Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୋଡ଼ାଗଡ ନିକଟରେ ବସ୍ ଦୁର୍ଘଟଣା: ଜଣେ ମୃତ, ୨୦ ଆହତ

କୋରାପୁଟ: ମଙ୍ଗଳବାର ବିଳମ୍ବିତ ରାତିରେ କୋରାପୁଟ ସଦର ପୋଲିସ ସୀମା ଅନ୍ତର୍ଗତ ପୋଡାଗଡ ନିକଟରେ ବସ୍ ଦୁର୍ଘଟଣା ଘଟିଛି। ଖମ୍ବେଶ୍ୱରୀ ନାମକ ବସ ଦୁର୍ଘଟଣାଗ୍ରସ୍ତ ହୋଇଥିବା ବେଳେ ଭାରସାମ୍ଯ ହରାଇ ବସଟି ରାସ୍ତା ତଳକୁ ଖସିପଡ଼ିଛି । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ…

ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କଲା ବିଜେଡି

ଭୁବନେଶ୍ଵର: ସବୁ ଅପେକ୍ଷାର ହେଲା ଅନ୍ତ । ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କଲା ବିଜେଡି । ବିଧାନସଭା ଓ ଲୋକସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି । ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ପାର୍ଥୀ ତାଲିକା ଘୋଷଣା କରିଛନ୍ତି । ଜନ ସାଧାରଣଙ୍କ ଆଶୀର୍ବାଦ କାମନା କରି ମୁଖ୍ୟମନ୍ତ୍ରୀ ନବୀନ…

କଂଗ୍ରେସର ସବୁ କମିଟିରୁ ଇସ୍ତଫା ଦେଲେ ସୁର ରାଉତରାୟ, ପୁଅ ବିଜେଡିରେ ମିଶିବା ପରେ ନିଷ୍ପତ୍ତି

ଭୁବନେଶ୍ବର: କଂଗ୍ରେସର ସବୁ କମିଟିରୁ ଇସ୍ତଫା ଦେଲେ ବିଧାୟକ ସୁର ରାଉତରାୟ । କଂଗ୍ରେସର ସମସ୍ତ ପଦ ପଦବୀ ଛାଡିବା ପରେ ମଧ୍ୟ ସେ ଦଳରେ ରହିବେ ବୋଲି ସ୍ପଷ୍ଟ କରିଛନ୍ତି । ସାନ ପୁଅ ମନ୍ମଥ ରାଉତରାୟ ଆଜି ବିଜେଡିରେ ମିଶିବା ପରେ ଏଭଳି ପଦକ୍ଷେପ ନେଇଛନ୍ତି ସୁର । ଆଜି ଶଙ୍ଖ ଭବନରେ ଆୟୋଜିତ…

ଶଙ୍ଖ ଧରିଲେ ସୁର ରାଉତରାୟଙ୍କ ସାନପୁଅ ମନ୍ମଥ; କହିଲେ, ବାପାଙ୍କ ଆର୍ଶୀବାଦ ନେଇ ବିଜେଡିରେ ମିଶିଲି

ଭୁବନେଶ୍ବର: ଦୀର୍ଘ ଦିନ ଧରି ଚର୍ଚ୍ଚାର ଅନ୍ତ ଘଟିଲା । ଶଙ୍ଖ ଧରିଲେ କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ । ଆଜି ଶଙ୍ଖ ଭବନରେ ପହଞ୍ଚି ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହେଲେ ମନ୍ମଥ । ଭୁବନେଶ୍ୱର ମାଉସୀମାଆ ମନ୍ଦିର ଛକରୁଏକ ବିରାଟ ପଟୁଆର ଧରି ନିଜ…

ବାଇକକୁ ପିଟିଲା ବାଇକ; ଜଣେ ମୃତ, ୨ ଗୁରୁତର

ଯାଜପୁର: ଯାଜପୁର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥର ନେଉଳପୁର ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ, ଅନ୍ୟ ଦୁଇଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ…

ପରିବାରରୁ ଜଣଙ୍କୁ ଟିକେଟ୍, ବିଜେଡିର ନିୟମ ବଢାଇଛି ପଲିଟିକାଲ ପରିବାରଙ୍କ ଚିନ୍ତା

ଭୁବନେଶ୍ଵର: ପରିବାରରୁ ଜଣଙ୍କୁ ଟିକେଟ୍ । ବିଜେଡିର ନିୟମ ବଢାଇଛି ପଲିଟିକାଲ ପରିବାରଙ୍କ ଚିନ୍ତା । ବିଜେଡିର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ପରିବାରରୁ ଆରମ୍ଭ ହୋଇଥିବା ଅସନ୍ତୋଷର ଏହି ନିଆଁ ଏବେ ଅନ୍ୟ ପରିବାରରେ ରାଜନୈତିକ ଭବିଷ୍ୟତରୁ ଅନ୍ଧାରକୁ ଠେଲି ଦେବନି ତ ? କୁହୁଳିଲାଣି…

ଆଜି ୪ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ପୁରୀ ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେବ । ଆଜି ଫାଲଗୁନ ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥିରେ ମହାପ୍ରଭୁଙ୍କ ବନକଲାଗି ନୀତି ହେବ । ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ ରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।…

ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ଓଲଟିଲା ଯାତ୍ରୀବାହୀ ବସ୍; ଜଣେ ମୃତ, ୧୦ରୁ ଉର୍ଦ୍ଧ୍ବ ଆହତ

କୋରାପୁଟ: କୋରାପୁଟ-ରାୟଗଡା ଜାତୀୟ ରାଜପଥ ପୋଡ଼ାଗଡ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ରାସ୍ତାକଡ଼କୁ ଓଲଟି ପଡ଼ିଲା ଏକ ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ରୁ ଉର୍ଦ୍ଧ୍ବ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ନିକଟସ୍ଥ…

୩ ସିଟ୍ ରେ କେଉଁଠି କେଁ?

ଭୁବନେଶ୍ବର: ଲୋକସଭା ଲଢେଇ ପାଇଁ ଆଗୁଆ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ୨୧ ରୁ ୧୮ ସିଟ୍ ପାଇଁ ସିପାହୀ ପ୍ରସ୍ତୁତ । କିଛି ନୂଆ କିଛି ପୁରୁଣା ମୁହଁ ସହ ଚବିଶ ପାଇଁ ବିଜେପି କରିଛି ଚଉକଶ ପ୍ଲାନ୍ । ତେବେ ପ୍ରଶ୍ନ, ୩ ସିଟ୍ ରେ କେଉଁଠି ରହିଛି କନଫ୍ୟୁଜନ୍? ପ୍ରାର୍ଥୀ ନିଷ୍ପତ୍ତି…

ବୌଦ୍ଧ ପୋଲିସର ମୁଣ୍ଡ ବିନ୍ଧାଉଛି ଗଞ୍ଜେଇ ଚୋରାଚାଲାଣ, ମାଟି ଖୋଳି କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ

ବୌଦ୍ଧ: ଏକ ଟନରୁ ଉର୍ଦ୍ଧ୍ବ ଗଞ୍ଜେଇ ଜବତ କରିଛି ବୌଦ୍ଧ ପୋଲିସ। ବୌଦ୍ଧ ପୋଲିସ ଦ୍ଵାରା ବଘିଆପଡ଼ା ଫାଣ୍ଡି ପେଞ୍ଜାବାଲି ଗ୍ରାମ୍ୟା ଜଙ୍ଗରୁ ବାହାରକୁ ଚାଲାଣ୍ଡ ପାଇଁ ରଖାଯାଇଥିବା ୧୦୭୮ କେଜି ଗଞ୍ଜେଇ ଜବତ କରାଯାଇଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ଏକ କୋଟି ୭ ଲକ୍ଷ ୮୦ ହାଜର ଟଙ୍କା ବୋଲି…