Latest Odisha News

BREAKING NEWS

Browsing Category

ଓଡିଶା

Odisha

୨୧ ଦଫା ଦାବି ପୂରଣ ନେଇ ଶିକ୍ଷକଙ୍କ ବିକ୍ଷୋଭ, ଆନ୍ଦୋଳନକୁ ଜୋରଦାର କରିବାକୁ ଚେତାବନୀ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ୨୧ ଦଫା ଦାବି ପୂରଣ ଦାବିରେ ବୁଧବାର ଭୁବନେଶ୍ୱରରେ ହଜାର ହଜାର ମାଧ୍ୟମିକ ବିଦ୍ୟାଳୟର ଶିକ୍ଷକମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ସଂଘ ବ୍ୟାନରରେ ଶିକ୍ଷକମାନେ ସହରର ଲୋୟର ପିଏମ୍ ଜିରେ ଏକାଠି ହୋଇ ସରକାରଙ୍କ ବିରୋଧରେ…

ନୂଆ ଜିଲ୍ଲା ପାଇଁ ଓଡ଼ିଶା ସରକାରକୁ ମିଳିଛି ୨୮ଟି ଆବେଦନ

ଭୁବନେଶ୍ୱର: ରାଜ୍ୟରେ ନୂଆ ଜିଲ୍ଲା ଗଠନ ପାଇଁ ରାଜ୍ୟ ସରକାର ୨୮ଟି ଆବେଦନ ଗ୍ରହଣ କରିଛନ୍ତି ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି ବୁଧବାର ବିଧାନସଭାରେ ସୂଚନା ଦେଇଛନ୍ତି। କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ଏକ ପ୍ରଶ୍ନର ଉତ୍ତରରେ ସେ ଏହା କହିଛନ୍ତି,…

ଏଣିକି ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ଯୋଡ଼ି ହେବେ ସରପଞ୍ଚ ଓ ନିର୍ବାଚିତ ପ୍ରତିନିଧି!

କଟକ: ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ସାମିଲ ହେବେ ସରପଞ୍ଚ ଓ ନିର୍ବାଚିତ ପ୍ରତିନିଧିମାନେ। ଏନେଇ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଶୁଣାଇଛନ୍ତି ଉଚ୍ଚ ନ୍ୟାୟାଳୟ। ବୁଧବାର ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ଦେଇଥିବା ନିର୍ଦ୍ଦେଶ ଅନୁସାରେ ପ୍ରକଳ୍ପ ଚୟନ ବେଳେ ଲୋକ ପ୍ରତିନିଧିମାନଙ୍କୁ…

ବିରୋଧୀଙ୍କ ହଙ୍ଗାମା ଭିତରେ ଚାଲିପାରିଲାନି ଗୃହ, ବାଚସ୍ପତିଙ୍କ ମାଇକ ଭାଙ୍ଗିଲେ ବିଜେପି ବିଧାୟକ

ଭୁବନେଶ୍ୱର:ଧୋଇଗଲା ବିଧାନସଭାର ତୃତୀୟ ଦିନ। ଆରମ୍ଭରୁ ଗୃହରେ ହଟ୍ଟଗୋଳ ଓ ହୋହଲ୍ଲା ଦେଖିବାକୁ ମିଳିଥିଲା। ଉଷୁନା ଚାଉଳ ଓ ପରି ହତ୍ୟା ମାମଲା ପ୍ରସଙ୍ଗରେ କମ୍ପିଥିଲା ଗୃହ। ବିରୋଧୀଙ୍କ ହାଇ ଡ୍ରାମା ମଧ୍ୟରେ ପୋଡିୟମ ଉପରେ ଚଢ଼ି ଭାଜପା ବିଧାୟକ ନାଉରୀ ନାଏକ ବାଚସ୍ପତିଙ୍କ ମାଇକ୍‌ ଭାଙ୍ଗି…

ଶ୍ରୀଜଗନ୍ନାଥ ବଲ୍ଲଭ ମଠରେ ଯାତ୍ରୀ ଅଭ୍ୟର୍ଥନା କେନ୍ଦ୍ର ଓ ଶ୍ରୀମାର୍ଗ ପାଇଁ କ୍ଷତିପୂରଣ ଦାବି କଲେ ବିସ୍ଥାପିତ

ପୁରୀ: ଶ୍ରୀଜଗନ୍ନାଥ ବଲ୍ଲଭ ମଠରେ ଯାତ୍ରୀ ଅଭ୍ୟର୍ଥନା କେନ୍ଦ୍ର ଓ ଶ୍ରୀମାର୍ଗ ପାଇଁ ମଠରୁ ଅନେକ ଲୋକଙ୍କୁ ବିସ୍ଥାପିତ କରାଯିବା ସହ ବହୁ ସଂଖ୍ୟାରେ ଗଛ ଲଗାଯାଇଥିଲା । ପ୍ରକଳ୍ପ ସମ୍ପୂର୍ଣ୍ଣ ହେବା ପରେ ମଧ୍ୟ ଏଯାଏଁ ସେମାନଙ୍କୁ କ୍ଷତିପୂରଣ ମିଳିନାହିଁନ । ନିଜ ଜୀବନ ଜୀବିକା ପାଇଁ ସେମାନେ…

ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ କ୍ଷମା ମାଗିଲେ ଯାତ୍ରା ଜଗତର ଭିଲେନ୍ ଦୈତାରୀ ପଣ୍ଡା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମହାପ୍ରଭୁ ଜଗନ୍ନାଥଙ୍କ ସହ ତୁଳନା କରି ବିବାଦ ସୃଷ୍ଟି କରିଥିବା ଓଡ଼ିଆ ଯାତ୍ରା କଳାକାର ଦୈତାରୀ ପଣ୍ଡା ବୁଧବାର ପୁରୀ ଜଗନ୍ନାଥ ମନ୍ଦିର ଯାଇ କ୍ଷମା ମାଗିଛନ୍ତି। ଓଡ଼ିଆ ଯାତ୍ରାରେ ଖଳନାୟକ ଭୂମିକାରେ ଅଭିନୟ କରି ଜଣାଶୁଣା ହୋଇଥିବା…

ଧଳାଜହର କାରବାର ବେଳେ ୨ ଗିରଫ, ୫୦ ଲକ୍ଷ ଟଙ୍କା ରୁ ଉର୍ଦ୍ଧ୍ବ ମୂଲ୍ୟର ବ୍ରାଉନସୁଗାର ଜବତ

ପୁରୀ: ପୁରୀରେ ବ୍ରାଉନସୁଗାର କାରବାର ବେଳେ ପୋଲିସର ଚଢାଉ । ଆଜି ସମୁଦ୍ରକୂଳ ଥାନା ପୋଲିସ ୫୨୦ ଗ୍ରାମର ବ୍ରାଉନସୁଗାର ଜବତ କରିବା ସହ ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଲେ ଖୋର୍ଦ୍ଧା ଗୁରୁଜଂଘର ଦେବାଶିଷ ଦାସ ଓରଫ ବାବୁଲ ଏବଂ ଶାଗୁଆନ ବଗିଚାର ଶୁଭମ ପଟ୍ଟନାୟକ ।…

ବାଲୁକା କଳା ମାଧ୍ୟମରେ କିଙ୍ଗ ଚାର୍ଲ୍ସ ତୃତୀୟଙ୍କ ଆଶୁ ଆରୋଗ୍ୟ କାମନା କଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ବ୍ରିଟେନର ରାଜା ଚାର୍ଲ୍ସ ତୃତୀୟ ଏବେ ଦୁରାରୋଗ୍ୟ କର୍କଟ ରୋଗରେ ପୀଡ଼ିତ ହୋଇ ଚିକିତ୍ସିତ ହେଉଛନ୍ତି । ଏହି ସମୟରେ ତାଙ୍କର ଆଶୁ ଆରୋଗ୍ୟ କାମନା କରୁଛନ୍ତି ସାରା ବିଶ୍ଵ ବାସୀ । ଏହି ଅବସରରେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ମଧ୍ୟ ବ୍ରିଟେନର ରାଜା କିଙ୍ଗ ଚାର୍ଲ୍ସ ତୃତୀୟଙ୍କ ଆରୋଗ୍ୟ…

ତୃତୀୟ ଦିନରେ ଚାଲିପାରିଲାନି ପ୍ରଶ୍ନକାଳ; ବିରୋଧୀଙ୍କ ହୋହଲ୍ଲା ଯୋଗୁଁ ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ବର: ଆଜି ବିଧାନସଭା ବଜେଟ୍ ଅଧିବେଶନର ତୃତୀୟ ଦିନ । ଆରମ୍ଭରୁ ଗୃହରେ ହଟ୍ଟଗୋଳ ଦେଖିବାକୁ ମିଳିଥିଲା । ଅର୍ପଣ ରଥ ଓ ପରୀ ପ୍ରସଙ୍ଗରେ ମୁହାଁମୁହିଁ ହୋଇଛନ୍ତି ବିଜେଡି ଓ ବିଜେପି । ଗୃହ ଭିତରେ ଓ ବାହାରେ ଉଭୟ କରିଛନ୍ତି ହୋ ହଲ୍ଲା । ଫଳରେ ଚାଲିପାରିନଥିଲା ପ୍ରଶ୍ନକାଳ । ପ୍ରବଳ…

ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା; ଓଡିଶାରେ ଚାଲିଛି ବିଜେପି-ବିଜେଡି ପାର୍ଟନରସିପ୍ ସରକାର: ରାହୁଲ ଗାନ୍ଧୀ

ରାଉରକେଲା: ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ରାଉରକେଲାରେ ଦ୍ୱିତୀୟ ଦିନରେ ଜାରି ରହିଛି । ପ୍ରଥମେ ବେଦବ୍ୟାସ ମନ୍ଦିରରେ ମହାଦେବଙ୍କ ପୂଜା କରିବା ପରେ ବ୍ୟାସ ଗୁମ୍ଫା ପରିଦର୍ଶନ କରିଛନ୍ତି । ଏହାପରେ ରାଉରକେଲା ଉଦିତନଗର ଏସପି ଅଫିସ୍ ସମ୍ମୁଖରୁ ପଦଯାତ୍ରା ଆରମ୍ଭ କରିଛନ୍ତି ରାହୁଲ ଗାନ୍ଧୀ ।…