Latest Odisha News

BREAKING NEWS

Browsing Category

ଓଡିଶା

Odisha

ମୌସୁମୀ ବର୍ଷା ପ୍ରଭାବରେ ଖସିଲା ଇଲିସ୍ ଦର, ୨୫୦ ଟଙ୍କାରେ ବୋହି ନେଲେ ଲୋକ

ବାଲେଶ୍ୱର: ମାଛ ଅନେକଙ୍କ ପ୍ରିୟ ଖାଦ୍ୟ । ଆଉ ଯଦି ଇଲିସ୍ କଥା ପଡ଼େ ତ ସମସ୍ତଙ୍କ ପାଟିରୁ ନାଳ ଗଡ଼େ । ଆପଣ ଯଦି ଇଲିସ୍ ଖାଇବାକୁ ଆଗ୍ରହୀ ତା’ହେଲେ ଆଉ ଡେରି କରନ୍ତୁ ନାହିଁ । କାରଣ ଇଲିସ୍ ମାଛର ଦର ଖସିଛି । ବାଲେଶ୍ୱରରେ ଇଲିସ୍ ମାଛ କେଜି ପିଛା ୨୫୦ ଟଙ୍କାକୁ ଖସି ଆସିଛି । ଖବର…

ବିଦ୍ୟାଳୟ କୋଠାକୁ ସ୍ଥାନାନ୍ତର ହେବ ରମାଦେବୀ କନିଷ୍ଠ ମହାବିଦ୍ୟାଳୟ

ଭୁବନେଶ୍ୱର: ରମାଦେବୀ କନିଷ୍ଠ ମହାବିଦ୍ୟାଳୟ ସ୍ଥାନାନ୍ତରିତ ହେବ । କ୍ୟାମ୍ପସକୁ ଲାଗି ରହିଥିବା ବିଦ୍ୟାଳୟ କୋଠାକୁ ଯିବ ଜୁନିଅର୍ କଲେଜ । ରମାଦେବୀ ବିଶ୍ୱବିଦ୍ୟାଳୟ ଭିତ୍ତିଭୂମି ଠାରୁ ଜୁନିଅର କଲେଜକୁ ପୃଥକ କରିବା ଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି । ନିଷ୍ପତ୍ତି ଅନୁଯାୟୀ, ରମାଦେବୀ…

ପ୍ରଚଣ୍ଡ ଘଡଘଡି ଓ ବିଜୁଳି ଶବ୍ଦରେ ଖସି ପଡିଲା ରାମେଶ୍ୱର ମନ୍ଦିରର ଦଧିନଉତି

ଭୁବନେଶ୍ୱର:ପ୍ରଚଣ୍ଡ ଘଡଘଡି ଓ ବିଜୁଳିରେ ଭାଙ୍ଗିଲା ମନ୍ଦିର । ଖସିପଡିଲା ଦଧିନଉତି । ଭୁବନେଶ୍ୱର ମାଉସୀମା’ ଛକ ନିକଟରେ ଥିବା ରାମେଶ୍ୱର ମନ୍ଦିରର ଦଧିନଉତି ଆଜି ଖସି ପଡିଛି । ୬୦ ଫୁଟ ଏହି ମନ୍ଦିରର ଦଧିନଉତି ଖସି ମନ୍ଦିର ପ୍ରାଙ୍ଗଣରେ ପଡ଼ିଛି । ମନ୍ଦିର ଭିତରେ ବ୍ରାହ୍ମଣ ପୂଜା…

ଜେଲରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ଆଣିଲା ହତ୍ୟା ଅଭିଯୋଗ

ବ୍ରହ୍ମପୁର: ଭଞ୍ଜନଗର ସବ ଜେଲରେ ଜଣେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ମୃତକ ବେଲଗୁଣ୍ଠାର ହୋଇଥିବା ବେଳେ ୫ ଦିନ ତଳେ ତାଙ୍କୁ ଏକ ଚୋରି ମାମଲାରେ ଗିରଫ କରିଥିଲା ପୋଲିସ । ମେଡିକାଲରେ ଡାକ୍ତର ମୃତ ଘୋଷଣା କରିଥିବା ବେଳେ ପିଟିପିଟି ମାରି ଦେଇଥିବା ପରିବାର ଲୋକ ଅଭିଯୋଗ…

ମହମ୍ମଦ ମୋକିମ୍ ଓ ଚିରଞ୍ଜୀବ ବିଶ୍ୱାଳଙ୍କୁ ଦଳରୁ ନିଲମ୍ବିତ କଲା କଂଗ୍ରେସ

ଭୁବନେଶ୍ୱର: କାରଣ ଦର୍ଶାଅ ନୋଟିସ୍ ପରେ ନିଲମ୍ବନ । କଂଗ୍ରେସରୁ ନିଲମ୍ବିତ ହେଲେ ବିଧାୟକ ମହମ୍ମଦ ମୋକିମ୍ ଓ ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ । ଦଳ ବିରୋଧୀ କାର୍ଯ୍ୟ ନେଇ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଭିଯୋଗ କ୍ରମେ ଏଆଇସିସି ଉଭୟଙ୍କୁ ଦଳର ସସପେଣ୍ଡ କରିଛି । ମେ ମାସ ଶେଷ…

ଅପରାହ୍ନ ୩ଟା ସୁଦ୍ଧା ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ; ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଆସୁଛି ବଡ ବର୍ଷା । ୧୫ରୁ ୧୯ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ଥିବା ଅନୁମାନ କରିଛି ପାଣିପାଗ ବିଭାଗ । ଏଥିପାଇଁ ସତର୍କ ସୂଚନା ଜାରି କରାଯାଇଛି । ୧୯ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତାକାଲି ବଙ୍ଗୋପସାଗରରେ ଏକ…

ସୁଲଭ ମୂଲ୍ୟରେ ମିଳିବ ଅବଢା; ଆନନ୍ଦ ବଜାରରେ ଲାଗିବ ମହାପ୍ରସାଦ ରେଟ୍ ଚାର୍ଟ

ପୁରୀ: ଦୁର୍ମୂଲ୍ୟ ହେବନି ମହାପ୍ରସାଦ । ସୁଲଭ ମୂଲ୍ୟରେ ଆନନ୍ଦବଜାରରେ  ଅବଢା ଖାଇବେ ଭକ୍ତ । ଶ୍ରୀମନ୍ଦିରରେ ଠକେଇର ଶିକାର ହେବନି ଶ୍ରଦ୍ଧାଳୁ । ଏଣିକି ଆନନ୍ଦ ବଜାରରେ ଲାଗିବ ମହାପ୍ରସାଦ ଦରର ଚାର୍ଟ । ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଅନୁଷ୍ଠିତ ଶୃଙ୍ଖଳା କମିଟି ବୈଠକରେ ଏପରି…

ଏଥର ରାଷ୍ଟ୍ରପତିଙ୍କ କଟକ ଗସ୍ତ ବେଳେ କଟିବନି ଲାଇନ; ପ୍ରତିଶ୍ରୁତି ଦେଲେ ଟାଟା ପାୱାରର CEO

କଟକ: ଏଥର କଟିବନି ଲାଇନ। ଅନ୍ଧାର ଦେଖିବେନି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାରିପଦା ଅବ୍ୟବସ୍ଥାର ପୁନରାବୃତ୍ତି ଏଠାରେ ହେବନି । ରାଷ୍ଟ୍ରପତି ଙ୍କ ତିନି ଦିନିଆ ଓଡିଶା ଗସ୍ତ ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇ ଯାଇଛି । ଏ ନେଇ TPCODL ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରଯାଇଛି ।…

ଗୁରୁଜୀ ଡଃ ଚନ୍ଦ୍ରଭାନୁ ଶତପଥୀଙ୍କୁ ସମ୍ମାନିତ କଲା ଆମେରିକା : ଜୁଲାଇ ୧୩ ଚନ୍ଦ୍ରଭାନୁ ଶତପଥୀ ଦିବସ ଭାବେ ଘୋଷଣା

ଭୁବନେଶ୍ୱର: ବିଶ୍ୱବ୍ୟାପୀ ମାନବ ଜୀବନର କଲ୍ୟାଣ ସାଧନା ତଥା ତାଙ୍କର ପ୍ରସିଦ୍ଧ କାବ୍ୟକୃତି ଶ୍ରୀଗୁରୁ ଭାଗବତ ନିମନ୍ତେ ଗୁରୁଜୀ ଡଃ ଚନ୍ଦ୍ରଭାନୁ ଶତପଥୀଙ୍କୁ ଯୁକ୍ତରାଷ୍ଟ୍ର ଆମେରିକା ସରକାରଙ୍କ ପକ୍ଷରୁ ଏକ ବିରଳ ସମ୍ମାନରେ ସମ୍ମାନିତ କରାଯାଇଛି । ଏକକାଳୀନ ଆମେରିକାର ତିନୋଟି ସ୍ଥାନୀୟ…

ରୋବୋଟିକ ସର୍ଜରୀ କ୍ଷେତ୍ରରେ ଆମ୍ରି ହସ୍ପିଟାଲର ତିଆରି କରିଛି ଏକ ମାଇଲଖୁଣ୍ଟ

ଭୁବନେଶ୍ୱର: ପୂର୍ବାଞ୍ଚଳ ଭାରତ ପାଇଁ ପ୍ରଥମ ପ୍ରକାରର ସଫଳତାରେ ଆମ୍ରି ହସ୍ପିଟାଲ ଭୁବନେଶ୍ୱର ୪ମାସ ମଧ୍ୟରେ ୧୦୦ଟି ରୋବୋଟିକ ଆଣ୍ଠୁ ପ୍ର୍ରତିରୋପଣ କରିବାରେ ସଫଳ ହୋଇ ପାରିଛି । ଆମ୍ରିର କ୍ଲିନିକାଲ ଉତ୍କର୍ଷତା ଓ ବୈଷୟିକ ଉନ୍ନତି, ଅସ୍ଥିଶଲ୍ୟ ଏବଂ ମିଳିତ ପ୍ରତିସ୍ଥାପନ ଏବଂଓଡ଼ିଶାକୁ ଏକ…