Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜିଠୁ ଯୁକ୍ତ ଦୁଇ ଇନ୍‌ଷ୍ଟାଣ୍ଟ ପରୀକ୍ଷା, ୩୨ କେନ୍ଦ୍ରରେ ହେବ ପରୀକ୍ଷା

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେବାକୁ ଯାଉଛି ଯୁକ୍ତ ଦୁଇ ଇନ୍‌ଷ୍ଟାଣ୍ଟ ପରୀକ୍ଷା। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗ ଇନ୍‌ଷ୍ଟାଣ୍ଟ ପରୀକ୍ଷା ଜୁଲାଇ ୧୩ ଓ ୧୪ ତାରିଖରେ ଅନୁଷ୍ଠିତ ହେବ। ଛାତ୍ରଛାତ୍ରୀ ଜୁଲାଇ ୧୩…

ଜମି ପାଇଁ ଗୁଳିମାଡ଼: ବାପା ମୃତ, ଝିଅ ଗୁରୁତର

ବ୍ରହ୍ମପୁର: ଜମିଜମା ପାଇଁ ଗଞ୍ଜାମ ଜିଲ୍ଲା ପୋଲସରା ଅଞ୍ଚଳରେ ଗୁଳିମାଡ଼ ହୋଇଛି । ଝିଅର ଶ୍ୱଶୁର ଘରକୁ ଯାଇଥିବା ବେଳେ ଗୁଳିମାଡ଼ରେ ବାପାର ମୃତ୍ୟୁ ହୋଇଛି । ଝିଅକୁ ଗୁରୁତର ଆହତ ଅବସ୍ଥାରେ ମେଡିକାଲ ନିଆଯାଇଛି । ବୁଧବାର ସନ୍ଧ୍ୟାରେ ଘଟିଛି ଏ ଅଘଟଣ । ମୃତକ ଖଲ୍ଲିକୋଟ ଥାନା ଅନ୍ତର୍ଗତ…

ବିଦ୍ୟୁତ ସେବା ଯୋଗାଇବାରେ ଟାଟା ପାଓ୍ବାର କରିଥିବା ଖର୍ଚ୍ଚର ହେବ ଅଡିଟ୍

ଭୁବନେଶ୍ୱର: ରାଜ୍ୟରେ ବିଦ୍ୟୁତ ବିତରଣ ଭିତ୍ତିଭୂମିର ବିକାଶ ପାଇଁ ଟାଟା ପାଓ୍ବାର ପକ୍ଷରୁ ଖର୍ଚ୍ଚ ହୋଇଥିବା ୧୯୦୦ କୋଟି ଟଙ୍କାର ତୃତୀୟ ପକ୍ଷ ଅଡିଟ୍ କରିବାକୁ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆରସି) ନିଷ୍ପତ୍ତି ନେଇଛି। ଭୁବନେଶ୍ୱରସ୍ଥିତ ଟାଟା ପାଓ୍ୱାର ସେଣ୍ଟ୍ରାଲ ଓଡ଼ିଶା…

ମହିଳା ପୋଲିସ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ଘରୋଇ ସହାୟିକା

କଟକ: ଜିଲ୍ଲାର ଜଣେ ମହିଳା ପୁଲିସ କର୍ମଚାରୀଙ୍କ ବିରୋଧରେ ତାଙ୍କ ଘରୋଇ ସହାୟକ ଶାରୀରିକ ଓ ମାନସିକ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଗତ ଦୁଇ ବର୍ଷ ହେବ ମହିଳା ପୋଲିସ କର୍ମଚାରୀଙ୍କ ପାଇଁ କାମ କରୁଥିବା ସଞ୍ଜୁକ୍ତା ପାତ୍ର ଅଭିଯୋଗ କରିଛନ୍ତି ଯେ, ତାଙ୍କୁ ଅନେକ ସମୟରେ ମାଡ ମାରିବା ସହ…

ମଣିଷର ଶ୍ରେଷ୍ଠ ବନ୍ଧୁକୁ ମଧ୍ୟ ହୃଦ୍‌ଘାତ ହୁଏ, କିନ୍ତୁ ନିରବରେ ସହିଯାଏ କଷ୍ଟ

ଭୁବନେଶ୍ୱର: ମଣିଷର ସବୁଠାରୁ ବିଶ୍ୱାସୀ ବନ୍ଧୁ କୁହାଯାଉଥିବା କୁକୁରମାନଙ୍କର ମଧ୍ୟ ହୃଦସମସ୍ୟା ହୋଇଥାଏ, କିନ୍ତୁ କଥା କହି ପାରୁନଥିବାରୁ ସେମାନେ ନୀରବରେ ଯନ୍ତ୍ରଣା ସହିଥାନ୍ତି । ଯଦିଓ ଅନେକ ଲୋକ ଘରେ ପୋଷା କୁକୁର ରଖିଥାନ୍ତି ସତ ମାତ୍ର ଜନ୍ତୁଟିର ହୃଦ୍ ସମସ୍ୟା ସମ୍ପର୍କରେ ଜାଣିପାରି…

୨୫ କିଲୋମିଟର ଚାଲିଚାଲି ଆସିଲେ ଛାତ୍ର, ଉପଜିଲ୍ଲାପାଳଙ୍କୁ ଭେଟି ଜଣାଇଲେ ସମସ୍ୟା

ବାରିପଦା: ଛାତ୍ରମାନେ ସ୍କୁଲର ସମସ୍ୟା ଜଣାଇବାକୁ ପ୍ରାୟ ୨୫ କିଲୋମିଟର ରାସ୍ତା ପାଦରେ ଚାଲି ଚାଲି ଆସି ଭେଟିଛନ୍ତି ଉପଜିଲ୍ଲାପାଳଙ୍କୁ। ମୟୂରଭଞ୍ଜ ଜିଲ୍ଲା ଦୁଧିଆଣି ଜି.ପି. ହାଇସ୍କୁଲର ଛାତ୍ରମାନେ ବୁଧବାର ୨୫ କିଲୋମିଟର ଚାଲି ଚାଲି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ସେମାନଙ୍କ…

କ୍ୟାପିଟାଲ ହସ୍ପିଟାଲରେ ଆରମ୍ଭ ହେଲା ୨୪ ଘଣ୍ଟିଆ ଓଟି ସେବା

ଭୁବନେଶ୍ୱର: ଏଣିକି ରାତିରେ ଗୁରୁତର ରୋଗୀ ରାଜଧାନୀ ସ୍ଥିତ କ୍ୟାପିଟାଲ ହସ୍ପିଟାଲକୁ ଅପରେସନ ପାଇଁ ଆସିଲେ ଆଉ ଅନ୍ୟ ହସ୍ପିଟାଲକୁ ରେଫର ନହୋଇ ତାଙ୍କର କିଭଳି ଅପରେସନ ହୋଇପାରିବ ସେ ଦିଗରେ ପଦକ୍ଷେପ ନିଆଯାଇଛି। ଏଣିକି ଅସହାୟ ରୋଗୀ ଓ ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ୨୪ ଘଣ୍ଟା…

ବିରୋଧୀଙ୍କ ପ୍ରଶ୍ନ, ବ୍ଲକ ଓ ଜିଲ୍ଲାସ୍ତରରେ ଅଭିଯୋଗ ଶୁଣାଣି ଚାଲିଥିବା ବେଳେ ଫାଇଭ ଟି ସଚିବ କ’ଣ ଅଧିକ…

ଭୁବନେଶ୍ୱର: ନିକଟରେ ୫-ଟି ସଚିବଙ୍କ ୨୦ଟି ଜିଲ୍ଲା ଗସ୍ତ ଓ ସେ କରିଥିବା ଜନ ଶୁଣାଣିକୁ ନେଇ ଓଡ଼ିଶାର ବିରୋଧୀ ଦଳ ପ୍ରଶ୍ନ ଉଠାଇଛନ୍ତି। ବିଜେପି ଓ କଂଗ୍ରେସ ଅଭିଯୋଗ କରିଛନ୍ତି ଯେ ସଚିବ ଅଭିଯୋଗ ଶୁଣାଣିକୁ ଯାଉନାହାନ୍ତି ବରଂ ରାଜନୈତିକ ସଭା ଆୟୋଜନ କରୁଛନ୍ତି। କଂଗ୍ରେସ ବିଧାୟକ ସନ୍ତୋଷ…

ସ୍କୁଲ ୟୁନିଫର୍ମରେ ସବୁଜ ରଙ୍ଗ, ରାଜନୈତିକ ଉଦ୍ଦେଶ୍ୟ କହି ଘେରିଲା ବିରୋଧୀ

ଭୁବନେଶ୍ୱର: ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଓଡ଼ିଶା ସରକାରଙ୍କ ନୂଆ ଡ୍ରେସ୍ କୋଡ୍ ଯୋଜନାକୁ ନେଇ ରାଜନୀତି ଜୋର ଧରିଛି, ବିରୋଧୀ ବିଜେପି ୟୁନିଫର୍ମ ପାଇଁ ରଙ୍ଗ ଚୟନ ଉପରେ ପ୍ରଶ୍ନ ଉଠାଇଛି, ଶାସକ ଦଳର ରଙ୍ଗ ଭଳି ୟୁନିଫର୍ମ ହୋଇଥିବାରୁ ଛାତ୍ରଛାତ୍ରୀ ଏବଂ ଅଭିଭାବକଙ୍କ ମନକୁ…

ଦକ୍ଷତା ବୃଦ୍ଧି ପାଇଁ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ ଏବଂ ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟ ମଧ୍ୟରେ ଏମଓୟୁ

ଭୁବନେଶ୍ୱର: ଭାରତରେ ଦକ୍ଷତାର ବିଶ୍ଵସ୍ତରୀୟ ସ୍ଥିତିକୁ ଦୃଷ୍ଟିରେ ରଖି ସେଣ୍ଟ୍ରାଲ୍ ୟୁନିଭରସିଟି ଯାହା ଭାରତର ପ୍ରାଥମିକ ଅନୁଷ୍ଠାନ ଏବଂ ସେଞ୍ଚୁରିଅନ୍ ୟୁନିଭରସିଟି ଯାହା ଭାରତର ପ୍ରଥମ ପ୍ରିମିୟର୍ ସ୍କିଲ୍ ବିଶ୍ୱବିଦ୍ୟାଳୟ ଏବଂ ଦକ୍ଷତା ବିକାଶ ଏବଂ ଉଦ୍ୟୋଗ ମନ୍ତ୍ରଣାଳୟର ଏକ ସେଣ୍ଟର ଅଫ୍…