Latest Odisha News

BREAKING NEWS

Browsing Category

ଓଡିଶା

Odisha

‘ପୁଣି କ୍ଷମତାକୁ ଆସିଲେ ଯୁବକଙ୍କ ପାଇଁ ସ୍ୱତନ୍ତ୍ର ବଜେଟ୍ ଆଣିବ ବିଜେଡି ସରକାର’

ଭୁବନେଶ୍ବର: ଆଗକୁ ନିର୍ବାଚନ, ଏଥିପାଇଁ ପ୍ରସ୍ତୁତି ଜୋରଦାର କରିଛି ବିଜୁ ଜନତା ଦଳ । ଏନେଇ ଆଜି ଶଙ୍ଖ ଭବନରେ ଦଳ ପକ୍ଷରୁ ବିସ୍ତୃତ ଆଲୋଚନା ଚାଲିଛି । ଏନେଇ ଏକ ସାମ୍ବାଦିକ ସମ୍ମଳନୀରେ କହିଛନ୍ତି ବିଧାୟକ ବ୍ୟୋମକେଶ ରାୟ । ଚଳିତ ନିର୍ବାଚନରେ ଯୁବ ଗୋଷ୍ଠୀର ଭୋଟ ହାତେଇବାକୁ ରଣନୀତି କଣ…

ସର୍ବାଧିକ ସ୍ତରରେ ପହଞ୍ଚିଲା ସୁନା ଦର, ୭୦ ହଜାର ଛୁଇଁଲା

ଭୁବନେଶ୍ଵର: ସୁନା ପିନ୍ଧିବାକୁ କାହାକୁ ବା ଭଲ ନ ଲାଗେ । ଖାସ କରି ମହିଳାଙ୍କ କ୍ଷେତ୍ରରେ । ସୁନା ଯେତେ ମହଙ୍ଗା ହେଲେ ମଧ୍ୟ ଲୋକମାନେ କିଣି ଥାଆନ୍ତି । ବିବାହ ଋତୁ ଆସିଲେ ସାଧାରଣତଃ ବଢିଯାଏ ସୁନା ଦର । ଯାହା ଯୋଗୁଁ ଚିନ୍ତିତ ହୋଇଯାନ୍ତି ଗ୍ରାହକ । ସୁନା ଦର ବୃଦ୍ଧିର କାରଣ ହେଉଛି…

ବିଜେପି ଛାଡିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ଯୋଗଦେବା ନେଇ ଚର୍ଚ୍ଚା

ବାଲେଶ୍ଵର: ବିଜେପି ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ । ସେ ତାଙ୍କର ଇସ୍ତଫା ପତ୍ର ରାଜ୍ୟ ସଭାପତିଙ୍କ ମନମୋହନ ସାମଲଙ୍କ ନିକଟକୁ ପଠାଇଛନ୍ତି । ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୁକାନ୍ତ ୨୦୧୯ରେ ବିଜେଡି ଛାଡ଼ି ବିଜେପିକୁ ଆସି ନିର୍ବାଚନ ଜିତିଥିଲେ । ତେବେ ସେ…

ପୁରୀରେ ଅସମ୍ଭାଳ ଭିଡ଼; ପଶ୍ଚିମଦ୍ୱାରରେ ଲମ୍ବା ଲାଇନ୍, ତାତିରେ କଲବଲ ଭକ୍ତ

ପୁରୀ: ଆଜି ପୁରୀ ଶ୍ରୀମନ୍ଦିରର ପଶ୍ଚିମଦ୍ୱାର ପଟେ ଭକ୍ତଙ୍କ ପ୍ରବଳ ଭିଡ ଦେଖିବାକୁ ମିଳିଛି । ପ୍ରଚଣ୍ଡ ଖରା ତାତିରେ ଲମ୍ବା ଲାଇନରେ ଠିଆ ହୋଇ ହନ୍ତସନ୍ତ ହେଉଛନ୍ତି ଭକ୍ତ । ଆଜି ପ୍ରଚଣ୍ଡ ତାତି ଯୋଗୁଁ ବଡ଼ଦାଣ୍ଡରେ ଚାଲି ଚାଲି ଯିବା ଶ୍ରଦ୍ଧାଳୁଙ୍କ ପାଇଁ କଷ୍ଟକର ହୋଇପଡ଼ିଥିଲା । ଯେଉଁଥିପାଇଁ…

ଏତିକି ବେଳୁ ଜଳିଲାଣି ପୁରା ଓଡିଶା, ଦିନ ୧୧ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ମୁହାଁ

ଭୁବନେଶ୍ଵର: ଏବେଠୁ ଜଳିଲାଣି ପୁରା ଓଡିଶା । ଆଗକୁ କେତେ? ଦିନ ୧୧ଟା ୩୦ ସୁଦ୍ଧା ଭୁବନେଶ୍ବରର ପାରଦ ୩୬ ଡିଗ୍ରୀ ଟପିଛି । ଯାହା ସ୍ବାଭାବିକରୁ ଅଧିକ । ତେଣୁ ରାଜ୍ୟରେ ଏବେଠାରୁ ଯେଉଁଭଳି ଗ୍ରୀଷ୍ମ ଅନୁଭୂତ ହେଲାଣି ହୁଏତ ଏହା ପୂର୍ବବର୍ଷ ଗୁଡିକର ରେକର୍ଡ ଭାଙ୍ଗିବ ବୋଲି ଆଶା କରାଯାଉଛି ।…

ଭୋଟରଙ୍କୁ ପ୍ରଭାବିତ କରିବାକୁ ହୀନ ଉଦ୍ୟମ, କୋଟିଆରେ ଡ଼ିଜିଟାଲ ମିଟର ଲଗାଇଲା ଆନ୍ଧ୍ର

କୋରାପୁଟ: ନିର୍ବାଚନ ପୂର୍ବରୁ ଆନ୍ଧ୍ରର ଆଉ ଏକ ଚାଲ୍ ସାମ୍ନାକୁ ଆସିଛି । ଆନ୍ଧ୍ରପ୍ରଦେଶ କୋରାପୁଟ ଜିଲ୍ଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆର ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି । ଆଗକୁ ଭୋଟ୍ ଥିବାରୁ ଆନ୍ଧ୍ର ପକ୍ଷରୁ ଭୋଟର ମାନଙ୍କୁ ପ୍ରଭାବିତ କରିବା ପାଇଁ କୋଟିଆ…

ସମ୍ବଲପୁର ମାଟିରେ ପ୍ରଣବ; କହିଲେ, ‘ବାପାଙ୍କର କର୍ମଭୁମି ଥିବାରୁ ଆଜି ମୋ ଘରେ ଠିଆ ହେବା ପରି ଲାଗୁଛି’

ସମ୍ବଲପୁର: ସମ୍ବଲପୁର ଲୋକ ସଭା ଆସନରୁ ପ୍ରଣବ ପ୍ରକାଶ ଦାସଙ୍କୁ ବିଜେଡିରୁ ଟିକେଟ୍ ମିଳିବା ପରେ ସମ୍ବଲପୁର ଗସ୍ତ କରିଛନ୍ତି । ସମର୍ଥକ ମାନଙ୍କ ସହ ଯାଇ ମାଆ ସମଲେଇଙ୍କୁ ଦର୍ଶନ କରିବା ସହ ଆଶିର୍ବାଦ ନେଇଛନ୍ତି । ଏହି ଅବସରରେ ସମ୍ବଲପୁରବାସୀଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରି ଭାବବିହ୍ବଳ…

ସୁରେନ୍ଦ୍ର ସିଂ ଭୋଇ ହେବେ ବିଜେଡିର ବଲାଙ୍ଗିର ସାଂସଦ ପ୍ରାର୍ଥୀ !

ଭୁବନେଶ୍ୱର: ନିର୍ବାଚନ ପାଖେଇବା ସହ ଜୋର ଧରିଛି ଦଳ ଡିଆଁ ପର୍ବ । ବିଭିନ୍ନ ଦଳର ପ୍ରତିଦିନନ ମାରାଥନ୍ ମିଶ୍ରଣ ପର୍ବ ହେଉଛ । ଆଜି ବିଜେଡିରେ ମିଶିଲେ ପୂର୍ବତନ କଂଗ୍ରେସ ବିଧାୟକ ସୁରେନ୍ଦ୍ର ସିଂ ଭୋଇ । କଂଗ୍ରେସରୁ ଇସ୍ତଫା ଦେବାର କିଛି ଘଣ୍ଟା ଭିତରେ ବିଜେଡିରେ ସାମିଲ ହୋଇଛନ୍ତି । ଶଙ୍ଖ…

କଂଗ୍ରେସ ଛାଡିଲେ ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ, ବିଜେଡିରେ ମିଶିବା ନେଇ ଚର୍ଚ୍ଚା

ଭୁବନେଶ୍ବର: ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳରୁ ଇସ୍ତଫା ଦେଲେ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ । ଏଆଇସିସି ସଭାପତିଙ୍କ ନିକଟକୁ ସେ ନିଜର ଇସ୍ତଫାପତ୍ର ପଠାଇଦେଇଛନ୍ତି । ଦଳର ପ୍ରାଥମିକ ସଦସ୍ୟ, ବଲାଙ୍ଗିର ଜିଲ୍ଲା ସଭାପକି ଓ ଏଆଇସିସି ସଦସ୍ୟ ପଦରୁ ଇସ୍ତଫା…

ଡକାୟତି ଯୋଜନା ପଣ୍ଡ, ପୋଲିସ କବଜାରେ ୫ ଜଣିଆ ଡକାୟତି ଗ୍ୟାଙ୍ଗ

ଜଟଣୀ: ଡକାୟତି ଯୋଜନା ପଣ୍ଡ କଲା କମିଶନରେଟ୍ ପୋଲିସ । ବଡ ଧରଣର ଲୁଟ୍ ପାଇଁ ଯୋଜନା କରୁଥିବାବେଳେ କମିଶନରେଟ୍‌ ପୋଲିସ ହାତରେ ଧରାପଡିଛନ୍ତି ୫ ଜଣିଆ ଡକାୟତି ଗ୍ୟାଙ୍ଗ । ସେମାନଙ୍କ ନିକଟରୁ ୫ଟି ଅଫୁଟା ବୋମା, ସ୍କର୍ପିଓ କାର, ୩ଟି ବାଇକ ସହିତ ବିଭିନ୍ନ ମାରଣାସ୍ତ୍ର ଜବତ କରାଯାଇଛି ।…