Latest Odisha News

BREAKING NEWS

Browsing Category

ଓଡିଶା

Odisha

ମହମ୍ମଦ ମୋକିମ୍ ଓ ଚିରଞ୍ଜୀବ ବିଶ୍ୱାଳଙ୍କୁ ଦଳରୁ ନିଲମ୍ବିତ କଲା କଂଗ୍ରେସ

ଭୁବନେଶ୍ୱର: କାରଣ ଦର୍ଶାଅ ନୋଟିସ୍ ପରେ ନିଲମ୍ବନ । କଂଗ୍ରେସରୁ ନିଲମ୍ବିତ ହେଲେ ବିଧାୟକ ମହମ୍ମଦ ମୋକିମ୍ ଓ ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ । ଦଳ ବିରୋଧୀ କାର୍ଯ୍ୟ ନେଇ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଭିଯୋଗ କ୍ରମେ ଏଆଇସିସି ଉଭୟଙ୍କୁ ଦଳର ସସପେଣ୍ଡ କରିଛି । ମେ ମାସ ଶେଷ…

ଅପରାହ୍ନ ୩ଟା ସୁଦ୍ଧା ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ; ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଆସୁଛି ବଡ ବର୍ଷା । ୧୫ରୁ ୧୯ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ଥିବା ଅନୁମାନ କରିଛି ପାଣିପାଗ ବିଭାଗ । ଏଥିପାଇଁ ସତର୍କ ସୂଚନା ଜାରି କରାଯାଇଛି । ୧୯ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତାକାଲି ବଙ୍ଗୋପସାଗରରେ ଏକ…

ସୁଲଭ ମୂଲ୍ୟରେ ମିଳିବ ଅବଢା; ଆନନ୍ଦ ବଜାରରେ ଲାଗିବ ମହାପ୍ରସାଦ ରେଟ୍ ଚାର୍ଟ

ପୁରୀ: ଦୁର୍ମୂଲ୍ୟ ହେବନି ମହାପ୍ରସାଦ । ସୁଲଭ ମୂଲ୍ୟରେ ଆନନ୍ଦବଜାରରେ  ଅବଢା ଖାଇବେ ଭକ୍ତ । ଶ୍ରୀମନ୍ଦିରରେ ଠକେଇର ଶିକାର ହେବନି ଶ୍ରଦ୍ଧାଳୁ । ଏଣିକି ଆନନ୍ଦ ବଜାରରେ ଲାଗିବ ମହାପ୍ରସାଦ ଦରର ଚାର୍ଟ । ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଅନୁଷ୍ଠିତ ଶୃଙ୍ଖଳା କମିଟି ବୈଠକରେ ଏପରି…

ଏଥର ରାଷ୍ଟ୍ରପତିଙ୍କ କଟକ ଗସ୍ତ ବେଳେ କଟିବନି ଲାଇନ; ପ୍ରତିଶ୍ରୁତି ଦେଲେ ଟାଟା ପାୱାରର CEO

କଟକ: ଏଥର କଟିବନି ଲାଇନ। ଅନ୍ଧାର ଦେଖିବେନି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାରିପଦା ଅବ୍ୟବସ୍ଥାର ପୁନରାବୃତ୍ତି ଏଠାରେ ହେବନି । ରାଷ୍ଟ୍ରପତି ଙ୍କ ତିନି ଦିନିଆ ଓଡିଶା ଗସ୍ତ ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇ ଯାଇଛି । ଏ ନେଇ TPCODL ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରଯାଇଛି ।…

ଗୁରୁଜୀ ଡଃ ଚନ୍ଦ୍ରଭାନୁ ଶତପଥୀଙ୍କୁ ସମ୍ମାନିତ କଲା ଆମେରିକା : ଜୁଲାଇ ୧୩ ଚନ୍ଦ୍ରଭାନୁ ଶତପଥୀ ଦିବସ ଭାବେ ଘୋଷଣା

ଭୁବନେଶ୍ୱର: ବିଶ୍ୱବ୍ୟାପୀ ମାନବ ଜୀବନର କଲ୍ୟାଣ ସାଧନା ତଥା ତାଙ୍କର ପ୍ରସିଦ୍ଧ କାବ୍ୟକୃତି ଶ୍ରୀଗୁରୁ ଭାଗବତ ନିମନ୍ତେ ଗୁରୁଜୀ ଡଃ ଚନ୍ଦ୍ରଭାନୁ ଶତପଥୀଙ୍କୁ ଯୁକ୍ତରାଷ୍ଟ୍ର ଆମେରିକା ସରକାରଙ୍କ ପକ୍ଷରୁ ଏକ ବିରଳ ସମ୍ମାନରେ ସମ୍ମାନିତ କରାଯାଇଛି । ଏକକାଳୀନ ଆମେରିକାର ତିନୋଟି ସ୍ଥାନୀୟ…

ରୋବୋଟିକ ସର୍ଜରୀ କ୍ଷେତ୍ରରେ ଆମ୍ରି ହସ୍ପିଟାଲର ତିଆରି କରିଛି ଏକ ମାଇଲଖୁଣ୍ଟ

ଭୁବନେଶ୍ୱର: ପୂର୍ବାଞ୍ଚଳ ଭାରତ ପାଇଁ ପ୍ରଥମ ପ୍ରକାରର ସଫଳତାରେ ଆମ୍ରି ହସ୍ପିଟାଲ ଭୁବନେଶ୍ୱର ୪ମାସ ମଧ୍ୟରେ ୧୦୦ଟି ରୋବୋଟିକ ଆଣ୍ଠୁ ପ୍ର୍ରତିରୋପଣ କରିବାରେ ସଫଳ ହୋଇ ପାରିଛି । ଆମ୍ରିର କ୍ଲିନିକାଲ ଉତ୍କର୍ଷତା ଓ ବୈଷୟିକ ଉନ୍ନତି, ଅସ୍ଥିଶଲ୍ୟ ଏବଂ ମିଳିତ ପ୍ରତିସ୍ଥାପନ ଏବଂଓଡ଼ିଶାକୁ ଏକ…

ଜାଲ୍ ନୋଟ୍ ବଦଳ ବେଳେ ଭୁବନେଶ୍ୱର ଆରବିଆଇରୁ ଯୁବକ ଗିରଫ

ଭୁବନେଶ୍ୱର: ନକଲି ନୋଟ୍ ବଦଳ ତାହା ପୁଣି ରିଜର୍ଭ ବ୍ୟାଙ୍କରେ । ଏଭଳି ଉଦ୍ୟମ କରି ଗିରଫ ହୋଇଛନ୍ତି ଜଣେ ଯୁବକ । କମିଶନରେଟ ପୋଲିସ ଶୁକ୍ରବାର ଯୁବକ ଜଣଙ୍କୁ ଗିରଫ କରିବା ସହ ତାଙ୍କ ଠାରୁ ଶହେଟି ନକଲି ୫୦୦ ଟଙ୍କିଆ ନୋଟ୍ ଜବତ କରିଛି । ସୂଚନା ଅନୁସାରେ, ଖୋର୍ଦ୍ଧା ଅଞ୍ଚଳର ବିକାଶ…

୨୦୧୯ରେ ହାରିଥିବା ଆସନ କେମିତି ଜିତିବେ, ଦଳୀୟ ନେତାଙ୍କୁ ବଂଶଲଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର: ଭାରତୀୟ ଜନତା ପାର୍ଟିର କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ ଶୁକ୍ରବାର ଓଡ଼ିଶାର ୧୩ଟି ଲୋକସଭା ନିର୍ବାଚନ ମଣ୍ଡଳୀର ଦଳୀୟ ନେତାଙ୍କ ସହ ଏକ ରୁଦ୍ଧଦ୍ୱାର ବୈଠକ କରିଛନ୍ତି। ଗତ ନିର୍ବାଚନରେ ଦଳ ଏହି ଆସନରେ ପରାଜୟ ବରଣ କରିଥିଲା। ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶା ସମେତ ପୂର୍ବ…

ପଶ୍ଚିମ ଓଡ଼ିଶାରେ ‘ମୁଖ୍ୟମନ୍ତ୍ରୀ ସଭାଗୃହ’ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ନବୀନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପଶ୍ଚିମ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ସଭାଗୃହ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନାରେ ପଶ୍ଚିମ ଓଡ଼ିଶାର ପ୍ରାୟ ୨୦୦୦ଟି କଲ୍ୟାଣ ମଣ୍ଡପ ଓ ସ୍ଥାନୀୟ ସଭାଗୃହ ଗୁଡିକର ନିର୍ମାଣ ହାତକୁ ନିଆଯିବ । ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ…

ବଲାଙ୍ଗୀର ନାବାଳିକା ହତ୍ୟା ଘଟଣା, ରହସ୍ୟ ଭେଦ କରିବାକୁ ପୋଲିସକୁ ଭରସା କଣ୍ଢେଇ?

ବଲାଙ୍ଗୀର: ଶେଷାଦ୍ରୀ ନାଗ ହତ୍ୟା ଘଟଣା ବଲାଙ୍ଗୀରବାସୀଙ୍କୁ ସ୍ତବ୍ଧ କରିଦେଇଛି। ନିଖିଳ ନଗର ବସ୍ତି ଅଞ୍ଚଳରେ ଯୁକ୍ତ ଦୁଇ ଛାତ୍ରୀ ହତ୍ୟା ଘଟଣାର ତଦନ୍ତକୁ ଜୋରଦାର କରିଛି ବଲାଙ୍ଗୀର ପୋଲିସ। ଗତ ଗୁରୁବାର ଦିନ ଶେଷାଦ୍ରି ନାଗ ନିଜ ଘର ଭିତରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର ହୋଇଥିଲା।…