Latest Odisha News

BREAKING NEWS

Browsing Category

ଓଡିଶା

Odisha

କାହିଁକି ଓଡ଼ିଶା ଆସୁଛନ୍ତି ଶିବରାଜ ସିଂ ଚୌହାନ?

ଭୁବନେଶ୍ୱର:ଓଡ଼ିଶା ଆସିବେ ବିଜେପିର କେନ୍ଦ୍ରୀୟ ବରିଷ୍ଠ ନେତା। ଘନ ଘନ ନେତାଙ୍କ ଆଗମନରେ ରାଜ୍ୟ ବିଜେପି କାର୍ଯ୍ୟାଳୟ ଏବେ ବେଶ ସରଗରମ। ଓଡ଼ିଶା ଗସ୍ତରେ ଦଳର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶ ରାଜ୍ୟ ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ଶିବରାଜ ସିଂ ଚୌହାନ ୧୩ ତାରିଖ ଅର୍ଥାତ୍ ମଙ୍ଗଳବାର ଦିନ…

କୋରାପୁଟ ଗୁପ୍ତେଶ୍ବର ଜଙ୍ଗଲକୁ ମିଳିଲା ‘ଜୈବବିବିଧତା ଐତିହ୍ୟସ୍ଥଳ’ ମାନ୍ୟତା

କୋରାପୁଟ: କୋରାପୁଟ ଜିଲ୍ଲାର ଗୁପ୍ତେଶ୍ୱର ଗୁମ୍ଫା ମନ୍ଦିର ନିକଟରେ ଥିବା ୩୦ କିଲୋମିଟର ପରିଧି ଅଂଚଳ ଜଙ୍ଗଲକୁ ଜୈବ ବିବିଧତା ଅଧିନିୟମ ୨୦୦୨ ଅନୁଯାୟୀ ‘ଜୈବବିବିଧତା ଐତିହ୍ୟସ୍ଥଳ’ ମାନ୍ୟତା ଦିଆଯାଇଛି । ଏନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି । ଏନେଇ…

ଓଡ଼ିଶା ଆସିବେ ବିଜେପି କେନ୍ଦ୍ରୀୟ ନେତୃତ୍ବ; କରିବେ ସମୀକ୍ଷା, ଦେବେ ଗୁରୁମନ୍ତ୍ର 

ଭୁବନେଶ୍ୱର : ଶିବରାଜ ସିଂ ଚୌହାନଙ୍କ ଠୁ ଆରମ୍ଭ କରି ଜେ ପି ନଡ୍ଡା।ନୀତିନ ଗଡ଼କରୀଙ୍କ ଠୁ ରାଜନାଥ ସିଂ। ବିଜେପିର କେନ୍ଦ୍ରୀୟ ଟିମ୍ ଏବେ ଓଡ଼ିଶା ପାଇଁ ଚଲେଇଛି ଗୋଟି ଚାଳନା। ୨୪ ନିର୍ବାଚନ ପାଇଁ ଏବେଠୁ ଅଣ୍ଟା ଭିଡିଲାଣି ରାଜ୍ୟ ବିଜେପି । ସଜାଡ଼ିଲଣି ମଇଦାନ, ଆରମ୍ଭ କଲାଣି ରଣନୀତି। ଚଳିତ…

ଓଡ଼ିଶା ସରକାର ଆନ୍ଧ୍ର ପାଖରେ କୋଟିଆକୁ ସମର୍ପି ଦେଇଛନ୍ତି: କଂଗ୍ରେସ

ଭୁବନେଶ୍ୱର: କୋଟିଆରେ ଆନ୍ଧ୍ରର ବେଆଇନ କାର୍ଯ୍ୟକୁ ପ୍ରତିବାଦ କରିବାରେ ନବୀନ ସରକାର ବିଫଳ ହୋଇଛନ୍ତି । କୋରାପୁଟ ଜିଲ୍ଳାର କୋଟିଆ ପଂଚାୟତରେ ଆନ୍ଧ୍ର ସରକାର ଯେଭଳି ଭାବରେ କାର୍ଯ୍ୟକ୍ରମ କରୁଛନ୍ତି ଏବଂ ଓଡ଼ିଶାର ସରକାରଙ୍କ ପକ୍ଷରୁ ଯେପରି ନୀରବତା ଅବଲମ୍ବନ କରାଯାଉଛି ଏଥିରୁ ଅନୁମେୟ ଓଡ଼ିଶା…

ବ୍ରହ୍ମପୁର ଏମକେସିଜି ମେଡିକାଲରେ ର‍୍ୟାଗି°, ସିନିୟର ଛାତ୍ରଙ୍କ ମାଡ଼ରେ ଲହୁଲୁହାଣ ଜୁନିୟର ଛାତ୍ର

ବ୍ରହ୍ମପୁର: ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜରେ ପୁଣି ର‍୍ୟାଗିଂ ଅଭିଯୋଗ । ଦ୍ୱିତୀୟ ବର୍ଷର ଡାକ୍ତରୀ ଛାତ୍ରଙ୍କୁ ଦୁଇଜଣ ସିନିଅରଛାତ୍ର ମାଡ଼ ମାରିବା ସହ ର‍୍ୟାଗିଂ କରିଥିବା ନେଇ ଅଭିଯୋଗ ହୋଇଛି । ଏନେଇ ପୀଡିତଙ୍କ ବାପା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଏପରିକି ଆଣ୍ଟି ର‍୍ୟାଗିଂ…

ଦ୍ୱନ୍ଦ୍ୱର ଘଟିଲା ଅନ୍ତ, ଏପ୍ରିଲ ୧୪ରେ ପାଳନ ହେବ ପଣା ସଂକ୍ରାନ୍ତି

ପୁରୀ: ପଣା ସଂକ୍ରାନ୍ତି ତଥା ଓଡିଆ ନବବର୍ଷ ପାଳନ ନେଇ ଦୂର ହେଲା ଦ୍ୱନ୍ଦ । ପାଞ୍ଜି ସମସ୍ୟା ନେଇ ଆଜି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବସିଥିବା ସମୀକ୍ଷା ବୈଠକ ଶେଷ ହୋଇଛି । ବୈଠକରେ ଆସନ୍ତା ୧୪ ତାରିଖରେ ଶ୍ରୀମନ୍ଦିରରେ ପଣା ସଂକ୍ରାନ୍ତି ପାଳିତ ହେବା ନେଇ ନିଷ୍ପତ୍ତି ହୋଇଛି ।…

ଶିଳ୍ପର ହବ୍ ପାଲଟିବ ମୟୂରଭଞ୍ଜ, ଖର୍ଚ୍ଚ ହେବ ୫୯୪୦ କୋଟି ଟଙ୍କା

ମୟୂରଭଞ୍ଜ:ନୂଆ ରୂପ ପାଇବ ମୟୂରଭଞ୍ଜ। ପାଲଟିବ ଶିଳ୍ପର ହବ୍। ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲ୍ଲାରେ ୫୯୪୦.୨୮ କୋଟି ଟଙ୍କା ପୁଞ୍ଜିନିବେଶ‌ରେ ୧୨ଟି ବୃହତ୍‌ ଶିଳ୍ପ ପ୍ରତିଷ୍ଠା ହେବ। ରାଜ୍ୟ ସରକାରଙ୍କ ଶିଳ୍ପ ବିଭାଗ ଏହାକୁ ଅନୁମୋଦନ କରିଛି। ଏହାଦ୍ବାରା ୯୩୧୨ଜଣ ନିଯୁକ୍ତି ପାଇବେ।…

ସମସ୍ତ କଟକଣାକୁ ଫୁ’, ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ

ପୁରୀ: ପୁଣି ଶ୍ରୀମନ୍ଦିର ସୁରକ୍ଷା ନେଇ ଉଠିଲା ପ୍ରଶ୍ନ । ଶ୍ରୀମନ୍ଦିର ଉପରେ ପୁଣି ଉଡ଼ିଲା ଡ୍ରୋନ । ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡାଇବା ଉପରେ କଟକଣା ଥିଲେ ମଧ୍ୟ ଡ୍ରୋନ୍ ଯୋଗେ ଆକାଶ ମାର୍ଗରୁ ଶ୍ରୀମନ୍ଦିର ଭିଡିଓ ଉତ୍ତୋଳନର ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ୍ ହୋଇଛି । ଏହି ଘଟଣା ଜଣା…

ଲୋକସଭା ନିର୍ବାଚନ: ଓଡ଼ିଶା ପାଇଁ ବିଜେପିର ରଣନୀତି କଣ?

ଭୁବନେଶ୍ୱର:ଆକ୍ସନ ମୋଡରେ ଏବେ ଭାରତୀୟ ଜନତା ପାର୍ଟି। କେନ୍ଦ୍ରରେ ତିସରୀ ବାର ମୋଦି ସରକାରର ନାରା ଦିଆଯାଉଥିବା ବେଳେ ରାଜ୍ୟରେ ଏଥର ପଦ୍ମ ଫୁଟାଇବା ପାଇଁ କସରତ କରୁଛି ବିଜେପି। ଏହାରି ମଧ୍ୟରେ ଓଡ଼ିଶା ପାଇଁ ବିଶେଷ ରଣନୀତି ପ୍ରସ୍ତୁତ କରାଯାଉଛି। କାରଣ ଲକ୍ଷ୍ୟ ରହିଛି ୧୬ରୁ ଅଧିକ ଲୋକସଭା…

ଆଉ ୫ଟି ଜିଲ୍ଲାରେ ଗଡିଲା ଲକ୍ଷ୍ମୀ ବସ୍, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଉ ୫ଟି ଜିଲ୍ଲାରେ ଗଡିଲା ଲକ୍ଷ୍ମୀ ବସ୍ । ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବଲାଙ୍ଗିର, ବରଗଡ, ଭଦ୍ରକ, ମୟୁରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାରେ  ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ…