Latest Odisha News

BREAKING NEWS

Browsing Category

ଓଡିଶା

Odisha

ଲାଞ୍ଚ ନେଇ ଫସିଗଲେ ଆକାଉଣ୍ଟାଣ୍ଟ ବାବୁ, ମାଡ଼ିବସିଲା ଭିଜିଲାନ୍ସ

ପୁରୀ: ଲାଞ୍ଚ ନେଇ ଫସିଗଲେ ଆକାଉଣ୍ଟାଣ୍ଟ ବାବୁ । ମାଡ଼ିବସିଲା ଭିଜିଲାନ୍ସ । ଲାଞ୍ଚ ନେଉଥିବା ବେଳେ ପୁରୀ ବ୍ଲକ ଶିକ୍ଷା ଅଧିକାରୀ ତଥା ଆକାଉଣ୍ଟାଣ୍ଟ ଶ୍ରୀ ବିକାଶ କୁମାର ସେନାପତିଙ୍କୁ ଧରିଛି ଭିଜିଲାନ୍ସ ଟିମ୍ । ଜଣେ ଅବସର ପ୍ରାପ୍ତ ଶିକ୍ଷକଙ୍କ ଠାରୁ ୫୦୦୦ ହଜାର ଟଙ୍କ ଲାଞ୍ଚ ନେଉଥିବା…

ଭିଜିଲାନ୍ସ ଜାଲରେ ଅମିନ ବାବୁ, ଲାଞ୍ଚ ନେବା ବେଳେ ମାଡିବସିଲା ଟିମ୍

ବଲାଙ୍ଗୀର: ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଜିଲ୍ଲା ସଇଁତଳା ତହସିଲର ଅମିନ । ଜମି ଡିମାର୍କେସନ ପାଇଁ ଜଣଙ୍କଠାରୁ ୮ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଭିଜିଲାନ୍ସ ଟିମ୍ । ଅମିନ ନୀର୍ମଳେନ୍ଦୁ କବିଙ୍କ ଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରି ତଦନ୍ତ କରୁଛି ଭିଜିଲାନ୍ସ । ସୂଚନା…

ଓଡ଼ିଆ ନୂଆବର୍ଷ କେଉଁ ତାରିଖରେ ପଡ଼ିବ ସେନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବୈଠକ ଅନୁଷ୍ଠିତ

ପୁରୀ: ୨୦୨୪-୨୫ ବର୍ଷ ପାଇଁ ଶ୍ରୀମନ୍ଦିରରେ ବିଭିନ୍ନ ପର୍ବପର୍ବାଣି କେଉଁ ଦିନ ପାଳନ ହେବ ସେନେଇ ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପଞ୍ଜିକାର ଓ ଗଣନାକାରୀଙ୍କୁ ନେଇ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଶ୍ରୀମନ୍ଦିର ନୀତି ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ…

ଝାରସୁଗୁଡାରେ ବର୍ଷିଲେ ରାହୁଲ, କହିଲେ ମୋଦୀ ତାଙ୍କ ଜାତି ବାବଦରେ ଦୁନିଆକୁ ମିଛ କହିଛନ୍ତି

ଝାରସୁଗୁଡା: କଂଗ୍ରେସ ନେତା ରାହୁଲ ଗାନ୍ଧି ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ତାଙ୍କ ଜାତି ବିଷୟରେ ମିଛ କହୁଥିବା ଅଭିଯୋଗ କରି କହିଛନ୍ତି ଯେ ସେ ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି) ନୁହେଁ ବରଂ ସାଧାରଣ ବର୍ଗର ଅଟନ୍ତି। ଝାରସୁଗୁଡ଼ାରେ ଭାରତ ଯୋଡୋ ନ୍ୟାୟ ଯାତ୍ରାରେ ଯୋଗଦେଇ…

ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାରେ ତ୍ରୁଟି, ପୁଣି ସୋସିଆଲ ମିଡିଆରେ ଭାଇରାଲ ହେଲା ଭିତର ବେଢ଼ା ଫଟୋ

ପୁରୀ: ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାରେ ତ୍ରୁଟି । ପୁଣି ସୋସିଆଲ ମିଡିଆରେ ଭାଇରାଲ ହେଲା ଶ୍ରୀମନ୍ଦିରର ଭିତର ବେଢ଼ା ଫଟୋ । ଏତେ ସୁରକ୍ଷା ମଧ୍ୟରେ କିପରି ମନ୍ଦିର ଭିତରକୁ ମୋବାଇଲେ ଗଲା ଆଉ ଫଟୋ ଉଠାଇବା ବେଳେ ମଧ୍ୟ କାହାରି ଦୃଷ୍ଟି ଗୋଚର ହୋଇପାରିଲା ନାହିଁ ସେନେଇ ଏବେ ପ୍ରଶ୍ନବାଚୀ…

ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଫେବୃଆରୀ ୧୫ ଯାଏଁ ନାମାଙ୍କନ ଦାଖଲ

ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠାରୁ ଫେବୃଆରୀ ୧୫ ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ଦାଖଲର ଶେଷ ତାରିଖ ରହିଛି । ଫେବୃଆରୀ ୧୬ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ । ସେହିପରି ୨୦ ଫେବୃଆରୀ ସୁଦ୍ଧା ପ୍ରାର୍ଥୀ ପତ୍ର ପ୍ରତ୍ୟାହାର କରିପାରିବେ ।…

ଅନୁଭବ-ବର୍ଷାଙ୍କ ଛାଡପତ୍ରକୁ ମଞ୍ଜୁରୀ,୧୦ ବର୍ଷର ବିବାହ ସମ୍ପର୍କରେ ପୂର୍ଣ୍ଣଚ୍ଛେଦ

କଟକ: ଓଲିଉଡ୍‌ର ବହୁ ଚର୍ଚ୍ଚିତ ଷ୍ଟାର ଦମ୍ପତି ଅନୁଭବ ଓ ବର୍ଷା ପ୍ରିୟଦର୍ଶିନୀ ଛାଡପତ୍ର ମାମଲା । ବହୁ ବାଦବିବାଦ ପରେ ଶେଷରେ ୧୦ ବର୍ଷର ସମ୍ପର୍କରେ ପଡିଲା ପୂର୍ଣ୍ଣଚ୍ଛେଦ । ଏନେଇ ନିଜେ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ରେ ପୋଷ୍ଟ କରି ସୂଚନା ଦେଇଛନ୍ତି ଅନୁଭବ ମହାନ୍ତି । ପତ୍ନୀ ବର୍ଷା…

ଡମ୍ପରରେ ପିଟି ହେଲା ତୀର୍ଥ ଯାତ୍ରୀ ବସ୍, ୧୫ ଆହତ

ବାଲେଶ୍ବର: ବାଲେଶ୍ୱର ଜିଲ୍ଲା ୬୦ ନମ୍ବର ଜାତୀୟ ରାଜପଥ ନିଧିପଣ୍ଡା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଡମ୍ଫରରେ ପିଟି ହେଲା ଯାତ୍ରୀବାହି ବସ୍‌ । ଦୁର୍ଘଟଣାରେ ୧୫ ଜଣ ଆହତ ହୋଇଛନ୍ତି । ସମସ୍ତ ଗୁରୁତରମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ମୁତାବକ,…

ବିଧାନସଭା ବଜେଟ ଅଧିବେଶନ: ଆଜି ଗୃହରେ କାମଚଳା ବଜେଟ୍ ଆଗତ କରିବେ ଅର୍ଥମନ୍ତ୍ରୀ

ଭୁବନେଶ୍ବର: ଆଜି ବିଧାନସଭା ବଜେଟ ଅଧିବେଶନର ଚତୁର୍ଥ ଦିନ । ଆଜି ବିଧାନସଭାରେ ଉପସ୍ଥାପନ ହେବ କାମଚଳା ବଜେଟ୍ । ସଂଧ୍ୟା ୫ଟା ରେ କାମଚଳା ବଜେଟ୍ ଆଗତ କରିବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ଏହା ନବୀନ ସରକାରର ପଞ୍ଚମ ପାଳିର ଶେଷ ବଜେଟ । ୨୦୨୪-୨୫ ଆର୍ଥକ ବର୍ଷ ପାଇଁ ଉପସ୍ଥାପିତ ହେବ…

ସାରା ଦେଶରେ କୋରିଅର୍ ଦୁର୍ନୀତିର ପର୍ଦ୍ଦାଫାସ କଲା ଇଓଡବ୍ଲ୍ୟୁ, ହରିୟାଣା ର ଜଣେ ଗିରଫ

ଭୁବନେଶ୍ୱର: ଓଡ଼ିଶା କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଏନସିବି, ସିବିଆଇ ଓ ଆରବିଆଇ ଅଧିକାରୀଙ୍କ ପରିଚୟ ଦେଇ ଲୋକଙ୍କୁ ବ୍ଲାକମେଲ କରୁଥିବା ଏକ ବଡ଼ କୋରିଅର ଦୁର୍ନୀତିର ପର୍ଦ୍ଦାଫାସ କରିଛି। ଫେବ୍ରୁଆରି ୪ ତାରିଖରେ ଇଓଡବ୍ଲ୍ୟୁ ଏହି ଠକେଇରେ ସମ୍ପୃକ୍ତ ଥିବା…