Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଜେପିରେ ମିଶିଲେ ଅନୁଭବ ମହାନ୍ତି, ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ପଦ୍ମ ଶିବିରରେ ହେଲେ ସାମିଲ

ଭୁବନେଶ୍ୱର: ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ପଦ୍ମ ଧରିଲେ ସାଂସଦ ଅନୁଭବ ମହାନ୍ତି। ୨ଦିନ ତଳେ ବିଜେଡିରୁ ଦେଇଥିଲେ ଇସ୍ତଫା । ଦିଲ୍ଲୀ ସ୍ଥିତ ବିଜେପି ମୁଖ୍ୟାଳୟରେ ସେ ପଦ୍ମ ଶିବିରରେ ସାମିଲ ହୋଇଛନ୍ତି। କିଛି ମାସ ହେଲା ବିଜେଡିର ଦଳୀୟ କାର୍ଯ୍ୟକ୍ରମରୁ ଦୂରେଇ ରହୁଥିଲେ। ପ୍ରଧାନମନ୍ତ୍ରୀ…

ଫଟୋ ପରିଚୟପତ୍ର ଦେଖାଇ ଭୋଟ ଦେଇପାରିବେ ଭୋଟର

ଭୁବନେଶ୍ୱର: ଭାରତରେ ସାଧାରଣ ନିର୍ବାଚନ-୨୦୨୪ ପରିପ୍ରେକ୍ଷୀରେ ଭୋଟର ତାଲିକାରେ ନାମ ପଞ୍ଜିକରଣ ହୋଇଥିଲେ ଭୋଟର ଭୋଟ ଗ୍ରହଣ କେନ୍ଦ୍ରରେ ଭୋଟର ଫଟୋ ପରିଚୟ ପତ୍ର ଦେଖାଇ ଭୋଟ ଦେଇପାରିବେ । ଯଦି ଭୋଟର ଫଟୋ ପରିଚୟ ପତ୍ର ଦେଖାଇବାକୁ ସମର୍ଥ ନହେବେ ତେବେ ଆଧାର କାର୍ଡ, ମହାତ୍ମା ଗାନ୍ଧୀ ଜାତୀୟ…

ପ୍ରବଳ ଗ୍ରୀଷ୍ମପ୍ରବାହ ପାଇଁ ସକାଳୁଆ ହେଲା ଅଙ୍ଗନବାଡି କେନ୍ଦ୍ର

ଭୁବନେଶ୍ୱର: ଚଳିତ ବର୍ଷ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ଥିବା ଅଙ୍ଗନବାଡି କେନ୍ଦ୍ରର କାର୍ଯ୍ୟ ସମୟକୁ ପରିବର୍ତ୍ତନ କରାଯାଇଛି । ଗ୍ରୀଷ୍ମ ଦାଉରୁ ରକ୍ଷା ପାଇବା ନିମନ୍ତେ ଅଙ୍ଗନବାଡି କେନ୍ଦ୍ରର କାର୍ଯ୍ୟସମୟକୁ ସକାଳ ୭ଟା ରୁ ୧୧ ଟା ୩୦ ଯାଏ ଧାର୍ଯ୍ୟ କରାଯାଇଛି । ଏନେଇ ମହିଳା…

ଆଜି ବିଜେପିରେ ସାମିଲ ହୋଇପାରନ୍ତି ସାଂସଦ ଅନୁଭବ !

ଭୁବନେଶ୍ବର: ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ରାଜନୈତକ ଚର୍ଚ୍ଚା ସେତିକି ଜୋରଦାର ଚାଲିଛି। ବର୍ତ୍ତମାନ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କ ରାଜନୈତିକ ପଦକ୍ଷେପକୁ ନେଇ ଚର୍ଚ୍ଚା ଚାଲିଛି। ବିଜୁ ଜନତା ଦଳରୁ ଇସ୍ତଫା ଦେଇ ସାରିଛନ୍ତି କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି । ଏବେ…

ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରୁ ବିଚାରଧୀନ କଏଦୀ ଫେରାର

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରୁ ବିଚାରଧୀନ କଏଦୀ ଫେରାର । ଫେରାର କଏଦୀ ଜଣକ ହେଲେ ଅର୍ଜୁନ ମୁଣ୍ଡା । ସେ କାଲି ବିଳମ୍ବିତ ରାତିରେ ପୋଲିସକୁ ଚକମା ଦେଇ ଫେରାର ହୋଇଯାଇଛନ୍ତି । ଅର୍ଜୁନ ମୁଣ୍ଡା ଗତ ଡିସେମ୍ବର ମାସରେ ଗିରଫ ହୋଇ ଜେଲ୍ ରେ ଥିଲେ । ସୂଚନା ମୁତାବକ,…

ଶ୍ରୀଜଗନ୍ନାଥ ସେନା ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ ସ୍ୱାଧୀନ ପ୍ରାର୍ଥୀ ଭାବେ ବିଧାୟକ ଲଢିବା ନେଇ ଦାବି

ପୁରୀ: ଶ୍ରୀଜଗନ୍ନାଥ ସେନା ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ ସ୍ୱାଧୀନ ପ୍ରାର୍ଥୀ ଭାବେ ବିଧାୟକ ଲଢିବା ନେଇ ଦାବି ହୋଇଛି । ଏନେଇ ଆଜି ଶତାଧିକ ପୁରୀଵାସୀ ତାଙ୍କ ବାସଭବନ ଆଗରେ ପ୍ଲାକାର୍ଡ ଧରି ଅନୁରୋଧ କରିଛନ୍ତି । ପୁରୀ ସହରର ବିଭିନ୍ନ ସମସ୍ୟାରେ ପ୍ରିୟଦର୍ଶନ ପଟ୍ଟନାୟକ ସବୁବେଳେ ସ୍ୱର…

ଟିକସ ଫାଙ୍କିବା ଅଭିଯୋଗରେ ବାଣିକ କୋଚିଂ ସେଣ୍ଟରରେ ଆୟକର ବିଭାଗର ଚଢାଉ

ଭୁବନେଶ୍ଵର; ଆଗକୁ ଆସୁଛି ସାଧାରଣ ନିର୍ବାଚନ । ସେଥିପାଇଁ ଆକ୍ସନ ମୋଡରେ ଏବେ ସବୁ ବିଭାଗ । କେନ୍ଦ୍ରିୟ ଏଜେନ୍ସିଠାରୁ ଆରମ୍ଭ କରି ପୋଲିସ ପର୍ଯ୍ୟନ୍ତ । ଏବେ ସବୁଠାରେ ଜୋରଦାର ଚେକିଂ, ଚଢାଉ ଲାଗିରହିଛି । ଏହାରି ଭିତରେ ଭୁବନେଶ୍ଵରର ବହୁ ପ୍ରତିଷ୍ଠିତ କୋଚିଂ ସେଣ୍ଟର ବାଣିକରେ ଆଜି ସକାଳୁ…

ଆସୁଛି ଗ୍ରୀଷ୍ମପ୍ରବାହ: ଡହ ଡହ ଖରାରେ ସିଝିବ ଓଡିଶା, ୪୦ ଡିଗ୍ରୀ ପାର୍ ହୋଇପାରେ ତାପମାତ୍ର

ଭୁବନେଶ୍ବର: ରାଜ୍ୟକୁ ମାଡି ଆସୁଛି ଗ୍ରୀଷ୍ମ ପ୍ରବାହ । କାଲିଠୁ ରାଜ୍ୟରେ ଅସହ୍ୟ ଗରମ ଅନୁଭୂତ ହେବ । କଲବଲ ହେବେ ରାଜ୍ୟବାସୀ । ଦିନ ତାପମାତ୍ରା ୫ ଡିଗ୍ରୀ ପର୍ଯ୍ୟନ୍ତ ବଢିବା ସହ ରାତି ତାପମାତ୍ରା ସ୍ବାଭାବିକରୁ ଅଧିକ ରହିବ । ଫଳରେ ଦିନରେ ଅତ୍ୟଧିକ ଗରମ ସହ ଗୁଳୁଗୁଳି ଅନୁଭୂତ ହେବାର…

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଖସାପଡା ଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଚୈତ୍ର କୃଷ୍ଣ ପକ୍ଷ ସପ୍ତମୀ ତିଥି । ଆଜିର ଏହି ତିଥି ଅନୁସାରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୪ ଘଣ୍ଟା ଅର୍ଥାତ୍ ସନ୍ଧ୍ୟା ୬ ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ…

ଆଜି ଉତ୍କଳ ଦିବସ, ଏହି ଦିନ ଓଡ଼ିଶାକୁ ମିଳିଥିଲା ସ୍ୱତନ୍ତ୍ର ପରିଚୟ

ଭୁବନେଶ୍ବର: ଆଜି ଅର୍ଥାତ୍ ୧୯୩୬ ମସିହା ଏପ୍ରିଲ୍ ୧ ତାରିଖ ଦିନ ଓଡ଼ିଶା ଏକ ସ୍ବତନ୍ତ୍ର ରାଜ୍ୟ ଭାବେ ଗଠିତ ହୋଇଥିଲା । ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନକୁ ପୁରିଛି ୮୮ ବର୍ଷ । ପ୍ରତିଟି ଓଡ଼ିଆଙ୍କ ପାଇଁ ଏହା ଏକ ଗର୍ବ ଓ ଗୌରବର ଦିନ । ଏହି ଦିନ ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଭାବେ…