Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅନ୍ତର୍ଜାତୀୟ ମାତୃଭାଷା ଦିବସ: ଜାଣନ୍ତୁ କାହିଁକି ପାଳନ ହୁଏ? କ’ଣ ରହିଛି ଏହା ପଛର ଇତିହାସ….

ଭୁବନେଶ୍ବର: ଫେବୃୟାରୀ ୨୧ ଅର୍ଥାତ୍ ଆଜି ହେଉଛି ଅନ୍ତର୍ଜାତୀୟ ମାତୃଭାଷା ଦିବସ । ବିଶ୍ୱରେ ଭାଷା ଏବଂ ସଂସ୍କୃତିର ବିବିଧତାକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ଏହି ଦିବସ ପାଳନ କରାଯାଉଛି । ୟୁନେସ୍କୋ ପକ୍ଷରୁ ୧୭ ନଭେମ୍ବର ୧୯୯୯ ରେ ଏହି ଦିବସ ଘୋଷଣା କରିଥିଲା । ପରେ ୨୧ ଫେବୃୟାରୀ ୨୦୦୦…

ମହା ଶିବରାତ୍ରୀ ୨୦୨୪: ଲିଙ୍ଗରାଜ ମନ୍ଦିରରେ ରାତି ୧୦ରୁ ୧୦ଟା ୩୦ ଭିତରେ ଉଠିବ ମହାଦୀପ

ଭୁବନେଶ୍ବର: ଆସନ୍ତା ମାର୍ଚ୍ଚ ୮ ତାରିଖରେ ପାଳନ ହେବ ଚଳିତବର୍ଷର ମହାଶିବରାତ୍ରୀ ବା ଜାଗର । ଏନେଇ ରାଜ୍ୟର ସମସ୍ତ ଶୈବ ପୀଠ ଗୁଡିକରେ ଆରମ୍ଭ ହୋଇଗଲାଣି ଜାଗର ପ୍ରସ୍ତୁତି । ସେପଟେ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା ସୁପରିଚାଳନା ପାଇଁ ଶେଷ ହୋଇଛି ପ୍ରସ୍ତୁତି ବୈଠକ । ସବୁଥର ପରି ଚଳିତବର୍ଷ…

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ଚତୁର୍ଦ୍ଧା ମୂର୍ତ୍ତିଙ୍କର ହେବ ମହାସ୍ନାନ

ପୁରୀ: ଆଜି ମାଘ ଶୁକ୍ଳ ଦ୍ୱାଦଶୀ । ଏହି ଅବସରରେ ପୁରୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି । ରତ୍ନବେଦୀରେ ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବାୟତମାନେ । ଏନେଇ ଶ୍ରୀମନ୍ଦିରରେ ୩ ଘଣ୍ଟା ଧରି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଏହା ଏକ…

ସମ୍ବଲପୁରରେ ଭୀମ ଭୋଇ ଓ ଗଙ୍ଗାଧର ମେହେରଙ୍କ ଉପରେ ଡାକ ଟିକେଟ୍ ଉନ୍ମୋଚନ କଲେ କେନ୍ଦ୍ରମନ୍ତ୍ରୀ

ସମ୍ବଲପୁର: ଆଜି ସମ୍ବଲପୁର ବିଶ୍ୱବିଦ୍ୟାଳୟ ପରିସରରେ ସନ୍ଥକବି ଭୀମ ଭୋଇ ଓ ସ୍ୱଭାବ କବି ଗଙ୍ଗାଧର ମେହେର ଏବଂ ପଶ୍ଚିମ ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଉପରେ ୮ ଗୋଟି ଡାକ ଟିକେଟ ଉନ୍ମୋଚିତ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ପଶ୍ଚିମ ଓଡ଼ିଶାର…

ଭିନ୍ନକ୍ଷମ ସଶକ୍ତିକରଣ ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ; ଦକ୍ଷତା ବିକାଶ, ତାଲିମ ଓ ନିଯୁକ୍ତି ଉପରେ ଗୁରୁତ୍ୱ

ଭୁବନେଶ୍ୱର: ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଦୃଷ୍ଟିବାଧିତମାନଙ୍କ ସଶକ୍ତିକରଣକୁ ଦୃଷ୍ଟିରେ ରଖି ଆଜି ଦୁଇଟି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ଏଥିରେ ଦକ୍ଷତା ବିକାଶ, ତାଲିମ ଓ ନିଯୁକ୍ତି ଉପରେ ଗୁରୁତ୍ୱାରୋପ କରାଯାଇଛି । ଏକ ତ୍ରୀପାକ୍ଷିକ ବୁଝାମଣାରେ…

ଜମି ପଟ୍ଟା ପାଇବେ ୨୬ ଜିଲ୍ଲାର ୨ ଲକ୍ଷ ୫୦ ହଜାର ଚାଷୀ; ପ୍ରଥମ ଦିନରେ ପାଇଲେ ୧୦ ହଜାର ହିତାଧିକାରୀ

ଭୁବନେଶ୍ବର: ଦୀର୍ଘ ବର୍ଷର ଜମିଜମା ସମସ୍ୟାର ହେଲା ସମାଧାନ । ସିକିମ ସ୍ୱତ୍ୱ ରୟତ ଚାଷୀଙ୍କୁ ମିଳିଲା ଜମି ପଟ୍ଟା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ସ୍ୱତନ୍ତ୍ର ସମାରୋହରେ ପ୍ରଥମ ଦିନରେ ୨୬ ଟି ଜିଲ୍ଲାର ୧୦ ହଜାର ସିକିମ ରୟତ ଚାଷୀମାନଙ୍କୁ ଜମି ପଟ୍ଟା ବଣ୍ଟନ କରିଛନ୍ତି । ଏହି…

ପୁଣି ଇଡିରେ ହାଜର ହେଲେ ହନିଟ୍ରାପ୍ ଅଭିଯୁକ୍ତ ଅର୍ଚ୍ଚନା ନାଗ ଓ ସ୍ଵାମୀ ଜଗବନ୍ଧୁ ଚାନ୍ଦ

ଭୁବନେଶ୍ବର: ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଫିସ୍‌ରେ ହାଜର ହେଲେ ହନିଟ୍ରାପ୍ ଅଭିଯୁକ୍ତ ଅର୍ଚ୍ଚନା ନାଗ । ପ୍ରାୟ ଏକ ଘଣ୍ଟା ଧରି ଅର୍ଚ୍ଚନା ଓ ଜଗବନ୍ଧୁଙ୍କୁ ଜେରା କରିଛି ଇଡି । ଇଡି କାର୍ଯ୍ୟାଳୟରୁ ବାହାରିବା ପରେ ପ୍ରତିକ୍ରିୟା ରଖିଛନ୍ତି ଅର୍ଚ୍ଚନା । ସେ କହିଛନ୍ତି,…

ସୂର୍ଯ୍ୟ ମନ୍ଦିର ସହ ଯୋଡିହେବ ଶ୍ରୀମନ୍ଦିର; ପୁରୀରୁ କୋଣାର୍କ ଗଡିବ ଟ୍ରେନ୍, ଘୋଷଣା କଲେ ରେଳମନ୍ତ୍ରୀ

ଭୁବନେଶ୍ବର: ପୁରୀରୁ କୋଣାର୍କ ନୂଆ ରେଳ ଲାଇନ ନେଇ ଘୋଷଣା କଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ୩୨ କିମିର ନୂଆ ରେଳପଥ ପାଇଁ ୪୯୨ କୋଟି ଟଙ୍କା ମଞ୍ଜୁର ହୋଇଥିବା ସୂଚନା ଦେଲେ ରେଳମନ୍ତ୍ରୀ । ଏହାସହ ସ୍ୱତନ୍ତ୍ର ଭାବେ ଭିଷ୍ଟାଡୋମ ଟ୍ରେନ୍‌ ଚାଲିବାର ବ୍ୟବସ୍ଥା ହେବ । ଭିଷ୍ଟାଡୋମ୍‌ ଟ୍ରେନ୍‌…

ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୩ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆସନ୍ତାକାଲି ଅର୍ଥାତ୍ ବୁଧବାର ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ମାଘ ଶୁକ୍ଳ ଦ୍ଵାଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି । ସୂଚନା ମୁତାବକ, ଦ୍ଵିତୀୟ…

ଆସିଲା ରାଜ୍ୟସଭା ଫଳାଫଳ, ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ୩ ରାଜ୍ୟସଭା ପ୍ରାର୍ଥୀ

ଭୁବନେଶ୍ବର: ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ଓଡ଼ିଶାର ତିନି ରାଜ୍ୟସଭା ପ୍ରାର୍ଥୀ । ପ୍ରାର୍ଥିପତ୍ର ପ୍ରତ୍ୟାହାର ସମୟ ଶେଷ ହେବା ପରେ ତିନି ପ୍ରାଥି ଅଶ୍ୱିନୀ ବୈଷ୍ଣବ, ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟସଭା…