Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡ଼ିଶାକୁ ଶହେ ବର୍ଷ ପୂର୍ତ୍ତି ସମୟରେ ଶହେ ପିଲାଙ୍କର ୧୦୦ କୋଟି ଟଙ୍କା ବ୍ୟବସାୟ କରାଇବା ଲକ୍ଷ୍ୟ: ଧର୍ମେନ୍ଦ୍ର…

ଭୁବନେଶ୍ୱର: ଷ୍ଟାର୍ଟଅପକୁ ପ୍ରୋତ୍ସାହିତ କରିବା ସହ ଓଡ଼ିଶାକୁ ଶିଳ୍ପ ଜଗତର ପେଣ୍ଠସ୍ଥଳୀ ଭାବରେ ପ୍ରତିଷ୍ଠା କରିବା ଲକ୍ଷ୍ୟରେ ଆସନ୍ତାକାଲି ଆଇଆଇଟି ଭୁବନେଶ୍ୱରର ଗବେଷଣା ଏବଂ ଉଦ୍ୟମିତା ପାର୍କର ୧୦୦ କ୍ୟୁବ୍ ଷ୍ଟାର୍ଟଅପ ପଦକ୍ଷେପର ଶୁଭାରମ୍ଭ ହେବ । ଏହାର ଅବ୍ୟବହିତ ପୂର୍ବରୁ ଭୁବନେଶ୍ୱର…

‘ଆମକୁ ଏପରି ଏକ ପରିବେଶ ସୃଷ୍ଟି କରିବାକୁ ହେବ ଯାହା ସ୍ୱାଗତଯୋଗ୍ୟ ଏବଂ ସମାବେଶୀ ହୋଇଥିବ’

ସମ୍ବଲପୁର: ସମ୍ବଲପୁର ବିଶ୍ୱବିଦ୍ୟାଳୟ ସୂଚନା ପ୍ରଦ୍ୟୋଗିକ ସଂସ୍ଥାନ (ଏସୟୁଆଇଆଇଟି)ର ୧୪ତମ ପ୍ରତିଷ୍ଠା ଦିବସ ସମାରୋହ । ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଡକ୍ଟର ପିକେ ମିଶ୍ର । ଡକ୍ଟର ମିଶ୍ର ଉଦବୋଧନ ଦେଇ କହିଥିଲେ, ଆମେ ଯେଉଁ ଅଭିବୃଦ୍ଧି…

ବିଧାନସଭା ପରିସରରେ ରାଣୀ ମା’ଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି 

ଭୁବନେଶ୍ବର:ଭୁବନେଶ୍ବରରେ ରାଣୀସାହେବାଙ୍କ ଶେଷ ଦର୍ଶନ। ବିଧାନସଭା ପରିସରରେ ବିଧାୟକ ଗଣଙ୍କ ଉପସ୍ଥିତିରେ ଦିଆଯାଇଛି ଶ୍ରଦ୍ଧାଞ୍ଜଳି। ପ୍ରଖ୍ୟାତ ରାଜନୀତିଜ୍ଞ, ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାର ଦେଓଙ୍କର ପାର୍ଥିବ ଶରୀର ଓଡ଼ିଶାରେ ପହଞ୍ଚିଛି। ସ୍ଵତନ୍ତ୍ର ବ୍ୟବସ୍ଥା ସହ ତାଙ୍କ ମରଶରୀର…

ଜନଜାତି ସଂସ୍କୃତିର ସଂରକ୍ଷଣ ପାଇଁ ରାଜ୍ୟ ସରକାର ଆହୁରି ଅନେକ ପଦକ୍ଷେପ ନେବେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଆଜି ସ୍ବତନ୍ତ୍ର ଉନ୍ନୟନ ପରିଷଦର ହିତାଧିକାରୀଙ୍କ ଏକ ମହା ସମାବେଶ ଅନୁଷ୍ଠିତ ହୋଇଯାଇଛି । ଏହି ମହା ସମାବେଶକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମଗ୍ର ରାଜ୍ୟରେ…

ସାଇବର ସୁରକ୍ଷା ଅଭିଯାନ-୨୦୨୩ ପାଇଁ ଓଡ଼ିଶା ପୋଲିସ ଦିଲ୍ଲୀରେ ପୁରସ୍କୃତ

ଭୁବନେଶ୍ୱର: ସାଇବର ସୁରକ୍ଷା ଅଭିଯାନ-୨୦୨୩ ପାଇଁ ଆଜି ଦିଲ୍ଲୀରେ ପୁରସ୍କୃତ ହୋଇଛି ଓଡ଼ିଶା ପୋଲିସ । ଡିଜିପିଙ୍କ ତରଫରୁ କ୍ରାଇମ୍‌ବ୍ରାଞ୍ଚ ଆଇଜି ସଫିନ୍‌ ମହମ୍ମଦ କେ ଏହି ପୁରସ୍କାର ଗ୍ରହଣ କରିଛନ୍ତି । କାନପୁର ଆଇଆଇଟିର ଏଆଇଆଇଇ ସେଣ୍ଟର ଫର୍‌ ଏକ୍ସଲେ‌ନ୍‌ସ ସହଯୋଗରେ ଫ୍ୟୁଚର କ୍ରାଇମ୍‌…

ଗ୍ୟାସ ସିଲିଣ୍ଡର ଫାଟି ଗୋଟିଏ ପରିବାରର ୬ ଗୁରୁତର 

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲାରେ ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ଘଟି ଗୋଟିଏ ପରିବାରର ୬ ଜଣ ଗୁରୁତର ଆହତ ହୋଇଛନ୍ତି । ବେଲପଡ଼ା ଥାନା କାନୁଟ ଗାଁରେ ଘଟିଛି ଏଭଳି ଅଘଟଣ । ସୂଚନା ଅନୁସାରେ, ସ୍ଥାନୀୟ କାନୁଟ ଗାଁ ଉପର ପଡାଠାରେ ଅଘଟଣ ଘଟିଛି। ଘରର ସବୁ ଲୋକ ଟିଭି ଦେଖୁଥିବା ବେଳେ ଗ୍ୟାସ…

ଅତିଥି ବେଶରେ ଆସି ବିବାହ ମଣ୍ଡପରୁ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଗହଣା

ଭୁବନେଶ୍ଵର: ରାଜଧାନୀରେ ଥମୁନି ଲୁଟେରାଙ୍କ ଉତ୍ପାତ । ଦିନକୁ ଦିନ ଏହା ଉଗ୍ର ରୂପ ଧରିଲାଣି । ପ୍ରତ୍ୟେକ ଦିନ କିଛି ନା କିଛି ଲୁଟର ଖବର ସାମ୍ନାକୁ ଆସୁଛି । ସେ ଛିନତାଇ ହେଉ କିମ୍ବା ଆପାର୍ଟମେଣ୍ଟରୁ ଚୋରୀ ଏଭଳି ଅନେକ ଘଟଣା ଘଟୁଛି । ତେବେ ଆଜି ଏପରି ଏକ ଅଭାବନୀୟ ଘଟମା ସାମ୍ନାକୁ ଆସିଛି…

‘ନୂଆଦିଲ୍ଲୀ ବିଶ୍ବ ପୁସ୍ତକ ମେଳା- ୨୦୨୪’ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ 

ନୂଆଦିଲ୍ଲୀ: ୫୨ତମ ‘ନୂଆଦିଲ୍ଲୀ ବିଶ୍ବ ପୁସ୍ତକ ମେଳା ୨୦୨୪'କୁ ଉଦଘାଟନ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ସହଯୋଗରେ ନ୍ୟାସନାଲ ବୁକ୍ ଟ୍ରଷ୍ଟ(ଏନବିଟି) ପକ୍ଷରୁ ଏହି ପୁସ୍ତକ ମେଳା ଆୟୋଜିତ…

ଗୁପ୍ତେଶ୍ୱର ବନାଞ୍ଚଳକୁ ଜୈବ ବିବିଧତା ଐତହ୍ୟସ୍ଥଳ ମାନ୍ୟତା

କୋରାପୁଟ: ଗୁପ୍ତେଶ୍ୱର ବନାଞ୍ଚଳକୁ ମିଳିଲା ଜୈବ ବିବିଧତା ଐତିହ୍ୟସ୍ଥଳ ମାନ୍ୟତା। ଏନେଇ ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ଘୋଷଣା କରାଯାଇଛି। ବିଭାଗୀୟ ଅତିରିକ୍ତ ଶାସନ ସଚିବଙ୍କ ପକ୍ଷରୁ ଏକ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। ଏହା ରାଜ୍ୟର ଚତୁର୍ଥ…

ଓଡ଼ିଶାରେ ହେବ ପ୍ରଥମ ଅଟୋ ମୋବାଇଲ ପ୍ଲାଣ୍ଟ, ସୃଷ୍ଟି ହେବ ୧୧ ହଜାର ନିଯୁକ୍ତି

ଭୁବନେଶ୍ବର: ଓଡ଼ିଶାରେ ହେବ ପ୍ରଥମ ଅଟୋ ମୋବାଇଲ ପ୍ଲାଣ୍ଟ । JSW ଗ୍ରୁପ ମେଗା ଇଲେକ୍ଟ୍ରିକ ଗାଡି ଏବଂ ବ୍ୟାଟେରୀ ପ୍ଲାଣ୍ଟ ସ୍ଥାପନ କରିବ । ଏନେଇ ଆଜି ଲୋକସେବା ଭବନରେ JSW ଗ୍ରୁପ୍ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏମଓୟୁ ବା ବୁଝାମଣାପତ୍ର ସ୍ୱାକ୍ଷର ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…