Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଜେପି ଛାଡିଲେ ସାଲେପୁର ପୂର୍ବତନ ବିଧାୟକ ପ୍ରକାଶ ବେହେରା

ଭୁବନେଶ୍ୱର: ବିଜେପି ଛାଡିଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା । ସେ ଆଜି ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ସେ ତାଙ୍କର ଇସ୍ତଫାପତ୍ର ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇ ଦେଇଛନ୍ତି । ପ୍ରକାଶ ଚନ୍ଦ୍ର ବେହେରା କଟକ ଜିଲ୍ଲା ବିଜେପି ସଭାପତି…

ବାପା, ମାଆ ସିଟରେ ଲଢ଼ିବେ ପୁଅ

ଭୁବନେଶ୍ୱର: ବାପା ଲଢୁଥିଲେ । ଏବେ ମୈଦାନରେ ପୁଅ । ରାଜ୍ୟର କିଛି ଭେଟେରାନ ଓ ହେଭିୱେଟ ନେତାଙ୍କ ପୁଅ ଏଥର ନିର୍ବାଚନ ମୈଦାନକୁ ଓହ୍ଲାଉଛନ୍ତି । ବାପା ପ୍ରତ୍ୟକ୍ଷ ନିର୍ବାଚନରୁ ଦୂରେଇ ଯାଉଥିବା ବେଳେ ସେମାନଙ୍କର ଉତ୍ତରାଧିକାରୀ ଏଥର ଭାଗ୍ୟ ପରୀକ୍ଷା କରାଇବେ । ପାଟକୁରାରୁ ଲଢ଼ିବେ ବରିଷ୍ଠ…

ଦୀପାଳି-ବର୍ଷା-ଅଳକା: କାହାକୁ ଟିକେଟ, କାହାର କଟିବ ?

ଭୁବନେଶ୍ୱର: ୩ ଉପନିର୍ବାଚନ ବିଜେତାଙ୍କୁ ପ୍ରଥମ ପର୍ଯ୍ୟାୟରେ କାହିଁକି ମିଳିଲାନି ବିଜେଡି ଟିକେଟ ? ପ୍ରାର୍ଥୀ ଘୋଷଣା ପରେ ବରଗଡ ଲୋକସଭା କ୍ଷେତ୍ରକୁ ନେଇ ବଢ଼ିଛି ଚର୍ଚ୍ଚା । ଗତକାଲି ବିଜେଡି ବରଗଡ ଜିଲ୍ଲା ତଥା ଲୋକସଭା କ୍ଷେତ୍ରର ୪ ବିଧାନସଭା ପାଇଁ ପ୍ରାର୍ଥୀ ଦେଲା । ବାକି ରହିଲା ଆଉ…

ବିଜେଡ଼ି ଟିକେଟ ଘୋଷଣା ପରେ ଜଗା ଦର୍ଶନ ସହ ଆଶୀର୍ବାଦ ନେଲେ ପ୍ରଣବ ପ୍ରକାଶ ଓ ସଞ୍ଜୟ ଦାସବର୍ମା

ପୁରୀ: ନିର୍ବାଚନ ପାଇଁ ବିଜେଡି ପ୍ରଥମ ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଚଳିତ ବର୍ଷ ବିଜେଡିର ବରିଷ୍ଠ ନେତା ସଞ୍ଜୟ ଦାସବର୍ମା ପୁରୀ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ଆଶିଷ ଲାଭ କରିଛନ୍ତି । ସେ ସତ୍ୟବାଦୀ ନିର୍ବାଚନ ମଣ୍ଡଳୀରୁ ବିଜେଡ଼ି ପ୍ରାର୍ଥୀ ଭାବେ…

ଏମାନଙ୍କର ଟିକେଟ୍ କାଟିଲା ବିଜେଡି ?

ଭୁବନେଶ୍ନର: ଲୋକସଭା ପାଇଁ ୧୫ ଯୋଦ୍ଧା ଘୋଷଣା କରିଛି ବିଜେଡି । ୨୩ ଜିଲ୍ଲାର ୭୨ ବିଧାୟକ ପ୍ରାର୍ଥୀ ତାଲିକା ଜାରି ହୋଇଛି । କଟିଲା ଆସିକା ଓ ଢେଙ୍କାନାଳ ସାଂସଦଙ୍କ ଟିକେଟ । ଢେଙ୍କାନାଳରୁ ମହେଶ ସାହୁଙ୍କୁ ପ୍ରାର୍ଥୀ କରିନି ଦଳ । ତାଙ୍କ ସ୍ଥାନରେ ନବାଗତ ଅବିନାଶ ସାମଲଙ୍କୁ ଲୋକସଭା ଟିକେଟ…

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରେଭିନ୍ୟୁ ସୁପରଭାଇଜର ଓ ଅବସରପ୍ରାପ୍ତ ଅମୀନ ଗିରଫ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଜଗତସିଂହପୁରର ଜମି ଅଧିଗ୍ରହଣ ଅଧିକାରୀଙ୍କ ଅଫିସର ରେଭିନ୍ୟୁ ସୁପରଭାଇଜର ଗଣେଶ ମଲ୍ଲିକ। ତାଙ୍କ ସହିତ କ୍ଷୀରୋଦ ରଥ ନାମକ ଜଣେ ବ୍ୟକ୍ତି ଧରାପଡ଼ିଛନ୍ତି। କ୍ଷୀରୋଦ ଜଣେ ବରିଷ୍ଠ ଅମୀନ, ଯିଏ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇ ସାରିଛନ୍ତି। ୪୦୦୦ ଟଙ୍କା ଲାଞ୍ଚ…

‘ମୁଁ ମୋ ନିଜ ବିପକ୍ଷରେ ପ୍ରତିଦ୍ୱନ୍ଦିତା କରୁଛି, ଆଉ କାହାକୁ ଗୁରୁତ୍ୱ ଦେଉନାହିଁ’

ପୁରୀ: ବିଜେପିରୁ ପୁଣି ଲୋକସଭା ପ୍ରାର୍ଥୀ ଭାବେ ଅପରାଜିତା ଷଡ଼ଙ୍ଗୀ ନିର୍ବାଚନ ଲଢ଼ିବେ । ଏନେଇ ବିଜେପି ଘୋଷଣା କରିବାପରେ ନିର୍ବାଚନ ଯୁଦ୍ଧକୁ ଓହ୍ଲାଇବ ପୁର୍ବରୁ ମହାପ୍ରଭୁଙ୍କ ଆଶୀର୍ବାଦ ଲୋଡିଛନ୍ତି ଅପରାଜିତା ଷଡ଼ଙ୍ଗୀ । ଆଜି ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି…

‘ନବୀନଙ୍କ ନାଁ ବିନା ଭର୍ତ୍ତୃହରି ଓ ସିଦ୍ଧାନ୍ତ ୱାର୍ଡମେମ୍ବର ଜିତିବାର କ୍ଷମତା ନାହିଁ’

ଭୁବନେଶ୍ବର: ଆଜି ବିଜେପି ରେ ଯୋଗଦେଇଛନ୍ତି କଟକ ସାଂସଦ ଭର୍ତ୍ତୃହରି ମହତାବ, ପୂର୍ବତ୍ତନ ଲୋକସଭା ସାସଂଦ ସିଦ୍ଧାନ୍ତ ମହାପାତ୍ର ଏବଂ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା । ବିଜେଡିର ଦୁଇ ହେଭିଓ୍ବେଟ୍ ନେତା ବିଜେପିରେ ସାମିଲ ହେବା ପରେ ଏନେଇ ପ୍ରତିକ୍ରିୟା ରଖିଛି ବିଜେଡି । ବିଜେଡି ସାମସଦ…

ଲାଓସରେ ଫସିଛନ୍ତି ୧୭ ଓଡ଼ିଆ ଶ୍ରମିକ, ଉଦ୍ଧାର ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ

ଭୁବନେଶ୍ବର: ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ଲାଓସରେ ଫସିଥିବା ୧୭ ଜଣ ଓଡ଼ିଆ ଶ୍ରମିକଙ୍କୁ ଉଦ୍ଧାର କରି ସୁରକ୍ଷିତ ଭାରତ ଫେରାଇ ଆଣିବା ପାଇଁ ଭାରତୀୟ ରାଷ୍ଟ୍ରଦୂତଙ୍କୁ ହସ୍ତକ୍ଷେପ କରିବାକୁ ଏକ ଚିଠି ଲେଖି ନିବେଦନ କରିଛନ୍ତି। ଏଠାରେ ସୂଚନାଯୋଗ୍ୟ ଯେ…

ବିଜେପିରେ ସାମିଲ ହେଲେ ଭର୍ତ୍ତୃହରି, ସିଦ୍ଧାନ୍ତ ଓ ଦମୟନ୍ତୀ

ଭୁବନେଶ୍ବର: ନିର୍ବାଚନ ଯେତିକି ପାଖଉଛି ନେତାଙ୍କ ଦଳ ଡିଆଁ ପର୍ବ ଜାରି ରହିଛି ।ଏହି କ୍ରମେର ବିଜେପିରେ ସାମିଲ ହେଲେ ହେଭିଓ୍ବେଟ୍ ନେତା । ଆଜି ପଦ୍ମ ଧରିଲେ କଟକ ସାଂସଦ ଭର୍ତ୍ତୁହରି ମହତାବ, ବିଜେଡିରୁ ୨ ଥର ସାଂସଦ ଥିବା ସିଦ୍ଧାନ୍ତ ମହାପାତ୍ର ଓ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା । ଆଜି…