Latest Odisha News

BREAKING NEWS

Browsing Category

ଓଡିଶା

Odisha

କାଳିଆ ଯୋଜନା ଓ ଛାତ୍ରବୃତ୍ତି ଆଗାମୀ ୩ ବର୍ଷ ପାଇଁ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଓଡ଼ିଶା କ୍ୟାବିନେଟ୍ ବୈଠକରେ ୨୦୨୪-୨୫ରୁ ୨୦୨୬-୨୭ ପର୍ଯ୍ୟନ୍ତ ଆଗାମୀ ତିନି ବର୍ଷ ପାଇଁ କାଳିଆ ଯୋଜନା ଓ ଛାତ୍ରବୃତ୍ତି ପାଇଁ ୬୦୨୯.୭୦ କୋଟି ଟଙ୍କାର ବଜେଟ୍ ମଞ୍ଜୁର କରାଯାଇଛି। ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ…

ଭୁବନେଶ୍ୱରରେ ଗ୍ରୀଷ୍ମ ପ୍ରବାହ ଜାରି, ସୋନପୁରରେ ସର୍ବାଧିକ ତାପମାତ୍ରା ରେକର୍ଡ

ଭୁବନେଶ୍ୱର: ରାଜଧାନୀରେ କ୍ରମାଗତ ତୃତୀୟ ଦିନ ପାଇଁ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଗୁରୁବାର ରାଜଧାନୀର ସର୍ବୋଚ୍ଚ ତାପମାତ୍ରା ୩୫.୪ ଡିଗ୍ରି ରେକର୍ଡ କରାଯାଇଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ, ଓଡ଼ିଶାର ସବୁଠାରୁ ଉତ୍ତପ୍ତ ସ୍ଥାନ ହେଉଛି ସୋନପୁର, ଯେଉଁଠାରେ ପାରଦ…

ଭୁବନେଶ୍ୱର ଲୋକସଭା ଆସନ: ଅପରାଜିତାଙ୍କୁ ଟକ୍କର ଦେବେ ଶ୍ରୀମୟୀ !

ଭୁବନେଶ୍ୱର: ଆଗାମୀ ନିର୍ବାଚନରେ ଭୁବନେଶ୍ୱର ଦେଖିପାରେ ଜୋରଦାର ଲଢେଇ। ବିଜେଡ଼ିରୁ ଶ୍ରୀମୟୀ ମିଶ୍ର ଓ ବିଜେପିର ଅପରାଜିତା ଷଡଙ୍ଗୀଙ୍କ ନାଁ ସାଂସଦ ପ୍ରାର୍ଥୀ ପାଇଁ ଚର୍ଚ୍ଚା ଜୋର ଧରିଥିବା ବେଳେ କଂଗ୍ରେସ ମଧ୍ୟ ଟାଣୁଆ ନେତାଙ୍କୁ ପ୍ରାର୍ଥୀ କରିବାକୁ ଯୋଜନା କରୁଥିବା ଜଣାପଡ଼ିଛି। ବିଜେଡ଼ିର…

୫-ଟି ଅଧ୍ୟକ୍ଷଙ୍କ ଉପରକୁ ଟମାଟୋ ମାଡ; ଟମାଟୋ, ଅଣ୍ଡା, ଚପଲ, କାଳିମାଡ, ଗୁଳିମାଡ କଲେ ବି କିଛି ଫରକ ପଡେନି: ପାଣ୍ଡିଆନ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଠାରେ ଆୟୋଜିତ ‘ଆମ ଓଡ଼ିଶା ନବୀନ ଓଡିଶା’ କାର୍ଯ୍ୟକ୍ରମରେ 5-Tଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଯୋଗଦେଇଥିବାବେଳେ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଏହି ସମୟରେ ପାଣ୍ଡିଆନଙ୍କ ଉପରକୁ ଟମାଟୋ ମାଡ଼ ହୋଇଛି । ହେଲେ ପାଣ୍ଡିଆନଙ୍କ ଦେହରେ…

ପଦ୍ମ ଛାଡ଼ିଲେ ବିଧାୟକ ମନୋରଞ୍ଜନ ସେଠୀ

ବଡ଼ସାହି:ଭାରତୀୟ ଜନତା ପାର୍ଟି ବଡ଼ସାହିର ପ୍ରାକ୍ତନ ବିଧାୟକ ମନୋରଞ୍ଜନ ସେଠୀ । ତାଙ୍କର ଏପରି ନିଷ୍ପତ୍ତି ବଡ଼ସାହି ରାଜନୀତିରେ ହଟଚମଟ ସୃଷ୍ଟି କରିଛି । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ସେ ଦଳର ପ୍ରାଥମିକତା ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ସେ ଇସ୍ତଫା ପତ୍ରରେ ଉଲ୍ଲେଖ…

ଅଶ୍ୱିନୀଙ୍କୁ ରାଜ୍ୟସଭା ପଠାଇବାରେ ନବୀନଙ୍କ ଉଦ୍ଦେଶ୍ୟ ଭଲ ନୁହେଁ କହିଲେ ଶ୍ରୀକାନ୍ତ ଜେନା

ଭୁବନେଶ୍ୱର: ଓଡ଼ିଶାରୁ ଦ୍ବିତୀୟ ଥର ପାଇଁ କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ନବ ବିଜେଡି ସମର୍ଥନରେ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି। ଦିଲ୍ଲୀରେ ବିଜେଡି ଓ ବିଜେପି ମଧ୍ୟରେ ଥିବା ଭିତିରି ସମ୍ପର୍କ ପାଇଁ ରାଜ୍ୟରେ ବିରୋଧୀ ବିଜେପି ପାଖରେ ଆବଶ୍ୟକ ବିଧାୟକ ସଂଖ୍ୟା ନଥିଲେ ମଧ୍ୟ ଅଶ୍ୱିନୀ…

ନବରଙ୍ଗପୁରରେ ରାଜନାଥଙ୍କ ଦମ୍ଭୋକ୍ତି, ‘ଓଡିଶାକୁ ଦରକାର ଡବଲ୍ ଇଞ୍ଜିନ ସରକାର’

ନବରଙ୍ଗପୁର: ଦିନିକିଆ ଓଡିଶା ଗସ୍ତରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ନବରଙ୍ଗପୁରରେ ଆୟୋଜିତ ବିଜେପି କୋର କମିଟି ବୈଠକରେ ଯୋଗ ଦେଇଛନ୍ତି ରାଜନାଥ ସିଂହ । କାର୍ଯ୍ୟକ୍ରମରେ ଯୋଗ ଦେଇ ରାଜନାଥ କହିଛନ୍ତି ଯେ, ଓଡ଼ିଶା ସହ ମୋର ଭାବନାତ୍ମକ ସଂପର୍କ ରହିଛି । ଓଡିଶାରେ ଏଥର ଡବଲ…

କଳାଯାଦୁ ବାହାନାରେ ଆଇନ ଛାତ୍ରୀଙ୍କୁ ବରିଷ୍ଠ ସହଯୋଗୀ ମାଡ଼ ମାରିଥିବା ଅଭିଯୋଗ

ଭୁବନେଶ୍ୱର: କଳାଯାଦୁ ଅଭ୍ୟାସ କରିବା ବାହାନାରେ ଆକ୍ରମଣ ଅଭିଯୋଗ। ହଷ୍ଟେଲ ପରିସରରେ ରାଜଧାନୀର ଏକ ଘରୋଇ ବିଶ୍ୱବିଦ୍ୟାଳୟର ପ୍ରଥମ ବର୍ଷର ଆଇନ ଛାତ୍ରୀ ତାଙ୍କ ତିନି ଜଣ ବରିଷ୍ଠ ରୁମ୍ ମେଟଙ୍କ ବିରୋଧରେ ଥାନାରେ ଅଭିଯୋଗ କରିଛନ୍ତି। ଝାଡ଼ଖଣ୍ଡର ସିଂହଭୂମ ଜିଲ୍ଲାର ବାସିନ୍ଦା ପୀଡ଼ିତା…

ଆଜି କ୍ୟାବିନେଟ ବୈଠକ; ୧୬ଟି ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର:ଆଜି ବସିବାକୁ ଯାଉଛି ରାଜ୍ୟ କ୍ୟାବିନେଟ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ ଏହି ବୈଠକ ବସିବ। ଗୁରୁବାର ସନ୍ଧ୍ୟା ୬ଟା ୩୦ ମିନିଟରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଆଲୋଚନା…

ହତ୍ୟା ଅଭିଯୋଗରେ ଗିରଫ ପରେ ବିଜେଡିରୁ ନିଲମ୍ବିତ ହେଲେ ବିସିଜେଡି ନେତା

ଗଜପତି: ଜିଲ୍ଲା ବିଜୁ ଛାତ୍ର ଜନତା ଦଳ (ବିସିଜେଡି)ର ଉପସଭାପତି ଅମିତ କୁମାର ପଟ୍ଟନାୟକଙ୍କୁ ଏକ ହତ୍ୟା ମାମଲାରେ ସମ୍ପୃକ୍ତ ଥିବା ଅଭିଯୋଗରେ ବିଜୁ ଜନତା ଦଳରୁ ନିଲମ୍ବିତ କରାଯାଇଛି। ପାରଳାଖେମୁଣ୍ଡି କରଣାସାହିରେ ରହୁଥିବା ଅମିତ ପଟ୍ଟନାୟକଙ୍କ ବିରୋଧରେ ସେହି ଗାଁରେ ରହୁଥିବା ୭୨ ବର୍ଷୀୟା…