Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶିମିଳିପାଳରେ ମଣିଷ ମାରି ଖାଇଥିଲା କଲରାପତରିଆ: ଆରସିସିଏଫ୍

ମୟୂରଭଞ୍ଜ: ଶିମିଳିପାଳରେ ଖଣ୍ଡ ବିଖଣ୍ଡିତ ମୃତଦେହ ମିଳିବା ଘଟଣା । ଲ୍ୟାବ୍ ରିପୋର୍ଟରୁ କଲରାପତରିଆ ମାରି ଖାଇଥିବା ହେଲା ସ୍ପଷ୍ଟ । ପ୍ରେସ୍‌ନୋଟ୍ ଜାରି କରି ସୂଚନା ଦେଲେ ଆରସିସିଏଫ୍ । ମୃତକଙ୍କ ଶରୀରରୁ ମିଳିଥିବା ଚୁଟି କଲରାପତରିଆ ଚୁଟି ସହ ମିଶୁଛି ବୋଲି ଆରସିସିଏଫ୍ କହିଛନ୍ତି ।…

ଭିଜିଲାନ୍ସ ଜାଲରେ ଭବାନୀପାଟଣା ମନରେଗା ସହାୟକ ଅଧିକାରୀ

ଭୁବନେଶ୍ବର: କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାରେ ଜଣେ ସରକାରୀ ଅଧିକାରୀଙ୍କୁ ୩୫,୦୦୦ ଟଙ୍କା ଲାଞ୍ଚ ଗ୍ରହଣ କରିବା ସମୟରେ ଓଡ଼ିଶା ଭିଜିଲାନ୍ସ ଧରିଛି। ଅଭିଯୁକ୍ତ ପ୍ରିୟଙ୍କା ଜେନା, ପିଡି ଜଳସେଡ୍ କାର୍ଯ୍ୟାଳୟରେ MGNREGA ସହାୟକ ଭାବେ କାର୍ଯ୍ୟ କରୁଥିଲେ। ରିପୋର୍ଟ ଅନୁଯାୟୀ ଜଣେ…

ବ୍ରାହ୍ମଣୀରେ ବୁଡ଼ିଗଲେ ୩ ସାଙ୍ଗ; ଜଣେ ମୃତ, ୨ ନିଖୋଜ

ତାଳଚେର:ବ୍ରାହ୍ମଣୀ ନଦୀରେ ଅଘଟଣ ।ବ୍ରାହ୍ମଣୀ ନଦୀରେ ଗାଧେଇବା ବେଳେ ଭାସିଗଲେ ତିନି ଜଣ ସାଙ୍ଗ । ସେମାନଙ୍କ ମଧ୍ୟରୁ ଜଣଙ୍କୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଥିବା ବେଳେ ଆଉ ୨ ଜଣଙ୍କୁ ଅଗ୍ନିଶମ କର୍ମଚାରୀ ଖୋଜୁଥିବା ସୂଚନା ରହିଛି । ସମସ୍ତ ତିନି ଜଣ ସାଙ୍ଗ ତାଳଚେର ଷ୍ଟେସନ ଅଞ୍ଚଳର…

ଜୁନ୍‌ ୧୦ରେ ହେବ ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ, କଣ ରହିବ ଆଜେଣ୍ଡା

ଭୁବନେଶ୍ୱର: ଚଳିତ ମାସ (ଜୁନ୍ ୧୦) ତାରିଖରେ ବିଜେଡ଼ିର ଶଙ୍ଖ ଭବନରେ ଏକ ଉଚ୍ଚସ୍ତରୀୟ ବୈଠକ ବସିବ। ଏ-ନେଇ ଦଳ ପକ୍ଷରୁ ଏକ ପ୍ରେସ୍ ବିଜ୍ଞପ୍ତି ଜାରି ହୋଇଛି। ପ୍ରେସ୍ ବିଜ୍ଞପ୍ତି ଅନୁଯାୟୀ ଜୁନ୍ ୧୦ ତାରିଖ ଅପରାହ୍ନ ୪ଟାରେ ଏହି ବୈଠକ ଅନୁଷ୍ଠିତ ହେବ। ସମ୍ପ୍ରତି ସାଧାରଣ ନିର୍ବାଚନରେ…

ପ୍ରକାଶ ପାଇଲା ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ୨୦୨୬ର ଫଳାଫଳ…

ଭୁବନେଶ୍ୱର: ପ୍ରକାଶ ପାଇଲା ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (OJEE) ୨୦୨୬ ପଳାଫଳ । ସୋମବାର ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି ବୈଷୟିକ ଶିକ୍ଷା ମନ୍ତ୍ରୀ । ରାଜ୍ୟର ୩୦ ଜିଲ୍ଲାର ୯୩ ସେଣ୍ଟରରେ ହୋଇଥିଲା ପରୀକ୍ଷା । ପ୍ରକାଶିତ ପରୀକ୍ଷା ଫଳ ଅନୁଯାୟୀ, ବିଭିନ୍ନ ପାଠ୍ୟକ୍ରମରେ…

ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜରେ ୬୫୦ ଶଯ୍ୟାର ନୂଆ ଟିଚିଙ୍ଗ୍ ହସ୍ପିଟାଲ ଲୋକାର୍ପିତ

ମୟୂରଭଞ୍ଜ: ମୟୂରଭଞ୍ଜ ଏବଂ ସମଗ୍ର ଉତ୍ତର ଓଡ଼ିଶାର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆଜି ଏକ ନୂତନ ଐତିହାସିକ ଅଧ୍ୟାୟ ଯୋଡ଼ି ହୋଇଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିପଦା ଗସ୍ତରେ ଯାଇ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜର ନୂତନ ୬୫୦ ଶଯ୍ୟା ବିଶିଷ୍ଟ ଟିଚିଙ୍ଗ୍ ହସ୍ପିଟାଲ…

ଦିଗପହଣ୍ଡି ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୪ ଲକ୍ଷ ସହାୟତା

ଗଞ୍ଜାମ: ଦିଗପହଣ୍ଡି ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ମିଳିବ ୪ ଲକ୍ଷ ଟଙ୍କା ସହାୟତା। ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଘଟିଥିବା ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ଜଣଙ୍କ ପରିବାର ପାଇଁ ରାଜ୍ୟ ସରକାର ସହାୟତା ଘୋଷଣା କରିଛନ୍ତି। ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ୍…

ଭୁବନେଶ୍ବର ପରିବର୍ତ୍ତେ ପୁରୀରେ ଜରୁରୀ ଅବତରଣ କଲା ହେଲିକପ୍ଟର

ଭୁବନେଶ୍ବର: ରାଜଧାନୀରେ କାଳବୈଶାଖୀ ପାଇଁ ପୁରୀରେ ଜରୁରୀ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର । କାଳବୈଶାଖୀ ପାଇଁ ବର୍ଷା ଓ ପବନ ଭୁବନେଶ୍ବର ହୋଇଥିଲା। ଫଳରେ ଭୁବନେଶ୍ବରରେ ଲ୍ୟାଣ୍ଡିଂ କରିପାରିଲାନି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର । ପୁରୀ ସମଙ୍ଗ ଅସ୍ଥାୟୀ ବସଷ୍ଟାଣ୍ଡରେ…

ଓପିଏସସି ପରୀକ୍ଷାର୍ଥୀ ଗିରଫ, ଫିଲ୍ମ ଷ୍ଟାଇଲ୍‌ରେ କରୁଥିଲେ କପି

କଟକ: ଓପିଏସସି ପରୀକ୍ଷାରେ କପି କରି ଫସିଗଲେ ପରୀକ୍ଷାର୍ଥୀ। ଓପିଏସ୍‌ସି ପରୀକ୍ଷାରେ କପି କରି ଗିରଫ ହେଲେ ପରୀକ୍ଷାର୍ଥୀ। ଫିଲ୍ମ ଷ୍ଟାଇଲ୍‌ରେ କପି କରୁଥିବା ବେଳେ ଗିରଫ କରିଛି ପୋଲିସ। କପି କରୁଥିବା ପରୀକ୍ଷାର୍ଥୀଙ୍କୁ ସ୍କ୍ୱାଡ ଟିମ ଧରିଥିବା ବେଳେ ଗିରଫ କରିଛି କଟକ ମର୍କତନଗର ଥାନା…

ବିଜେଡିରେ ସୁଜାତା କାର୍ତ୍ତିକେୟନଙ୍କ ଏଣ୍ଟ୍ରି ନେଇ ଜୋରଦାର ଚର୍ଚ୍ଚା

ଭୁବନେଶ୍ୱର: ନିର୍ବାଚନରେ ବିଜେଡିର ପରାଜୟ ପରେ ରାଜନୀତିରୁ ସନ୍ୟାସ ଘୋଷଣା କରିଥିବା ଭି କେ ପାଣ୍ଡିଆନଙ୍କ ପତ୍ନୀ ତଥା ପୂର୍ବତନ ଆଇଏଏସ୍ ଅଧିକାରୀ ସୁଜାତା ଆର କାର୍ତ୍ତିକେୟନ ଖୁବଶୀଘ୍ର ବିଜୁ ଜନତା ଦଳରେ ଯୋଗ ଦେବେ ବୋଲି ଚର୍ଚ୍ଚା ଆରମ୍ଭ ହୋଇଛି। ସେ ନିଜ ପ୍ରଶାସନିକ ଚାକିରିରୁ…