Latest Odisha News

BREAKING NEWS

Browsing Category

ଓଡିଶା

Odisha

କେନ୍ଦ୍ର ଡେପୁଟେସନରେ ଥିବା ଓଡ଼ିଶା କ୍ୟାଡର ଆଇଏଏସଙ୍କୁ ମିଳିଲା ଗୁରୁ ଦାୟିତ୍ବ

ଭୁବନେଶ୍ୱର: ଜାତୀୟ ରାଜପଥ ଓ ଭିତ୍ତିଭୂମି ବିକାଶ ନିଗମ ଲିମିଟେଡ୍ (ଏନ୍ଏଚ୍ଆଇଡିସିଏଲ୍) ଏହାର ପରିଚାଳନା ନିର୍ଦ୍ଦେଶକ ଭାବେ ଓଡ଼ିଶା କ୍ୟାଡରର ଆଇଏଏସ ଅଫିସର ତଥା କେନ୍ଦ୍ରୀୟ ଡେପୁଟେସନରେ ଥିବା ଆଇଏଏସ ଅଧିକାରୀ ଡ. କ୍ରିଷ୍ଣନ କୁମାରଙ୍କୁ ନିଯୁକ୍ତ କରିଛି। ୨୦୦୨ ବ୍ୟାଚ୍ ଆଇଏଏସ୍ ଅଧିକାରୀ…

ପରଲୋକରେ ଖଲ୍ଲିକୋଟର ରାଣୀ ତଥା ପୂର୍ବତନ ବିଧାୟିକା ଭି ସୁଜ୍ଞାନୀ ଦେଓ

ଭୁବନେଶ୍ୱର: ପରଲୋକରେ ଖଲ୍ଲିକୋଟର ରାଣୀ ତଥା ପୂର୍ବତନ ବିଧାୟିକା ଭି.ସୁଜ୍ଞାନୀ ଦେଓ। ଗତ କିଛି ଦିନ ହେବ ସେ ଗୁରୁତର ହୋଇପଡିବାରୁ ଚେନ୍ନାଇର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ବିଳମ୍ବିତ ରାତି ୧୨ଟା ୪୪ ମିନିଟରେ ସେ ୮୬ଶେଷ ନିଶ୍ବାସ ତ୍ୟାଗ କରିଥିବା ଜଣାପଡ଼ିଛି। ମୃତ୍ୟୁ ବେଳକୁ…

ବିଧାନସଭା ନିର୍ଦ୍ଧାରିତ ସମୟ ପୂର୍ବରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ

ଭୁବନେଶ୍ୱର: ସରକାରୀ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲିଙ୍କ ପ୍ରସ୍ତାବ କ୍ରମେ ନିର୍ଦ୍ଧାରିତ ସମୟର ଦୁଇ ଦିନ ପୂର୍ବରୁ ଶୁକ୍ରବାର ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଛି। ବିଜେପି ସଭ୍ୟମାନେ ଏହି ପ୍ରସ୍ତାବକୁ ବିରୋଧ କରି ଗୃହରୁ କକ୍ଷତ୍ୟାଗ କରିଥିଲେ ମଧ୍ୟ ବାଚସ୍ପତି…

ଚେନ୍ନାଇରେ ଚିକିତ୍ସାଧୀନ ବିଜେଡି ନେତ୍ରୀ ଭି ସୁଜ୍ଞାନ କୁମାରୀ ଦେଓଙ୍କୁ ଭେଟିଲେ ନବୀନ

ଚେନ୍ନାଇ: ବିଜେଡିର ବରିଷ୍ଠ ନେତ୍ରୀ ତଥା ପୂର୍ବତନ ବିଧାୟିକ ଭି ସୁଜ୍ଞାନ କୁମାରୀ ଦେଓ ଅସୁସ୍ଥ । ସେ ଏବେ ଚେନ୍ନାଇରେ ଚିକିତ୍ସାଧୀନ ଅଛନ୍ତି। ତାଙ୍କୁ ଭେଟିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଚେନ୍ନାଇ ଯାଇ ଭେଟିଛନ୍ତି। ଯେଉଁ ଘରୋଇ ହସ୍ପିଟାଲକୁ ନବୀନ ଯାଇଛନ୍ତି ତାଙ୍କ…

କେନ୍ଦ୍ରର ଚାଉଳ ପ୍ୟାକେଟରେ ରାଜ୍ୟ ସରକାରଙ୍କ ବିଜ୍ଞାପନ, ପ୍ରତିବାଦ କଲା ବିଜେପି

ଖୋର୍ଦ୍ଧା: ବାଲୁଗାଁରେ ବିଜେଡି ସରକାର କେନ୍ଦ୍ର ପକ୍ଷରୁ ଯୋଗାଇ ଦିଆଯାଉଥିବା ପିଡିଏସ୍ ଚାଉଳର ଅପବ୍ୟବହାର କରୁଥିବା ଅଭିଯୋଗ କରି ବିଜେପି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍ଏଫ୍ଏସ୍ଏ) ଅଧୀନରେ ହିତାଧିକାରୀଙ୍କ ପାଇଁ ଉଦ୍ଦିଷ୍ଟ ଚାଉଳ ବସ୍ତାରେ ବିଜେଡି…

ରେକର୍ଡ କଲା ଏମ୍ସ: ବିନା ଅସ୍ତ୍ରୋପଚାରରେ ଫୁସଫୁସରୁ ବାହାରିଲା ଛୁଞ୍ଚି

ଭୁବନେଶ୍ୱର: ପୁଣି ସ୍ୱାସ୍ଥ୍ୟ କ୍ଷେତ୍ରରେ ଆଉ ପାଦେ ଆଗେଇଲା ଭୁବନେଶ୍ଵର ଏମ୍ସ। ରାଜ୍ୟରେ ପ୍ରଥମ ଥର ପାଇଁ ବିନା ଅସ୍ତ୍ରୋପଚାରରେ ଫୁସଫୁସରୁ ବାହାରିଲା ଛୁଞ୍ଚି। ବ୍ରୋଙ୍କୋସ୍କୋପିକ୍ ପଦ୍ଧତିରେ ଫୁସଫୁସରୁ ସିଲେଇ ଛୁଞ୍ଚି ବାହାରି କରିଛନ୍ତି ଡାକ୍ତରୀ ଦଳ । ପଶ୍ଚିମବଙ୍ଗରୁ ଆସିଥିବା ୯…

ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନ୍‌ସପେକ୍ଟର, କାରରୁ ୪.୨୭ ଲକ୍ଷ ଜବତ

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଜଗତସିଂହପୁର ଆରଟିଓ ଟ୍ରାଫିକ ଇନ୍‌ସପେକ୍ଟର। ଟ୍ରାଫିକ ଇନ୍‌ସପେକ୍ଟର ପ୍ରଶାନ୍ତ ମହାପାତ୍ରଙ୍କୁ ଧରିଲା ଭିଜିଲାନ୍ସ। ନିଜ ଗାଡ଼ିରେ ନଗଦ ୪ ଲକ୍ଷ୨୭ ହଜାର ଟଙ୍କା ନେଇ ଭୁବନେଶ୍ବର ଯାଉଥିବା ବେଳେ ମାଡି ବସିଛି ଭିଜିଲାନ୍ସ ଟିମ୍ । କାରରେ ଭୁବନେଶ୍ବର ଅଭିମୁଖେ…

ଶ୍ରୀମନ୍ଦିର ହୁଣ୍ଡି ଟଙ୍କା ଚୋରି କରି ଧରାପଡ଼ିଲେ ପିଅନ, ସ୍ଵଚ୍ଛତା ନେଇ ଉଠିଲା ପ୍ରଶ୍ନ

ପୁରୀ: ଶ୍ରୀମନ୍ଦିର ହୁଣ୍ଡି ଟଙ୍କା ଗଣତି ବେଳେ ଚୋରି କରି ଧରା ହେଲେ ପିଅନ। ଚୋରି କରିଥିବା ପିଅନ ଜଣକ ହେଲେ ପ୍ରଦୀପ୍ତ କୁମାର ମହାପାତ୍ର। ପ୍ରାୟ ସପ୍ତାହେ ପାଇଁ ସେ ଶ୍ରୀମନ୍ଦିର ହୁଣ୍ଡି ଟଙ୍କା ଗଣତିରେ ନିୟୋଜିତ ହୋଇଥିଲେ। ସିସିଟିଭି ଫୁଟେଜରୁ ତାଙ୍କ ଚୋରି ଧରାପଡ଼ିଥିଲା। ତାଙ୍କ ଠାରୁ ୩୫…

ସକାଳେ ଦଳରେ ମିଶିଲେ, ଦ୍ୱିପ୍ରହରେ ଦାୟିତ୍ୱ ଦେଲେ ବିଜେଡି ସୁପ୍ରିମୋ 

ଭୁବନେଶ୍ୱର:ଦଳରେ ପାଦ ଦେଉ ଦେଉ ମିଳିଗଲା ଦାୟିତ୍ୱ। ଏବେ ଜାତୀୟ ସ୍ତରରେ ଦଳର ପ୍ରଚାର ପ୍ରସାର କରିବେ। ଶଙ୍ଖ ଫୁଙ୍କୁ ଫୁଙ୍କୁ ସନ୍ତୃପ୍ତ ମିଶ୍ରଙ୍କୁ ଦାୟିତ୍ୱ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଡ଼ଃ. ସଂତୃପ୍ତ ମିଶ୍ରଙ୍କୁ ଜାତୀୟ ମୁଖପାତ୍ର କରିଥିବା ବେଳେ ସଞ୍ଜୟ କୁମାର…

ରାହୁଲ ପ୍ରଥମେ ନିଜକୁ ନ୍ୟାୟ ଦିଅନ୍ତୁ: ଧର୍ମେନ୍ଦ୍ର ପ୍ରଧାନ 

ଝାରସୁଗୁଡା:ଝାରସୁଗୁଡାରେ ମୋଦିଙ୍କୁ ନେଇ ଗର୍ଜିଲେ ରାହୁଲ।ଉତ୍ତର ରଖିଲେ ଧର୍ମେନ୍ଦ୍ର। ମୋଦୀଙ୍କ ଜାତି ଭାଷଣକୁ ନେଇ ରାହୁଲଙ୍କ କଟାକ୍ଷ ପରେ ଧର୍ମେନ୍ଦ୍ରଙ୍କ ବାଣୀରେ ସ୍ପଷ୍ଟ କରାଇଲେ ରାହୁଲଙ୍କ ପ୍ରତି ହେଉଥିବା ଅନ୍ୟାୟ। ନିଜ ସୋସିଆଲ ମିଡ଼ିଆ ଆକାଉଣ୍ଟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…