Latest Odisha News

BREAKING NEWS

Browsing Category

ଓଡିଶା

Odisha

ମହିଳାଙ୍କ ଠାରୁ ଭ୍ୟାନିଟ ବ୍ୟାଗ୍ ଛଡାଇବା ପଡିଲା ମହଙ୍ଗା, ୨ ଲୁଟେରା ଗିରଫ

ଭୁବନେଶ୍ବର: ଧରାପଡିଲେ ଦୁଇ ଲୁଟେରା । ଏକୁଟିଆ ଦେଖି ଜଣେ ମହିଳାଙ୍କ ଠାରୁ ଝାମ୍ପିନେଇଥିଲେ ତାଙ୍କ ଭ୍ୟାନିଟ୍ ବ୍ୟାଗ । ଏନେଇ ନୟାପଲ୍ଲୀ ଥାନାରେ ଏତଲା ଦେଇଥିଲେ ଉକ୍ତ ମହିଳା ଜଣଙ୍କ । ଅଭିଯୋଗକୁ ଆଧାରକରି ଆଜି ଦୁଇ ଜଣ ଲୁଟେରାଙ୍କୁ ଗିରଫ କରିଛି ନୟାପଲ୍ଲୀ ଥାନା ପୋଲିସ । ଗିରଫ ଅଭିଯୁକ୍ତ…

କାହିଁକି ବିଧାନସଭାକୁ ମୁଣ୍ଡିଆ ମାରିଲେ ସୁର ରାଉତରାୟ?

ଭୁବନେଶ୍ୱର: ଶେଷ ଦିନରେ ବିଧାନସଭାକୁ ମୁଣ୍ଡିଆ ମାରିଲେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ। ସବୁବେଳେ ନିଜର କୌତୁହଳପୂର୍ଣ୍ଣ ବୟାନ ପାଇଁ ସଭିଙ୍କ ପସନ୍ଦରେ ଥାନ୍ତି ଜଟଣୀ ବିଧାୟକ। ସମୟ ସମୟରେ କିଛି ନ କିଛି କାର୍ଯ୍ୟ କରିଥାନ୍ତି ଯାହା ଚର୍ଚ୍ଚାର ପରିସରକୁ ଆଣିଥାଏ। ବର୍ତ୍ତମାନ ବଜେଟ୍…

ଅଧିବେଶନର ଶେଷ ଦିନ: ପ୍ରଶ୍ନକାଳରେ ଭତ୍ତା ବୃଦ୍ଧି ପ୍ରସଙ୍ଗ ତାତି 

ଭୁବନେଶ୍ୱର:ଶୁକ୍ରବାର ବିଧାନସଭା ବଜେଟ ଅଧିବେଶନର ଶେଷ ଦିନ। ପଞ୍ଚମ ଦିନରେ ଅଧିବେଶନ ପହଞ୍ଚିବା ପରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି। ଗୃହ ବେଶ୍ ସରଗରମ ରହିବା ଆଶା କରାଯାଉଥିବାବେଳେ ଗୃହ କାର୍ଯ୍ୟ ଆରମ୍ଭ ହୋଇଛି। ଆଜି ପ୍ରଶ୍ନକାଳରେ ଶିଳ୍ପ, ଶକ୍ତି,…

ନୀଳଗିରି ବ୍ଲୁ ଲେକ୍‌ରେ ଭାସୁଛି ୨ ଯୁବକଙ୍କ ମୃତଦେହ, ସୋମବାରଠୁ ନିଖୋଜ ଥିଲେ ଦୁଇ ସାଙ୍ଗ

ବାଲେଶ୍ବର: ସୋମବାର ଠାରୁ ନିଖୋଜ ଥିବା ଦୁଇ ଜଣ ଯୁବକଙ୍କ ମୃତଦେହ ଆଜି ଉଦ୍ଧାର ହୋଇଛି । ବାଲେଶ୍ଵର ଜିଲ୍ଲା ନୀଳଗିରି ବ୍ଲକ ଅଧୀନ ମିତ୍ରପୁର ନିକଟସ୍ଥ ବ୍ଲୁ ଲେକ୍‌ରୁ ଦୁଇ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ । ମୃତକ ଦ୍ବୟ ହେଲେ ଭବାନୀ ଶଙ୍କର (୨୨) ଓ ମନୋରଞ୍ଜନ ମହାପାତ୍ର (୨୧) ।…

ବିଜେଡିରେ ମିଶିଲେ ସଂତୃପ୍ତ ମିଶ୍ର, ନିକଟରେ ଆଦିତ୍ୟ ବିର୍ଲା ଗ୍ରୁପର ସିଇଓ ପଦରୁ ଦେଇଥିଲେ ଇସ୍ତଫା

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପର ପୂର୍ବତନ ଶୀର୍ଷ କାର୍ଯ୍ୟନିର୍ବାହୀ ସନ୍ତୃପ୍ତ ମିଶ୍ର ଓଡ଼ିଶାରେ ଶାସକ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି। ମାନବ ସମ୍ବଳର ଗ୍ଲୋବାଲ ଡାଇରେକ୍ଟର ତଥା ବିର୍ଲା କାର୍ବନର ଗ୍ରୁପ୍ ଡାଇରେକ୍ଟର ତଥା କେମିକାଲ୍ସ ନିର୍ଦ୍ଦେଶକ ଥିବା ଶ୍ରୀ ମିଶ୍ର ଗତବର୍ଷ…

ଗୋପାଳପୁରରୁ ବିଜେଡି ପ୍ରାର୍ଥୀ ହେବେ ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା!

ଭୁବନେଶ୍ୱର: ୨୦୨୪ ନିର୍ବାଚନ ପାଇଁ ଶାସକ ବିଜୁ ଜନତା ଦଳ ଗୋପାଳପୁର ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଦୁର୍ନୀତି ଅଭିଯୋଗରେ ଦଳରୁ ବହିଷ୍କୃତ ହୋଇଥିବା ବର୍ତ୍ତମାନର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସ୍ଥାନରେ ଦଳ କାହାକୁ ପ୍ରାର୍ଥୀ କରିବ ବୋଲି ଚର୍ଚ୍ଚା ଲାଗି ରହିଛି। ଏହାରି…

ଦଶପଲ୍ଲାରୁ ଶ୍ରୀମନ୍ଦିର ଅଭିମୁଖେ ବାହାରିଲା ପ୍ରଥମ ପର୍ଯ୍ୟାୟ ରଥକାଠ

ନୟାଗଡ: ରଥଯାତ୍ରା ପାଇଁ ଆଜି ପୁରୀ ଅଭିମୁଖେ ବାହାରିଲା ପ୍ରଥମ ପର୍ଯ୍ୟାୟ ରଥକାଠ । ନୟାଗଡ ଜିଲ୍ଲା ଦଶପଲ୍ଲା ମହାବୀର ମନ୍ଦିରରେ ଶୁକ୍ରବାର ପୂଜାର୍ଚ୍ଚନା ପରେ ରଥକାଠ ବାହାରିଥିବା ସୂଚନା ମିଳିଛି । ତେବେ ୩ଟି ଟ୍ରକରେ ଶ୍ରୀମନ୍ଦିର ଅଭିମୁଖେ ଆସୁଛି ୧୦୨ ଖଣ୍ଡ କାଠ । ଏଥିରେ ୫୦ ଖଣ୍ଡ ଅସନ…

ପାଣ୍ଡିଆନଙ୍କ ସାକ୍ଷାତକାର: ରାଜ୍ୟରେ ବିଜେଡି-ବିଜେପି ମେଣ୍ଟ ନେଇ ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର: ଓଡ଼ିଶାରେ ଲୋକସଭା ଓ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟର ଦୁଇ ପ୍ରମୁଖ ଦଳ ବିଜେପି ଓ ବିଜେଡି ମଧ୍ୟରେ ମେଣ୍ଟ ହୋଇପାରେ ବୋଲି ରାଜନୈତିକ ମହଲରେ କଳ୍ପନାଜଳ୍ପନା ଜୋର ଧରିଛି। ଗତବର୍ଷ ଆଇଏଏସ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇ ବିଜେଡିରେ ଯୋଗ ଦେଇଥିବା ମୁଖ୍ୟମନ୍ତ୍ରୀ ନବୀନ…

ଲିଙ୍ଗ ନିରୂପଣ ଅଭିଯୋଗରେ ଡାକ୍ତରଙ୍କ ଘରେ ସ୍ବାସ୍ଥ୍ୟ ବିଭାଗର ଚଢ଼ାଉ

କଟକ: କଟକ ଫ୍ରେଣ୍ଡସ୍ କଲୋନୀରେ ଜଣେ ଡାକ୍ତରଙ୍କ ଘରେ ଚଢଉ କଲା ସ୍ୱାସ୍ଥ୍ୟ ବିଭାଗ । ଲିଙ୍ଗ ନିରୁପଣ ଅଭିଯୋଗ ଆସିବା ପରେ ସ୍ୱାସ୍ଥ୍ୟ ବିଭାଗର ଏକ ଟିମ୍‍ ଚଢଉ କରିଛି ।ଏହି ରେଡ୍‌ରେ ସ୍ୱାସ୍ଥ୍ୟ ବିଭାଗ ଟିମ୍ ସହ ଉପଜିଲ୍ଲାପାଳ ମଧ୍ୟ ସାମିଲ ଥିଲେ । ଏହି ଚଢଉ ସମୟରେ ଏକ ଅଲଟ୍ରାସାଉଣ୍ଡ…

ବିଜେଡିରୁ ଇସ୍ତଫା ଦେଲେ ବିଧାୟକ ପ୍ରେମାନନ୍ଦ ନାୟକ

ଭୁବନେଶ୍ଵର: ବିଜେଡିରୁ ଇସ୍ତଫା ଦେଲେ ତେଲକୋଇ ବିଧାୟକ । ତେଲକୋଇ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରେମାନନ୍ଦ ନାୟକ । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା । ପୂର୍ବରୁ ବୈଷୟିକ ଓ ଦକ୍ଷତା ବିକାଶ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ ପ୍ରେମାନନ୍ଦ ନାୟକ । ମୁଖ୍ୟମନ୍ତ୍ରୀଙ୍କୁ ଚିଠି…