Latest Odisha News

BREAKING NEWS

Browsing Category

ଓଡିଶା

Odisha

‘ମୋ ବସ୍‌’ର ନୂତନ ମୋବାଇଲ୍ ଆପ୍ ଉନ୍ମୋଚନ

ଭୁବନେଶ୍ୱର: କ୍ୟାପିଟାଲ୍ ରିଜିୟନ୍ ଅର୍ବାନ୍ ଟ୍ରାନ୍ସପୋର୍ଟ ରାଜ୍ୟ ସରକାରଙ୍କ ସ୍ୱତନ୍ତ୍ର ସହରୀ ଜନ ପରିବହନ ପ୍ରକଳ୍ପ। ମୋ ବସ୍ ସେବାରେ ଉନ୍ନତ ପ୍ରଯୁକ୍ତି ବିଦ୍ୟା ଓ ଯାତ୍ରୀମାନଙ୍କ ପାଇଁ ସହଜ, ସରଳ ଯାତ୍ରା ପାଇଁ ଏକ ନୂତନ ମୋ ବସ୍ ମୋବାଇଲ୍ ଆପ୍ଲିକେସନ୍ ଉନ୍ମୋଚନ ହୋଇଛି । ଯେଉଁଥିରେ…

ଅନ୍ୟ ଶରୀରରେ ଦମୟନ୍ତୀଙ୍କ ଯକୃତ, ଗ୍ରୀନ କରିଡରରେ ଗଲା ଦିଲ୍ଲୀ

ଭୁବନେଶ୍ବର : ପ୍ରତିରୋପଣ ସେବା କ୍ଷେତ୍ରରେ ନିଜର ପାରଦର୍ଶିତାକୁ ବଜାୟ ରଖିବା ସହିତ ମୃତକଙ୍କ ଶରୀରରୁ ଅଙ୍ଗ ପୁନରୁଦ୍ଧାର କରି ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କରିଛି ଏମ୍‌ସ ଭୁବନେଶ୍ବର। ପ୍ରଥମଥର ପାଇଁ ଆଜି ଏହି ଜାତୀୟ ସ୍ବାସ୍ଥ୍ୟ ପ୍ରତିଷ୍ଠାନରେ ବିଶେଷଜ୍ଞମାନେ ବ୍ରେନ୍‌ ଷ୍ଟେମ୍‌ ଡେଡ୍‌…

୫୫୪ଟି ରେଳ ଷ୍ଟେସନର ହେବ ପୁନଃବିକାଶ, ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଦେଶର ରେଳ ଭିତ୍ତିଭୂମିରେ ବୃହତ୍ତର ପରିବର୍ତ୍ତନ ଆଣିବାକୁ କେନ୍ଦ୍ର ସରକାର ନିରନ୍ତର ଭାବେ ଏ ଦିଗରେ କାର୍ଯ୍ୟ କରିଆସୁଛନ୍ତି। ଏହି କ୍ରମରେ ଐତିହାସିକ ପଦକ୍ଷେପ ସ୍ୱରୂପ ଆସନ୍ତା ୨୬ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୫୫୪ଟି ରେଳ ଷ୍ଟେସନ ଏବଂ ୧୫୦୦ ଆରଓବି/ଆରୟୁବି…

ଏକାମ୍ର ଉନ୍ନୟନ ପ୍ରକଳ୍ପ ପାଇଁ ବର୍ଷ ଶେଷ ସମୟ ସୀମା ଧାର୍ଯ୍ୟ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଓଲ୍ଡ ଟାଉନ ଅଞ୍ଚଳର ଐତିହ୍ୟକୁ ସୌନ୍ଦର୍ଯ୍ୟ ଓ ସଂରକ୍ଷଣ କରିବା ଉଦ୍ଦେଶ୍ୟରେ ଏକାମ୍ର ଉନ୍ନୟନ ପ୍ରକଳ୍ପ କୁ ସମ୍ପୂର୍ଣ୍ଣ କରିବା ପାଇଁ ଓଡ଼ିଶା ସରକାର ୨୦୨୪ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ସମୟ ସୀମା ଧାର୍ଯ୍ୟ କରିଛନ୍ତି। ୫ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ…

ରାସ୍ତା ପ୍ରଶସ୍ତିକରଣ ପାଇଁ ସ୍ଥାନାନ୍ତର ହୋଇଥିଲା ଶହେ ବର୍ଷ ପୁରୁଣା ବରଗଛ, ଏବେ ଥୁଣ୍ଡା ଗଛରେ କଅଁଳିଛି ପତ୍ର

ଭୁବନେଶ୍ବର: ପ୍ରାୟ ଶହେ ବର୍ଷ ତଳର ବୁଢା ବରଗଛ ପୁଣି ପାଇଲା ନୂଆ ଜୀବନ । ଭୁବନେଶ୍ବର ସୈନିକ ସ୍କୁଲ ନିକଟ ରାସ୍ତାକୁ ଚଉଡା କରାଯିବା ସମୟରେ ବୁଢା ବରଗଛ ଟି କୁ ସ୍ଥାନାନ୍ତର କରାଯାଇଥିଲା । ପ୍ରତିରୋପଣ ହେବାର ତିନି ମାସ ପରେ ଏହି ଥୁଣ୍ଟା ଗଛରେ ଏବେ ନୂଆ ପତ୍ର କଅଁଳିବା ଆରମ୍ଭ ହୋଇଯାଇଛି ।…

ଲୋକସେବା ଭବନ ଘେରିବ କଂଗ୍ରେସ

ଭୁବନେଶ୍ୱର:ଲୋକସେବା ଭବନ ଘେରିବ ରାଜ୍ଯ କଂଗ୍ରେସ। ଶାସକ ଦଳର ଦୁର୍ନୀତି ବିରୋଧରେ ଗର୍ଜିିବ କଂଗ୍ରେସ । ରାଜ୍ୟରେ ପାଣି, ଖଣି, ବିଜୁଳି, ସ୍ୱାସ୍ଥ୍ୟ, ଶିକ୍ଷା କ୍ଷେତ୍ରରେ ଦୁର୍ନୀତି ହୋଇଛି ବୋଲି କଂଗ୍ରେସ ଦାବି କରିଛି । ଏଥିରେ ସାଧାରଣ ଲୋକଙ୍କୁ ସାମିଲ ହେବାକୁ ଆହ୍ୱାନ କରିଛନ୍ତି ପିସିସି…

ରାଜଧାନୀରୁ ହଟିବ ଦଳୀୟ ପୋଷ୍ଟର ଓ ବ୍ୟାନର, ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ପରେ କାର୍ଯ୍ୟାନୁଷ୍ଠାନ ନେଲା ବିଏମସି

ଭୁବନେଶ୍ବର: ରାଜଧାନୀରୁ ହଟାଯିବ ଦଳୀୟ ପୋଷ୍ଟର ଓ ବ୍ୟାନର । କାନ୍ଥବାଡ଼ରେ ଲେଖାଯାଇଥିବା ଦଳୀୟ ସ୍ଲୋଗାନ ମଧ୍ୟ ହଟାଯିବ । ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ବିଏମସି ଅଞ୍ଚଳରୁ ସମସ୍ତ ରାଜନୈତିକ ଦଳର ପୋଷ୍ଟର ହଟାଇବା ପାଇଁ କାର୍ଯ୍ୟ ଆରମ୍ଭ କରିଦେଇଛି ଭୁବନେଶ୍ୱର ମହାନଗର ନିଗମ । ଆଉ…

ବଢିଲା ସ୍ଵାବଲମ୍ବୀ କାରିଗରମାନଙ୍କ ପାରିଶ୍ରମିକ, ୪ ହଜାରରୁ ୬ ହଜାର ୫ ଶହ ଟଙ୍କାକୁ ବୃଦ୍ଧି

ଭୁବନେଶ୍ବର: ସ୍ଵାବଲମ୍ବୀ କାରିଗରଙ୍କ ପାଇଁ ଖୁସି ଖବର । ରାଜ୍ୟର ଗ୍ରାମ ପଞ୍ଚାୟତ ମାନଙ୍କରେ କାମ କରୁଥିବା ସ୍ବାବଲମ୍ବୀ କାରିଗର ମାନଙ୍କର ପାରିଶ୍ରମିକ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେମାନଙ୍କ ବର୍ତ୍ତମାନର ପାରିଶ୍ରମିକ ୪ ହଜାର ଟଙ୍କା ଥିବାବେଳେ, ନୂତନ…

ଆଜିଠୁ ଆରମ୍ଭ ‘ସ୍ଵୟମ’ ଆବେଦନ

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଘୋଷଣା କରାଯାଇଥିବା 'ସ୍ଵୟମ' ଯୋଜନା ପାଇଁ ଆଜିଠୁ ଆବେଦନ ଆରମ୍ଭ ହୋଇଛି। ଯୁବପୀଢିଙ୍କୁ ଯୁବ ଉଦ୍ୟୋଗୀରେ ପରିଣତ କରିବା ପାଇଁ ରାଜ୍ୟ ସରକାର ନୂଆ ଯୋଜନା ଆରମ୍ଭ କରିଛନ୍ତି । ଉଭୟ ଅନଲାଇନ ଓ ଅଫଲାଇନରେ ଆବେଦନକାରୀ ଆବେଦନ କରିପାରିବେ।…

ଦୁଇଟି ପୃଥକ ସ୍ଥାନରେ ଯୁକ୍ତ ଦୁଇ ଓ ମ୍ୟାଟ୍ରିକ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବ୍ରହ୍ମପୁର/ଭଦ୍ରକ: ରାଜ୍ୟର ଏବେ ଯୁକ୍ତ ଦୁଇ ଓ ମ୍ୟାଟ୍ରିକ ପରୀକ୍ଷା ଚାଲିଛି । ଏହାରି ଭିତରେ ଦୁଇଟି ଜିଲ୍ଲା ଭଦ୍ରକ ଓ ଗଞ୍ଜାମରୁ ଦୁଃଖଦ ଖବର ସାମ୍ନାକୁ ଆସିଛି । ଜଣେ ଯୁକ୍ତ ଦୁଇ ଛାତ୍ର ଓ ଅନ୍ୟ ଜଣେ ମ୍ୟାଟ୍ରିକ ଛାତ୍ର ରସି ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ଦେଖିବାକୁ ମିଳିଛି ।…