୃତୀୟ ଜିଲ୍ଲା ଗସ୍ତ। ବାୟୁସେନା ର…

ନିର୍ବାଚନ ବେଳେ ଭଦ୍ରକ ବିଜେଡିରେ ଗୋଷ୍ଠୀ କନ୍ଦଳ, ଅଡୁଆରେ ବିଧାୟକ ସଞ୍ଜୀବ ମଲ୍ଲିକ

ଭଦ୍ରକ: ନିର୍ବାଚନ ବେଳେ ଶାସକ ବିଜୁ ଜନତା ଦଳ (ବିଜେଡି)ରେ ଗୋଷ୍ଠୀ କନ୍ଦଳ ଉଗ୍ରରୂପ ଧାରଣ କରିବାରେ ଲାଗିଛି। ଦଳ ଭିତରେ ଥିବା ଫାଟ ତୀବ୍ର ଚର୍ଚ୍ଚାକୁ ଆସିଥିବା ବେଳେ ବିଧାୟକ ସଞ୍ଜୀବ ମଲ୍ଲିକଙ୍କ ବିରୋଧରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ମିଳିଥିବା ସୂଚନା ଅନୁଯାୟୀ, ୫ଟି ଅଧ୍ୟକ୍ଷ ଭିକେ…